ଗାଡି ଯାଞ୍ଚ ବେଳେ ଧରାପଡ଼ିଲା ଗଞ୍ଜେଇ: ୨ ଯାତ୍ରୀ ସମେତ ଅଟୋ ଚାଳକଙ୍କୁ ପୋଲିସର ପଚରାଉଚରା
ଦାରିଙ୍ଗବାଡି,୧୪।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ୫୯ ନମ୍ବର ଜାତୀୟ ରାଜପଥରେ ଏସଏସ୍ଟି ଟିମର ଗାଡି ଯାଞ୍ଚ ବେଳେ ୨ ପ୍ୟାକେଟ ଗଞ୍ଜେଇ ଜବତ ହୋଇଛି। ଗଞ୍ଜେଇ ଚୋରା ଚାଲାଣରେ ସମ୍ପୃକ୍ତି ଥିବା ସନ୍ଦେହରେ ପୋଲିସ ଓ ଏସଏସଟି ଟିମ୍…
ମାହାଙ୍ଗା ବିଧାନସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କଲେ ଅଙ୍କିତ
ଭୁବନେଶ୍ୱର,୧୪।୫: ମାହାଙ୍ଗା ବିଧାନସଭା ଆସନରୁ ବିଜେଡି ବିଧାୟକ ପ୍ରାର୍ଥୀ ଅଙ୍କିତ ପ୍ରତାପ ଜେନା ମଙ୍ଗଳବାର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ପ୍ରାର୍ଥୀପତ୍ର ଦାଖଲ ବେଳେ ବାପା ପ୍ରତାପ ଜେନାଙ୍କ ସହ ଦଳୀୟ କର୍ମକର୍ତ୍ତା ଉପସ୍ଥିତ ରହିଥିଲେ। ସୂଚନା ଯୋଗ୍ୟ, ସୋମବାର ଅଙ୍କିତ ଶୋଭାଯାତ୍ରାରେ…
ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ଘଟଣା: ଗିରଫ ହେଲେ ସ୍ବାଧୀନ ପ୍ରାର୍ଥୀ ଶିବଶଙ୍କର
ବ୍ରହ୍ମପୁର,୧୪।୫: ଭାଜପା ଏମ୍ପି ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ମାମଲାରେ ସ୍ବାଧୀନ ବିଧାୟକ ପ୍ରାର୍ଥୀ ଶିବଶଙ୍କର ଦାସ ଗିରଫ ହୋଇଛନ୍ତି। ହତ୍ୟା ଉଦ୍ୟମ ମାମଲା ରୁଜୁ କରି ପୋଲିସ ମଙ୍ଗଳବାର ଶିବଶଙ୍କରଙ୍କୁ ଗିରଫ କରିଛି। କୋର୍ଟରେ ଜାମିନ ନାମଞ୍ଜୁର ପରେ ତାଙ୍କୁ…
ବାଇକ-ସ୍କୁଟି ମୁହାମୁହିଁ ଧକ୍କା: ଚାଲିଗଲା ୨ ଜୀବନ
ପାଟଣା,୧୪।୫(ବୀର କିଶୋର ଦାଶ) କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ଦେଇ ଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥ କପାସପଡ଼ା ବାଙ୍କ ନିକଟରେ ମଙ୍ଗଳବାର ପୂର୍ବାହ୍ନ ଏକ ବାଇକ ଓ ସ୍କୁଟି ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୨ ଜଣ ଙ୍କ…
ଦୁର୍ଘଟଣାରେ ଚାଲିଗଲା ଦୁଇ ପ୍ରିଜାଇଡିଂ ଅଫିସରଙ୍କ ଜୀବନ
ନୂଆପଡ଼ା/କୋରୁକୋଣ୍ଡା(ମକାରୁ ବେମାଲ/ଅଭିନାଶ ବେହେରା):୧୪।୫: ନିର୍ବାଚନ କାର୍ଯ୍ୟ ଶେଷ କରି ଘରକୁ ଫେରୁଥିବା ବେଳେ ଦୁର୍ଘଟଣାର ଶିକାର ହୋଇ ଦୁଇ ପ୍ରିଜାଇଡିଂ ଅଫିସରଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଡିଆଳ ନିର୍ବାଚନମଣ୍ଡଳି ରାନିମୁଣ୍ଡାରେ ପ୍ରିଜାଇଡିଂ ଅଫିସର ଭାବେ ନିଯୁକ୍ତ ଥିବା ପ୍ରସନ୍ନ କୁମାର…
ସୋର ବିଧାନସଭା ପ୍ରାର୍ଥୀ ପରିବର୍ତ୍ତନ କଲା ଭାଜପା, ରାଜୁ ଦାସଙ୍କ ବଦଳରେ ଜାଣନ୍ତୁ କାହାକୁ ମିଳିଲା ଟିକେଟ୍
