ଭିଜିଲାନ୍ସ ଜାଲରେ କନଷ୍ଟେବଳ, ୬ ଲକ୍ଷ ଟଙ୍କା ନେଇ ପଡ଼ିଲେ ଧରା
ଫୁଲବାଣୀ,୧ା୧୧(ରାକେଶ କୁମାର ରାଉତ): ଭିଜିଲାନ୍ସ ଜାଲରେ ଜଣେ ଡିଭିଏଫ କନଷ୍ଟେବଳ ପଡ଼ିଛନ୍ତି। ସେ ବେଆଇନ ଭାବେ ୬ ଲକ୍ଷ ଟଙ୍କା ନେଇ ଯାଉଥିବା ବେଳେ ଫୁଲବାଣୀ ଏବଂ ବୌଦ୍ଧ ଭିଜିଲାନ୍ସ ଟିମ୍ ତାଙ୍କୁ ଧରିଛି। କନଷ୍ଟେବଳ ଜଣକ ହେଲେ ବୌଦ୍ଧ ଜିଲା…
ପୁଟସିଲରେ ଇକୋ ରିଟ୍ରିଟ୍ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ
କୋରାପୁଟ,୧ା୧୧(ଅମିତାଭ ବେହେରା): ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍ସିଂ ଦ୍ୱାରା କୋରାପୁଟ ଜିଲାର ପୁଟସିଲଠାରେ ଇକୋ ରିଟ୍ରିଟ୍ ପର୍ଯ୍ୟଟନସ୍ଥଳୀ ଆରମ୍ଭ କରିଛନ୍ତି। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କୋରାପୁଟ ବିଧାୟକ ରଘୁରାମ ପଡାଲ ଯୋଗଦାନ କରିଥିଲେ। ଅନ୍ୟତମ ଅତିଥି ଭାବେ…
ଧରିତ୍ରୀ ପ୍ରଭାବ: ଖବର ପ୍ରସାରଣ ପରେ ମରାମତି ହେଲା ପାଇପ୍
କେନ୍ଦୁଝର,୧ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନ ଧରି କେନ୍ଦୁଝର ସହର ଧର୍ମଶାଳା ରାସ୍ତାରେ ପିଇବା ପାଣି ପାଇପ୍ ଫାଟି ରାସ୍ତାରେ ସୁଅ ଛୁଟୁଥିଲା। ଏହା ଦ୍ୱାରା ପାଣି ସଂକ୍ରମଣ ଆଶଙ୍କା ଥିବା ବେଳେ ପାଣି ନଷ୍ଟ ହେଉଥିବାରୁ ଅସନ୍ତୋଷ ପ୍ରକାଶ ପାଇଥିଲା। ଏନେଇ…
୧୩ ନିଶାସକ୍ତ ଗାଡି ଚାଳକଙ୍କୁ ଗିରଫ କଲା ପୋଲିସ
ଛତ୍ରପୁର,(ଦିଲ୍ଲୀପ ସାମଲ )୧।୧୧: ମଦ୍ୟପାନ କରି ଗାଡି ଚଳାଉଥିବା ବ୍ୟକ୍ତିଙ୍କ ଉପରେ ଘନ ଘନ ଚଢାଉ ଜାରି ରଖିଛି ଗଞ୍ଜାମ ପୋଲିସ । ମଙ୍ଗଳବାର ବିଳମ୍ବିତ ରାତିରେ ଗଞ୍ଜାମ ଏସପି ଜଗମୋହନ ମିନାଙ୍କ ନିର୍ଦ୍ଦେଶ କ୍ରମେ ଗଞ୍ଜାମ ପୋଲିସ ଜିଲାର ଜଗନ୍ନାଥପ୍ରସାଦ,…
କଳାହାଣ୍ଡି ପ୍ରତିଷ୍ଠା ଦିବସରେ ଜିଲ୍ଲାରେ ଲକ୍ଷ୍ମୀ ବସ୍ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ବସ୍ରେ ବସି ବଳରାମପୁର ପର୍ଯ୍ୟନ୍ତ ଗଲେ
ଭୁବନେଶ୍ବର,୧।୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର କଳାହାଣ୍ଡି ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି । କଳାହାଣ୍ଡି ପ୍ରତିଷ୍ଠା ଦିବସରେ ଜିଲ୍ଲାବାସୀଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ଯୋଜନାରେ ୬୩ଟି ବସ୍ ଚାଲିବ ଏବଂ ସବୁ ପଞ୍ଚାୟତକୁ…
Video: ଶୀତର ଆଗମନରେ ସଜେଇ ହେଲାଣି ଓଡ଼ିଶାର କାଶ୍ମୀର ଦାରିଙ୍ଗବାଡ଼ି
ଶୀତର ଆଗମନରେ ଏବେ ଚଳଚଞ୍ଚଳ ହୋଇ ଉଠିଛି ବିଭିନ୍ନ ପର୍ଯ୍ୟଟନ କ୍ଷେତ୍ର। ଥଣ୍ଡାଥଣ୍ଡା ପାଗରେ ପ୍ରକୃତିର ଅପରୂପ ସୌନ୍ଦର୍ଯ୍ୟକୁ ଉପଭୋଗ କରିବାକୁ ପର୍ଯ୍ୟଟନ କ୍ଷେତ୍ର ମୁହାଁ ହେଲେଣି ପର୍ଯ୍ୟଟକ । ଯାହାକୁ ଦୃଷ୍ଟିରେ ସଜେଇ ହେଲାଣି ଓଡ଼ିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି…
