ଆମ ଜିଲା ଖବର

ସକାଳ ୯ଟା ସୁଦ୍ଧା ବରଗଡ଼ ଜିଲାରେ ମତଦାନ ହାର:ଭଟଲିରେ ସର୍ବାଧିକ, ବିଜେପୁରରେ ସର୍ବନିମ୍ନ

ବରଗଡ଼,୨୦।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ର ଗୁଡିକରେ ମତଦାତାଙ୍କ ଲମ୍ବା ଧାଡ଼ି ଲାଗିଛି। ତେବେ ମିଳିଥିବା ସୂଚନା ଅନୁଯାୟୀ, ସକାଳ ୯ଟା ସୁଦ୍ଧା ଜିଲାର ଭଟଲି ବିଧାନସଭା…

ଚାଲିଛି ଗଣତନ୍ତ୍ରର ମହାପର୍ବ: ଭୋଟ ଦେବାକୁ ପ୍ରବଳ ଭିଡ଼

ଫୁଲବାଣୀ, ୨୦।୫(ରାକେଶ କୁମାର ରାଉତ):ସାଧାରଣ ନିର୍ବାଚନର ଦିତୀୟ ପର୍ଯ୍ୟାୟରେ କନ୍ଧମାଳ ସଂସଦୀୟ କ୍ଷେତ୍ରରେ ଭୋଟ ଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ସକାଳ ୭ଟାରୁ ଭୋଟ ଦାନ କେନ୍ଦ୍ରରେ ଭୋଟରମାନଙ୍କ ଭିଡ଼ ଦେଖିବାକୁ ମିଳିଛି। ୫ ବର୍ଷ ପରେ ଭୋଟରମାନେ ସେମାନଙ୍କ ପସନ୍ଦର…

ସସ୍ତ୍ରୀକ ଭୋଟ୍‌ ଦେଲେ କଂଗ୍ରେସ ପ୍ରାର୍ଥୀ ନିପନ ଦାଶ

ବରଗଡ଼,୨୦ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ରଗୁଡ଼ିକରେ ମତଦାତାଙ୍କ ଲମ୍ବା ଧାଡ଼ି ଲାଗିଛି। ଏହି କ୍ରମରେ ଚଳିତ ନିର୍ବାଚନରେ ବରଗଡ଼ ବିଧାନସଭା ଆସନରୁ ପ୍ରତିଦ୍ବନ୍ଦ୍ୱିତା କରୁଥିବା କଂଗ୍ରେସ…

ମତଦାନ କଲେ କଂଗ୍ରେସ ପ୍ରାର୍ଥୀ ଚିତ୍ରସେନ

ପୁରୁଷୋତ୍ତମପୁର,୨୦ା୫(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବିଧାନସଭା ନିର୍ବାଚନ ଲାଗି ସୋମବାର ସକାଳୁ ନିର୍ଦ୍ଧାରିତ ସମୟରେ ମତଦାନ ଆରମ୍ଭ ହୋଇଛି। ଏଥିରେ କଂଗ୍ରେସ ପକ୍ଷରୁ ଖଲ୍ଲିକୋଟ ବିଧାନସଭା ପ୍ରାର୍ଥୀ ଚିତ୍ରସେନ ବେହେରା ଆସି ପୁରୁଷୋତ୍ତମପୁର ଏନ୍‌ଏସି ଗଡ଼ସାହି ପ୍ରାଥମିକ ବିଦ୍ୟାଳୟ ପରିସରରେ…

ପଙ୍କାଳସାହିରେ ଭୋଟ୍‌ ବର୍ଜନ

ନୟାଗଡ଼,୨୦ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ଦଶପଲା ନିର୍ବାଚନ ମଣ୍ଡଳୀରେ ଭୋଟ୍‌ ଚାଲୁ ରହିଥିବା ବେଳେ ଅଧିକାଂଶ ସ୍ଥାନରେ ଇଭିଏମ୍‌ ଅଚଳ ଥିବା ଦେଖିବାକୁ ମିଳୁଛି। ନୂଆଗାଁ ବ୍ଲକର ଦୁର୍ଦ୍ୱରା ନୋଡାଲ ଉଚ୍ଚ ବିଦ୍ୟାଳୟ ଓ ଗୋଳଗୋଳା,ଦଶପଲା ବ୍ଲକର ମଧ୍ୟଖଣ୍ଡ ବୁଥ୍‌ରେ ପ୍ରାୟ…

ଧାଡ଼ିରେ ଠିଆ ହୋଇ ମତଦାନ କଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୨୦ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ରଗୁଡ଼ିକରେ ମତଦାତାଙ୍କ ଲମ୍ବାଧାଡ଼ି ଲାଗିଛି। ଏହି କ୍ରମରେ ଚଳିତ ନିର୍ବାଚନର ରେଢ଼ାଖୋଲ ବିଧାନସଭାର ବିଜେଡି ପ୍ରାର୍ଥୀ ତଥା ପୂର୍ବତନ ଏମ୍‌ପି…

