ଆମ ଜିଲା ଖବର

ମ୍ୟୁଟେସନ କରାଇ ଦେବାକୁ ଲାଞ୍ଚ ନେଉଥିଲେ ଆର୍‌ଆଇ, ମାଡ଼ିବସିଲା ଭିଜିଲାନ୍ସ

କଟକ,୨୨ା୧(କାର୍ତ୍ତିକ ସାହୁ): କଟକ ସଦର ତହସିଲ ଅନ୍ତର୍ଗତ କଖଡ଼ି ସର୍କଲ ଆର୍‌ଆଇ ଜାନକୀ ରଞ୍ଜନ ମଲ୍ଲିକ ମ୍ୟୁଟେସନ ମାମଲାରେ ଗୁରୁବାର ୧୦,୦୦୦ ଟଙ୍କା ଲାଞ୍ଚ ନେଉଥିବା ସମୟରେ ତାଙ୍କୁ ଗିରଫ କରିଛି ଓଡ଼ିଶା ଭିଜିଲାନ୍ସ। ଜମି ମାଲିକ ଏଥିପାଇଁ ଅନଲାଇନରେ ଆବେଦନ…

ପ୍ରଥମ ସ୍ତ୍ରୀର ମାମଲା ନସରୁଣୁ ଜୀବନ ହାରିଲେ ଦ୍ବିତୀୟ ସ୍ତ୍ରୀ, ହତ୍ୟା ଅଭିଯୋଗ ଆଣିଲେ ବାପା

ଜୟପାଟଣା,୨୨।୧(ଓମ୍ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅନ୍ତର୍ଗତ ମୁଖୀଗୁଡା ସେକ୍ଟର ୩ ରେ ଏକ ବିବାହିତ ମହିଳାଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି । ମୃତ ମହିଳା ହେଉଛନ୍ତି ମହିପାଣି ଗାଁ କୁମାରପଡାର ନୂତନ ମଞ୍ଜରୀ ଦାସ…

ଆସ୍ଥା ହରାଇଲେ ବ୍ଲକ ଅଧ୍ୟକ୍ଷା: ମନମୁଖୀ କାର୍ଯ୍ୟକୁ ବିରୋଧ କରି…

ଗୁଣୁପୁର, ୨୨।୧(ସଂକେତ ପାତ୍ର): ରାୟଗଡା ଜିଲା ଗୁଡାରୀ ବ୍ଲକ ଅଧ୍ୟକ୍ଷା ଲକ୍ଷ୍ମୀ ଶବରଙ୍କ ମନମୁଖୀ କାର୍ଯ୍ୟକୁ ବିରୋଧ କରି ଅନାସ୍ଥା ପ୍ରସ୍ତାବ ପାଇଁ ଗୁଣୁପର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ବ୍ଲକର ସମିତି ସଭ୍ୟ, ସରପଞ୍ଚମାନେ ଆବେଦନ କରିଥିଲେ। ଉପଜିଲାପାଳ ଏହାର ବିଚାର କରି…

ମଝି ସମୁଦ୍ରରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଡିଜିପି କହିଲେ ଏହି ଦ୍ୱୀପରେ…

ଭଦ୍ରକ,୨୨ା୧(ସନାତନ ରାଉତ): ଭଦ୍ରକ ଜିଲା ଧାମରା ବନ୍ଦର ନିକଟସ୍ଥ ଉଡ଼ାବାଲି ଦ୍ବୀପରେ ୭୭ତମ ସାଧାରଣତନ୍ତ୍ର ଦିବସ ପୂର୍ବରୁ ଉଡ଼ିଛି ତ୍ରିରଙ୍ଗା। ଉପକୂଳ ସୁରକ୍ଷା ଓ ଶହୀଦଙ୍କ ଶ୍ରଦ୍ଧାଞ୍ଜଳି ଉଦ୍ଦେଶ୍ୟରେ ଏହି ତ୍ରିରଙ୍ଗା ଉତ୍ତୋଳନ କରାଯାଇଛି। ଯାହାର ପ୍ରକୃତ ନାମ ହେଲା କନିକା…

ବନ୍ଧୁକ ଧରି କାର୍‌ ଅଟକାଇବା ଫଟୋ ସୋସିଆଲ ମିଡିଆରେ ପୋଷ୍ଟ କଲେ ୨ ଯୁବକ: ସ୍ଥାନୀୟ ଅଞ୍ଚଳରେ ଆତଙ୍କ

