ଭୟଙ୍କର ଦୁର୍ଘଟଣା: ଓଭରବ୍ରିଜ୍ ନିକଟରେ କଣ୍ଟେନର-ଟ୍ରକ୍ ମୁହାଁମୁହିଁ ହେବାରୁ…
ଗଞ୍ଜାମ,୨୨ା୧(ଅନାଥ ତରାଇ): ଗଞ୍ଜାମସ୍ଥିତ ହୁମ୍ମା ଫାଣ୍ଡି ଅନ୍ତର୍ଗତ ଲକ୍ଷ୍ମୀପୁର ଓଭରବ୍ରିଜ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ବୁଧବାର ବିଲମ୍ବିତ ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଯାଇଛି। ଏକ କଣ୍ଟେନର (ଏନ୍ଏଲ୍ଓ ୧ଏଏଫ୍ ୯୧୮୦) ଅନ୍ୟ ଏକ ଟ୍ରକ୍ (ଟିଏନ୍…
ପ୍ଲାଷ୍ଟିକ ନେଉଛି ଜୀବନ, ବିପଦରେ ପ୍ରାଣୀସମ୍ପଦ
ଦାରିଙ୍ଗବାଡି,୨୨।୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ କୁଢ଼ କୁଢ଼ ପ୍ଲାଷ୍ଟିକ, ଥର୍ମାକୋଲ ଥାଳି, ପଲିଥିନ ଏବେ ପ୍ରାଣୀସମ୍ପଦ ପାଇଁ ବିପଦ ସାଜିଛନ୍ତି। ଉକ୍ତ ବ୍ଲକର ବିଭିନ୍ନ ଗ୍ରାମରେ ବିଶେଷ କରି ଦାରିଙ୍ଗବାଡିଠାରୁ ମାତ୍ର ୧୩ କିମି ଦୂର ଅନ୍ୟତମ…
ସର୍ଭେ କରିବାକୁ ଯାଇ କାଜୁ ଜଙ୍ଗଲରେ ଫସିଗଲା ଟିମ୍, ଅନ୍ଧାରରେ ବାଟ ନ ପାଇ ଘଣ୍ଟାଏ ପରେ…
ମହାକାଳପଡ଼ା,୨୨ା୧(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଆର୍ସେଲର ମିତ୍ତଲ ଶିଳ୍ପ ପ୍ରତିଷ୍ଠା ପାଇଁ ଏକ ଟିମ୍ ପକ୍ଷରୁ ଜଙ୍ଗଲ ପାଶର୍ବ ସୀମା ଜମି ସର୍ଭେ ଆରମ୍ଭ ହୋଇଛି । ବୁଧବାର ଅପରାହ୍ନରେ ଏହି ଟିମ୍ରେ ରାଜନଗର ବନ…
ଶ୍ରୀମନ୍ଦିରକୁ ବୋମା ଧମକ: ସୋସିଆଲ ମିଡିଆରେ ଧମକପୂର୍ଣ୍ଣ ମେସେଜ ପରେ…
ପୁରୀ,୨୨।୧: ଶ୍ରୀମନ୍ଦିରକୁ ବୋମା ଧମକ। ସୋସିଆଲ ମିଡିଆରେ ଧମକପୂର୍ଣ୍ଣ ମେସେଜ ମାମଲାରେ ଜଣକୁ ପୋଲିସ ଅଟକ ରଖିଛି । ଜୁଲି ରାଣୀ ପଣ୍ଡା ନାମକ ଏକ ଫେସବୁକ ଆଇଡିରେ ଶ୍ରୀମନ୍ଦିର ସମେତ ପୁରୀ ଗ୍ରାଣ୍ଡ ସେଣ୍ଟର ଓ ରାଜ୍ୟସଭା ଏମ୍ପି ଶୁଭାଶିଷ…
ରବି ଧାନ ଚାଷ ପ୍ରଭାବିତ ଆଶଙ୍କା: ଡ୍ୟାମ୍ରୁ ପାଣି ଛାଡ଼ିଦେଲା ଏମ୍ଆଇପି ବିଭାଗ
ଅମରପାଲି, ୨୨ା୧(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଲୁତୁରପଙ୍କ ଗ୍ରାମରେ ଘୁଙ୍ଗିନାଳ ଉପରେ ନିର୍ମାଣ ହୋଇଥିବା ଡ୍ୟାମରୁ ମଙ୍ଗଳବାର ରାତିରେ ବିନା ସୂଚନାରେ ଏମ୍ଆଇପି ବିଭାଗ ଗେଟ ଖୋଲିଦେଇ ପାଣି ଖାଲି କରି ଦେଇଛି। ଫଳରେ ଏହି ଡ୍ୟାମ ଉପରେ ନିର୍ଭର…
ବିଳମ୍ବିତ ରାତିରେ ଅଜଣା ବ୍ୟକ୍ତିଙ୍କୁ ନେଇ ସିମନବାଡିରେ ଆତଙ୍କ, ଧରା ପକାଇଲା ସିସି କ୍ୟାମେରା
ଦାରିଙ୍ଗବାଡି,୨୨।୧ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଏବେ ଆସାମଜିକଙ୍କ ଆଡ୍ଡା ସ୍ଥଳୀ ପାଲଟିଛି। ଅସୁରକ୍ଷିତ ମଣୁଛନ୍ତି ଗ୍ରାମବାସୀ। ଅଞ୍ଚଳରେ ଚୋରା ଦେଶୀ ଓ ବିଦେଶୀ ମଦକାରବାର ବୃଦ୍ଧି ଯୋଗୁ ସିମନବାଡି ଅଞ୍ଚଳକୁ ବାହାର ବ୍ଲକ ଅଞ୍ଚଳର…
ଦେଖା ହୋଇପାରିଲାନି, ଯୁବତୀଙ୍କ ଘର ଆଗରେ ଦେହକୁ କାଟି ପକାଇଲେ
ଢେଙ୍କିକୋଟ,୨୧ା୧(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟ ପୋଲିସ ବିଟ୍ ହାଉସ ଅନ୍ତର୍ଗତ ବଡ଼ମସିଣାବିଲା ପଞ୍ଚାୟତ ସାନମସିଣାବିଲା ଗ୍ରାମରେ ବୁଧବାର ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଯୁବତୀଙ୍କୁ ଦେଖିବାରେ ବିଫଳହୋଇ ଜଣେ ଯୁବକ ଉକ୍ତ ଯୁବତୀଙ୍କ ଘର ଆଗରେ ଶରୀରକୁ ବ୍ଲେଡ୍ରେ କାଟି…
କ୍ରିକେଟ ମ୍ୟାଚ ଦେଖିବାକୁ ଯାଇ ନିଖୋଜ ଥିବା ୪ ନାବାଳକ ସୁରକ୍ଷିତ ଉଦ୍ଧାର
ଦେବଗଡ଼,୨୨।୧(ଶଶାଙ୍କ ଶେଖର ଝାଙ୍କର):ଦେବଗଡ ଜିଲାର ନିଖୋଜ ୪ ନାବାଳକ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି। ରିଆମାଳ ଥାନା ଟିଙ୍କବୀର ଗ୍ରାମର ୪ ଜଣ ପଞ୍ଚମ ଶ୍ରେଣୀ ଛାତ୍ର ବୁଧବାର ସାରୁ ନିଖୋଜ ଥିଲେ। ଗାଁ ନିକଟ ଏକ ପାହାଡ଼ ଓ ଜଙ୍ଗଲ…
ହାତୀ ମୃତଦେହ ଠାବ, ୭ଫୁଟ ତଳୁ ଉଦ୍ଧାର କଲା ବନ ବିଭାଗ
କେସିଙ୍ଗା ,୨୨।୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନ ଖଣ୍ଡ ଅଧିନସ୍ଥ ତହସିର ଗ୍ରାମ ସ୍ଥିତ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ଅଞ୍ଚଳରେରେ ମୃତ ହାତୀର ଖଣ୍ଡ ବିଖଣ୍ଡିତ ମୃତଦେହ ୭ଫୁଟ ମାଟି ତଳୁ ବନ ବିଭାଗ ଓ ପ୍ରାଣୀ ଚିକିତ୍ସା ବିଭାଗ…
ମୁଜାଗଡ ପୋଷ୍ଟମାଷ୍ଟରଙ୍କ ଦୁର୍ଘଟଣାରେ ମୃତ୍ୟୁ, ସନ୍ଦେହରେ ପରିବାର ଲୋକେ
ଭଞ୍ଜନଗର,୨୨।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ ପୋଷ୍ଟମାଷ୍ଟର ନାରାୟଣ ପାତ୍ର (୫୫)ଙ୍କର ବୁଧବାର ରାତିରେ ଏକ ଦୁର୍ଘଟଣାରେ ମୃତ୍ୟୁ ହୋଇଛି। ଦୁର୍ଘଟଣା କେଉଁଭଳି ପରିସ୍ଥିତିରେ ହୋଇଛି ସେନେଇ ସଠିକ କିଛି ଜଣାପଡ଼ିନାହିଁ। ନାରାୟଣଙ୍କ ସୁନା ଚେନ ଓ ମନି…
ବାଙ୍କୀରେ ଧାନମଣ୍ଡି ଅବ୍ୟବସ୍ଥା, ତେଜୁଛି ଚାଷୀ ଅସନ୍ତୋଷ
ବାଙ୍କୀ,୨୨ା୧(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଉପଖଣ୍ଡରେ ଚଳିତବର୍ଷ ୪୯ ପ୍ରାଥମିକ କୃଷି ସେବା ସମବାୟ ସମିତି (ପାକ୍ସ)ରେ ମଣ୍ଡି ଖୋଲିବାକୁ ନିର୍ଦ୍ଦେଶ ମିଳିଛି। ସୂଚନାଥାଉ କି ମଣ୍ଡି ଖୋଲିବା ପୂର୍ବରୁ ମଣ୍ଡିରେ ଚାଷୀମାନଙ୍କ ବ୍ୟତୀତ ଅନ୍ୟ…
ସମସ୍ତେ ଶୋଇଥିବା ବେଳେ ଲାଗିଲା ନିଆଁ, ଜଳିଗଲା ୧୦ ବଖରା ଘର
ବାସୁଦେବପୁର,୨୨।୧: ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ପଦ୍ମପୁର ପଂଚାୟତର ନାୟକ ସାହିରେ ବୁଧବାର ବିଳମ୍ବିତ ରାତିରେ ନିଆଁ ଲାଗି ୧୦ ବଖରା ଘର ଜଳିଯାଇଛ। ରାତିରେ ସମସ୍ତେ ସୋଇଥିବା ବେଳେ କୌଣସି କାରଣରୁ ନିଆଁ ଲାଗି ସାହିର ରସା ନନ୍ଦ…
Archives