ଭୁବନେଶ୍ୱର,୧୪।୫: ଭାଜପା ସୋର ବିଧାନସଭା ପ୍ରାର୍ଥୀ ବଦଳାଇଛି । ରାଜୁ ଦାସଙ୍କୁ ପରିବର୍ତ୍ତନ କରି ପର୍ଶୁରାମ ଧଡ୍ଡାଙ୍କୁ ଭାଜପା ପ୍ରାର୍ଥୀ ଘୋଷଣା କରିଛି। ନିକଟରେ ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ ପର୍ଶୁରାମ ଧଡ୍ଡା। ଦଳ ତାଙ୍କୁ ଆଜି ସୋର ବିଧାନସଭା…
ଆହତ ହରିଣର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ
ପାଟଣା ,୧୪।୫(ବୀର କିଶୋର ଦାଶ):କେନ୍ଦୁଝର ଜିଲା ସାହାରପଡା ସେକ୍ସନ ବେଲସରେଇ ଗ୍ରାମର ସୁଶୀଲ ମହାନ୍ତଙ୍କ ପରିବା ବଗିଚାରୁ ମଙ୍ଗଳବାର ସକାଳୁ ଏକ ଆହତ ହରିଣକୁ ବନ ବିଭାଗ ଉଦ୍ଧାର କରି ଚିକିତ୍ସା କରୁଥିବା ସମୟରେ ହରିଣଟିର ମୃତ୍ୟୁ ହୋଇଛି। ହରିଣଟି ଖାଦ୍ୟ…
ମେ ୧୫ରେ କଟକରେ ଅମିତ ଶାହାଙ୍କ ମେଗା ରୋଡ ଶୋ’
କଟକ,୧୪।୫: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମେ ୧୫ରେ କଟକରେ ଏକ ମେଗା ରୋଡ ଶୋ’ କରିବେ। ଏହି ରୋଡ ଶୋ’ ଅପରାହ୍ନ ୪ଟାରୁ ଆରମ୍ଭ ହେବ। ଏବେ କଟକ ନଗର ସଭାପତି ଲଲାଟେନ୍ଦୁ ବଡୁ ସୂଚନା ଦେଇଛନ୍ତି। ଏହି…
ଅବହେଳିତ ଅବସ୍ଥାରେ ପଟ୍ଟାମୁଣ୍ଡାଇ ପୌରାଞ୍ଚଳ
ପଟ୍ଟାମୁଣ୍ଡାଇ,୧୪ା୫ (କଳ୍ପତରୁ ନାୟକ):ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ରାସ୍ତାଠାରୁ ଆରମ୍ଭ କରି ଡ୍ରେନ, ଟ୍ରାଫିକ୍, ଆଲୋକୀକରଣ, ସୌନ୍ଦର୍ଯ୍ୟକରଣ, ପରିମଳ ବ୍ୟବସ୍ଥା ଆଦି ଅବ୍ୟବସ୍ଥିତ ଓ ପ୍ରହସନ ପାଲଟିଛି। ଏସବୁ ପ୍ରସଙ୍ଗକୁ ନେଇ ସାଧାରଣରେ ଅସନ୍ତୋଷ ବୃଦ୍ଧି ପାଉଛି। ବିଭିନ୍ନ କାର୍ଯ୍ୟରେ ବ୍ୟାପକ ଅର୍ଥ ହେରଫେର…
ଭୋଟ ବର୍ଜନ କଲେ ଅଞ୍ଚଳବାସୀ
ମୋହନା,୧୪/୫(ମନ୍ମଥ ମିଶ୍ର):ସାଧାରଣ ନିର୍ବାଚନ ପାଇଁ ସୋମବାର ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନ ହୋଇଛି। ଗଜପତି ଜିଲା ମୋହନା ନିର୍ବାଚନ ମଣ୍ଡଳୀରେ ଶାନ୍ତିପୂର୍ଣ୍ଣ ଭାବେ ୨୯୭ଟି ଭୋଟ କେନ୍ଦ୍ରରେ ଲୋକେ ନିଜର ବହୁ ମୂଲ୍ୟ ମତ ସାବ୍ୟସ୍ତ କରିଛନ୍ତି। କିନ୍ତୁ ମୋହନା ବ୍ଲକ…
ଜଳକଷ୍ଟରେ ଜଗନ୍ନାଥପ୍ରସାଦବାସୀ
ଖଣ୍ଡପଡ଼ା,୧୪ା୫(ଅଜୟ କୁମାର ମହାରଣା):ଖଣ୍ଡପଡ଼ା ବ୍ଲ୍ଳକ ଅଧୀନ ଜଗନ୍ନାଥପ୍ରସାଦର ପ୍ରାୟ ୩ ହଜାରରୁ ଊର୍ଦ୍ଧ୍ୱ ଜନସାଧାରଣ ଆବଶ୍ୟକ ପାନୀୟ ଜଳ ନ ପାଇ ଗ୍ରୀଷ୍ମ ପ୍ରବାହ ସମୟରେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ଅଭିଯୋଗ ହେଉଛି। ସମ୍ପୃକ୍ତ ଅଞ୍ଚଳକୁ ନିକଟସ୍ଥ…
ପରୀକ୍ଷାଗାରରେ ଯାଞ୍ଚ ପାଇଁ ଅନାଗ୍ରହ
ଯାଜପୁର,୧୪ା୫(ହର୍ଷବର୍ଦ୍ଧନ ବେହେରା):ରାସ୍ତା ଓ ଗୃହ (ଆର୍ ଏଣ୍ଡ ବି) ନିର୍ମାଣ ବା ପୂର୍ତ୍ତ ବିଭାଗ ଅଧୀନରେ ଚାଲିଥିବା ବିଭିନ୍ନ ଉନ୍ନୟନ ପ୍ରକଳ୍ପର ମାନ ଯାଞ୍ଚ ପାଇଁ ସେଣ୍ଟ୍ରାଲ ଓ ଜୋନାଲ ଲାବରେଟୋରି (ପରୀକ୍ଷାଗାର) ରହିଛି। ସେଥିରୁ ପାଣିକୋଇଲି ଏବଂ ଚାରବାଟିଆ ଡିଭିଜନ…