ପାଟଣା,୨୨ା୧(ବୀର କିଶୋର ଦାଶ): ରାସ୍ତା ଉପରେ ପୋଲିସ କିମ୍ବା ଆର୍ମିର ବେଆଇନ ବନ୍ଧୁକ ଧରି ଏକ ବୋଲେରୋ ଓ ଏକ କାର୍‌କୁ ଅଟକାଇବା ଭଳି ଫଟୋ ଉଠାଇ ହାଟ୍ସଆପ ଷ୍ଟାଟସ୍‌ରେ ରଖିଛନ୍ତି। ଯେଉଁ ଫଟୋ କି ସ୍ଥାନୀୟ ପାଟଣା ଅଞ୍ଚଳରେ ମୋବାଇଲରୁ…

ଶ୍ରୀମନ୍ଦିର ଉପରେ ଉଡ଼ାଉଥିଲେ ଡ୍ରୋନ୍‌, ଅଭିଯୁକ୍ତଙ୍କୁ ପୋଲିସ କାବୁ କରି…

ପୁରୀ,୨୨ା୧(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ସୁରକ୍ଷାରେ ବାରମ୍ବାର ତ୍ରୁଟି ଦେଖିବାକୁ ମିଳୁଛି। କିଛି ଦିନ ବ୍ୟବଧାନରେ ଶ୍ରୀମନ୍ଦିର ନିଷିଦ୍ଧାଞ୍ଚଳରେ ଡ୍ରୋନ୍‌ ଉଡୁଥିବା ଦେଖିବାକୁ ମିଳୁଛି। ତେବେ ପୋଲିସ ଉକ୍ତ ଡ୍ରୋନ୍‌ ଜବତ କରିବା ସହ ଡ୍ରୋନ୍‌ ଚଳାଉଥିବା ବ୍ୟକ୍ତିଙ୍କୁ କାବୁ କରିଛନ୍ତି।…

ବଂଶଧାରା ବସନ୍ତ ମହୋତ୍ସବକୁ ନେଇ ସାର୍ବଜନିକ ଅଭିଯୋଗ, ଅନୁମତି ବିନା…

ଗୁଣୁପୁର,୨୨।୧(ସଂକେତ ପାତ୍ର ): ଗୁଣୁପୁର ନବ ନିର୍ମାଣ ସମିତି ପକ୍ଷରୁ ପ୍ରତିବର୍ଷ ଆୟୋଜିତ “ବଂଶଧାରା ବସନ୍ତ ମହୋତ୍ସବ” କାର୍ଯ୍ୟକ୍ରମକୁ ନେଇ ଅଭିଯୋଗ ସାମ୍ନାକୁ ଆସିଛି । ଅଭିଯୋଗରେ କୁହାଯାଇଛି ଯେ, ଏହି କାର୍ଯ୍ୟକ୍ରମ ବିନା ସରକାରୀ ଅନୁମତି, ସୁରକ୍ଷା ବ୍ୟବସ୍ଥା ଓ…

୭୨ ଜଣ ପ୍ରଧାନଶିକ୍ଷକ, ଶିକ୍ଷୟିତ୍ରୀଙ୍କ ୧ ମାସର ଦରମା ବନ୍ଦ, ଜାଣନ୍ତୁ କାହିଁକି ଏଭଳି କାର୍ଯ୍ୟାନୁଷ୍ଠାନ ନେଲେ ସରକାର

ପୁରୀ,୨୨।୧( ଅଜିତ୍‌ କୁମାର ମହାନ୍ତି): ଆକ୍ସନ ମୋଡରେ ଜିଲା ଶିକ୍ଷାଧିକାରୀ। ପୁରୀ ଜିଲାର ୭୨ ଜଣ ପ୍ରଧାନଶିକ୍ଷକ,ଶିକ୍ଷୟିତ୍ରୀଙ୍କ ଏକମାସର ଦରମା ବନ୍ଦ କରିବାକୁ ଚିଠି ଜରିଆରେ ନିର୍ଦ୍ଦେଶ ଜାରି କରାଯାଇଛି। ବର୍ଷା ସମୟରେ ବଜ୍ରପାତ ହେଲେ ସେଥିରୁ କିଭଳି ସୁରକ୍ଷିତ ରହିପାରିବେ…

