ଆମ ଜିଲା ଖବର

ମତଦାନ ସାବ୍ୟସ୍ତ କଲେ ମନ୍ତ୍ରୀ ଜଗନ୍ନାଥ ସାରକା

ବିଷମକଟକ,୧୩ା୫(ବିଭୂତି ଭୂଷଣ ନାୟକ): ସୋମବାର ରାୟଗଡ଼ା ଜିଲା ବିଷମକଟକ ନିର୍ବାଚନ ମଣ୍ଡଳୀ ନିର୍ଗୁଣ୍ଡି ମତଦାନ କେନ୍ଦ୍ରରେ ଭୋଟ୍‌ ଦେବାକୁ ଲୋକମାନେ ସକାଳୁ ଧାଡ଼ିରେ ଠିଆ ହୋଇଥିଲେ। ତେବେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଏଠାରେ ମତଦାନ ପ୍ରକ୍ରିୟା ୩୦ ମିନଟ୍‌ ବିଳମ୍ବରେ ହୋଇଥିଲା।…

ନିର୍ବାଚନରେ ନିର୍ଣ୍ଣାୟକ ଭୂମିକା ନେବେ ଚାଷୀ

କେନ୍ଦ୍ରାପଡ଼ା,୧୩ା୫(ଜଗନ୍ନାଥ ଧଳ): ଆସନ୍ତା ଜୁନ୍‌ ୧ରେ ରାଜ୍ୟର ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ପର୍ଯ୍ୟାୟରେ କେନ୍ଦ୍ରାପଡ଼ା ଲୋକ ସଭା ଆସନରେ ନିର୍ବାଚନ ହେବ। ଆଞ୍ଚଳିକ ସମସ୍ୟାର ସମାଧାନ ପାଇଁ ପ୍ରତିଶ୍ରୁତି ଦେଇ ରାଜ୍ୟର ପ୍ରମୁଖ ୩ ରାଜନୈତିକ ଦଳ ବିଜେଡି,…

ଅସରାଏ ବର୍ଷାରେ କୃଷକ ବଜାରରେ ଆଣ୍ଠୁଏ ପାଣି

ଜଗତ୍‌ସିଂହପୁର, ୧୩ା୫(ପ୍ରମୋଦ କୁମାର ନାୟକ): ସ୍ବାଧୀନତାର ୭୭ ବର୍ଷ ପରେ ବି ଜଗତ୍‌ସିଂହପୁର ଜିଲା ମୁଖ୍ୟାଳୟରେ ଡ୍ରେନେଜ୍‌ ସମସ୍ୟାର ସ୍ଥାୟୀ ସମାଧାନ ହୋଇପାରିଲା ନାହିଁ। ଯେଉଁ ସମସ୍ୟା ଥିଲା ତାହା ଦୂରହେବା ତ ଦୂରର କଥା ବରଂ ଦିନକୁ ଦିନ ନୂଆ…

ବସତି କଲୋନୀ ପାଲଟିଛି ଅସାମାଜିକଙ୍କ ଆଡ୍ଡାସ୍ଥଳ

ଯାଜପୁର/କାଳିଆପାଣି(ହର୍ଷବର୍ଦ୍ଧନ ବେହେରା/ଅସିତ ମହାନ୍ତ),୧୩ା୫: ଯାଜପୁର ଜିଲା ସୁକିନ୍ଦା ଅଞ୍ଚଳରେ ବସବାସ କରୁଥିବା ମାଙ୍କଡ଼ିଆ ଜନଜାତିଙ୍କ ପାଇଁ ଉଦ୍ଦିଷ୍ଟ ବସତି କଲୋନୀର ଅଧାପନ୍ତରିଆ ଗୃହ ଏବେ ଅସାମାଜିକଙ୍କ ଆଡ୍ଡାସ୍ଥଳ ପାଲଟିଛି। ଜିଲା ଖଣିଜ ପଦାର୍ଥ ପ୍ରତିଷ୍ଠାନ(ଡିଏମ୍‌ଏଫ୍‌) ପାଣ୍ଠିରେ ନିର୍ମିତ ଏହି ପ୍ରକଳ୍ପରେ ବ୍ୟାପକ…

