ଆମ ଜିଲା ଖବର

ଟଙ୍କା ଭର୍ତ୍ତି ମନିପର୍ସ ଫେରାଇଲେ ମହିଳା

ରଘୁନାଥପୁର,୧୮ା୫(ରାଜେନ୍ଦ୍ର ନାରାୟଣ ସିଂହ):ପାଇଥିବା ମନିପର୍ସ ଫେରାଇ ସଚ୍ଚୋଟ ପଣିଆର ପରିଚୟ ଦେଇଛନ୍ତି ଜଣେ ମହିଳା। ସେ ହେଲେ ରଘୁନାଥପୁର ବ୍ଲକ ବିଦ୍ୟାଧରପୁର ଗ୍ରାମର ଅହମ୍ମଦ ରାଜା ଖାଁଙ୍କ ସ୍ତ୍ରୀ ସବାନା ବେଗମ୍‌। ମିଳିଥିବା ସୂଚନା ଅନୁଯାୟୀ, ରଘୁନାଥପୁର ବ୍ଲକ କେରେକେରାସ୍ଥିତ ବିଭୂତି…

୮୬୭ ବୁଥ୍‌ରେ ହେବ ୱେବ୍‌କାଷ୍ଟିଂ

କେନ୍ଦ୍ରାପଡ଼ା,୧୮ା୫(ଜଗନ୍ନାଥ ଧଳ): ଜୁନ୍‌ ୧ରେ ସାଧାରଣ ନିର୍ବାଚନର ମତଦାନ ପାଇଁ କେନ୍ଦ୍ରାପଡ଼ା ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ପ୍ରାୟ ଶେଷ ହୋଇଛି। ମୋଟ୍‌ ୧୪୪୫ ମଧ୍ୟରୁ ୮୬୭ ବୁଥ୍‌ରେ ଲାଇଭ୍‌ ଫୁଟେଜ୍‌ ପାଇଁ ଓ୍ବେବ୍‌କାଷ୍ଠିଂ ହେବ। ଏଥିସହ ଏହି ବୁଥ୍‌ଗୁଡ଼ିକରେ ମାଇକ୍ରୋ…

ଦୋକାନ ଭିତରେ ପଶିଗଲା ବରଯାତ୍ରୀଙ୍କୁ ଧରି ଫେରୁଥିବା ଗାଡ଼ି

ଭବାନୀପାଟଣା,୧୮।୫(ଉତ୍ତମ କୁମାର ଦାଶ): ସଟର ଭାଙ୍ଗି ଦୋକାନ ଭିତରକୁ ପଶିଗଲା ସ୍କର୍ପିଓ। ଶୁକ୍ରବାର ବିଳମ୍ବିତ ରାତିରେ କଳାହାଣ୍ଡି ଜିଲା ଧର୍ମଗଡଠାରେ ଦ୍ରୁତ ଗତିରେ ବରଯାତ୍ରୀଙ୍କୁ ଧରି ଆସୁଥିବା ଏକ ସ୍କର୍ପିଓ ପ୍ରଥମେ ଏକ ଗାଈକୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ଗାଈର…

ହୋଟେଲ ରୁମ୍‌ରେ ପୋଲିସ କନ୍‌ଷ୍ଟେବଲଙ୍କୁ ହତ୍ୟା

ବଲାଙ୍ଗୀର,୧୮।୫(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ସହର ରେଲୱେ ଷ୍ଟେଶନ୍‌ ନିକଟ ଏକ ହୋଟେଲ ରୁମ୍‌ରୁ ଜଣେ ବ୍ୟକ୍ତିଙ୍କ ହାତମୁହଁ ବନ୍ଧା ମୃତଦେହ ପୋଲିସ ଉଦ୍ଧାର କରରଯାଇଛି। ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ପୋଲିସ ସନ୍ଦେହ କରି ତଦନ୍ତ ଆରମ୍ଭ କରିଛି।…

‘୬ଷ୍ଠ ଥର ନବୀନ ମୁଖ୍ୟମନ୍ତ୍ରୀ ହେଲେ ଜମିଜମା ସମସ୍ୟାର ସମାଧାନ କରାଯିବ’

ଜଟଣୀ,୧୮ା୫(ରବୀନ୍ଦ୍ରନାଥ ମହାକୁଡ଼): ଓଡ଼ିଶାରେ ୬ଷ୍ଠ ଥର ପାଇଁ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ହେଲେ ଜଟଣୀରେ ରହିଥିବା ଜମିଜମା ସମସ୍ୟାର ସମାଧାନ କରାଯିବ। ସମସ୍ତ ଏସ୍‌ଏଚ୍‌ଜି ମହିଳାଙ୍କୁ ମାସିକ ଭତ୍ତା ପ୍ରଦାନ ସହିତ ଜଟଣୀ ଅଞ୍ଚଳରେ ବିଏସ୍‌କଓ୍ବୋଇ ସୁବିଧାରୁ ବଞ୍ଚତ୍ତ ସମସ୍ତ ହିତାଧିକାରୀଙ୍କୁ…

