ଆମ ଜିଲା ଖବର

ଖଲ୍ଲିକୋଟ ପରେ ପୋଲସରାରେ ରାଜନୈତିକ ହିଂସା: ଫୁଟିଲା ଗୁଳି, ଜଣେ ଗୁରୁତର

ପୋଲସରା,୧୬।୫: ନିର୍ବାଚନ ଭିତରେ ତେଜୁଛି ନିର୍ବାଚନୀ ହିଂସା। ଖଲ୍ଲିକୋଟ ଭଳି ପୋଲସରାରେ ବି ଦେଖିବାକୁ ମିଳିଛି ରାଜନୈତିକ ହିଂସା । ପୋଲସରାରେ ବି ଫୁଟିଛି ଗୁଳି । ପୋଲସରା ତୋଟାସାହିର ଜଣଙ୍କ ଉପରକୁ ଗୋଟିଏ ରାଉଣ୍ଡ ଗୁଳିମାଡ ହୋଇଛି । ଗୁଳିମାଡର…

ଖଲ୍ଲିକୋଟ ହିଂସାକାଣ୍ଡ: ପୋଲିସକୁ ପଥର ମାଡ଼ କଲେ ଉତ୍ତ୍ୟକ୍ତ ଲୋକ, ଲାଠି ଚାର୍ଜ କଲା ପୋଲିସ

ଖଲ୍ଲିକୋଟ,୧୬।୫: ଗଞ୍ଜାମ ଖଲ୍ଲିକୋଟ ହିଂସାକାଣ୍ଡକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ଘଟଣାରେ ପୋଲିସ ୮ଜଣଙ୍କୁ ଗିରଫ କରିଛି। ତେବେ ଅଭିଯୁକ୍ତଙ୍କୁ ଥାନାରୁ ନେବା ବେଳେ ପୋଲିସ ଗାଡ଼ିକୁ ବୋତଲ, ପଥର ମାଡ଼ କରିଛନ୍ତି ଉତ୍ତ୍ୟକ୍ତ ଲୋକେ। କହିରଖୁଛୁ କି, ଖଲ୍ଲିକୋଟର…

ଘରକୁ ଘର ବୁଲି ପ୍ରାର୍ଥୀଙ୍କ ପ୍ରଚାର

ହାଟଡିହୀ,୧୬ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ହାଟଡିହୀ ବ୍ଲକର ୩୭ନଂ ଜୋନ୍‌ରେ ଭାଜପା କାର୍ଯ୍ୟକର୍ତ୍ତା ଏବଂ କର୍ମୀମାନେ ବିଭିନ୍ନ ପଞ୍ଚାୟତ ଗସ୍ତକରି ପ୍ରଚାର କରିବା ସହ ଭୋଟ୍‌ ଭିକ୍ଷା କରୁଛନ୍ତି। ଘରକୁ ଘର ଯାଇ ଭୋଟରମାନଙ୍କୁ ଭାଜପା ପୁସିଂ…

୧ ନଂ ଜୋନ୍‌ରେ ଜମୁଛି ପ୍ରାର୍ଥୀଙ୍କ ନିର୍ବାଚନୀ ପ୍ରଚାର

ହାଟଡିହୀ,୧୬ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ବିଜେଡି ଗୁରୁବାର ୧ ନଂ ଜୋନ୍‌ରେ ନିର୍ବାଚନୀ ପ୍ରଚାରକୁ ଜୋର୍‌ଦାର କରିଛି। ପ୍ରଥମେ କର୍ମୀମାନେ ଗହଲମୁଣ୍ଡା ଠାରେ ଏକଜୁଟ୍‌ ହୋଇଥିଲେ। ପରେ ବିଜେଡି ବିଧାୟକ ପ୍ରାର୍ଥୀ ଅଭିମନ୍ୟୁ ସେ ସମର୍ଥକଙ୍କ ସହ…

ଭାଜପା ସମର୍ଥକଙ୍କୁ ହତ୍ୟା: ଟାୟାର ଜାଳି ରାସ୍ତାରୋକୋ କଲେ ଲୋକେ

ଖଲ୍ଲିକୋଟ,୧୬ା୫(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଲୋଙ୍ଘର ଶ୍ରୀକୃଷ୍ଣ ଶରଣପୁର ଗ୍ରାମରେ ବୁଧବାର ରାତିରେ ପୋଷ୍ଟର ମାରିବାକୁ ନେଇ ଭାଜପା ଓ ବିଜେଡି କର୍ମୀଙ୍କ ମଧ୍ୟରେ ହଣାହଣି ହୋଇ ଉଭୟ ପକ୍ଷର ୭ ଜଣ ଆହତ ହୋଇଥିଲେ।…

ଖଲ୍ଲିକୋଟ ନିର୍ବାଚନୀ ହିଂସାକୁ ମୁଖ୍ୟମନ୍ତ୍ରୀଙ୍କ ନିନ୍ଦା, ସୋସିଆଲ ମିଡିଆରେ ଲେଖିଲେ ଏମିତି

ଗଞ୍ଜାମ,୧୬ା୫: ଗଞ୍ଜାମ ଖଲ୍ଲିକୋଟରେ ହୋଇଥିବା ନିର୍ବାଚନୀ ହିଂସାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିନ୍ଦା କରିଛନ୍ତି। ସୋସିଆଲ ମିଡିଆ ‘ଏକ୍ସ’ରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ଖଲ୍ଲିକୋଟ ଅଞ୍ଚଳରେ ଘଟିଥିବା ଘଟଣା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ତଥା ଦୁଃଖଦ। ମୁଁ ଏନେଇ ଗଭୀର ବିବ୍ରତ ଓ ଦୁଃଖିତ।…