ବଦଳିଲା କଳାହାଣ୍ଡି ବିଶ୍ୱବିଦ୍ୟାଳୟର ନାଁ, ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
କଳାହାଣ୍ଡି,୧।୧୧: ବଦଳିଲା କଳାହାଣ୍ଡି ବିଶ୍ୱବିଦ୍ୟାଳୟର ନାଁ। ବୁଧବାର କଳାହାଣ୍ଡି ଜିଲାରେ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବା ଅବସରରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି। ଏଣିକି ଏହା ମା’ ମାଣିକେଶ୍ବରୀ ବିଶ୍ୱବିଦ୍ୟାଳୟ ନାମରେ ଜଣାଯିବ। ଏହା ବ୍ୟତୀତ କଳାହାଣ୍ଡି ଜିଲ୍ଲାରେ ଲକ୍ଷ୍ମୀ…
ହାତୀ ଆକ୍ରମଣରେ ବିଧବା ମହିଳାଙ୍କ ମୃତ୍ୟୁ
କେନ୍ଦୁଝର,୧।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): ଘଟଗାଁ ରେଞ୍ଜ ଅନ୍ତର୍ଗତ ଉପର ଡିହା ଚତିରି ସାହିର ଜଣେ ମହିଳା ପାଖ ଜଙ୍ଗଲକୁ ଯାଇଥିବା ବେଳେ ହାତୀ ଆକ୍ରମଣରେ ତାଙ୍କର ମୃତ୍ୟୁ ହୋଇଛି। ମହିଳା ଜଣକ ହେଲେ ବେଲ ମୁଣ୍ଡା। ସେ ମଙ୍ଗଳବାର ମଧ୍ୟାହ୍ନରେ ଜଙ୍ଗଲକୁ…
ପୁନରୁଦ୍ଧାର ହେଲାନି, ବନ୍ଦ କରିଦେଲେ
ବରଗଡ଼,୧।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସମବାୟ ଚିନିକଳ ଜିଲାର ଆଖୁଚାଷୀଙ୍କ ଜୀବନରେଖା ଥିଲା। ସହର ଉପକଣ୍ଠ ତୋରାଠାରେ ନିର୍ମିତ ଏହି ଚିନିକଳକୁ ୧୯୭୪ରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ଉଦ୍ଘାଟନ କରିଥିଲେ। ଦୀର୍ଘବର୍ଷ ଧରି ଚିନିକଳ ଠିକ୍ ଭବେ ଚାଲୁଥିଲା ଏବଂ ଜିଲା…
ପ୍ରକୃତିପ୍ରେମୀଙ୍କ ପାଇଁ ଖୁସି ଖବର, ଖୋଲିଲା କୁଲଡିହା ଅଭୟାରଣ୍ୟ
ନୀଳଗିରି, ୧।୧୧(ପ୍ରଶାନ୍ତ କୁମାର ବିଶ୍ବାଳ): ପ୍ରକୃତିପ୍ରେମୀ ଓ ପର୍ଯ୍ୟଟକଙ୍କ ପାଇଁ ଏକ ଖୁସି ଖବର। ବର୍ଷାଦିନ ପାଇଁ ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ଗତ ଜୁନ ୧୫ତାରିଖରୁ ବାଲେଶର ଜିଲା ନୀଳଗିରି ଉପଖଣ୍ଡର ସୌନ୍ଦର୍ଯ୍ୟମୟୀ କୁଲଡିହା ଅଭୟାରଣ୍ୟ ବନ୍ଦ ରହିଥିଲା। ତେବେ ଶୀତଋତୁ…
ପୁଅର ଚିକିତ୍ସା ପାଇଁ ମା’ବାପାଙ୍କ ନିବେଦନ
କାଏମା,୧।୧୧ଶିବପ୍ରସାଦ ମହାନ୍ତି): ଧର୍ମଶାଳା ବ୍ଲକ ଦେଓଦା ପଞ୍ଚାୟତ ଚଇନୁହୁଡ଼ା ଗ୍ରାମର ବଟକୃଷ୍ଣ ତରାଇଙ୍କ ପୁଅ ମନୋଜ ତରାଇ(୨୦) ବଜ୍ରପାତରେ ଗୁରୁତର ହୋଇ ୪୦ଦିନରୁ ଅଧିକ ହେବ କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି। ତାଙ୍କ ଚିକିତ୍ସା ପାଇଁ ବିଜୁ ସ୍ବାସ୍ଥ୍ୟକାର୍ଡରେ ଥିବା…
୪ ଭାଲୁ ସହ ଘଣ୍ଟାଏ ଲଢିଲେ, ଆଉ ତା’ ପରେ…
ପାଟଣା,୧।୧୧(ବୀର କିଶୋର ଦାଶ): ଜୀବନ ବଞ୍ଚାଇବାକୁ ଯାଇ ସୁଦର୍ଶନ ନାୟକ(୫୩) ନାମକ ଜଣେ ବ୍ୟକ୍ତି ୪ ଭାଲୁ ସହ ଘଣ୍ଟାଏ ଧରି ଲଢେଇ କରି ଶେଷରେ ରକ୍ଷା ପାଇଯାଇଛନ୍ତି। ଏଭଳି ଘଟଣା ଘଟିଛି କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ…
Archives


