ଆମ ଜିଲା ଖବର

ବ୍ରହ୍ମପୁର ରାଜନୀତିରେ ବଡ଼ ହଲଚଲ, ଗିରଫ ହେଲେ କଂଗ୍ରେସ ପ୍ରାର୍ଥୀ

ବ୍ରହ୍ମପୁର,୧୭।୫: ବ୍ରହ୍ମପୁର ରାଜନୀତିରେ ଚହଳ। ଗିରଫ ହେଲେ କଂଗ୍ରେସ ପ୍ରାର୍ଥୀ। ଦିଗପହଣ୍ଡି ବିଧାନସଭା ଆସନର କଂଗ୍ରେସ ପ୍ରାର୍ଥୀ ସୁଜିତ କୁମାରଙ୍କୁ ଗିରଫ କରିଛି ପୋଲିସ। ଜଣେ ଠିକାଦାରଙ୍କୁ ଆକ୍ରମଣ କରିବା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ବ୍ୟବସାୟିକ ମତଭେଦକୁ ନେଇ ଏପରି…

ଖଲ୍ଲିକୋଟ ନିର୍ବାଚନୀ ହିଂସା: କଡ଼ା ନିର୍ଦ୍ଦେଶ ଦେଲେ ଡିଜିପି ଅରୁଣ ଷଡ଼ଙ୍ଗୀ

କଟକ,୧୭।୫(ଅସମାପିକା ସାହୁ): ଏକ ସ୍ବତନ୍ତ୍ର ଅନୁସନ୍ଧାନକାରୀ ଦଳ (SIT)ଖଲ୍ଲିକୋଟ ହତ୍ୟା ମାମଲାର ପୁଙ୍ଖାନୁପୁଙ୍ଖ ତଦନ୍ତ କରିବ ବୋଲି ଡିଜିପି ଅରୁଣ କୁମାର ଷଡ଼ଙ୍ଗୀ ନିର୍ଦ୍ଦେଶ ଦେଇଛନ୍ତି। ଅଦ୍ୟାବଧି ହତ୍ୟାକାଣ୍ଡରେ ସମ୍ପୃକ୍ତ ୯ ଜଣ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବା ବେଳେ ଅନ୍ୟ…

କଂଗ୍ରେସର ପ୍ରଚାର ଜୋରଦାର , ଭୋଟରଙ୍କ ମନମୋହୁଛନ୍ତି ଚିତ୍ରସେନ

ପୁରୁଷୋତ୍ତମପୁର,୧୭।୫ (ସିମାଞ୍ଚଳ ମିଶ୍ର): ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀରେ କଂଗ୍ରେସ,ବିଜେଡି ଓ ଭାଜପା ମଧ୍ୟରେ ତ୍ରୀମୁଖି ଲଢେଇ ହେଉଥିବାବେଳେ ପ୍ରଚାରରେ କଂଗ୍ରେସ ପ୍ରାର୍ଥୀ ଚିତ୍ରସେନ ବେହେରା (ଉଜଳ) ଆଗୁଆ ରହିଛନ୍ତି ା ସୁନ୍ଦର ସୁନ୍ଦର ଆଲବମ ଗୀତର ତାଳେ ତାଳେ ସହ ବିଜେଡି…

ଭତ୍ତା କହି ସରପଞ୍ଚଙ୍କ ସ୍ବାମୀ ଭୋଟ ପାଇଁ ବାଣ୍ଟୁଛନ୍ତି ଟଙ୍କା

ହାଟଡିହୀ,୧୭l୫(ଶୁଭକାନ୍ତ ନାୟକ)କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କଳିଙ୍ଗା ପଞ୍ଚାୟତରେ ନିର୍ବାଚନ ଆଚରଣ ବିଧି ଉଲଂଘନ ଅଭିଯୋଗ ହୋଇଛି। ପଞ୍ଚାୟତର ସରପଞ୍ଚ ହେମଲତା ଜେନାଙ୍କ ସ୍ବାମୀ ପୀତବାସ ଗାଁକୁ ଯାଇ ଭତ୍ତା ଟଙ୍କା ବଣ୍ଟନ କରୁଥିବା ବାହାନା କରି ଭୋଟ ପାଇଁ ଟଙ୍କା…

ଅଭୟାରଣ୍ୟ ପରିଧୀରେ ମଦ ଆଡ୍ଡା, ଜବତ ହେଲା ୧୬୧୮ ଲିଟର ଦେଶୀ ମହୁଲି ମଦ

ହାଟଡିହୀ,୧୭l୫(ଶୁଭକାନ୍ତ ନାୟକ), କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଧୀନରେ ୫ଟି ଥାନା ରହିଛି l ଚଳିତ ମାସ ଗତ ୧୪ ତାରିଖ ହାଟଡିହୀ ବ୍ଲକ ସୋସୋ ଥାନା ଅଧୀନ ହଦଗଡ଼ ହାତୀ ଅଭୟାରଣ୍ୟ ପରିଧିରେ ଦେଶୀ ମହୁଲି ମଦ ପ୍ରସ୍ତୁତ ଅଡ୍ଡା…

ଗର୍ଜିଲେ ଶାହା, କହିଲେ…

ରାଉରକେଲା,୧୭।୫: ରାଉରକେଲାରେ ପହଞ୍ଚି ବିଜେଡିକୁ ଆକ୍ରମଣାତ୍ମକ ଢଙ୍ଗରେ ଟାର୍ଗେଟ କରିଛନ୍ତି ଗୃହ ମନ୍ତ୍ରୀ ଅମିତ ଶାହା। ସିଧାସଳଖ ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରି ଶାହା କହିଛନ୍ତି, ଓଡ଼ିଶାରେ ଚାଷୀଙ୍କ ଆୟ ଦେଶରେ ସର୍ବନିମ୍ନ ରହିଛି। ଭାଜପା ସରକାର ଆସିଲେ…

ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି, ପୁରୀରେ କରିବେ…

ଭୁବନେଶ୍ୱର,୧୭।୫: ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ । ୧୯ତାରିଖ ରବିବାର ଭୁବନେଶ୍ୱରରେ ପହଞ୍ଚିବା ପରେ ସଂଧ୍ୟା ୭ଟାରେ ରାଜ୍ୟ ଭାଜପା କାର୍ଯ୍ୟାଳୟରେ ଏକ ବୈଠକରେ ସମୀକ୍ଷା…

ନେତାଙ୍କ କଥାରେ ଭଳୁ ନାହାନ୍ତି ଭୋଟର

ବରଗଡ଼ରୁ ଅନିଲ ଦାସ,୧୭ା୫: ଖରାତାତି ସାଙ୍ଗକୁ ବଢ଼ିଚାଲିଛି ନିର୍ବାଚନୀ ଉଷ୍ମତା। ଆଉ ଦୁଇଦିନ ପରେ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବାକୁ ଯାଉଛି। ଏହି ପର୍ଯ୍ୟାୟରେ ବରଗଡ଼ ସମେତ ୫ଟି ଲୋକ ସଭା କ୍ଷେତ୍ର ଓ ୩୫ଟି ବିଧାନସଭା କ୍ଷେତ୍ରରେ ଭୋଟ୍‌…

ଖଲ୍ଲିକୋଟ ମର୍ଡର କେସ୍‌ର ତଦନ୍ତ କରିବ ଏସ୍‌ଆଇଟି

କଟକ,୨୭।୫(କାର୍ତ୍ତିକ ସାହୁ): ପୋଲିସ ମୁଖ୍ୟାଳୟ ପକ୍ଷରୁ ଗଠିତ ସ୍ବତନ୍ତ୍ର ତଦନ୍ତକାରୀ ଦଳ (ଏସ୍‌ଆଇଟି) ଖଲ୍ଲିକୋଟ ମର୍ଡର କେସ୍‌ର ତଦନ୍ତ କରିବ ବୋଲି ଜଣାପଡିଛି। ଏହି ସ୍ବତନ୍ତ୍ର ତଦନ୍ତକାରୀ ଦଳ ଅବଶିଷ୍ଟ ଅଭିଯୁକ୍ତମାନଙ୍କୁ ଖୁବ୍‌ଶୀଘ୍ର ଗିରଫ କରିବ। ଏଥିସହ ସାଇଣ୍ଟିଫିକ୍‌ ଫନେସିକ୍‌ ଓ…

ପ୍ରାର୍ଥୀ କିଏ ଆମେ ଜାଣିନୁ, ଚିହ୍ନ ଦେଖି ଭୋଟ୍‌ ଦେବୁ

ବରଗଡ଼ରୁ ଅନିଲ ଦାସ,୧୭ା୫: ବର୍ତ୍ତମାନ ଚାରିଆଡ଼େ ନିର୍ବାଚନ ଉଷ୍ମତା। ରାଜନେତାମାନେ ଘନଘନ ପ୍ରଚାରରେ ଆସୁଛନ୍ତି। ମାତ୍ର ଭୋଟରମାନେ ଏଥର ଆଉ ମିଥ୍ୟା ପ୍ରତିଶ୍ରୁତିକୁ ବିଶ୍ୱାସ କରୁନାହାନ୍ତି। ଭୋଟରମାନେ କହିଛନ୍ତି, ନିର୍ବାଚନ ସମୟରେ ନେତାମାନେ ଆସୁଛନ୍ତି, ଭୋଟ୍‌ ପାଇଲା ପରେ ଚାଲି ଯାଉଛନ୍ତି।…

କାଠ ଚୋରା ଚାଲାଣ ବେଳେ ଧରିଲା ବନ ବିଭାଗ

ପାଟଣା,୧୭ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହରପଡା ସେକ୍ସନ ମାଛଗଡ଼ ଦକ୍ଷିଣ ବିଟ ମିରିଖୋଜି ଗ୍ରାମ ବିରଳ ନଦୀକୂଳ ଜଙ୍ଗଲରୁ ଶୁକ୍ରବାର ସକାଳୁ କାଠ ମାଫିଆମାନେ ମାହାଳ ଗଛ କାଟି ଟ୍ରାକ୍ଟରରେ ଚୋରା ଚାଲାଣ କରୁଥିବା ଖବର ପାଇ ବନ…

ଗଙ୍ଗାଧର ମେହେରଙ୍କୁ ସନ୍ଥ କବି କହିଦେଲେ ପାଣ୍ଡିଆନ୍‌:ଦେଖନ୍ତୁ ଭିଡିଓ

ସମ୍ବଲପୁର,୧୭।୫: ଏବେ ଚାଲିଛି ନିର୍ବାଚନୀ ଋତୁ। ଚାରିଆଡେ ନିର୍ବାଚନ ପ୍ରଚାର। ଗୋଟିଏ ପଟେ କେନ୍ଦ୍ରୀୟ ନେତା ଓଡ଼ିଶାରେ ଘନ ଘନ ପ୍ରଚାର କରୁଥିବାବେଳେ ବିଜେଡି ମଧ୍ୟ ଏଥିରୁ ବାଦ୍‌ ପଡିନାହିଁ। ବିଜେଡି ନେତା ତଥା ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍‌ ଦଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?