ଆମ ଜିଲା ଖବର

ଭଣ୍ଡାରିପୋଖରୀରୁ ପ୍ରଫୁଲ୍ଲ ଗଲେ, ଭଦ୍ରକରୁ ସଞ୍ଜୀବ ଆସିଲେ

ଭଦ୍ରକ(ସନାତନ ରାଉତ)/ବନ୍ତ(ହରି ନାରାୟଣ ମହାନ୍ତି),୨୮ା୩ବୁଧବାର ବିଜେଡ଼ିର ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ତେବେ ଜିଲାର ଭଦ୍ରକ ଓ ଭଣ୍ଡାରିପୋଖରୀରେ ବିଧାୟକଙ୍କ ଅଦଳ ବଦଳକୁ ନେଇ ଚର୍ଚ୍ଚା ଜୋର ଧରିଛି। ଭଣ୍ଡାରିପୋଖରୀର ବରିଷ୍ଠ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କୁ ଭଦ୍ରକ…

ଭାଜପା ଲୋକସଭା ପ୍ରାର୍ଥୀଙ୍କ ଗାଡ଼ିକୁ ଅଣ୍ଡା ମାଡ଼

ପାପଡ଼ାହାଣ୍ଡି, ୨୮।୩(ସ୍ବପ୍ନଜିତ ପଟ୍ଟନାୟକ)ନବରଙ୍ଗପୁର ଜିଲା ମଇଦଲପୁର ହାଟପଦାଠାରେ ବୁଧବାର ଭାଜପାର ନବରଙ୍ଗପୁର ଲୋକ ସଭା ପ୍ରାର୍ଥୀ ବଳଭଦ୍ର ମାଝିଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼ ହୋଇଛି। ବଳଭଦ୍ର ନିଜ ଗାଡ଼ିରେ ଝରିଗାଁରୁ ପାପଡ଼ାହାଣ୍ଡି ଆଡ଼କୁ ଆସିବା ସମୟରେ ହାଟପଦା ନିକଟରେ ଛପି ରହିଥିବା…

ଭର୍ତ୍ତୁହରିଙ୍କ ହୋଲି ବନ୍ଧୁମିଳନରେ ଅନୁଭବ,ଭାଜପା ନେତା

କଟକ, ୨୮ା୩(ଶିଳ୍ପା ପ୍ରିୟଦର୍ଶିନୀ)ହୋଲି ପର୍ବ ବା ହୋଲି ବନ୍ଧୁମିଳନ ପ୍ରତିବର୍ଷ ପରି ଏବର୍ଷ ବି ପାଳିଛନ୍ତି କଟକ ଏମ୍‌ପି ଭର୍ତ୍ତୃହରି ମହତାବ। କିଛିଦିନ ବ୍ୟବଧାନରେ ସେ ବିଜେଡିରୁ ଇସ୍ତଫା ଦେବା ସହ ଦଳ ସମ୍ପର୍କରେ ବିଭିନ୍ନ ମନ୍ତବ୍ୟ ଗଣମାଧ୍ୟମକୁ ଦେଇ ବେଶ୍‌…

ସମ୍ବଲପୁରରେ ବିଗ୍‌ ଫାଇଟ୍‌

ସମ୍ବଲପୁର,୨୮ା୩ (ଭବାନୀ ଶଙ୍କର ଭୋଇ)ବିଜୁ ଜନତା ଦଳ ପକ୍ଷରୁ ସମ୍ବଲପୁର ଲୋକ ସଭା ନିର୍ବାଚନ ମଣ୍ଡଳୀ ପ୍ରାର୍ଥୀ ଭାବେ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନାମ ଘୋଷଣା କରାଯାଇଛି। ଏହା ପୂର୍ବରୁ ଗତ ରବିବାର ଭାଜପା ଓଡିଶାର ୧୮ ଏମ୍‌ପି ପ୍ରାର୍ଥୀଙ୍କ ସମେତ…

ସୁନୀଲ, ଅରୂପଙ୍କୁ ନେଇ ବିଜେଡି ଶିବିରରେ ଉତ୍ସାହ

ପୁରୀ,୨୮ା୩(ଅଜିତ୍‌ ମହାନ୍ତି)ଆଗାମୀ ସାଧାରଣ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପକ୍ଷରୁ ବୁଧବାର ବିଧାନସଭା ଓ ଲୋକସଭା ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ପୁରୀ ସଦର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ସ୍ବର୍ଗତ ମହେଶ୍ୱର ମହାନ୍ତିଙ୍କ ପୁଅ ସୁନିଲ ମହାନ୍ତିଙ୍କୁ ବିଜେଡି ପ୍ରାର୍ଥୀ…

ବାରବାଟୀ-କଟକ ଉପରେ ନଜର

କଟକ,୨୮ା୩(ଶିଳ୍ପା ପ୍ରିୟଦର୍ଶିନୀ)ବିଜେଡି ପକ୍ଷରୁ ବିଧାନସଭା ଓ ଲୋକ ସଭା ପ୍ରାର୍ଥୀ ତାଲିକା ବୁଧବାର ଘୋଷଣା କରାଯାଇଛି। ବିଧାନସଭା ଆସନ ପାଇଁ ଚୌଦ୍ୱାର-କଟକରୁ ପ୍ରାର୍ଥୀ ଭାବେ ସୌଭିକ୍‌ ବିଶ୍ୱାଳ, କଟକ ସଦରରୁ ଚନ୍ଦ୍ରସାରଥି ବେହେରା, ନିଆଳିରୁ ପ୍ରମୋଦ ମଲ୍ଲିକ, ବାଙ୍କୀରୁ ଦେବୀରଞ୍ଜନ ତ୍ରିପାଠୀ,…

