ଆମ ଜିଲା ଖବର

ଇଷ୍ଟଦେବଙ୍କ ଆଶୀର୍ବାଦ ନେଲେ କେନ୍ଦ୍ରମନ୍ତ୍ରୀ

କଣିହାଁ,୩ା୪ (ସଚ୍ଚିଦାନନ୍ଦ ପ୍ରଧାନ):କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ଅନୁଗୋଳ ଜିଲା କଣିହଁା ଗସ୍ତରେ ଆସି ନିଜ ଜନ୍ମମାଟି ଦଳକ ପଞ୍ଚାୟତର ନାଲମ ଗ୍ରାମର ଆରାଧ୍ୟ ତଥା ନିଜ ଇଷ୍ଟଦେବ ନୃସିଂହ ନାଥଙ୍କୁ ଦର୍ଶନ କରିଥିଲେ। ସେ ସମ୍ବଲପୁରରୁ ଭାଜପା ଏମ୍‌ପି ପ୍ରାର୍ଥୀ…

କଂଗ୍ରେସ ତାଲିକାରୁ ଗମାଙ୍ଗ ପରିବାର ବାଦ୍‌

ଗୁଣପୁର,୩ା୪ (ପ୍ରଦୀପ କୁମାର ପାଢ଼ୀ):କଂଗ୍ରେସ ଏବଂ ଭାଜପା ପକ୍ଷରୁ ରାୟଗଡା ଜିଲା ଗୁଣପୁର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ପ୍ରାର୍ଥୀ ଘୋଷଣା ହୋଇଛି। ୩ ପ୍ରମୁଖ ରାଜନୈତିକ ଦଳ ପକ୍ଷରୁ ପ୍ରାର୍ଥୀ ଘୋଷଣା ହେବା ପରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧର ଗମାଙ୍ଗଙ୍କ ପରିବାରର…

ଆଜି ଏସ୍‌ସିବିରେ ହେବ ପ୍ରଥମ ଲିଭର ପ୍ରତିରୋପଣ

କଟକ,୩।୪(ଶିଳ୍ପା ପ୍ରିୟଦର୍ଶିନୀ):ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଆଉ ଏକ ଇତିହାସ ରଚିବାକୁ ଯାଉଛି ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିିକାଲ କଲେଜ ଆଣ୍ଡ ହସ୍ପିଟାଲ (ଏସ୍‌ସିବି)। ଦୀର୍ଘ ୧୪ ବର୍ଷ ଅପେକ୍ଷାର ଅନ୍ତ ହେବ। ପ୍ରଥମଥର ପାଇଁ ବୁଧବାର ଏସ୍‌ସିବିରେ ଲିଭର ଟ୍ରାନ୍ସପ୍ଲାଣ୍ଟ ବା ଯକୃତ ପ୍ରତିରୋପଣ…

ସୁସ୍ଥ ହୋଇ ଘରକୁ ଫେରିଲେ ପ୍ରସନ୍ନ

ସମ୍ବଲପୁର,୩ା୪(ପ୍ରମୋଦ ବହିଦାର):ଏକ ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରସନ୍ନ ଆଚାର୍ଯ୍ୟ ସୁସ୍ଥ ହେବା ପରେ ମଙ୍ଗଳବାର ଡିସ୍‌ଚାର୍ଜ ହୋଇ ଘରକୁ ଫେରିଛନ୍ତି। ଏହା…

ଓଡ଼ିଶାରେ ସରକାର ଗଢ଼ିବ ଭାଜପା: ଜୟନାରାୟଣ

ସମ୍ବଲପୁର,୩ା୪(ପ୍ରମୋଦ ବହିଦାର): ସମ୍ବଲପୁର ବିଧାୟକ ତଥା ବିଧାନସଭାର ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କୁ ସମ୍ବଲପୁର ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରି ଦଳ ପୁଣିଥରେ ତାଙ୍କ ଉପରେ ଆସ୍ଥା ପ୍ରକଟ କରିଛି। ଜୟନାରାୟଣଙ୍କ ନାମ ଘୋଷଣା ପରେ ତାଙ୍କ ସମର୍ଥକ…

ବିଜେଡି ଛାଡିଲେ ରାଜ୍ୟ ସମ୍ପାଦକ ହର୍ଷବର୍ଦ୍ଧନ

ଢେଙ୍କାନାଳ,୩ା୪(ରତନ ନାୟାର): ଢେଙ୍କାନାଳ ଜିଲା ବିଜେଡିର ବରିଷ୍ଠ ନେତା ତଥା ରାଜ୍ୟ ବିଜେଡି ସମ୍ପାଦକ ହର୍ଷବର୍ଦ୍ଧନ ସିଂହଦେଓ ମଙ୍ଗଳବାର ବିଜେଡିରୁ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା ପତ୍ରକୁ ରାଜ୍ୟ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି। ସେ ଦଳର…

