ପ୍ରାର୍ଥୀ ଘୋଷଣା ନେଇ ବିଜେଡିରେ ହୋଇପାରୁନି ନିଷ୍ପତ୍ତି
ଢେଙ୍କାନାଳ,୨୯ା୩(ରତନ ନାୟାର): ଢେଙ୍କାନାଳ ଲୋକ ସଭା କ୍ଷେତ୍ର ଅଧୀନରେ ଆସୁଥିବା ଢେଙ୍କାନାଳ ଓ ଅନୁଗୋଳ ଜିଲାର ୭ ବିଧାନସଭା ନିର୍ବାଚନମଣ୍ଡଳୀରୁ ଢେଙ୍କାନାଳ ଜିଲାରେ ରହିଛି ୪ଟି ବିଧାନସଭା ଆସନ। ଇତିମଧ୍ୟରେ ବିଜେଡି ପକ୍ଷରୁ ଢେଙ୍କାନାଳ ଜିଲାର ୩ଟି ବିଧାନସଭା ଆସନ ପାଇଁ…
ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷା ବଳବତ୍ତର
କଟକ,୨୯ା୩ (କାର୍ତ୍ତିକ ସାହୁ):ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟଙ୍କ ନିର୍ଦ୍ଦେଶ ବିରୋଧରେ ବିଧାୟକ ଜେନା ହାଇକୋର୍ଟରେ ରୁଜୁ କରିଥିବା ମାମଲାରେ ରଞ୍ଜିିତ୍ ବରାଳ ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଯୁକ୍ତି…
ସବୁଜ ବନାନୀ ନଷ୍ଟ କରୁଛି ପୋଡୁଚାଷ
କେନ୍ଦୁଝର,୨୯ା୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବନଖଣ୍ଡ ଭୂୟାଁ ଜୁଆଙ୍ଗ ପିଢ଼, ତେଲକୋଇ ରେଞ୍ଜ ଅଧୀନ ବିଭିନ୍ନ ସ୍ଥାନରେ ପୋଡୁଚାଷ ପାଇଁ ବ୍ୟାପକ ଜଙ୍ଗଲ ନଷ୍ଟ ହେଉଛି। ଖରାଦିନ ଆରମ୍ଭରୁ ବନବାସୀମାନେ ପାହାଡ଼ରେ ତଇଳା କାଟି ପଦାକରି ସେସବୁ ଜଳାଉଛନ୍ତି। ବର୍ଷା…
ପୋଲିସକୁ ଦେଖି ପଳାଉଥିବା ବାଇକ୍ ଚାଳକଙ୍କ ମୃତ୍ୟୁ
ଦାରିଙ୍ଗବାଡି, ୨୯ା୩ (ଅରୁଣ ସାହୁ ):କନ୍ଧମାଳ ଜିଲା କ. ନୂଆଗାଁ ପୋଲିସ ଏକ ଗଞ୍ଜେଇ ବୋଝେଇ କାର (ନଂ. ଓଡି ୩୩ଏଇ ୩୪୪୩ )କୁ ଧରିବା ପାଇଁ ଗୁରୁବାର ସନ୍ଧ୍ୟାରେ ୪୦ କି.ମି. ପିଛା କରିଥିଲା। ଖବରପାଇ ଦାରିଙ୍ଗବାଡି ପୋଲିସ ଚାରିଛକରେ…
କଳାପାଟ-ବଡ଼ମୂଳ ରାସ୍ତା କାମ ଅଧାପନ୍ତରିଆ
