ଆମ ଜିଲା ଖବର

୯ରେ ଖୋଲିବ ହୀରାକୁଦ ଗେଟ୍‌

ସମ୍ବଲପୁର,୬।୭(ପ୍ରମୋଦ ବହିଦାର): ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁ ହୀରାକୁଦ ଡ୍ୟାମ୍‌ର ଜଳସ୍ତର ବଢ଼ିବାରେ ଲାଗିଛି। ଜଳଭଣ୍ଡାର ଉତ୍ତମ ପରିଚାଳନା ପାଇଁ ଆସନ୍ତା ଜୁଲାଇ ୯ ତାରିଖ ପୂର୍ବାହ୍ନ ୧୧ଟାରେ ଚଳିତ ମୌସୁମୀ ଋତୁର ପ୍ରଥମ ବନ୍ୟାଜଳ ମହାନଦୀକୁ ଛଡ଼ାଯିବ ବୋଲି…

ଭୋଜି ଖାଇ ଫେରୁଥିଲେ,ଗଛରେ ପିଟିହେଲା କାର୍‌: ଆଉ ତା’ପରେ ଘଟିଲା…

ଭଞ୍ଜନଗର,୬।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଆସିକା ମୁଖ୍ୟ ରାସ୍ତାର ଷଡ଼ଙ୍ଗୀପଲ୍ଲୀ ନିକଟରେ ସୋମବାର ଏକ ମାରୁତି କାର ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଗାଡିରେ ବସିଥିବା ଡ୍ରାଇଭର ସମେତ ୪ ଜଣ ଆହତ ହୋଇଛନ୍ତି। ଆହତ ମାନଙ୍କୁ ଭଞ୍ଜନଗର ମେଡିକାଲରେ ପ୍ରାଥମିକ…

ବିପଦଜନକ ‘ସୁଇଚ୍ ଭାଲ୍ ଚାମ୍ବର’: ଥୁଆମୂଳ ରାମପୁରରେ ଦୁଇଟି ପୃଥକ୍ ସ୍ଥାନରେ ଗାତରେ ଗଳିଲା କାର୍

ଥୁଆମୂଳ ରାମପୁର, ୬ା୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ସଦର ମହକୁମାରେ ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି ଚାଳକ । ବସୁଧା ଜଳଯୋଗାଣ ଯୋଜନାର ଏକ ମୁକୁଳା ‘ସୁଇଚ୍ ଭାଲ୍ ଚାମ୍ବର’ ଯୋଗୁଁ ସୋମବାର…

କଳା ପଲ୍‌ସରରେ ଆସି ଖେଳାଇଲେ ଆତଙ୍କ; ଭୁଜାଲି ଦେଖାଇ ଲୁଟିନେଲେ ୩୦ହଜାରରୁ ଅଧିକ ଟଙ୍କା

ଭୁବନ,୬।୭( ବିପିନ ବିହାରୀ ସେଠୀ) : ଢେଙ୍କାନାଳ ଜିଲା ଭୁବନ ମହିଳା କଲେଜ ନିକଟସ୍ଥ ଜାତୀୟ ରାଜପଥ ୫୩ ଓଭର ବ୍ରିଜ ଉପରେ ଏକ କଳା ପଲସର ମୋଟର ସାଇକେଲରେ ୩ଜଣ ଦୁର୍ବୃତ୍ତ ଆସି ସୋମବାର ଦିନଦ୍ବିପ୍ରହରରେ ଭୁଜାଲି ଦେଖାଇ ମେଡିସିନ…

ସ୍କୁଟିରେ ଯାଉଥିଲେ ସ୍କୁଲ, ରାସ୍ତା ଉପରେ ହୁତୁହୁତୁ ହୋଇ ଜଳିଲା ଗାଡି; ଆଉ ତା’ପରେ…

ନବରଙ୍ଗପୁର,୬।୭(ସଦାଶିବ ପ୍ରହରାଜ): ଚାଲୁଥିବା ବେଳେ ହଠାତ୍‌ ଜଳିଉଠିଲା ସ୍କୁଟି। ଅଳ୍ପକେ ବର୍ତ୍ତିଗଲେ ଶିକ୍ଷକ। ନବରଙ୍ଗପୁର ସହରର ନବରଙ୍ଗପୁର- କୋଷାଗୁମୁଡା ରାସ୍ତାରେ ଥିବା ଡଲଫିନ ରିସର୍ଟ ନିକଟରେ ଏହି ଅଘଟଣ ଘଟିଛି। ସର୍ଟ ସର୍କିଟ ଯୋଗୁ ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ସୂଚନା…

ଜିଲାପାଳଙ୍କ କାର୍ଯ୍ୟାଳୟ ରାସ୍ତାରେ ସନ୍ତରଣ କଲେ ଛାତ୍ର କଂଗ୍ରେସ: ବଢୁଛି ଚର୍ଚ୍ଚା

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଡ୍ରେନେଜ ବ୍ୟବସ୍ଥା ଭୁଷୁଡି ପଡିଛି। ଫଳରେ ଥିଲା, ଆବର୍ଜନା ସହିତ ବର୍ଷାଜଳ ବିଭିନ୍ନ ସ୍ଥାନରେ ଘରକୁ ପଶୁଛି। ରାସ୍ତାଘାଟ, ବସଷ୍ଟାଣ୍ଡ ସମେତ ବିଭିନ୍ନ ସରକାରୀ, ବେସରକାରୀ କାର୍ଯ୍ୟାଳୟ ଜଳମଗ୍ନ ହୋଇ ଯାଇଛି। ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର…

