ଆମ ଜିଲା ଖବର

ବିଜେଡି-ଭାଜପା କର୍ମୀ ଗଣ୍ଡଗୋଳ: ୪ ଗିରଫ

ରାଉରକେଲା, ୧୯ା୫(ସଙ୍ଗୀତା ଜେନା): ରଘୁନାଥପାଲି ଥାନା ଅନ୍ତର୍ଗତ ଗଙ୍ଗାଧରପାଲି ବସ୍ତି ଅଞ୍ଚଳରେ ହୋଇଥିବା ବିଜେଡି ଓ ଭାଜପା ଗଣ୍ଡଗୋଳ ମାମଲାରେ ରବିବାର ପୋଲିସ ୨ଟି ପୃଥକ ମାମଲା ରୁଜୁ କରି ୪ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ…

ଶାଢ଼ି ବାଣ୍ଟି ଧରାପଡ଼ିଲେ ୨ଯୁବକ

ବରଗଡ଼,୧୯।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସୋମବାର ସାଧାରଣ ନିର୍ବାଚନ ପାଇଁ ଭୋଟ୍‌ ଗ୍ରହଣ ହେବ। ତେବେ ଭୋଟରଙ୍କୁ ନିଜ ସପକ୍ଷକୁ ଟାଣିବା ପାଇଁ ମତଦାନ ପୂର୍ବରୁ ରବିବାର କିଛି ପ୍ରାର୍ଥୀ ବିଭିନ୍ନ ଅସାଧୁ ଉପାୟ ଅବଳମ୍ବନ କରୁଥିବା ପରିଲକ୍ଷିତ ହୋଇଛି। କିଏ…

କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା, ବଜ୍ରପାତରେ…

ଆସିକା,୧୯ା୫(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଳା କୋଟିନଡା ଥାନା ଅନ୍ତର୍ଗତ ହୁମୁକି ଗ୍ରାମରେ ରବିବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ସହ ବଜ୍ରପାତ ହୋଇଥିଲା। ବଜ୍ରପାତରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିଲା ବେଳେ ଅନ୍ୟଜଣେ ଆହତ ହୋଇଛନ୍ତି। ମୃତା ଜଣଙ୍କ…

ଗରମ ପେଜ ପଡ଼ି ପୋଲିଂ କର୍ମଚାରୀ ଆହତ

ଆସିକା/ଧରାକୋଟ,୧୯ା୫(ସୁରେନ୍ଦ୍ର ନାଥ ସାହୁ/ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ଅଧୀନ ମଛାକୋଟ ପଞ୍ଚାୟତର ମଥୁରା ପଦନାପୁର ଗ୍ରାମର ଏକ ବୁଥରେ ଅଘଟଣ ଘଟିଛି। କର୍ମଚାରୀଙ୍କ ପାଇଁ ରୋଷେଇ ବେଳେ ଗରମ ପେଜ ପଡ଼ି ଜଣେ ପୋଲିଂ କର୍ମଚାରୀ ଗୁରୁତର…

ଗାଁକୁ ଗାଁ ବୁଲି ଭୋଟ ଭିକ୍ଷା କଲେ ସୂର୍ଯ୍ୟବଂଶୀ

ଧାମନଗର,୧୯।୫(ଦେବେନ୍ଦ୍ର ଆନ୍ଦିଆ)-ଧାମନଗର ବିଧାନସଭା ଆସନ ପାଇଁ ଦ୍ୱିତୀୟ ଥର ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଅସୁରାଳି ଜୋନ୍‌ରେ ନିର୍ବାଚନ ପ୍ରଚାରକୁ ଜୋରଦାର କରିଛନ୍ତି। କାସିମପୁର ଏବଂ ଫତେପୁର ପଞ୍ଚାୟତକୁ ଯାଇ ବିଭିନ୍ନ ଗାଁରେ ଭୋଟ ଭିକ୍ଷା କରିଛନ୍ତି।…

ବିଜେଡି ନିର୍ବାଚନୀ ସଭାରେ ବିଡିଓଙ୍କ ଉପସ୍ଥିତି : ଅଭିଯୋଗ ଆଣିଲା ବିରୋଧୀ

ହାଟଡିହୀ,୧୯।୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ହାଟଡିହୀ ବ୍ଲକ ଛେନାପଦୀଠାରେ ରବିବାର ବିଜେଡି ପକ୍ଷରୁ ଏକ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥିରେ ଯୋଗ ଦେଇଥିଲେ। ଆହୁରି ମଧ୍ୟ ଦେଖାଯାଇଥିଲା ଯେ, ହାଟଡିହୀ ବିଡିଓ…

“ଯଦି ସୁଯୋଗ ମିଳେ, ମନା କରିବି ନାହିଁ”: ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ନେଇ ଜୁଏଲ ଓରାମଙ୍କ ବୟାନ

ଭୁବନେଶ୍ୱର,୧୯ା୫: ଓଡ଼ିଶାରେ ଭାଜପାର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ ହେବ ତାକୁ ନେଇ କଳ୍ପନା ଜଳ୍ପନା ଚାଲିଥିବା ବେଳେ ସୁନ୍ଦରଗଡ଼ ଏମପି ତଥା ଭାଜପାର ଲୋକ ସଭା ପ୍ରାର୍ଥୀ ଜୁଏଲ ଓରାମ ବଡ଼ ବୟାନ ଦେଇଛନ୍ତି। ଚର୍ଚ୍ଚା ମଧ୍ୟରେ ଜୁଆଲ ଓରାମ କହିଛନ୍ତି…

ନିଆଁ ଲାଗି ଜଳିଗଲା ୨ ବଖରା ଘର: ଲିଭାଇବା ବେଳେ ୨ ଆହତ

ବାସୁଦେବପୁର,୧୯।୫(ନାରାୟଣ ପ୍ରସାଦ ବାରିକ୍‌): ଭଦ୍ରକ ଜିଲା ବାସୁଦେବପୁର ପୌରପାଳିକା ସୁରେଶ୍ୱରପୁର ଗ୍ରାମର ୮ ନଂ. ୱାର୍ଡରେ ରବିବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟି ଶାନ୍ତିଲତା ବେହେରାଙ୍କ ୨ ବଖରା ଘର ଜଳିଯାଇଛି। ଅଗ୍ନିକାଣ୍ଡରେ ଶାନ୍ତିଲତାଙ୍କ ପରିବାର ସର୍ବସ୍ବାନ୍ତ ହୋଇପଡ଼ିଛନ୍ତି। ଲକ୍ଷାଧିକ ଟଙ୍କାର ଘରୋଇ…

ପୋଲିଂ ଟିମରେ କର୍ତ୍ତବ୍ୟରତ ଶିକ୍ଷକଙ୍କ ମୃତ୍ୟୁ

ବଲାଙ୍ଗୀର, ୧୯ା୫( ସୁନୀଲ କୁମାର ମହାନ୍ତି): ନିର୍ବାଚନ ପାଇଁ ପୋଲିଂ ଡ୍ୟୁଟିରେ ଥିବା ଜଣେ ଶିକ୍ଷକଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ ଶିକ୍ଷକଙ୍କ ନାଁ ସୁଶୀଲ କୁମାର ଆଚାର୍ଯ୍ୟ। ଆଗଲପୁର ବ୍ଳକ୍ ପଟୁଆପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସୁଶୀଳ ଆଚାର୍ଯ୍ୟ…

ରାତି ପାହିଲେ ନିର୍ବାଚନ: ପୁରୁଷୋତ୍ତମପୁରର ୧୪୭ ବୁଥ୍‌ରେ ୧ ଲକ୍ଷ ୪୧ ହଜାର ୭୬୬ ଜଣ କରିବେ ମତଦାନ

ପୁରୁଷୋତ୍ତମପୁର,୧୯ା୫(ସିମାଞ୍ଚଳ ମିଶ୍ର): ଦ୍ବିତୀୟ ପର୍ଯ୍ୟାୟ ମତଦାନ ପାଇଁ ଗଞ୍ଜାମ ଜିଲା ପ୍ରଶାସନ ଓ ପୋଲିସ ପ୍ରଶାସନ ପକ୍ଷରୁ ରବିବାର ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ସୋମବାର ସକାଳୁ ମତଦାନ ଆରମ୍ଭ ହେବ। ପୁରୁଷୋତ୍ତମପୁର ବ୍ଲକରେ ଯାଉଥିବା ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀରେ ୧୫…

ନିର୍ବାଚନୀ ହିଂସା: ଖଲ୍ଲିକୋଟ ହତ୍ୟା ଘଟଣାରେ ଆଉ ଦୁଇ ଗିରଫ

ଛତ୍ରପୁର,୧୯ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଖଲ୍ଲିକୋଟ ହତ୍ୟା ଘଟଣାରେ ପୁଣି ଦୁଇ ଗିରଫ ହୋଇଛନ୍ତି। ଗିରଫମାନେ ହେଲେ ଶ୍ରୀକୃଷ୍ଣଶରଣପୁର ଗ୍ରାମର ସୁଦର୍ଶନ ପାହାନ ଓ ରାମଚନ୍ଦ୍ରପୁର ଗ୍ରାମର ପପୁ ତରେଇ। ଉଭୟଙ୍କୁ ଖଲ୍ଲିକୋଟ ପୋଲିସ ଗିରଫ ପରେ ଏସ୍‌ଆଇଟି ଟିମ୍‌କୁ ହସ୍ତାନ୍ତର…

ମାଟି ଅତଡ଼ା ଧସି ଜଣଙ୍କ ଜୀବନ ଗଲା, ଜଣେ ଗୁରୁତର

କୋରାପୁଟ,୧୯ା୫(ଅମିତାଭ ବେହେରା): କୋରାପୁଟ ଜିଲାର ଦଶମନ୍ତପୁର ବ୍ଲକର ଲାଠିଗୁଡ଼ା ଗ୍ରାମ ନିକଟରେ ଏକ ପାହାଡ଼ରୁ ମାଟି ଅତଡ଼ା ଧସି ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇ କୋରାପୁଟ ମେଡିକାଲ କଲେଜରେ ଭର୍ତ୍ତି କରାଯାଇଛି। ମୃତ ଯୁବକ ଲାଠିଗୁଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?