ଆମ ଜିଲା ଖବର

ବୁଥ୍‌ ଅଭିମୁଖେ ପୋଲିଂ ପାର୍ଟିଂ

ଚିତ୍ରକୋଣ୍ଡା,୧୨ା୫(କ୍ଷୀରୋଦ ବେହେରା): ଆସନ୍ତା ୧୩ ତାରିଖରେ ହେବାକୁ ଥିବା ସାଧାରଣ ନିର୍ବାଚନ ପାଇଁ ଗତକାଲି ପ୍ରାର୍ଥୀମାନଙ୍କର ପ୍ରଚାର ଶେଷ ହୋଇଥିବା ବେଳେ ଆଜି ସକାଳେ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର ଦୂରଦୂରାନ୍ତର ଅତି ଦୁର୍ଗମ ଅଞ୍ଚଳ ଯନ୍ତ୍ରୀ ପଞ୍ଚାୟତ ବୁଥ୍‌…

ବିରୋଧୀମାନେ ମିଛ କଥା କହୁଛନ୍ତି, ଭାଜପା ନେତା କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି: ନବୀନ

ଭୁବନେଶ୍ୱର/ବଲାଙ୍ଗୀର,୧୨ା୫: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡାଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ବିରାଟ ସଭାରେ ରବିବାର ଯୋଗ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଉକ୍ତ ସଭାରେ ସମ୍ବୋଧିତ କରିବା ସହ ସିଧା ବିରୋଧୀଙ୍କୁ ଟାର୍ଗେଟ୍‌ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀମାନେ ମିଛ କଥା କହୁଛନ୍ତି। ଭାଜପା…

ଘାଟିରେ ଓଲଟିଲା ଅଟୋ, ୧୮ ଆହତ

ଝରିଗାଁ,୧୨ା୫(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ଘାଟିରେ ରବିବାର ଏକ ଅଟୋ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ୧୮ ଜଣ ଆହତ ହୋଇଛନ୍ତି। ସମସ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନାନୁଯାୟୀ, ନିର୍ବାଚନ ପାଇଁ ପ୍ରାୟ ଗାଡ଼ି ନିର୍ବାଚନ ଡ୍ୟୁଟିରେ ନିୟୋଜିତ…

କେନାଲ ହିଡ଼ରୁ ମିଳିଲା ଯୁବକଙ୍କ କ୍ଷତବିକ୍ଷତ ମୃତଦେହ

ଦିଗପହଣ୍ଡି/ଚିକିଟି,୧୨ା୫(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ପଞ୍ଚାୟତ ନାରାୟଣପୁର ଗ୍ରାମ ନିକଟ ରାସ୍ତା କଡ଼ କେନାଲ ହିଡ଼ରୁ ଜଣେ ଯୁବକଙ୍କ କ୍ଷତାକ୍ତ ମୃତଦେହକୁ କେ.ନୂଆଗାଁ ଥାନା ପୋଲିସ ଜବତ କରିଛନ୍ତି। ମୃତକଙ୍କ ପରିଚୟ ମିଳିପାରିନାହିଁ।…

କଳାହାଣ୍ଡି: ବୁଥ୍‌କୁ ଗଲେ ପୋଲିଂ ପାର୍ଟି

ଭବାନୀପାଟଣା,୧୨ା୫(ଉତ୍ତମ କୁମାର ଦାଶ): ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଆସନ୍ତା ୧୩ ତାରିଖରେ ଅନୁଷ୍ଠିତ ହେବ। ଏଥିରେ କଳାହାଣ୍ଡି ଲୋକ ସଭା କ୍ଷେତ୍ର ରହିଛି। ଶନିବାର କଳାହାଣ୍ଡି ଜିଲାର ନର୍ଲା ଓ ଲାଞ୍ଜିଗଡ ନିର୍ବାଚନ ମଣ୍ଡଳୀର ୫୬୫ ବୁଥ୍‌କୁ ପୋଲିଂ ପାର୍ଟି…

ପୁଣି ପ୍ରଚାର ମଇଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ, ଆଜି ଦୁଇ ଲୋକ ସଭା ଆସନରେ ମାଗିବେ ଭୋଟ

ଭୁବନେଶ୍ୱର,୧୨।୫: ପ୍ରଚାର ପାଇଁ ବଲାଙ୍ଗିର ଜିଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ପ୍ରଥମେ କଳାହାଣ୍ଡି ଜିଲା ଉତ୍କେଲା ଏୟାର ଷ୍ଟ୍ରିପରେ ଓହ୍ଲାଇ ସ୍ବତନ୍ତ୍ର ବିମାନ ଯୋଗେ କଣ୍ଟାବାଞ୍ଜି ଯିବେ। ସେଠାରେ ଗଁରେଇ ନିର୍ବାଚନ…

ସ୍ବାମୀ ବିଜେଡିରେ, ଭାଜପାରେ ସ୍ତ୍ରୀଙ୍କ ପ୍ରଚାର

ମାଲାକନଗିରି, ୧୨ା୫(ଦୁର୍ଯ୍ୟୋଧନ ପାତ୍ର୍ର)ସ୍ବାମୀ ଓ ସ୍ତ୍ରୀ ଅଲଗା ଦଳରେ ସାମିଲ ହୋଇ ପ୍ରଚାର କରୁଥିବା ମାଲକାନଗିରି ପୌର ପରିଷଦରେ ଦେଖିବାକୁ ମିଳିଛି। ପୌର ପରିଷଦ ଅଧ୍ୟକ୍ଷ ମନୋଜ କୁମାର ବାରିକ। ସିଏ ଗତ ପୌର ନିର୍ବାଚନରେ ବିଜେଡି ପକ୍ଷରୁ ଲଢ଼ି ବିଜୟୀ…

