ଆମ ଜିଲା ଖବର

ପଟାଙ୍ଗି ବିଧାନସଭା ଆସନରୁ ପ୍ରାର୍ଥୀ ହେଲେ ପ୍ରଫୁଲ୍ଲ

କୋରାପୁଟ,୩ା୪(ଅମିତାଭ ବେହେରା): ରାଜ୍ୟ ବିଜେଡି ପକ୍ଷରୁ ବୁଧବାର ଦ୍ୱିତୀୟ ପଯର୍ର୍‌ୟାୟରେ ୨୭ଟି ବିଧାନସଭା ଓ ୫ଟି ଲୋକ ସଭା ଆସନ ନିମନ୍ତେ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ସେଥିମଧ୍ୟରେ ରହିଛନ୍ତି ଜିଲାର ପଟ୍ଟାଙ୍ଗି ବିଧାନସଭା ମଣ୍ଡଳୀ ଆସନ ନିମନ୍ତେ ପୂର୍ବତନ ବିଧାୟକ…

ଟିକେଟ୍‌ ପାଇଁ ରାଜ୍ୟ ପ୍ରଭାରୀଙ୍କ ଅର୍ଥ ଦାବି: ଶରତଙ୍କ ଅଭିଯୋଗକୁ ଜିଲା କଂଗ୍ରେସ କମିଟିର ଖଣ୍ଡନ

ମାଲକାନଗିରି,୩ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ନିର୍ବାଚନ ମଣ୍ଡଳୀ କଂଗ୍ରେସ ବିଧାୟକ ପ୍ରାର୍ଥୀ ଟିକେଟ୍‌ ପାଇଁ ଶରତ ବୁରୁଦା ଆଶାୟୀ ଥିଲା ବେଳେ ଭୁବନେଶ୍ୱରଠାରେ ଏକ ଘରୋଇ ହୋଟେଲରେ ରାଜ୍ୟ ପ୍ରଭାରୀ ଅଜୟ କୁମାର ଶରତଙ୍କୁ ଟିକେଟ୍‌ ଦେବା ପାଇଁ ୪୦…

ଏକାମ୍ର ନିର୍ବାଚନମଣ୍ଡଳରୁ ସ୍ୱାଧୀନ ଲଢିବେ ବିରଞ୍ଚି ମହସୂପକାର

ଭୁବନେଶ୍ୱର,୩।୪:ଏକାମ୍ର ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ମନ୍ତ୍ରୀ ଅଶୋକ ପଣ୍ଡାଙ୍କ ନାଁ ଘୋଷଣା ପରେ ମୁଣ୍ଡ ଟେକିଚି ବିଦ୍ରୋହ। ଦଳର ଅନ୍ୟତମ ଆଶାୟୀ ଓ୍ବାର୍ଡ ନଂ.୫୯ର କର୍ପୋରେଟର ବିରଞ୍ଚତ୍ ନାରାୟଣ ମହାସୁପକାର (ଲିଟୁ) ସ୍ୱାଧୀନ ଭାବେ ଲଢ଼ିବାକୁ ଘୋଷଣା କରିଛନ୍ତି। ଗତ କିଛିଦିନରୁ…

ଓଭର ବ୍ରିଜ୍‌ରେ ଦୁର୍ଘଟଣା: ସ୍କୁଟିକୁ ଧକ୍କାଦେଲା ଅଜଣା ଗାଡ଼ି, ଗୁରୁତର ବ୍ୟକ୍ତିଙ୍କ ପରିଚୟ ମିଳିନି

ଗଞ୍ଜାମ,୩ା୪(ବିଦ୍ୟାଧର ସାହୁ): ୧୬ ନମ୍ବର ଜାତୀୟ ରାଜପଥ ଝlଡ଼କୁଦl ନିକଟସ୍ଥ ଶଙ୍ଖ ନୂଆଗାଁ ଓଭର ବ୍ରିଜ୍‌ ଉପରେ ସଡ଼କ ଦୁର୍ଘଟଣାରେ ଜଣେ ସ୍କୁଟି ଚାଳକ ଗୁରୁତର ହୋଇଥିବା ଜଣାପଡ଼ିଛି। ବ୍ରହ୍ମପୁରରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ଏକ ସ୍କୁଟିକୁ(ଓ ୦୭ ଏକେ ୮୬୨୨…