BJD ରାଜ୍ୟସଭା ଏମପି ଶୁଭାଶିଷଙ୍କୁ ହତ୍ୟା ଧମକ, ୧୦ ଲକ୍ଷ ଟଙ୍କା ଦିଅ…

ପୁରୀ,୨୨।୧(ଅଜିତ୍‌ କୁମାର ମହାନ୍ତି)- ପୁରୀ ଜଗନ୍ନାଥ ମନ୍ଦିରରେ ଖୁବଶୀଘ୍ର ବୋମା ପଡ଼ିବ,ଖୁବଶୀଘ୍ର ପୁରୀ ଗ୍ରାଣ୍ଡ ସେଣ୍ଟରରେ ଗୁଳି ଫୁଟେଇବୁ ଏବଂ ରାଜ୍ୟ ସଭା ଏମପି ଶୁଭାଶିଷ ଖୁଣ୍ଟଆଙ୍କୁ ଗୁଳିମାଡ଼ କରିବା ନେଇ ଧମକ ଦିଆଯାଇଥିଲା । ଏକ ଫେସବୁକ୍‌ ଆଇଡି ମାଧ୍ୟମରେ…

ଜୁଆର ମାଡକୁ ସହି ପାରୁନାହିଁ ଜିଓ ସିନ୍ଥେଟିକ ଟ୍ୟୁବୱାଲ, ଖସୁଛି ପଥର ପ୍ୟାକିଂ, ବର୍ଷା ପୂର୍ବରୁ କାମ ନ ହେଲେ…

କେନ୍ଦ୍ରାପଡ଼ା, ୨୨ା୧ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ ଗୋବିନ୍ଦପୁର, ଡିମିରିପାଳ, ପେତପଡା, ସଂସିଧା, ଏରଡଙ୍ଗ, ଦେସାହି, ପାଳମୀ, କେତୁଆପାଳ ପଞ୍ଚାୟତକୁ କାଣୀ, ଖରସ୍ରୋତା, ବ୍ରାହ୍ମଣୀ ନଦୀ ଘେରି ରହିଛି। ବାଳକାଟି, କୋଳଢ଼ିହ ଓ ମହୁ ଗ୍ରାମକୁ ଖରସ୍ରୋତା ଗିଳି…

ଭୟଙ୍କର ଦୁର୍ଘଟଣା: ଓଭରବ୍ରିଜ୍‌ ନିକଟରେ କଣ୍ଟେନର-ଟ୍ରକ୍‌ ମୁହାଁମୁହିଁ ହେବାରୁ…

ଗଞ୍ଜାମ,୨୨ା୧(ଅନାଥ ତରାଇ): ଗଞ୍ଜାମସ୍ଥିତ ହୁମ୍ମା ଫାଣ୍ଡି ଅନ୍ତର୍ଗତ ଲକ୍ଷ୍ମୀପୁର ଓଭରବ୍ରିଜ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ବୁଧବାର ବିଲମ୍ବିତ ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଯାଇଛି। ଏକ କଣ୍ଟେନର (ଏନ୍‌ଏଲ୍‌ଓ ୧ଏଏଫ୍‌ ୯୧୮୦) ଅନ୍ୟ ଏକ ଟ୍ରକ୍‌ (ଟିଏନ୍‌…

ପ୍ଲାଷ୍ଟିକ ନେଉଛି ଜୀବନ, ବିପଦରେ ପ୍ରାଣୀସମ୍ପଦ

ଦାରିଙ୍ଗବାଡି,୨୨।୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ କୁଢ଼ କୁଢ଼ ପ୍ଲାଷ୍ଟିକ, ଥର୍ମାକୋଲ ଥାଳି, ପଲିଥିନ ଏବେ ପ୍ରାଣୀସମ୍ପଦ ପାଇଁ ବିପଦ ସାଜିଛନ୍ତି। ଉକ୍ତ ବ୍ଲକର ବିଭିନ୍ନ ଗ୍ରାମରେ ବିଶେଷ କରି ଦାରିଙ୍ଗବାଡିଠାରୁ ମାତ୍ର ୧୩ କିମି ଦୂର ଅନ୍ୟତମ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri