ମାଓବାଦୀ ପ୍ରବଣ ଅଞ୍ଚଳରେ ମତ ସାବ୍ୟସ୍ତ କଲେ ଭୋଟର, ବୁଥ୍ ଉପରେ ତୀକ୍ଷ୍ଣ ନଜର
ଲାଞ୍ଜିଗଡ଼,୧୩ା୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକରେ ସାଧାରଣ ନିର୍ବାଚନ ସୋମବାର ସକାଳ ୭ଟାରୁ ଶାନ୍ତିଶୃଙ୍ଖଳା ସହ ଆରମ୍ଭ ହୋଇଥିବା ବେଳେ ମାଓବାଦୀ ପ୍ରବଣ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ମତ ସାବ୍ୟସ୍ତ କରିଛନ୍ତି ଭୋଟର। ଲାଞ୍ଜିଗଡ଼ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ…
ପ୍ରଥମଥର ମାଓବାଦୀ ପ୍ରବଣ ଅଞ୍ଚଳରେ ମତଦାନ ପାଇଁ ପ୍ରବଳ ଭିଡ଼
ମାଲକାନଗିରି,୧୩ା୫(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ପୂର୍ବରୁ ଥିବା ବିଚ୍ଛିନ୍ନାଞ୍ଚଳ ଯନ୍ତ୍ରୀ, ଜୋଡ଼ାମ୍ବ ପଞ୍ଚାୟତ ଅଞ୍ଚଳରେ ଭୋଟରମାନେ ପୂର୍ବରୁ ମାଓବାଦୀଙ୍କ ଭୟରେ ଭୋଟ୍ ଦାନ କେନ୍ଦ୍ରକୁ ଆସୁ ନ ଥିଲେ ବିଚ୍ଛିନାଞ୍ଚଳରୁ ସ୍ବାଭିମାନ ଅଞ୍ଚଳ ହେବା ପରେ ଏହି ଦୁଇଟି…
ଧାଡ଼ିରେ ଠିଆ ହୋଇ ଭୋଟ୍ ଦେଲେ ଦିବ୍ୟଶଙ୍କର
ଭବାନୀପାଟଣା,୧୩ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହର ବଜାରପଡ଼ାସ୍ଥିତ ବୁଥ୍ ନଂ ୨୬୨ରେ ଭୋଟ୍ ଦେଇଛନ୍ତି ଜୁନାଗଡ଼ ବିଜେଡି ବିଧାୟକ ପ୍ରାର୍ଥୀ ତଥା ପୂର୍ବତନ ମନ୍ତ୍ରୀ କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ର। ଦୀର୍ଘ ସମୟ ଧରି ଲମ୍ବା ଧାଡ଼ିରେ ଛିଡ଼ା ହୋଇ…
ଅନୁଗୋଳ ଆସିବେ ମୋଦି
ଅନୁଗୋଳ,୧୩।୫(ଅମିତ କୁମାର ସାମଲ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୦ ତାରିଖରେ ଅନୁଗୋଳ ଆସି ଭାଜପାର ନିର୍ବାଚନୀ ସଭାରେ ଯୋଗଦେବେ। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ଚୂଡ଼ାନ୍ତ ହେବା ପରେ ଜିଲା ଭାଜପା ଶିବିରରେ ଭରପୂର ଉତ୍ସାହ ଦେଖାଦେଇଛି। ଏହି ସଭାରେ ଅନୁଗୋଳ ଭାଜପା…
ଆଜି ଅନୁଗୋଳରେ ପାଣ୍ଡିଆନଙ୍କ ରୋଡ୍ ଶୋ
ଅନୁଗୋଳ,୧୩ା୫(ଅମିତ କୁମାର ସାମଲ): ୫-ଟି ଅଧ୍ୟକ୍ଷ ତଥା ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ସୋମବାର ଅନୁଗୋଳ ଜିଲାରେ ଦଳୀୟ ନିର୍ବାଚନ ପ୍ରଚାରର ମଙ୍ଗ ଧରିବେ। ଅପରାହ୍ନ ସାଢ଼େ ୩ଟାରେ ସେ ପାଲଲହଡ଼ା ନିର୍ବାଚନମଣ୍ଡଳୀରେ ପହଞ୍ଚି ସାଧାରଣ ସଭାରେ ଯୋଗଦେବେ। ପରେ ତାଳଚେରରେ…
ପ୍ରଥମ ଥର ମତଦାନକୁ ନେଇ ଉତ୍ସାହିତ ଛାତ୍ରୀ
ମାଲକାନଗିରି,୧୩।୫(ଦୁର୍ଯ୍ୟୋଧନ ପାତ୍ର): ଚଳିତ ନିର୍ବାଚନରେ ୧୮ ବର୍ଷରୁ ଉର୍ଦ୍ଧ୍ୱ ଯୁବତୀଯୁବକ ପ୍ରଥମ ଥର ପାଇଁ ନିଜର ମତଦାନ କରିବା ପାଇଁ ଉତ୍ସାହିତ ଥିବା ଦେଖିବାକୁ ମିଳିଛି । ମାଲକାନଗିରି ସହର ବୁଥ ନମ୍ବର ୬୫ରେ ଜଣେ କଲେଜ ଛାତ୍ରୀ ଦିବ୍ୟଶ୍ରୀ ପାତ୍ର…
ପରିଚୟ ପତ୍ର ଥାଇ ବି ଭୋଟ ଦେଇପାରିଲେନି ଭୋଟର
ମାଲକାନଗିରି,୧୩।୫(ଦୁର୍ଯ୍ୟୋଧନ ପାତ୍ର): ପ୍ରତି ୫ ବର୍ଷକୁ ଥରେ ସାଧାରଣ ନିର୍ବାଚନ ହୋଇଥାଏ। ଏହି ମହାନ ପର୍ବରେ ସାମିଲ ହୋଇ ନିଜର ଗଣତନ୍ତ୍ର ଅଧିକାରକୁ ସାବ୍ୟସ୍ତ କରିବା ପାଇଁ ପ୍ରତ୍ୟକ ଭୋଟର ଆଗ୍ରହ ପ୍ରକାଶ କରିଥାନ୍ତି। କିନ୍ତୁ ମାଲକାନଗିରି ଜିଲା ପୌରପରିଷଦ ଅଞ୍ଚଳ…
ରଣାସିଂ ବୁଥ୍କୁ ଭୋଟ ଦେବାକୁ ଆସୁନାହାନ୍ତି ସୀମାନ୍ତ ଗ୍ରାମବାସୀ
ପଟାଙ୍ଗି,୧୩।୫(ସରୋଜ ଧଳ):ପ୍ରଥମ ପର୍ଯ୍ୟାୟର ନିର୍ବାଚନର ମତଦାନ ସାରା ରାଜ୍ୟରେ ଆରମ୍ଭ ହୋଇଯାଇଥିବାବେଳେ କୋରାପୁଟ ଜିଲା ପଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତର ନେରେଡି ଓ୍ବାଲ୍ସା ଗ୍ରାମବାସୀ ସୀମାନ୍ତ ରଣାସିଂ ବୁଥ୍ରେ ନ ପହଞ୍ଚିବା ଅନେକ କିଛି ଦର୍ଶାଉଛି। ସୂଚନା ମୁତାବକ, ଉକ୍ତ…
କଳାହାଣ୍ଡିରେ ଚାଲିଛି ଭୋଟ୍ ଗ୍ରହଣ
ଭବାନୀପାଟଣା,୧୩ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଭବାନୀପାଟଣା, ଜୁନାଗଡ଼,ଧର୍ମଗଡ଼,ଲାଞ୍ଜିଗଡ଼ ଓ ନର୍ଲା ୫ଟି ବିଧାନସଭା ଆସନ ଗୋଟିଏ ଲୋକ ସଭା ଆସନ ପାଇଁ ସୋମବାର ଭୋଟ ଗ୍ରହଣ ଚାଲିଛି। ଏହାକୁ ନେଇ ନେତା ଓ ଜନତାଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି।…
ଧାଡିରେ ଠିଆହୋଇ ମତଦାନ କଲେ ଜିଲାପାଳ: ଚାରିଆଡୁ ପ୍ରଶଂସା
ମାଲକାନଗିରି,୧୩।୫(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ପୌରପରିଷଦ କୁମୁଟିଗୁଡା ଭୋଟ କେନ୍ଦ୍ରରେ ମାଲକାନଗିରି ଜିଲାପାଳ ସଚିନ ପାୱାର ଆଜି ଦୀର୍ଘ ସମୟ ଧାଡିରେ ଠିଆହୋଇ ମତଦାନ କରିଥିବା ଦେଖିବାକୁ ମିଳିଛି। ଏହି ବୁଥରେ ସକାଳ ୭ଟାରେ ମତଦାନ ପାଇଁ ସମୟ ନିର୍ଘଣ୍ଟ କରାଯାଇଥିବାବେଳେ ଇଭିଏସ୍…
ଅସୁସ୍ଥ ବାପାଙ୍କୁ କୋଳରେ ଧରି ଭୋଟ କେନ୍ଦ୍ରକୁ ଆଣିଲେ ଝିଅ
ମାଲକାନଗିରି,୧୩।୫(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ପୌରପରିଷଦ ଅଞ୍ଚଳ ଜୟପୁରୀୟାଗୁଡା ଭୋଟ କେନ୍ଦ୍ରରେ ଜଣେ ଦିବ୍ୟାଙ୍ଗ ଅସୁସ୍ଥ ବୁଦ୍ଧଙ୍କୁ ତାଙ୍କ ଝିଅ କୋଳରେ ଧରି ଭୋଟ କେନ୍ଦ୍ରକୁ ପ୍ରବେଶ କରିଛନ୍ତି। ପ୍ରକାଶ ଥାଉକି, ମୁଖ୍ୟ ନିର୍ବାଚନ ଆୟୋଗ ଚଳିତ ନିର୍ବାଚନରେ କିପରି ସତ ପ୍ରତିଶତ…
୧୦ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ଭୋଟର
ଛତ୍ରପୁର,୧୩ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ସୋମବାର ପ୍ରଥମ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଯାଇଛି। ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ଗଞ୍ଜାମ ଜିଲାର ଛତ୍ରପୁର, ବ୍ରହ୍ମପୁର, ଗୋପାଳପୁର, ଚିକିଟି ଓ ଦିଗପହଣ୍ଡି ବିଧାନସଭା ପାଇଁ ଆଜି ମତଦାନ ହୋଇଛି। ଗଞ୍ଜାମ ଜିଲାର ଛତ୍ରପୁର…