ପାଳଙ୍ଗରୁ ଆରମ୍ଭ ହେଲା ବିଜେଡିର ନିର୍ବାଚନୀ ସଭା

ଗଞ୍ଜାମ,୩ା୪(ବିଦ୍ୟାଧର ସାହୁ): ଆସନ୍ତା ମେ’ ୧୩ରେ ସାଧାରଣ ନିର୍ବାଚନ। ଏଥିପାଇଁ ବିଭିନ୍ନ ରାଜନୈତିକ ଦଳର ରଣନୀତି ଆରମ୍ଭ ହେଲାଣି। ବିଭିନ୍ନ ରାଜନୈତିକ ଦଳଠାରୁ ଶାସକ ଦଳ ଆଗୁଆ ଥିବା ଜଣାପଡ଼ିଛି। ବିଜେଡି ପ୍ରଥମ ଦଳ ଭାବେ ଛତ୍ରପୁର ନିର୍ବାଚନ ମଣ୍ଡଳୀର ଗଞ୍ଜାମ…

ନିଖିଲ ପୱନ୍ କଲ୍ୟାଣ ଯାଜପୁର ନୂଆ ଜିଲାପାଳ

ଭୁବନେଶ୍ୱର,୩।୪: ଯାଜପୁର ନୂଆ ଜିଲାପାଳ ନିଯୁକ୍ତ ହୋଇଛନ୍ତି ୨୦୧୨ ବ୍ୟାଚ୍ ଆଇଏଏସ ଅଧିକାରୀ ନିଖିଲ ପୱନ୍ କଲ୍ୟାଣ। ସେ ବର୍ତମାନ ଗ୍ରାମୀଣ ବିକାଶ ବିଭାଗର ନିର୍ଦ୍ଦେଶକ ଅଛନ୍ତି। ଫେବୃଆରୀ ମାସରେ ରାଉରକେଲା ମୁନିସିପାଲିଟି କମିଶନର ଶୁଭଙ୍କର ମହାପାତ୍ରଙ୍କୁ ଯାଜପୁର ଜିଲାପାଳ ଭାବେ…

ବିଜେଡିରୁ ଇସ୍ତଫା ଦେଲେ ପର୍ଶୁରାମ ଧଡ଼ା, ଟିକେଟ୍ ନ ମିଳିବାରୁ ନିଷ୍ପତି

ଭୁବନେଶ୍ୱର,୩।୪: ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି ସୋର ବିଧାୟକ ପର୍ଶୁରାମ ଧଡ଼ା। ଟିକେଟ୍ ନ ମିଳିବାରୁ ଅସନ୍ତୋଷ ପ୍ରକାଶ କରି ସେ ଦଳ ଛାଡ଼ିଥିବା କହିଛନ୍ତି। ବୁଧବାର ବିଜେଡି ପକ୍ଷରୁ ଦ୍ୱିତୀୟ ପର୍ଯ୍ୟାୟରେ ୨୭ ବିଧାନସଭା ଆସନ ଏବଂ ୫…

କଟିଲା ଏମ୍‌ପି ଚନ୍ଦ୍ରାଣୀ ମୁର୍ମୁଙ୍କ ଟିକେଟ୍‌, ଏଥର ଧନୁର୍ଜୟ ସିଦ୍ଧୁ କେନ୍ଦୁଝର ବିଜେଡି ଏମ୍‌ପି ପ୍ରାର୍ଥୀ