ମନୋଜଙ୍କୁ ବଲାଙ୍ଗୀର ଲୋକ ସଭା, ନରସିଂହଙ୍କ ପୁଅଙ୍କୁ ବିଧାନସଭା ଟିିକେଟ

ବଲାଙ୍ଗୀର, ୩ା୪(ବୀରେନ୍ଦ୍ର କୁମାର ଝାଙ୍କର): କଂଗ୍ରେସ ଦଳ ପକ୍ଷରୁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା ପରେ ବଲାଙ୍ଗୀର ଲୋକ ସଭା ଏବଂ ବିଧାନସଭା ଆସନରେ ଦଳୀୟ ପ୍ରାର୍ଥୀ ସ୍ପଷ୍ଟ ହୋଇଛି। ଲୋକ ସଭା ପ୍ରାର୍ଥୀ ଭାବେ କଂଗ୍ରେସ ଚର୍ଚ୍ଚିତ ସିନେ…

ପ୍ରଫୁଲ୍ଲଙ୍କ ସହ ଲଢ଼ିବେ ସୀତାଂଶୁ

ଭଦ୍ରକ,୩ା୪(ସନାତନ ରାଉତ): ଭଦ୍ରକ ବିଧାନସଭା କ୍ଷେତ୍ର ଲାଗି ଏଥର ନୂଆଁମୁହଁକୁ ଭରସା କରିଛି ଭାଜପା। ଜିଲାର ଜଣାଶୁଣା ସାମାଜିକ ସଙ୍ଗଠନ ଶହୀଦ ଭଗତ ସେନାର ଆବାହକ ସୀତାଂଶୁ ଶେଖର ମହାପାତ୍ର ଭାଜପାର ବିଧାୟକ ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ିବେ। ଗତ ଜାନୁୟାରୀରେ…

ଏହି ସୁନ୍ଦରୀଙ୍କ ପ୍ରେମରେ ଉବୁଟୁବୁ ହେଉଛନ୍ତି ଶାହାରୁଖଙ୍କ ପୁଅ ଆର୍ୟନ! ଭାଇରାଲ ହେଉଛି Video

ବମ୍ବେ: ପ୍ରେମରେ ପଡ଼ିଛନ୍ତି ବଲିଉଡ୍‌ କିଙ୍ଗ ଖାନ୍‌ ଶାହାରୁଖଙ୍କ ବଡ଼ ପୁଅ ଆର୍ୟନ ଖାନ୍‌। ବ୍ରାଜିଲ୍‌ର ଜଣେ ଅଭିନେତ୍ରୀଙ୍କୁ ଡେଟ୍‌ କରୁଛନ୍ତି ସେ। କିଛି ଏଭଳି ଚର୍ଚ୍ଚା ଏବେ ଜୋର ଧରିଥିବା ବେଳେ ଉଭୟଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଘୁରି…

ବିଜେପୁରରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ, ସନତଙ୍କ ଉପରେ ଭାଜପାର ଭରସା

ବରଗଡ଼,୨।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ଏକଦା କଂଗ୍ରେସର ଗଡ଼ ଥିଲା। ପୂର୍ବତନ କଂଗ୍ରେସ ବିଧାୟକ ସ୍ବର୍ଗତ ସୁବଳ ସାହୁଙ୍କ ଦେହାନ୍ତ ପରେ ତାଙ୍କ ପରିବାର ବିଜେଡିରେ ମିଶିଥିଲେ । ଏହି ମିଶ୍ରଣ ପରେ ଆସନଟି ବିଜେଡି…

ପୋଲିସ ଗୁଳିରେ ଟଳିଲେ ୯ରୁ ଊର୍ଦ୍ଧ୍ୱ ମାଓବାଦୀ

ମାଲକାନଗିରି,୨ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡରେ ପୋଲିସ ଗୁଳିରେ ମଙ୍ଗଳବାର ୯ରୁ ଊର୍ଦ୍ଧ୍ୱ ମାଓବାଦୀ ନିହତ ହୋଇଥିବା ବେଳେ ବହୁ ସଂଖ୍ୟାରେ ମାଓବାଦୀ ଆହତ ହୋଇଥିବା ଜଣାପଡିଛି । ତଲାସୀ ସମୟରେ ଅତ୍ୟାଧୁନିକ ବନ୍ଧୁକ ଓ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜବତ ହୋଇଛି…

ଆସିଲା କଂଗ୍ରେସ ପ୍ରାର୍ଥୀ ତାଲିକା: ପାରଳାଖେମୁଣ୍ଡିରୁ ବିଜୟ, ମୋହନାରୁ ଦାସୀରଥୀଙ୍କୁ ମିଳିଲା ଟିକେଟ୍‌

ପାରଳାଖେମୁଣ୍ଡି୨।୪(ଗିରିଧାରୀ ପରିଛା): ବିଜେଡି, ଭାଜପା ପରେ କଂଗ୍ରେସର ୮ ଲୋକସଭା ଆସନ ଏବଂ ୪୯ ବିଧାନସଭା ଆସନ ପାଇଁ ମଙ୍ଗଳବାର ପାର୍ଥୀ ତାଲିକା ଘୋଷଣା କରିଛି। ଏହି ପରିପ୍ରେକ୍ଷୀରେ ଗଜପତି ଜିଲାର ୨ଟି ନିର୍ବାଚନ ମଣ୍ଡଳୀରୁ ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?