୩ ମାସ ତଳେ ନିର୍ମାଣ ହୋଇଥିବା କଲଭର୍ଟ ଭୁଶୁଡ଼ିଲା

ଚଣ୍ଡିଖୋଲ,୧୩ା୫(ପ୍ରଦୀପ୍ତ କୁମାର ପୃଷ୍ଟି): ବଡ଼ଚଣା ବ୍ଲକ ଅନ୍ତର୍ଗତ ସମିଆ ପଞ୍ଚାୟତର କୋହ୍ଲା ଗ୍ରାମ ନିକଟରେ ୩ ମାସ ତଳେ ନିର୍ମାଣ ହୋଇଥିବା କଲଭର୍ଟ ଶନିବାର ଭୁଶୁଡ଼ିପଡିଛି। ଏହି ରାସ୍ତା ଦେଇ ଏକ ଚିପ୍ସ ବୋଝେଇ ହାଇଓ୍ବା ଅତିକ୍ରମ କରୁଥିବାବେଳେ କଲଭର୍ଟଟି ଭାଙ୍ଗି…

ଇଭିଏମ୍‌ରେ ତ୍ରୁଟି, ବିଳମ୍ବରେ ମତଦାନ ଆରମ୍ଭ

ମାଲକାନଗିରି,୧୩ା୫(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ପୌର ପରିଷଦ ଅଞ୍ଚଳ କୁମୁଟିଗୁଡ଼ା ପୋଲିଂ କେନ୍ଦ୍ରରେ ଭୋଟ୍‌ ଦେବା ପାଇଁ ସକାଳ ୭ଟାରେ ମହିଳା ପୁରୁଷ ଭୋଟରଙ୍କ ପ୍ରବଳ ଭିଡ଼ ହୋଇଥିବା ଦେଖିବାକୁ ମିଳିଥିଲା। କିନ୍ତୁ ଇଭିଏମ୍‌ରେ ଯାନ୍ତ୍ରିକ ତ୍ରୁଟି ଥିବାରୁ ଭୋଟ୍‌୍‌ଦାନ କେନ୍ଦ୍ରରେ ଥିବା…

କେସିଙ୍ଗାରେ ଚାଲିଛି ମତଦାନ

କେସିଙ୍ଗା,୧୩ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ସାଧାରଣ ନିର୍ବାଚନ ସୋମବାର ସକାଳ ୭ଟାରୁ ଶାନ୍ତି ଶୃଙ୍ଖଳା ସହ ଆରମ୍ଭ ହୋଇଛି। ଭବାନୀପାଟଣା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କେସିଙ୍ଗା ବ୍ଲକ ବାଲସି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମତଦାନ କେନ୍ଦ୍ର ଅନୁଷ୍ଠିତ…

ଆମ୍ବୁଲାନ୍ସକୁ ମଧ୍ୟ ଯାଞ୍ଚ କଲା ଫ୍ଲାଇଂ ସ୍କ୍ବାଡ୍‌

ଦାରିଙ୍ଗବାଡ଼ି,୧୨ା୫(ଅରୁଣ ସାହୁ): କନ୍ଧମାଳ ପ୍ରଶାସନ ନିର୍ଦ୍ଦେଶକ୍ରମେ ଦାରିଙ୍ଗବାଡ଼ି ଅଞ୍ଚଳରେ ଫ୍ଲାଇଂ ସ୍କ୍ବାଡ୍‌ ପକ୍ଷରୁ ଦାରିଙ୍ଗବାଡି ଏବଂ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ନାକା ଲାଗାଇ ଗାଡିମୋଟର ଯାଞ୍ଚ କରାଯାଉଛି। ରବିବାର ଉକ୍ତ ବ୍ଲକର ୫୯ ନଂ. ଜାତୀୟ ରାଜପଥର ବିଭିନ୍ନ ସ୍ଥାନରେ ଗାଡି…

ଛାଡ଼ିଲେନି ଗାଡ଼ି: ଫେରିଗଲେ ପୋଲିଂ କର୍ମଚାରୀ

ଭବାନୀପାଟଣା,୧୨।୫ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅଧୀନ ଦୁନ୍ଦେଲମାଲ ପଞ୍ଚାୟତର ଦୁଣ୍ଡା ଗ୍ରାମବାସୀ ରାସ୍ତା ଓ ପାନୀୟ ଜଳ ଦାବି ନେଇ ଚଳିତ ସାଧାରଣ ନିର୍ବାଚନ ବର୍ଜନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏ ନେଇ ସେମାନେ ପୂର୍ବରୁ…

ଧର୍ମେନ୍ଦ୍ରଙ୍କୁ ଆଶୀର୍ବାଦ କଲେ ପୁରୀ ଶ୍ରୀମନ୍ଦିର ସେବାୟତ

ସମ୍ବଲପୁର,୧୨ା୫(ପ୍ରମୋଦ ବହିଦାର): କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଭାଜପା ଲୋକ ସଭା ଭାଜପା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ପୁରୀ ଶ୍ରୀମନ୍ଦିରର କେତେଜଣ ସେବାୟତ ରବିବାର ସନ୍ଧ୍ୟାରେ ସମ୍ବଲପୁରରେ ଭେଟିଥିଲେ। ସେବାୟତମାନେ ବିଭିନ୍ନ ମନ୍ତ୍ର ଉଚ୍ଚାରଣ ପୂର୍ବକ ଧର୍ମେନ୍ଦ୍ରଙ୍କ କାନ୍ଧରେ ବଡ଼ଠାକୁରଙ୍କ କରପଲ୍ଲବ, ଶ୍ରୀଅଙ୍ଗ…

କୁକୁରକୁ ନିଶା ଦେଇ ଘରେ କଳାକନା ବୁଲାଇଲେ ଚୋର

ଚାନ୍ଦବାଲି,୧୨ା୫(କିଷାନ ପାତ୍ର)-ପୋଷା କୁକୁରକୁ ନିଶା ଦେଇ ଘରେ କଳାକନା ବୁଲାଇଲେ ଚୋର। ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ସହ ଟଙ୍କା ଚୋରି କରିନେଲେ। ଏଭଳି ଏକ ଘଟଣା ଘଟିଛି ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଧୀନ ଉତୁକୁଡା ଗାଁରେ। ଉକ୍ତ ଗ୍ରାମର…

ସ୍ତ୍ରୀଙ୍କୁ ହତ୍ୟା କରି ଜାଳି ଦେଇଥିବା ସ୍ବୀକାର କଲେ ସ୍ବାମୀ

ଦିଗପହଣ୍ଡି,୧୨ା୫(ଅଶେଷ ନାଥ ମିଶ୍ର)- ସ୍ତ୍ରୀଙ୍କୁ ହତ୍ୟା ପରେ ଜାଳିଦେବା ମାମଲାରେ ଦିଗପହଣ୍ଡି ବ୍ଲକ ଖମାରୀ ଗାଁ ପଞ୍ଚାୟତ ଗଡ ସାମନ୍ତରାପୁର ଗ୍ରାମର ସନ୍ତୋଷ ପାତ୍ରଙ୍କୁ ରବିବାର କେ.ନୂଆଗାଁ ପୋଲିସ କୋର୍ଟ ଚାଲାଣ କରିଛନ୍ତି। ମାମଲା ନଂ.୧୬୫/୨୪ ଅନୁଯାୟୀ ଜାମିନ ନାମଞ୍ଜୁର ହେବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?