ରଙ୍ଗଖେଳରୁ ଯୁବକଙ୍କୁ ହତ୍ୟା: ୨ ବିଜେଡି ନେତା ଗିରଫ

କୁଚିଣ୍ଡା,୨୮ା୩(ବିରଞ୍ଚତ୍ ଦର୍କା)ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଉଚ୍ଚକାପାଟ ପଞ୍ଚାୟତ କେଛୁପାଣି(ହରିଜନପଡ଼ା)ଠାରେ ମଙ୍ଗଳବାର ହୋଲି ଅବସରରେ ରଙ୍ଗଖେଳରୁ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ସେ ହେଲେ କେଛୁପାଣିର ଚିନ୍ମୟ ହାତୀ (୨୮)। ପୋଲିସ ହତ୍ୟା ଅଭିଯୋଗରେ ବାଉଁଶଲଗା ପଞ୍ଚାୟତ ବାଦପଡ଼ାର ବିଜେଡି ନେତା…

ଆନ୍ଧ୍ର-ଓଡ଼ିଶା ପ୍ରଶାସନଙ୍କ ଆଲୋଚନା ଭିଡିଓ ଭାଇରାଲ

ପଟ୍ଟାଙ୍ଗି,୨୮ା୩(ଶରତ ଧଳ)ଆନ୍ଧ୍ର ସୀମାକୁ ଲାଗିଥିବା କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କୋଟିଆ ପଞ୍ଚାୟତରେ ଆନ୍ଧ୍ର- ଓଡ଼ିଶା ମଧ୍ୟରେ କିପରି ଶାନ୍ତି ଶୃଙ୍ଖଳାର ସହ ମତଦାନ ହେବ ସେ ନେଇ ଉଭୟ ପ୍ରଶାସନ ମଧ୍ୟରେ ଆଲୋଚନାର ଏକ ଭିଡିଓ ଗଣମାଧ୍ୟମରେ ଭାଇରାଲ ହୋଇଛି।…

ଗାଁରେ ନୋଟ୍‌ଛପା କେନ୍ଦ୍ର

ବଲାଙ୍ଗୀର ଜିଲା ଦେଓଗାଁ ଥାନା ବୁଢ଼ାବାହାଲ ଗାଁରେ ଠାବ ହୋଇଛି ଜାଲ୍‌ନୋଟ ଛପା କେନ୍ଦ୍ର। ୫୦୦ଟଙ୍କିଆ ଜାଲ୍‌ନୋଟ ଛପାଯାଇ ବଜାରକୁ ଛଡ଼ାଯାଉଥିବା ଘଟଣା ଏବେ ଧରାପଡ଼ିଛି। ଏକ ୨୪ ପ୍ରହର ନାମଯଜ୍ଞରେ ଗାୟକ ଏବଂ ବାୟକଙ୍କୁ ଜାଲ ନୋଟ ଉପହାର ଦେଇ…

ଟ୍ରେଲର ଧକ୍କାରେ ପିକ୍‌ଅପ୍‌ ଚାଳକ, ହେଲପର ମୃତ

ନିରାକାରପୁର,୨୭ା୩(ମାନସ ଚନ୍ଦ୍ର ପଟ୍ଟନାୟକ): ଟ୍ରେଲର ଚାଳକଙ୍କ ବେପରୁଆ ଗାଡ଼ିଚାଳନା ଯୋଗୁ ପିକ୍‌ଅପ୍‌ ଚାଳକ ଓ ହେଲପର ଦୁଇଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ମୃତ ଚାଳକ ଜଣକ ହେଲେ ପଶ୍ଚିମବଙ୍ଗ ରାଜ୍ୟ ମେଦିନୀପୁର ଅଞ୍ଚଳର ଶାନ୍ତନୁ ସୌ (୨୭) ଏବଂ ହେଲପର ଜଣକ…

ସାହିତ୍ୟ ହେଉଛି ଲେଖକଙ୍କ ବୈଭବ

ଯାଜପୁରରୋଡ୍‌,୨୭ା୩: ଯାଜପୁରରୋଡ୍‌ ସ୍ଥିତ ଉତ୍ସବ ପ୍ୟାଲେସ୍‌ରେ ‘ଅଭିମାନ’ ପ୍ରକାଶନର ତୃତୀୟ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଆୟୋଜିତ ସଭାରେ କବି ପ୍ରଭାକର ଶତପଥୀ,ରାଜକିଶୋର ପାଢ଼ୀ,ବିଦ୍ୟୁତ୍‌ ଲତା ଦାସ, ଭବାନୀ ଭୂୟାଁ ଓ ପ୍ରଦୀପ କୁମାର ରାୟ ଅତିଥି ଭାବେ…

ହୀରାକୁଦରେ ହଇଜା ବ୍ୟାପିବା ଘଟଣା: ଓଏଚ୍‌ଆର୍‌ସିରେ ମାମଲା ରୁଜୁ

କଟକ,୨୭ା୩(କାର୍ତ୍ତିକ ସାହୁ): ସମ୍ବଲପୁର ଜିଲା ହୀରାକୁଦ ଅଞ୍ଚଳରେ ହଇଜା ବ୍ୟାପିବା ଘଟଣାରେ ଓଡ଼ିଶା ମାନବିକ ଆୟୋଗ(ଓଏଚ୍‌ଆର୍‌ସି)ରେ ଏକ ମାମଲା ବୁଧବାର ରୁଜୁ ହୋଇଛି। ମାମଲାର ପକ୍ଷମାନଙ୍କୁ ଆୟୋଗଙ୍କ ପକ୍ଷରୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରିବା ପାଇଁ ଆବେଦନକାରୀ ହାଇକୋର୍ଟର ଆଇନଜୀବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?