ଭାତହାଣ୍ଡି ଖାଲି କରିଦେଇଛି ବିଜେଡି: ମୋଦି

ବରଗଡ଼,୧୨।୫(ପ୍ରେମାନନ୍ଦ ଖମାରୀ)ପ୍ରକୃତି ସବୁକିଛି ଦେଇଛି। ଏଠାରେ ଅପାର ଧନସମ୍ପଦ, ପ୍ରାକୃତିକ ସମ୍ପଦ ଭରି ରହିଛି। ତଥାପି ବିଜେଡି ସରକାର ରାଜ୍ୟରେ ଦାରିଦ୍ର୍ୟକୁ ହଟାଇ ପାରିନାହିଁ ଏବଂ ରାଜ୍ୟର ଭାତହାଣ୍ଡିକୁ ଖାଲି କରି ଦେଇଛି ବୋଲି ଶନିବାର ବରଗଡ଼ ଗସ୍ତରେ ଆସି ପ୍ରଧାନମନ୍ତ୍ରୀ…

ବିଜେଡିର କାଉଣ୍ଟଡାଉନ୍‌ ଆରମ୍ଭ: ମୋଦି

ବଲାଙ୍ଗୀର, ୧୨ା୫(ବୀରେନ୍ଦ୍ର କୁମାର ଝାଙ୍କର)ଓଡ଼ିଶାରେ ବିଜେଡି ସରକାରର କାଉଣ୍ଟଡାଉନ୍‌ ଆରମ୍ଭ ହୋଇଯାଇଛି। ଜୁନ୍‌ ୪ ହେଉଛି ବିଜେଡିର ଏକ୍ସପାଏରୀ ଡେଟ୍‌। ଜୁନ୍‌ ୧୦ରେ ଓଡ଼ିଶା ମାଟିରେ ଜନ୍ମ ହୋଇଥିବା, ଓଡ଼ିଆ ସଂସ୍କୃତି ଓ ଅସ୍ମିତା ବୁଝୁଥିବା ବ୍ୟକ୍ତି ଭାଜପା ମୁଖ୍ୟମନ୍ତ୍ରୀ ଭାବେ…

ବିଜେଡିର ଟଙ୍କାବଣ୍ଟା ଫଟୋ ଭାଇରାଲ

ନବରଙ୍ଗପୁର, ୧୨।୫(ସଦାଶିବ ପ୍ରହରାଜ)ନବରଙ୍ଗପୁର ନିର୍ବାଚନମଣ୍ଡଳୀରେ ବିଜେଡିର ପ୍ରଚାର ସମୟରେ ନେତାଙ୍କ ଉପସ୍ଥିତିରେ ଟଙ୍କା ବଣ୍ଟାଯାଉଥିବାର ଫଟୋ ଭାଇରାଲ ହୋଇଛି। ଏହି ଫଟୋଟି ଗତ ୯ ତାରିଖ ଗୁରୁବାରର ବୋଲି ସ୍ପଷ୍ଟ ହୋଇଛି। ତେବେ କେଉଁ ଗ୍ରାମର ପ୍ରଚାର ବେଳର ଏହି ଫଟୋ…

ଘରେ ପହଞ୍ଚୁ ନବୀନଙ୍କ ବିକାଶ ବାର୍ତ୍ତା: ପ୍ରଣବ

ଜମନକିରା/କୁଚିଣ୍ଡା,୧୨ା୫(ରବୀନ୍ଦ୍ର ପ୍ରସାଦ ଦାନୀ/ବିରଞ୍ଚତ୍ ଦର୍କା)ସମ୍ବଲପୁର ଲୋକ ସଭା ଅଧୀନ କୁଚିଣ୍ଡା ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ଶନିବାର ବିଜେଡି ପକ୍ଷରୁ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି ସବୁ କର୍ମୀ ସମାବେଶରେ ଦଳର ସାଙ୍ଗଠନିକ ସମ୍ପାଦକ ତଥା ସମ୍ବଲପୁର…

ଓଡ଼ିଆ ଅସ୍ମିତା ସୁରକ୍ଷାର ଗ୍ୟାରେଣ୍ଟି ଦେଇଛନ୍ତି ମୋଦି: ଧର୍ମେନ୍ଦ୍ର

ଭୁବନେଶ୍ୱର,୧୨ା୫(ଅନିଲ ଦାସ)ବରଗଡ଼ ସମାବେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାର ଅବ୍ୟବସ୍ଥାକୁ ସଜାଡ଼ିବା ପାଇଁ ସରକାର ବଦଳାଇବାକୁ ନିବେଦନ କରିଛନ୍ତି । ସାଢ଼େ ୪ କୋଟି ଓଡ଼ିଆଙ୍କ ଅସ୍ମିତାର ସୁରକ୍ଷା, ଲୋକଙ୍କ ପ୍ରତି ଥିବା ଆସ୍ଥା ତଥା ଓଡ଼ିଆ ଲୋକଙ୍କ ବିକାଶର ଦାୟିତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?