ବେଆଇନ ମହୁଲ ବୋଝେଇ ପିକଅପ ଭ୍ୟାନ ଜବତ: ୪ ଗିରଫ

ଦେବଗଡ଼,୧୬।୫(ଶଶାଙ୍କ ଶେଖର ଝାଙ୍କର):ଚୋରା ଚାଲାଣ ବେଳେ ଅବକାରୀ ବିଭାଗ ଚଢଉ କରି ଏକ ମହୁଲ ବୋଝେଇ ପିକଅପ୍‌ ଭ୍ୟାନକୁ ଜବତ କରିବା ସହ ୪ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅବକାରୀ ବିଭାଗ ପକ୍ଷରୁ ସୂଚନା ଅନୁଯାୟୀ, ଦେବଗଡ…

ପୁଣି ଝାରସୁଗୁଡ଼ାରୁ ସେବା ଆରମ୍ଭ କଲା ଇଣ୍ଡିଗୋ

ଭୁବନେଶ୍ୱର,୧୬ା୫: ବୁଧବାର ଇଣ୍ଡିଗୋ ଏୟାର ଲାଇନ ଝାରସୁଗୁଡା ଏବଂ ଦିଲ୍ଲୀ ମଧ୍ୟରେ ଏହାର ସେବା ଆରମ୍ଭ ପୁନର୍ବାର କରିଛି। ଅପରାହ୍ନ ୩ ଟା ୨୦ ମିନିଟରେ ବିମାନ ଦିଲ୍ଲୀରୁ ବାହାରି ସନ୍ଧ୍ୟା ୫ଟା ୧୫ ମିନିଟରେ ଝାରସୁଗୁଡା ବୀର ସୁରେନ୍ଦ୍ର ସାଏ…

ଖଲ୍ଲିକୋଟରେ ରାଜନୈତିକ ହିଂସା: ୮ ଗିରଫ

ଖଲ୍ଲିକୋଟ,୧୬ା୫: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପୂର୍ବରୁ ବୁଧବାର ଦିନ ଗଞ୍ଜାମରେ ବିଜେଡି ଓ ଭାଜପା କର୍ମୀଙ୍କ ମଧ୍ୟରେ ହୋଇଥିବା ସଂଘର୍ଷରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ତିନିଜଣ ଗୁରୁତର ଆହତ ହୋଇଛନ୍ତି। ଯେଉଁଥିରେ ଖଲ୍ଲିକୋଟର ଶ୍ରୀକୃଷ୍ଣଶରଣପୁର ହିଂସାକାଣ୍ଡ ଘଟଣାରେ ୮…

ଧସିଲା ପଥର ଖାଦାନ: ଜଣେ ଶ୍ରମିକ ମୃତ, ଆହୁରି ଶ୍ରମିକ ଚାପି ରହିଥିବା ସନ୍ଦେହ

ଯାଜପୁର,୧୬।୫(ହର୍ଷବର୍ଦ୍ଧନ ବେହେରା): ଯାଜପୁରରେ ଗୁରୁବାର ଏକ ଅଘଟଣ ଘଟିଛି। ଧର୍ମଶାଳା ତହସିଲ ଅନ୍ତର୍ଗତ ଡଙ୍କାରୀ କଳା ପଥର ଖାଦାନରେ ପଥର ଓ ମାଟି ଧସି ଜଣେ ଶ୍ରମିକଙ୍କ ମୃତଦେହ ମିଳିଛି । ପଥର ତଳେ ବିଭିନ୍ନ ମେଶିନ ଓ ଆହୁରି ଶ୍ରମିକ…

ପାଇପ ଲାଇନ କାମବେଳେ ଖସିଲା ମାଟି ଅତଡା: ଚାଲିଗଲା ୩ ଶ୍ରମିକଙ୍କ ଜୀବନ

ଯାଜପୁର,୧୬।୫(ହର୍ଷବର୍ଦ୍ଧନ ବେହେରା):: ଯାଜପୁର ବିଞ୍ଝାରପୁର ଥାନା କପିଳା ପଞ୍ଚାୟତ ରାହାସ ଗାଁରେ ମାଟି ଅତଡା ଖସି ୩ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଏହାସହ ଜଣେ ଆହତ ହୋଇଛନ୍ତି। ପାଇପ ଲାଇନ କାମ ବେଳେ ମାଟି ଧସିବାରୁ ୩ ଶ୍ରମିକ ଚାପି ହୋଇଯାଇଥିଲେ।…

ଖଲ୍ଲିକୋଟରେ ରାଜନୈତିକ ହିଂସା; ବିଜେଡି ଓ ଭାଜପା କର୍ମୀଙ୍କ ସଂଘର୍ଷରେ ଜଣେ ମୃତ

ଖଲିକୋଟ,୧୬ା୫: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପୂର୍ବରୁ ବୁଧବାର ଦିନ ଗଞ୍ଜାମରେ ବିଜେଡି ଓ ଭାଜପା କର୍ମୀଙ୍କ ମଧ୍ୟରେ ହୋଇଥିବା ସଂଘର୍ଷରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ତିନିଜଣ ଗୁରୁତର ଆହତ ହୋଇଛନ୍ତି। ଖଲିକୋଟ ବ୍ଲକ ଅନ୍ତର୍ଗତ ଶ୍ରୀକୃଷ୍ଣସାନପୁର ଗ୍ରାମରେ ବ୍ୟାନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?