ନୟାଗଡ଼ର ଅଧିକାଂଶ ସ୍ଥାନରେ ଇଭିଏମ୍‌ ଅଚଳ, ବୁଥ୍‌ରେ ଚାପା ଉତ୍ତେଜନା

ନୟାଗଡ଼,୨୦ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ଦଶପଲ୍ଲା ନିର୍ବାଚନ ମଣ୍ଡଳୀରେ ଭୋଟ ଚାଲୁ ରହିଥିବା ବେଳେ ଅଧିକାଂଶ ସ୍ଥାନରେ ଇଭିଏମ୍‌ ଅଚଳ ଥିବା ଦେଖିବାକୁ ମିଳୁଛି। ନୂଆଗାଁ ବ୍ଲକର ଦୁର୍ଦୁରା ନୋଡାଲ ଉଚ୍ଚ ବିଦ୍ୟାଳୟ ଓ ଗୋଳଗୋଳା,ଦଶପଲା ବ୍ଲକର ମଧ୍ୟଖଣ୍ଡ ବୁଥ୍‌ରେ ପ୍ରାୟ…

ଟିଟିଲାଗଡ଼ରେ ଇଭିଏମ୍‌ ଅଚଳ, ମତଦାନ ବିଳମ୍ବ

ଟିଟିଲାଗଡ଼,୨୦ା୫: ବଲାଙ୍ଗୀର ଜିଲା ଟିଟିଲାଗଡ଼ର ୧୯୧ ନଂ ବୁଥ୍‌ରେ ଇଭିଏମ୍‌ ଅଚଳ ହେବାରୁ ମତଦାନରେ ବିଳମ୍ବ ହୋଇଛି। ୭ଟାରେ ବୁଥ୍‌ ଖୋଲିବା ପରେ ଭୋଟରମାନେ ଲମ୍ବା ଧାଡ଼ିରେ ଠିଆ ହୋଇଥିଲେ। ମାତ୍ର ଇଭିଏମ୍‌ ଅଚଳ ହେବାରୁ ପ୍ରାୟ ଦେଢ଼ ଘଣ୍ଟା ପରେ…

ପୁରୀରେ ରୋଡ୍‌ ଶୋ’ କଲେ ମୋଦି

ପୁରୀ,୨୦ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ପୁରୀରେ ପହଞ୍ଚି ଶ୍ରୀଜିଉଙ୍କୁ ଦର୍ଶନ କରିଥିଲେ। ଏହା ପରେ ପ୍ରଧାନମନ୍ତ୍ରୀ ବଡ଼ଦାଣ୍ଡରୁ ରୋଡ୍‌ ଶୋ’ ଆରମ୍ଭ କରିଛନ୍ତି। ଏହି ରୋଡ୍‌ ଶୋ’ରେ ହଜାର ହଜାର ଲୋକ ସାମିଲ ହୋଇଛନ୍ତି।…

Video: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଦେଖନ୍ତୁ ଭିଡିଓ

ପୁରୀ,୨୦।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଶ୍ରୀମନ୍ଦିରରେ ପହଞ୍ଚିଛନ୍ତି। ଶ୍ରୀଜିଉଙ୍କ ଦର୍ଶନ ପରେ ପ୍ରଧାନମନ୍ତ୍ରୀ ପୁରୀରେ ରୋଡ୍‌ ଶୋ’ କରିବାର କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀ ବାଇଶି ପାହାଚ ଦେଇ ମନ୍ଦିର ଭିତରକୁ ଯାଇଥିଲେ । ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ବିମଳା…

ଗଛରେ ପିଟିହେଲା ନଡ଼ିଆ ବୋଝେଇ ଟ୍ରକ୍‌: ଡ୍ରାଇଭରଙ୍କ ଜୀବନ ଗଲା, ହେଲପର ଗୁରୁତର

ପଟାଙ୍ଗି,୨୦ା୫(ଶରତ ଧଳ): ଭାରସାମ୍ୟ ହରାଇ ଏକ ନଡ଼ିଆ ବୋଝେଇ ମିନି ଟ୍ରକ୍‌ ଗଛରେ ପିଟି ହେବାରୁ ଘଟଣାସ୍ଥଳରେ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ତାଙ୍କ ବାମ ଗୋଡ଼ ସମ୍ପୂର୍ଣ୍ଣ କଟିଯାଇଛି। ସୋମବାର ଭୋର୍‌ରୁ ଏହି ଦୁର୍ଘଟଣା ଘଟିଥିବା ବେଳେ ଜାତୀୟ ରାଜପଥର ଉଭୟ…

ଦାରିଙ୍ଗବାଡ଼ିରେ ମତଦାନ ଆରମ୍ଭ: ଭୋଟ୍‌ ଦେଲେ ବିଧାୟକ ପ୍ରାର୍ଥୀ ସାଲୁଗା ପ୍ରଧାନ

ଦାରିଙ୍ଗବାଡ଼ି,୨୦ା୫(ଅରୁଣ ସାହୁ): ଗଣତନ୍ତ୍ରର ମହାନ ପର୍ବ ତଥା ସାଧାରଣ ନିର୍ବାଚନ ସକାଳ ୭ଟାରେ ଶାନ୍ତି ଶୃଙ୍ଖଳାର ସହ ଆରମ୍ଭ ହୋଇଯାଇଛି। ଏହି କ୍ରମରେ କନ୍ଧମାଳ ଜିଲା ଜି.ଉଦୟଗିରି ନିର୍ବାଚନ ମଣ୍ଡଳୀ ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ମତଦାନ ଆରମ୍ଭ ହୋଇଯାଇଛି। ବିଜେଡିର ବିଧାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?