ଆମ ଜିଲା ଖବର

ଘରୁ ଶୁଣ୍ଢରେ ଟେକିନେଇ କଚାଡ଼ି ମାରିଲା ଦନ୍ତା

ବଡ଼ଗାଁ,୧୯ା୧୦(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଫୁଲବାରୀ ପଞ୍ଚାୟତର ଲାଖପଡ଼ା ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ହାତୀ ଜଣେ ବ୍ୟକ୍ତିଙ୍କୁ କଚାଡ଼ି ମାରିଥିବା ଜଣାପଡ଼ିଛି। ସୂଚନାନୁଯାୟୀ, ବିଳମ୍ବିତ ରାତିରେ ଲାଖପଡ଼ା ଗାଁରେ ପଶିଥିଲା। ଲୋକେ ହାତୀ ଆସିଥିବା ଜାଣି…

ଅର୍ଡର ନ ଦେଇ ପାର୍ସଲରୁ ବାହାରିଲା କଳା କପଡ଼ା

ଦାରିଙ୍ଗବାଡି, ୧୮।୧୦(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ତଥା ବଣ ଜଙ୍ଗଲ ଘେର ମଧ୍ୟରେ ଥିବା ଦାରିଙ୍ଗବାଡି ଅଞ୍ଚଳର ଜଣେ ଯୁବକ ଅନ୍‌ଲାଇନ ଠକେଇର ଶିକାର ହୋଇଛନ୍ତି। ସେ ଜଣେ ପ୍ରତିଷ୍ଠିତ ପେଟ୍ରୋଲଟାଙ୍କି ଓ ହୋଟେଲ ବ୍ୟବସାୟୀ ହୋଇଥିବା ବେଳେ ସବୁବେଳେ ନିଜ…

ଚିନ୍ତା ବଢ଼ାଇଲେଣି ଚକଡ଼ା, ଗଣ୍ଠି ପୋକ

ଚମ୍ପୁଆ,୧୯ା୧୦(ମହେଶ୍ୱର ଦାସ)କେନ୍ଦୁଝର ଜିଲା ଚମ୍ପୁଆ କୃଷି ଜିଲା ଅନ୍ତର୍ଗତ ବିଭିନ୍ନ ପଞ୍ଚାୟତରେ ଚକଡ଼ା ଓ ଗଣ୍ଠି ପୋକ ଚାଷୀଙ୍କ ଚିନ୍ତାର କାରଣ ସାଜିଛି। ଦିନକୁ ଦିନ ଏହି ରୋଗ ଧାନକ୍ଷେତକୁ ଉଜାଡ଼ି ଦେଉଥିବା ବେଳେ ରୋଗ ପ୍ରତିରୋଧକ ପାଇଁ କୃଷି ବିଭାଗ…

ଜିଲାରେ ନାହିଁ ଟ୍ରମା କେୟାର ସେଣ୍ଟର

କେନ୍ଦୁଝର,୧୯ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ)କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟ ଏବଂ ଉପଖଣ୍ଡ ଡାକ୍ତରଖାନାରେ ଟ୍ରମା କେୟାର ସେଣ୍ଟର ନାହିଁ। ଫଳରେ ଜିଲାରେ ପ୍ରାୟ ପ୍ରତ୍ୟେକ ଦିନ ଦୁର୍ଘଟଣାଜନିତ ଜୀବନହାନି ହେଉଛି। ବହୁ ଲୋକ ଆହତ ହୋଇ ବିକଳାଙ୍ଗ ହେଉଛନ୍ତି। ଦୁର୍ଘଟଣା ପରେ ଆବଶ୍ୟକ…

ଶୁଖି ଆସିଲାଣି ଘୋଡ଼ାହାଡ଼ ଡ୍ୟାମ :ମରୁଡି ଆଶଙ୍କା

ଦିଗପହଣ୍ଡି,୧୯ା୧୦(ଅଶେଷ ନାଥ ମିଶ୍ର)ଦିଗପହଣ୍ଡିି ସ୍ଥିତ ଘୋଡ଼ାହାଡ଼ ପାଣି ପଞ୍ଚାୟତ ଶୀର୍ଷ କମିଟି କାର୍ଯ୍ୟାଳୟ ସଭା ଗୃହରେ ବୁଧବାର ପାଣି ପଞ୍ଚାୟତ ଶୀର୍ଷ କମିଟି ପକ୍ଷରୁ ଏକ ପରିବର୍ଦ୍ଧିତ ଅଳଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ପାଣି ପଞ୍ଚାୟତ ଶୀର୍ଷ କମିଟି ସଭାପତି ରମେଶ…

୧୭ ଲୋକ ସଭା ନିର୍ବାଚନ, ଗଞ୍ଜାମରୁ ୩ ମହିଳା ଏମ୍‌ପି

ବ୍ରହ୍ମପୁର,୧୯ା୧୦ (ନରସିଂହ ସାହୁ)ସ୍ବାଧୀନତା ପରବର୍ତ୍ତି ୧୯୫୧-୧୯୫୨ରୁ ୨୦୧୯ ମଧ୍ୟରେ ଦେଶରେ ୧୭ ଲୋକସଭା ନିର୍ବାଚନ ହୋଇଛି । ଏହି ୬୮ ବର୍ଷ ମଧ୍ୟରେ ଗଞ୍ଜାମ ଜିଲାର ଦୁଇ ଲୋକସଭା କ୍ଷେତ୍ରରୁ ମାତ୍ର ୩ ଜଣ ମହିଳା ଏମ୍‌ପି ନିର୍ବାଚିତ ହୋଇଛନ୍ତି। ରାଜ୍ୟସଭା…

