ଆମ ଜିଲା ଖବର

ଭୋଟରଙ୍କୁ ମନାଇବା ପାଇଁ ଚାଲିଛି ଜୋର୍‌ଦାର ପ୍ରୟାସ

ଦାରିଙ୍ଗବାଡ଼ି,୧୫ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀରେ ବିଭିନ୍ନ ଦଳ ପକ୍ଷରୁ ଜୋରଦାର ନିର୍ବାଚନ ପ୍ରଚାର ଚାଲିଛି। ଆସନ୍ତା ୨୦ରେ ସାଧାରଣ ନିର୍ବାଚନ ପାଇଁ ଭୋଟ ସଂଗ୍ରହ ହେବାକୁ ରହିଥିବା ବେଳେ ଉକ୍ତ ନିର୍ବାଚନ ମଣ୍ଡଳୀରେ ତ୍ରିମୁଖୀ ଲଢ଼େଇ…

ନବୀନଙ୍କ ଉପରେ ଖୁବ୍‌ ବର୍ଷିଲେ ଶାହା

ଭଞ୍ଜନଗର,୧୫ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୋରଡ଼ାରେ ବୁଧବାର ଭାଜପା ପକ୍ଷରୁ ବିଜୟ ସଂକଳ୍ପ ସମାବେଶ ହୋଇଥଲା। ଏଥିରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟର ନବୀନ ସରକାର ବିରୋଧରେ ବର୍ଷିଥିଲେ। ଶାହା କହିଛନ୍ତି, ଭାଜପା…

କଟକରେ ଶାହାଙ୍କ ରୋଡ୍‌ ଶୋ’

କଟକ,୧୫ା୫: ୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ଉଭୟ ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନେ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ବୁଧବାର ସ୍ବରାଷ୍ଟ୍ର ମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଅମିତ ଶାହା ଓଡ଼ିଶା ଗସ୍ତରେ ଆସି ଆଜି ପ୍ରଥମେ ଗଞ୍ଜାମରେ…

ଭାଜପା ସରକାର ଆସିଲେ ପ୍ରଥମେ ସାବାଡ୍‌ ହେବେ ଚିଟ୍‌ଫଣ୍ଡକାରୀ

ସୋରଡ଼ା,୧୫ା୫: ବୁଧବାର ଓଡ଼ିଶା ଗସ୍ତରେ ଆସି ଗଞ୍ଜାମ ଜିଲାର ସୋରଡ଼ାଠାରେ ଆୟୋଜିତ ଏକ ସମାବେଶରେ ଯୋଗ ଦେଇଥିଲେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଅମିତ ଶାହା। ସେ ତାଙ୍କ ଅଭିଭାଷଣରେ କହିଥିଲେ, ଭାଜପା ସରକାର ଆସିଲେ ପ୍ରଥମେ…

ନବୀନ ବାବୁଙ୍କ ଜିଲାକୁ ଆମେ ୧ ନଂ କରିଦେବୁ: ଶାହା

ସୋରଡ଼ା,୧୫ା୫: ୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ଉଭୟ ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନେ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ବୁଧବାର ସ୍ବରାଷ୍ଟ୍ର ମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଅମିତ ଶାହା ଦିନିକିଆ ଓଡ଼ିଶା ଗସ୍ତରେ ଆସି ଗଞ୍ଜାମ ଜିଲାର…

ଗରିବ ମହିଳା, ବେକାରୀଙ୍କ ପାଇଁ ମାସକୁ ୮୫୦୦ ଟଙ୍କା ଘୋଷଣା କଲେ ରାହୁଲ

ବଲାଙ୍ଗୀର,୧୫ା୫(ସୁନୀଲ ମହାନ୍ତି): ଯେଉଁ ସମ୍ବିଧାନ ଦେଶର ଅଗଣିତ ଚାଷୀ, ଗରିବ, ଖଟିଖିଆ, ମଜଦୂର, ମହିଳା, ଯୁବକ, ଯୁବତୀଙ୍କୁ ବଞ୍ଚିବାର ଅଧିକାର ଦେଇଛି, ସେଇ ସମ୍ବିଧାନକୁ ଭାଜପା ଫାଡ଼ି ଦେବ ବୋଲି ଘୋଷଣା କରିଛି। ଭାରତର ଜନସାଧାରଣ ଓ କଂଗ୍ରେସ ଥିବା ଯାଏ…

୭ ପଞ୍ଚାୟତରେ ନିର୍ବାଚନୀ ପ୍ରଚାର ଜୋର୍‌ଦାର

ହାଟଡିହୀ,୧୫ା୫(ଶୁଭକାନ୍ତ ନାୟକ): ବୁଧବାର ୭ଟି ପଞ୍ଚାୟତରେ ନିର୍ବାଚନୀ ପ୍ରଚାର ଜୋର୍‌ଦାର କରିଛି ବିଜେଡି। ପ୍ରଥମେ କର୍ମୀମାନେ ବିଦ୍ୟାଧରପୁର ବଜାରଠାରେ ଏକଜୁଟ୍‌ ହୋଇଥିଲେ। ପରେ ବିଜେଡି ବିଧାୟକ ପ୍ରାର୍ଥୀ ଅଭିମନ୍ୟୁ ସେଠୀ ସମର୍ଥକଙ୍କ ସହ ହଦଗଡ଼, ବାଲିବରେଇ, ବାଙ୍ଗୋର,ସୋସୋ, କେ. ବାଲିପାଳ, ପଢ଼ିଆରିପଲ୍ଲୀ,…