ପରିବହନକାରୀ ସଂସ୍ଥା କର୍ମଚାରୀଙ୍କଠାରୁ ୨୦ ଲକ୍ଷ ଜବତ

ବଡ଼ବିଲ,୧୮ା୫(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ପୋଲିସ ଶୁକ୍ରବାର କିରିବୁ ଓ ସାଧୁସିଂ ହଟିଂ ଛକରେ ଯାନବାହନ ତନଖି ବେଳେ ୨୦ ଲକ୍ଷ ଟଙ୍କା ଜବତ କରିଛି। ୩ ପରିବହନକାରୀ ସଂସ୍ଥାର କର୍ମଚାରୀଙ୍କ ନିକଟରୁ ଏହି ଟଙ୍କା ଜବତ ହୋଇଥିବା ପୋଲିସ…

ବିରୋଧୀ ମିଛ କହି କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,(ଅସମାପିକା ସାହୁ)/ସମ୍ବଲପୁର, (ପ୍ରମୋଦ ବହିଦାର)/ଅନୁଗୋଳ, (ଅମିତ କୁମାର ସାମଲ) / ଢେଙ୍କାନାଳ (ରତନ ନାୟାର)୧୮।୫: ରାଜ୍ୟର ୨ ଲୋକ ସଭା କ୍ଷେତ୍ରର ୪ ନିର୍ବାଚନମଣ୍ଡଳୀରେ ପ୍ରଚାର କରି ଦଳୀୟ ପ୍ରାର୍ଥୀଙ୍କ ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆଶୀର୍ବାଦ ମାଗିଛନ୍ତି। ଶଙ୍ଖ…

୨୫ ବର୍ଷ ଶାସନରେ ଓଡ଼ିଶା ୫୦ ବର୍ଷ ଖସିଛି: ଶାହା

ରାଉରକେଲା,୧୮ା୫(ବିପ୍ଲବ ରଞ୍ଜନ ଦାଶ): ଏଥର ସାରା ଓଡ଼ିଶାରେ ମଧ୍ୟ ପଦ୍ମ ଫୁଟିବ। ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଆସିଲେ ଦେଶରେ ୩୦କୋଟି ଦିଦି ଲକ୍ଷପତି,୩କୋଟି ଗରିବଙ୍କୁ ଆବାସ ମିଳିବ। ତେଣୁ ଓଡ଼ିଶାରେ ବିଜେଡି ସରକାର ହଟାଇ ଦେଶ ଓ ରାଜ୍ୟର ବିକାଶର…

ବରଗଡ଼ରେ ଧର୍ମେନ୍ଦ୍ରଙ୍କ ରୋଡ୍‌ ଶୋ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପାଇଁ ମତଦାନ ଦିବସ ଯେତିକି ପାଖେଇ ଆସୁଛି, ଅନୁରୂପ ଭାବେ ପ୍ରାର୍ଥୀଙ୍କ ପ୍ରଚାର ମଧ୍ୟ ଜୋର୍‌ ଧରିବାରେ ଲାଗିଛି। ବରଗଡ଼ ଜିଲାରେ ଆସନ୍ତା ୨୦ତାରିଖ ମତଦାନ ଗ୍ରହଣ ହେବ। ଶନିବାର ସନ୍ଧ୍ୟାରୁ ପ୍ରଚାର ଅବଧି ସରିବ।…

ରୋଡ୍‌ ଶୋ’ ଅଧାରୁ ଚାଲିଗଲେ ହେମାମାଳିନୀ

କଟକ ସଦର, ୧୭ା୫(ସୁଶାନ୍ତ କୁମାର ଜେନା)- କଟକ ସଦର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ କିଶୋରନଗରଠାରେ ଭାଜପା ପକ୍ଷରୁ ରୋଡ୍‌ ଶୋ’ ସହିତ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଥିଲା। ଏହି ରୋଡ୍‌ ଶୋ’ରେ ମଥୁରା ଏମ୍‌ପି ତଥା ଅଭିନେତ୍ରୀ ହେମାମାଳିନୀ ଯୋଗଦେବାର କାର୍ଯ୍ୟକ୍ରମ ରହିଥିଲା।…

ଶନିବାର ଓଡ଼ିଶା ଆସିବେ ସଚିନ ପାଇଲଟ୍‌

ଭୁବନେଶ୍ୱର, ୧୭।୫(ଅସମାପିକା ସାହୁ): ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସାଧାରଣ ସମ୍ପାଦକ ସଚିନ ପାଇଲଟ ନିର୍ବାଚନୀ ପ୍ରଚାର ପାଇଁ ଶନିବାର ଓଡ଼ିଶା ଆସୁଛନ୍ତି। ବାଲେଶ୍ୱରର ଦୁଇଟି ସ୍ଥାନରେ ସାଧାରଣ ସଭାରେ ଯୋଗଦେବେ। ବାଲେଶ୍ୱର ଲୋକ ସଭା ପ୍ରାର୍ଥୀ ଶ୍ରୀକାନ୍ତ ଜେନାଙ୍କ…

ସାଙ୍ଗ ହୋଇ ବ୍ରାହ୍ମଣୀ ଗାଁ ବାହାରିଥିଲେ, ଦୁର୍ଘଟଣାରେ ଚାଲିଗଲା ଜଣଙ୍କର ଜୀବନ; ଅନ୍ୟ ଜଣେ…

ବ୍ରାହ୍ମଣୀଗାଁ,୧୭।୫( ମନୋରଞ୍ଜନ ରଣା ): ଗଜପତି – କନ୍ଧମାଳ ଜିଲା ସୀମାନ୍ତ ତିଆରି ଗାଁ ନିକଟରେ ଶୁକ୍ରବାର ଏକ ବାଇକ ଦୁର୍ଘଟଣା ଘଟିଛି l ଏହି ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି l…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?