ସମୁଦ୍ର ଅଶାନ୍ତ ଥିବାରୁ ମଝିରେ ଅଟକିଲା ୩୪ରୁ ଅଧିକ ଆନ୍ଧ୍ରା ଟ୍ରଲର: ଜିଲା ପ୍ରଶାସନ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି

ଛତ୍ରପୁର, ୬।୭ (ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତ ରୂପ ନେବା ଫଳରେ ସମୁଦ୍ର ଅଶାନ୍ତ ରହିଛି। ଏହାର ପ୍ରଭାବରେ ପ୍ରବଳ ବର୍ଷା ହେଉଥିବା ପାଣିପାଗ ବିଭାଗ ସୂଚନା ଦେଇଛି। ଏହାକୁ ଦୃଷ୍ଟିରେ ରଖି ଚଳିତ ମାସ ୪…

ଏସଏଚଜି ଗ୍ରୁପ୍‌ର ଋଣ ଟଙ୍କା ହେରଫେର କରିବା ଘଟଣା: ଜିଲାପାଳଙ୍କୁ ଭେଟିଲେ ମହିଳା

ଛତ୍ରପୁର, ୬।୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ବାଘଳା ପଂଚାୟତର ପାଲିଆମ୍ମା ଗ୍ରାମର ମା’ କାଳୀଜାଇ ସ୍ବୟଂ ସହାୟିକା ଗୋଷ୍ଠୀର ଋଣ ଟଙ୍କା ସିଆରପି ଏବଂ ବ୍ୟାଙ୍କ ମ୍ୟାନେଜର ମିଳିତ ଭାବେ ହେରଫେର୍‌ କରିଥିବା ନେଇ ଏସଏଚଜି ଗ୍ରୁପର…

ପ୍ରବଳ ବର୍ଷାର ସୁଯୋଗ ନେଇ ଏଲଆଇ ପଏଣ୍ଟରୁ ବିଦ୍ୟୁତ ତାର ଚୋରି, ଥାନାରେ ମାମଲା

କେସିଙ୍ଗା,୬।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଶିରୋଲ-କାଣ୍ଡେଲ ଗ୍ରାମ ନିକଟରେ ଥିବା ବିଦ୍ୟୁତ ଖୁଣ୍ଟରୁ ତାର ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି । ଦେହେରେନ ଜୋରର ନିକଟରେ ଥିବା ଆମ୍ବ ବଗିଚାରୁ ସଂଯୋଗ ହୋଇଥିବା ୭ଟି ବିଦ୍ୟୁତ ପୋଲରୁ…

ରାଜକନିକାରେ ଚାଞ୍ଚଲ୍ୟ, ଯୁବକଙ୍କ ହାତକୁ ଧାରୁଆ ଅସ୍ତ୍ରରେ ହାଣି ଫେରାର ମାରିଲେ…

ରାଜକନିକା,୬।୭(ସଞ୍ଜୟ କୁମାର ଦାଶ): ରାଜକନିକା ଥାନା ଅଞ୍ଚଳରେ ସୋମବାର ଦିବା ୧୦ ଘଟିକା ସମୟରେ ଘଟିଯାଇଛି ଏକ ଚାଞ୍ଚଲ୍ୟକର ଘଟଣା । ବରୁଣାଡିଆ ଗାଁର ଯୁବକ ଜଣକ ଆରସା ଗାଁର ଜଣେ ଯୁବକଙ୍କ ଡାହାଣ ହାତର ପାପୁଲିକୁ ଏକ ଧାରୁଆ ଅସ୍ତ୍ରରେ…

୫୯ ନଂ ଜାତୀୟ ରାଜପଥରେ ମାଳମାଳ ଗାଈ-ଛେଳି, ଟ୍ରାଫିକ ସମସ୍ୟା ସହ ବଢୁଛି ଦୁର୍ଘଟଣା

ଦାରିଙ୍ଗବାଡି,୬ା୭(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥ ଗାଈ, ବଳଦ ଛେଳିଙ୍କ ଆଡ୍ଡାସ୍ଥଳୀ ପାଲଟିଛି । ଏବେ ଲଗାଣ ବର୍ଷା କାରଣରୁ ଚାରିଆଡେ ପାଣି ଓ କାଦୁଅ ଥିବାରୁ ଅଧିକା ଗାଈ, ବଳଦ…

ରାସ୍ତା ପାଲଟିଛି ମରଣଯନ୍ତା, ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ନିକଟରେ କୃତ୍ରିମ ପୋଖରୀ….

ଲାଞ୍ଜିଗଡ,୬ା୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ସହର ଲାଞ୍ଜିଗଡ ଥାନା ପଛପଟ ତଥା ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ନିକଟସ୍ଥ ରାସ୍ତା ମରଣଜନ୍ତା ପାଲଟିଛି । ପୋଖରୀ ନିକଟସ୍ଥ ମୁନିଗୁଡାକୁ ସଂଯୋଗ କରୁଥିବା ରାସ୍ତା ଉପରେ କୃତ୍ରିମ ପୋଖରୀ ସୃଷ୍ଟି ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?