ଗଣିଆ,୨୯ା୩(ସନ୍ତୋଷ କୁମାର ପ୍ରଧାନ): ନୟାଗଡ଼ ଜିଲା ଗଣିଆ-କୁତୁରୀ ପୂର୍ତ୍ତ ବିଭାଗ ରାସ୍ତାକୁ ଅକ୍ତିଆର କରିଛି ଗ୍ରାମ୍ୟ ଉନ୍ନୟନ ବିଭାଗ। ଏହି ରାସ୍ତାର ଗଣିଆଠାରୁ ବଡ଼ମୂଳ ପର୍ଯ୍ୟନ୍ତ ନବୀକରଣ ପାଇଁ ଗ୍ରାମ୍ୟ ଉନ୍ନୟନ ବିଭାଗ (ଆରଡି) ହାତକୁ ନେଇଛି। ଗତ ୫ବର୍ଷ ତଳେ…
ଗୋଟିଏ ଗାଁ ୩ ନାଁରେ ପରିଚିତ
ପାରଳାଖେମୁଣ୍ଡି,୨୯ା୩(ଗିରିଧାରୀ ପରିଛା): ଗ୍ରାମ ଗୋଟିଏ ମାତ୍ର ନାମ ତିନୋଟି। ଏଥିରେ ଦୁଇ ରାଜ୍ୟର ତିନି ଜିଲା ପ୍ରଶାସନ ଉପସ୍ଥିତ ଜାହିର କରୁଛନ୍ତି। ପ୍ରାୟ ୫୦ରୁ ଊର୍ଦ୍ଧ୍ୱ ପରିବାର ରହୁଥିବା ଏହି ଗ୍ରାମ ଉପରେ ଆନ୍ଧ୍ର ଦୃଷ୍ଟି ପକାଇ ଅକ୍ତିଆର କରିବାରେ ଲାଗିଛି।…
ଲାଞ୍ଚ ମାମଲାରେ ସ୍ବାସ୍ଥ୍ୟ ପରିଦର୍ଶିକାଙ୍କୁ ୪ବର୍ଷ ଜେଲ
ସୁନ୍ଦରଗଡ଼,୨୯ା୩(ଜୟ ନାରାୟଣ ମେଣ୍ଡୁଳି):ସୁନ୍ଦରଗଡ଼ ଭିଜିଲାନ୍ସ କୋର୍ଟର ସ୍ବତନ୍ତ୍ର ଜଜ୍ ରାଜଲକ୍ଷ୍ମୀ ପଟ୍ଟନାୟକ ଗୁରୁବାର ଏକ ଲାଞ୍ଚ ମାମଲାରେ ବଣାଇଁ ଉପଖଣ୍ଡ ଖୁଣ୍ଟ ଗାଁ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରର ଅବସରପ୍ରାପ୍ତ ସ୍ବାସ୍ଥ୍ୟ ପରିଦର୍ଶିକା ମଥାମଣି ରଥ(୬୩)ଙ୍କୁ ୪ ବର୍ଷ ଜେଲଦଣ୍ଡ ଦେଇଛନ୍ତି। ମଥାମଣି…
ଭାଜପା ଲୋକ ସଭା ପ୍ରାର୍ଥୀ ପାଇଁ ଚର୍ଚ୍ଚାରେ ଭର୍ତ୍ତୃହରି
କଟକ,୨୯ା୩(ଶିଳ୍ପା ପ୍ରିୟଦର୍ଶିନୀ): କଟକ ଏମ୍ପି ଭର୍ତ୍ତୃହରି ମହତାବ ଗୁୁରୁବାର ଦିଲ୍ଲୀସ୍ଥିତ ଭାଜପା ମୁଖ୍ୟ କାର୍ଯ୍ୟାଳୟରେ ଦଳରେ ବିଧିବଦ୍ଧ ଭାବେ ଯୋଗ ଦେଇଛନ୍ତି। ଭର୍ତ୍ତୃହରି ଗତ ୨୨ ତାରିଖରେ ବିଜେଡିରୁ ଇସ୍ତଫା ଦେଇଥିବାବେଳେ କେଉଁ ଦଳରେ ଯୋଗଦେବେ ତାହା ସ୍ପଷ୍ଟ କରି ନ…
ଜେଲ ଗଲେ ୟୁଟ୍ୟୁବର ମୋନାଲିସା, ବଦ୍ରି