ଝାଡୁ ତିଆରି କରି ବିତୁଛି ଜୀବନ

ଛତ୍ରପୁର,୧୯ା୧୦(ସନ୍ତୋଷ ପାଢ଼ୀ)ଚାରି ହାତର ମାଟିଘର ଆଉ ସେଇ ଘରେ ଚାଲିଛି ସଂସାର। ଏହା କେବଳ ଗୋଟିଏ ପରିବାରର କଥା ନୁହେଁ, ଗ୍ରାମରେ ଏମିତି ୭ଟି ପରିବାର ୪ ହାତର ମାଟି ଘରେ ଜୀବନ ବିତାଉଛନ୍ତି । ପକ୍କାଘର ଖଣ୍ଡିଏ ସେମାନଙ୍କ ପାଇଁ…

ବାଇକ୍‌ରେ ଚାଲାଣ ହେଉଛି ବିଦେଶୀ ମଦ

ବଇଣ୍ଡା,୧୯।୧୦(ପରିକ୍ଷିତ ସାହୁ)ଅନୁଗୋଳ ଜିଲା କିଶୋରନଗର ବ୍ଲକ ହଣ୍ଡପା ଥାନା ଅଞ୍ଚଳରେ ଥିବା ଏକ ବିଦେଶୀ ମଦ ଦୋକାନରୁ ବାଇକ୍‌ ଯୋଗେ ଗ୍ରାମାଞ୍ଚଳକୁ ପେଟି ପେଟି ମଦ ଚାଲାଣ କରାଯାଉଥିବା ଅଭିଯୋଗ ହେଉଛି। ପ୍ରତ୍ୟେକ ଦିନ ଏହି କାରବାର ଚାଲୁଥିଲେ ମଧ୍ୟ ପୋଲିସ…

ଢେଙ୍କାନାଳକୁ ସରକାର ଦେଲେ ଗଜଦଣ୍ଡ

ଢେଙ୍କାନାଳ,୧୯ା୧୦(ରତନ ନାୟାର)ଢେଙ୍କାନାଳ ଜିଲାରେ ହାତୀ-ମଣିଷ ମଧ୍ୟରେ ବିବାଦ ବଢ଼ିଚାଲିଛି। ଏପରି କି ଏହି ବିବାଦରେ ସାରା ରାଜ୍ୟରେ ଢେଙ୍କାନାଳ ଜିଲା ଆଗରେ ରହିଛି। ଏହାକୁ ନେଇ ଅନେକ ସମୟରେ ଜିଲାର ବିଭିନ୍ନ ସ୍ଥାନରେ ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେଉଛି। ଧୀର ଧୀରେ…

୫୬ ବର୍ଷରେ ଚୋରଦା ସାର୍ବଜନୀନ ଦୁର୍ଗାପୂଜା

ଯାଜପୁରରୋଡ୍‌,୧୯ା୧୦(ପବିତ୍ର ରଞ୍ଜନ ମହାନ୍ତି):ଆଜିର ବ୍ୟାସନଗର ପୌର ପରିଷଦ ସେ ସମୟର ଯାଜପୁରରୋଡ୍‌ ବିଜ୍ଞାପିତ ଅଞ୍ଚଳ ପରିଷଦ ନାମରେ ପରିଚିତ ଥିଲା। ବଜାର କହିଲେ ଷ୍ଟେଶନ ବଜାର, ସାହୁ ମାର୍କେଟ ଓ ଚୋରଦା ମୁଖ୍ୟ ରାସ୍ତାରେ କିଛି ବ୍ୟବସାୟ ପ୍ରତିଷ୍ଠାନ ଗଢ଼ି ଉଠିଥିଲା।…

ଆସୁଛି ଲଘୁଚାପ, ଚାଷୀକୁଳ ଭୟଭୀତ

ପଟ୍ଟାମୁଣ୍ଡାଇ,୧୯ା୧୦(କଳ୍ପତରୁ ନାୟକ)ଓଡ଼ିଶାର ଉପକୂଳ ଜିଲାଗୁଡ଼ିକରେ ୧୯୯୯ ଅକ୍ଟୋବର ୨୯ରେ ମହାବାତ୍ୟା ଭୟଙ୍କର ବିପର୍ଯ୍ୟୟ ଘଟାଇବା ଘଟଣା ଲୋକଙ୍କ ମନରୁ ଏ ପର୍ଯ୍ୟନ୍ତ ଲିଭି ନାହିଁ। ପୁଣି ଅକ୍ଟୋବର ୨୦ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି…

ଉଦୟ ବିହାର, ନୁହେଁ କାହାର

ପାରାଦୀପ,୧୯ା୧୦(ଶରତ ରାଉତ)ପାରାଦୀପର ପ୍ରବେଶପଥ ଦୋଛକି ପାଖରେ ରହିଛି ଉଦୟବିହାର କଲୋନି। ୫୩ ନଂ. ଜାତୀୟ ରାଜପଥ ପାଖରେ ଏହି କଲୋନି ୨୦ବର୍ଷ ହେଲା ହେଲାଣି। ଭୌଗୋଳିକ ଅବସ୍ଥିତି ପାରାଦୀପ ପୌରପାଳିକା ମଧ୍ୟରେ ରହିଛି। କିନ୍ତୁ ସରକାରୀ ନଥିପତ୍ରରେ ତାହା ନୂଆଗଡ ପଞ୍ଚାୟତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri