ପୋଖରୀକୁ ଗାଧୋଇବାକୁ ଯାଇଥିଲେ ସୁନାମ: ହଠାତ୍ ଘଟିଗଲା…
ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡି ଗ୍ରାମର ଶ୍ରୀ ରଘୁନାଥ ମନ୍ଦିର ନିକଟସ୍ଥ ଏକ ପୋଖରୀରେ ବୁଡି ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ମୃତକ ଜଣକ ହେଲେ ସୁନାମ ସାହୁ(୭୪)। ବୃଦ୍ଧ ଜଣକ…
ଲଭ-ସେକ୍ସ-ଧୋକା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ
ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ଯୁବତୀଙ୍କୁ ଭଲ ପାଇ ବିବାହ କରିବା ପରେ ପ୍ରତାରଣା କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତ ସୀମା ନାୟକ(୨୮) ତାଙ୍କ ଗାଁର ଜଣେ ୩୩ ବର୍ଷୀୟା ଯୁବତୀଙ୍କ…
ଭାଜପାରେ ମିଶିଲେ କର୍ଲାମୁଣ୍ଡା ବ୍ଲକର ୩ ମହିଳା ସରପଞ୍ଚ
କର୍ଲାମୁଣ୍ଡା,୬ା୭ (ପ୍ରଦୀପ କୁମାର ସାହୁ): ଭବାନୀପାଟଣାଠାରେ ଭାଜପା ପକ୍ଷରୁ ଆୟୋଜିତ ଶ୍ୟାମ ପ୍ରସାଦ ମୁଖାର୍ଜୀଙ୍କ ୧୨୫ ତମ ଜୟନ୍ତୀ ସମାରୋହ ଅବସରରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲାର ବହୁ ସରପଞ୍ଚ, ସମିତି ସଭ୍ୟ, ବରିଷ୍ଠ ନେତା ଭାଜପାରେ…
ଚାଲୁଥିବା ବେଳେ ହଠାତ୍ ଜଳିଉଠିଲା ସ୍କୁଟି, ଆଉ ତା’ପରେ…
ନବରଙ୍ଗପୁର,୬।୭(ସଦାଶିବ ପ୍ରହରାଜ): ଚାଲୁଥିବା ବେଳେ ହଠାତ୍ ଜଳିଉଠିଲା ସ୍କୁଟି। ଅଳ୍ପକେ ବର୍ତ୍ତିଗଲେ ଶିକ୍ଷକ। ସୋମବାର ନବରଙ୍ଗପୁର-କୋଷାଗୁମୁଡା ରାସ୍ତାରେ ଥିବା ଡଲଫିନ ରିସର୍ଟ ନିକଟରେ ଏହି ଦୁର୍ଘଟଣା ଘଟିଛି। ଶର୍ଟସର୍କିଟ ଯୋଗୁ ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ମିଳିଥିବା ସୂଚନା ମୁତାବକ, ପୂଜାରୀଗୁଡ଼ା…
ବିବାହିତାଙ୍କୁ କଲେ ଦ୍ଵିତୀୟ ବିବାହ: ସ୍ବାମୀଙ୍କ ଫୋନରୁ ଅନ୍ତରଙ୍ଗ ଭିଡିଓ ଭାଇରାଲ କଲେ ପ୍ରଥମ ସ୍ତ୍ରୀ , ଡରିକି ଏମିତି …
ଦିଗପହଣ୍ଡି,୬|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରେ ରହୁଥିବା ଜଣେ ବିବାହିତା(୩୦)ଙ୍କୁ ପ୍ରେମ କରି ଦ୍ଵିତୀୟ ବିବାହ କରିବା ପରେ କୁକୁଡ଼ାଖଣ୍ଡି ବ୍ଲକ ଅଧିନ ଏକ ଗାଁର ଶିବଶଙ୍କର ନାୟକ(୨୮) ତାଙ୍କୁ ଧୋକା ଦେଇଥିବା ଅଭିଯୋଗ…
କଲ୍ୟାଣସିଂହପୁର ଭିଡ଼ ହିଂସା, ୨୪ ଅଭିଯୁକ୍ତଙ୍କ ହେଲା ଟିଆଇ ପରେଡ୍
ରାୟଗଡ଼ା/ବିଷମ କଟକ, ୬।୭ (କୈଳାସ ଚନ୍ଦ୍ର ପୃଷ୍ଟି/ ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁରରେ ଘଟିଥିବା ବହୁଚର୍ଚ୍ଚିତ ଭିଡ଼ ହିଂସା ମାମଲାରେ ସୋମବାର ବିଷମକଟକ ଉପକାରାଗାରରେ ୨୪ଅଭିଯୁକ୍ତଙ୍କ ଟେଷ୍ଟ ଆଇଡେଣ୍ଟିଫିକେଶନ (ଟିଆଇ) ପରେଡ୍ କରାଯାଇଛି। ୧ମ ଶ୍ରେଣୀ ବିଚାରବିଭାଗୀୟ ମାଜିଷ୍ଟ୍ରେଟ୍…
ଡେପୁଟେଶନରେ ଯାଇଥିବା ଶିକ୍ଷକଙ୍କୁ ଫେରାଇ ଆଣିବାକୁ ବିଇଓଙ୍କୁ ଦାବି
ଗଞ୍ଜାମ, ୬।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ନୀଳାଦ୍ରିପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ସୁଦାମ ନାୟକଙ୍କୁ ଅନ୍ୟ ଏକ ବିଦ୍ୟାଳୟକୁ ଡେପୁଟେଶନରେ ପଠାଯାଇଥିବାକୁ ନେଇ ବିଦ୍ୟାଳୟ ପରିଚାଳନା କମିଟି ଓ ଅଭିଭାବକମାନଙ୍କ ମଧ୍ୟରେ ତୀବ୍ର…
ଭୁଶୁଡ଼ିଲା ଜଳସେଚନ ଉପଖଣ୍ଡ କାର୍ଯ୍ୟାଳୟ ପାଚେରୀ, ଅଳ୍ପକେ….