ଭାଜପା ସରକାର ଜନବିରୋଧୀ ସରକାର: ପାଣ୍ଡିଆନ

ଦେବଗଡ଼,୧୫ା୫: ଦେବଗଡ଼ରେ ଦଳୀୟ କର୍ମୀଙ୍କ ପାଇଁ ବୁଧବାର ପ୍ରଚାର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ସମୟରେ ୫-ଟି ଅଧ୍ୟକ୍ଷ ତଥା ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ବିରୋଧୀଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି, ଭାଜପା ସରକାର ଜନବିରୋଧୀ…

ଓଡ଼ିଶାବାସୀଙ୍କୁ ମୁଖ୍ୟମନ୍ତ୍ରୀ ଦେଲେ ଏହି ୩ ବଡ଼ ପ୍ରତିଶ୍ରୁତି, କହିଲେ…

ଦେବଗଡ଼,୧୫ା୫: ଦେବଗଡ଼ରେ ଦଳୀୟ କର୍ମୀଙ୍କ ପାଇଁ ବୁଧବାର ଜୋର୍‌ଦାର୍‌ ପ୍ରଚାର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଯୋଜନା ଯଥା ବିଏସ୍‌କେଓ୍ବାଇ , ମିଶନ ଶକ୍ତି, ଲକ୍ଷ୍ମୀ ବସ୍‌, ମମତା ଯୋଜନା, ୫-ଟିସ୍କୁଲ, ନୂଆ ଓ ଛାତ୍ରବୃତ୍ତି…

ଓଡ଼ିଶାରେ ଓମ୍‌ ବିର୍ଲା : ଓଡ଼ିଶାବାସୀ ପରିବର୍ତ୍ତନ ଚାହୁଁଛନ୍ତି

ଭୁବନେଶ୍ୱର,୧୫।୫: ଲୋକସଭା ବାଚସ୍ପତି ତଥା ଭାଜପା ନେତା ଓମ ପ୍ରକାଶ ବିର୍ଲା ବୁଧବାର ବାଲେଶ୍ୱରରେ ପହଞ୍ଚିଛନ୍ତି। ଦଳୀୟ ସମାବେଶକୁ ସମ୍ବୋଧନ କରି ବାଚସ୍ପତି ଓମ ବିର୍ଲା କହିଛନ୍ତି, ପୂର୍ବର ଭାରତ ଓ ବର୍ତ୍ତମାନର ଭାରତ ମଧ୍ୟରେ ଅନେକ ପରିବର୍ତ୍ତନ ଆସିଛି ।…

ରାହୁଲଙ୍କ ବଡ଼ ଘୋଷଣା, ଜୁଲାଇ ୪ରୁ ଅକାଉଣ୍ଟକୁ ଆସିବ ଟଙ୍କା, ଅଙ୍ଗନବାଡି କର୍ମୀଙ୍କୁ ମିଳିବ…

ବଲାଙ୍ଗୀର,୧୫।୫: ବଲାଙ୍ଗୀରରେ କଂଗ୍ରେସ କରିଛି ତଗଡା ପ୍ରଚାର। କୋଶଳ କଳାମଣ୍ଡଳ ସମାବେଶରେ ଯୋଗ ଦେଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି ରାହୁଲ ଗାନ୍ଧୀ । ଜନସଭାକୁ ସମ୍ବୋଧିତ କରି ରାହୁଲ କହିଛନ୍ତି, ଏ ଯେଉଁ ଲଢେଇ ଚାଲିଛି ତାହା ୨ ବିଚାରଧାରା…

ବଲାଙ୍ଗୀରରେ ବଡ଼ ବୟାନ ଦେଲେ ରାହୁଲ, କହିଲେ ଆମେ ସରକାରକୁ ଆସିଲେ…

ବଲାଙ୍ଗୀର,୧୫।୫: ବଲାଙ୍ଗୀରରେ ପହଞ୍ଚଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ପହଞ୍ଚିବା ପରେ ବଲାଙ୍ଗୀର ଜନ ଆଶୀର୍ବାଦ ସଭାରେ ରାହୁଲ ସାମିଲ ହୋଇ ଜନସାଧାରଣଙ୍କୁ ସମ୍ବୋଧନ କରୁଛନ୍ତି। ଏହି ସମୟରେ ସେ ବଡ଼ ବୟାନ ଦେଇଛନ୍ତି। ରାହୁଲ କହିଛନ୍ତି, ପ୍ରଥମ ଥର ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?