କେନ୍ଦୁଝର,୩ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବିଳମ୍ବରେ ହେଉ ପଛେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର କେନ୍ଦୁଝର ଲୋକ ସଭା ପାଇଁ ପୂର୍ବତନ ବିଧାୟକ ଧନୁର୍ଜୟ ସିଦ୍ଧୁଙ୍କୁ ପ୍ରାର୍ଥୀ ଘୋଷଣା କରିଛି। ଘୋଷଣା ପରେ ଦୀର୍ଘଦିନ ଧରି ଅପେକ୍ଷା କରିଥିବା ତାଙ୍କ ସମର୍ଥକମାନଙ୍କ…

ଘରେ ଦେଶୀ ବନ୍ଧୁକ ରଖିବା ଅଭିଯୋଗରେ ଜଣେ ଗିରଫ

ଦାରିଙ୍ଗବାଡ଼ି,୩ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ପୋଲିସ କୌଣସି ସୂତ୍ରରୁ ଖବର ପାଇ ଚଢ଼ାଉ କରି ଦୁଇଟି ଦେଶୀ ବନ୍ଧୁକ ଜବତ କରିବା ସହ ବେଆଇନ ଅସ୍ତ୍ରଶସ୍ତ୍ର ରଖିବା ଅଭିଯୋଗରେ ପୋଲିସ ଜଣକୁ ଗିରଫ କରି କୋର୍ଟ…

ମାହାଙ୍ଗାରୁ ଲଢ଼ିବେ ପ୍ରତାପ ଜେନାଙ୍କ ପୁଅ 

ଭୁବନେଶ୍ୱର,୪।୩: ଆସନ୍ତା ବିଧାନସଭା ନିର୍ବାଚନ ଲାଗି ବୁଧବାର ବିଜେଡି ପକ୍ଷରୁ ୨୭ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏଥିରେ କେନ୍ଦ୍ରାପଡ଼ାର ମାହାଙ୍ଗାରୁ ଅଙ୍କିତ ପ୍ରତାପ ଜେନାଙ୍କୁ ଟିକେଟ ମିଳିଛି। ସେ ହେଉଛନ୍ତି ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନାଙ୍କ ପୁଅ। ବିଧାନସଭା ନିର୍ବାଚନରେ…

ପାରଳାଖେମୁଣ୍ଡିରୁ ରୂପେଶ, ମୋହନାରୁ ଅନ୍ତର୍ଯ୍ୟାମୀ ଲଢ଼ିବେ ବିଧାନସଭା ନିର୍ବାଚନ

ପାରଳାଖେମୁଣ୍ଡି,୩ା୪(ଗିରିଧାରୀ ପରିଚ୍ଛା): ବହୁପ୍ରତୀକ୍ଷାର ଅନ୍ତ ଘଟିଛି। ବୁଧବାର ବାକିଥିବା ସମସ୍ତ ବିଧାନସଭା ଓ ଲୋକ ସଭା ପ୍ରାର୍ଥୀ ଘୋଷଣା ହୋଇଛି। ଆଜି ବିଜେଡି ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ଘୋଷଣା କରିଥିବା ବେଳେ ତୃତୀୟ ପର୍ଯ୍ୟାୟ ଲୋକ ସଭା ଆସନ ପାଇଁ…

ବ୍ରହ୍ମପୁରରେ ପ୍ରଦୀପଙ୍କୁ ଟକ୍କର ଦେବେ ଭୃଗୁ ବକ୍ସି ପାତ୍ର

ଭୁବନେଶ୍ୱର,୩।୪: ବୁଧବାର ବିଜେଡିର ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ଓ ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା କରିଛି। ୨୭ ବିଧାନସଭା ଏବଂ ୫ ଲୋକସଭା ଆସନରେ ଆସନରେ ପ୍ରାର୍ଥୀ ଘୋଷଣା କରିଛି ଦଳ। ଏଥିରେ ସବୁଠୁ ଚର୍ଚ୍ଚିତ ନାଁ ରହିଛି ଭୃଗୁ ବକ୍ସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?