ପିପିଲି, ୬।୭: ପୁରୀ ଜିଲା ଡେଲାଙ୍ଗ ଅଞ୍ଚଳ ବଡ଼ ଅଂଶ ହଠାତ୍ ଭୁଶୁଡ଼ି ପଡ଼ିଛି। ଘଟଣାରେ କୌଣସି ଜୀବନହାନି ଘଟି ନ ଥିବା ବେଳେ ଅଳ୍ପକେ କିଛି ଲୋକ ବର୍ତ୍ତି ଯାଇଥିବା ସୂଚନା ମିଳିଛି। ସ୍ଥାନୀୟ ଲୋକଙ୍କ କହିବାନୁସାରେ, ପାଚେରୀର ଅନେକ…
Puri Koraput Expressର ଶୁଭାରମ୍ଭ, ମୁଖ୍ୟମନ୍ତ୍ରୀ, କେନ୍ଦ୍ର ରେଳମନ୍ତ୍ରୀ କଲେ ଉଦ୍ଘାଟନ
ପୁରୀ,୬।୭: ନୂତନ ପୁରୀ-କୋରାପୁଟ ଏକ୍ସପ୍ରେସ ଏବଂ ବ୍ରହ୍ମପୁର-ଉଧନା(ସୁରଟ) ଅମୃତ ଭାରତ ଏକ୍ସପ୍ରେସର ନିୟମିତ ସେବାର ସୋମବାର ଶୁଭାରମ୍ଭ ହେଉଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ପୁରୀ ରେଳଷ୍ଟେଶନରୁ ଏହାର ଶୁଭାରମ୍ଭ କରିଛନ୍ତି। ଫଳରେ ଜନସାଧାରଣଙ୍କ…
ବନ୍ୟା ପାଣିରେ ଭାସିଯାଇଥିଲେ ସୁରେଶ: ୧୮ ଘଣ୍ଟା ପରେ ମିଳିଲା…
ସମ୍ବଲପୁର,୬।୬(ପ୍ରମୋଦ ବହିଦାର): ସମ୍ବଲପୁର ଅଇଁଠାପାଲି ଥାନା ଅନ୍ତର୍ଗତ ବାଗଡ଼ିଆପଡ଼ାରେ ବନ୍ୟା ପାଣିରେ ଭାସିଯାଇ ନିଖୋଜ ଥିବା ବ୍ୟକ୍ତିଙ୍କ ମୃତଦେହକୁ ଦୀର୍ଘ ୧୮ ଘଣ୍ଟାର ଅକ୍ଳାନ୍ତ ପରିଶ୍ରମ ପରେ ଉଦ୍ଧାର କରିଛି ସମ୍ବଲପୁର ଅଗ୍ନଶମ ବାହିନୀ। ମୃତ ବ୍ୟକ୍ତି ଜଣକ ହେଉଛନ୍ତି ଅଇଁଠାପାଲି…
ନୂତନ ବ୍ଲକ ଶିକ୍ଷା ଅଧିକାରିଣୀଙ୍କ ବିଭିନ୍ନ ସ୍କୁଲ ପରିଦର୍ଶନ
କର୍ଲାମୁଣ୍ଡା,୬।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ଅଧିକାରିଣୀ ମଧୁସ୍ମିତା ନାଏକ ନୂତନ ଭାବେ କର୍ଲାମୁଣ୍ଡା ବ୍ଲକରେ ଶୁକ୍ରବାର ଯୋଗଦେବା ପରେ ସେ ପ୍ରଥମ ଥର ପାଇଁ ବିଭିନ୍ନ ବିଦ୍ୟାଳୟ ଗୁଡିକୁ ପରିଦର୍ଶନ କରୁଥିବା ଦେଖିବାକୁ ମିଳିଛି। ଏହି…
ନାବାଳିକାଙ୍କ ମୃତଦେହ ଉଦ୍ଧାର: ହତ୍ୟା ଅଭିଯୋଗ ଆଣିଲେ ପରିବାର
ପାତ୍ରପୁର, ୬।୭(ଉମା ଚରଣ ନେପାକ): ଜରଡ଼ା ଥାନା ଖାରିଆଗୁଡ଼ା ଫାଣ୍ଡି ଅନ୍ତର୍ଗତ ଏସ. ନୂଆଗାଁ ଗ୍ରାମ ହରିଜନ ସାହିରୁ ଜଣେ ନାବାଳିକାଙ୍କ ମୃତଦେହ ଜରଡ଼ା ପୋଲିସ ଦ୍ୱାରା ଉଦ୍ଧାର ହୋଇଥିବା ଜଣାପଡ଼ିଛି । ମୃତ ନାବାଳିକା ହେଲେ ଉକ୍ତ ଗ୍ରାମର ଅର୍ଚିତା…