ଯାଜପୁର ଟାଉନ,୨୯ା୩(ପ୍ରଯକ୍ତା ପ୍ରିୟଦର୍ଶନୀ ମହାନ୍ତି):ବେଆଇନ ଭାବେ ଘରେ ମାଙ୍କଡ଼ ରଖି ସେମାନଙ୍କ ସହ ଫଟୋ ଓ ଭିଡିଓ କରି ସାମାଜିକ ଗଣମାଧ୍ୟମରେ ଶେୟାର କରୁଥିବା ୟୁଟ୍ୟୁବର ମୋନାଲିସା ଭଦ୍ର ଓ ତାଙ୍କ ସ୍ବାମୀ ବଦ୍ରିନାରାୟଣ ଭଦ୍ର ଶେଷରେ ଜେଲ ଯାଇଛନ୍ତି। ଉଭୟେ…
ଭିଜିଲାନ୍ସ ଜାଲରେ ରାଜସ୍ବ ବିଭାଗ ସ୍ବତନ୍ତ୍ର ଅଧିକାରୀ
ନୂଆପଡ଼ା,୨୯ା୩(ମକାରୁ ବେମାଲ):ନୂଆପଡା ଜିଲା ରାଜସ୍ବ ବିଭାଗ ସ୍ବତନ୍ତ୍ର ଅଧିକାରୀ ନରେନ୍ଦ୍ର କୁମାର ଚନ୍ଦ୍ରକାର ଜମିଜମା ମାମଲାର ସମାଧାନ ପାଇଁ ଲାଞ୍ଚ ନେଉଥିବା ବେଳେ ଗୁରୁବାର ଭିଜିଲାନ୍ସ ବିଭାଗ ହାତରେ ଧରାପଡିଛନ୍ତି। ସରକାରୀ କାର୍ଯ୍ୟାଳୟ ଓ ଖରିଆର ରୋଡସ୍ଥିତ ତାଙ୍କ ବାସ ଭବନରେ…
ଫିଟ୍ନେସ୍ବିହୀନ ସ୍କୁଲ ବସ୍ ଚଳାଇ ପିଲାଙ୍କ ଜୀବନ ସହ ଖେଳ
ଦାମନଯୋଡ଼ି/ପଟ୍ଟାଙ୍ଗି,୨୯ା୩(ମାନସ ରଞ୍ଜନ କର/ଶରତ ଧଳ): କୋରାପୁଟ ଜିଲାର ବିବାଦୀୟ କୋଟିଆ ଗଞ୍ଜେଇପଦରଠାରେ ଥିବା ସ୍ବତନ୍ତ୍ର ଓଡ଼ିଶା ଆଦର୍ଶ ବିଦ୍ୟାଳୟକୁ ଆଦିବାସୀ ବର୍ଗର ଛାତ୍ରୀଛାତ୍ରଙ୍କ ଯାତାୟାତ ଲାଗି ଦାମନଯୋଡ଼ିସ୍ଥିତ ନାଲ୍କୋ ପକ୍ଷରୁ ବସ୍ (ଓଡି ୧୦ଡବ୍ଲ୍ୟୁ-୭୭୦୭) ସେବା ଯୋଗାଇ ଦିଆଯାଉଛି। ଏହି ବସ୍ରେ…
୧ ଲୋକ ସଭା, ୪ ବିଧାନସଭା ପ୍ରାର୍ଥୀ ଘୋଷଣା କଲା ଏସ୍ୟୁସିଆଇ
କଟକ,୨୯ା୩(ଶିଳ୍ପା ପ୍ରିୟଦର୍ଶିନୀ):ଏସ୍ୟୁସିଆଇ (କମ୍ୟୁନିଷ୍ଟ) ପାର୍ଟିର କେନ୍ଦ୍ରୀୟ କମିଟି ନିଷ୍ପତ୍ତିକ୍ରମେ ଆସନ୍ତା ନିର୍ବାଚନରେ କଟକ ଲୋକ ସଭା ଆସନରୁ ରାଜକିଶୋର ମଲ୍ଲିକ, କଟକ ସଦର ବିଧାନସଭା ଆସନରୁ ପରମାନନ୍ଦ ସେଠୀ, ଚୌଦ୍ୱାର-କଟକ ଆସନରୁ ଖଗେଶ୍ୱର ସେଠୀ, ବାରବାଟୀ-କଟକ ଆସନରୁ ଅକ୍ଷୟ ରାଉଳ ଓ…

