ଆମ ଜିଲା ଖବର

ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କା ଦେଇ ଓଲଟି ପଡିଲା ଯାତ୍ରୀବାହୀ ବସ୍‌

କୋରାପୁଟ,୨୭।୩(ଅମିତାଭ ବେହେରା): ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କା ଦେଇ ଓଲଟି ପଡିଲା ଖାମ୍ବେଶ୍ୱରୀ ନାମକ ଯାତ୍ରୀବାହୀ ବସ୍‌। ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୦ରୁ ଅଧିକ ଗୁରୁତର ହୋଇଛନ୍ତି। ମୃତ ବ୍ୟକ୍ତି ଜଣଙ୍କ ନାରାୟଣ ରଥ (୫୪)ବୋଲି ସୂଚନା ମିଳିଛି। କୋରାପୁଟ…

ହୋଲିରେ ଅଘଟଣ: ପୋଖରୀରେ ବୁଡି ଜଣେ ବ୍ୟକ୍ତି ମୃତ

ଛତ୍ରପୁର, ୨୬।୩ (ଦିଲ୍ଲୀପ ସାମଲ) : ହୋଲି ଖେଳି ସାରି ଗାଧୋଇବାକୁ ଯାଉଥିବା ବେଳେ ଅଘଟଣ। ଚମାଖଣ୍ଡି ଥାନା ଅନ୍ତର୍ଗତ ମାଙ୍ଗୁଆରୀପେଟା ଗ୍ରାମରେ ଥିବା ଏକ ପୋଖରୀରେ ବୁଡି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି l ମୃତ ବ୍ୟକ୍ତି ଜଣକ ହେଲେ…

୪ ଘଣ୍ଟା ପାଇଁ ଆଜି ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ,୨୭।୩: ଆଜି ପୁରୀ ଶ୍ରୀମନ୍ଦିରରେ ବନକଲାଗି ନୀତି ଅନୁଷ୍ଠିତ ହେବ। ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସା ୬ରୁ ରାତି ୧୦ଟା ପର୍ଯ୍ୟନ୍ତ ୪ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ଗୁପ୍ତନୀତି ହୋଇଥିବାରୁ ଦର୍ଶନ…

ସମ୍ବଲପୁରରେ ବୋମା ମାଡ଼ ପରେ ଉତ୍ତେଜନା

ସମ୍ବଲପୁର,୨୬।୩: ପୁଣି ଅସାନ୍ତ ହୋଇପଡିଛି ସମ୍ବଲପୁର। ମଙ୍ଗଳବାର ସନ୍ଧ୍ୟାରେ ପୀରବାବା ଛକ ନିକଟସ୍ଥ ରାସ୍ତା ପାର୍ଶ୍ୱରେ ଏକ ବୁଲେଟ(ବାଇକ୍‌) ଛିଡ଼ା ହୋଇଥିଲା। ସେତିକିବେଳେ କେତେକ ଦୁର୍ବୃତ୍ତ ବୁଲେଟ୍‌ ଉପରକୁ ବୋମା ମାଡ଼ କରି ଫେରାର ହୋଇଯାଇଥିଲେ। ବୋମା ମାଡ଼ରେ ୨ଜଣ ଗୁରୁତର…

ଆଗକୁ ନିର୍ବାଚନ: ପୋଲିସର ଫ୍ଲାଗମାର୍ଚ୍ଚ

ଦାମନଯୋଡ଼ି,୨୬।୩(ମାନସ ରଞ୍ଜନ କର): ଆଗକୁ ସାଧାରଣ ନିର୍ବାଚନ। ଆଇନ୍‌ ଶୃଙ୍ଖଳାକୁ ଦୃଷ୍ଟିରେ ରଖି ଦାମନଯୋଡ଼ି ପୋଲିସ ପକ୍ଷରୁ ଅଞ୍ଚଳରେ ଫ୍ଲାଗମାର୍ଚ୍ଚ କରାଯାଇଛି। ଆଇନଶୃଙ୍ଖଳା ବଜାୟ ରଖିବା, କୌଣସି ଅସାମାଜିକ କାର୍ଯ୍ୟକଳାପରେ ଲିପ୍ତ ନ ହେବା ଏବଂ ନିର୍ବାଚନ ଆଚରଣବିଧି ନିୟମ ଉଲ୍ଲଂଘନ…

ହୋଲି ଖେଳ ହେଲା କାଳ

ବାରଙ୍ଗ/ପାରାଦୀପ/ସମ୍ବଲପୁର,୨୬।୩(ଲିଙ୍ଗରାଜ ରାଉତ/ ଶରତ ରାଉତ/ ପ୍ରମୋଦ ବହିଦାର): ହୋଲି ଖେଳ ହେଲା କାଳ। ହୋଲି ଖେଳି ଗାଧୋଇବାକୁ ଯାଇଥିବା ବେଳେ ବିଭିନ୍ନ ସ୍ଥାନରେ ପାଣିରେ ବୁଡି ୨ ନାବାଳକ ଏବଂ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ହୋଲି ଖେଳି ବାରଙ୍ଗ-ପୁରୀ ମେନ୍‌…

ହୋଲି ଉତ୍ସବରେ ଗୋଷ୍ଠୀ ସଂଘର୍ଷ: ଖଣ୍ଡା, ଭୁଜାଲି ମାଡ଼ରେ ୫ ଗୁରୁତର

ନୀଳଗିରି,୨୬।୩(ପ୍ରଶାନ୍ତ କୁମାର ବିଶ୍ବାଳ): ରଙ୍ଗର ପର୍ବ ହୋଲି ପାଇଁ ସବୁଠି ଉତ୍ସବ ମୁଖର ଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ଥାନା ବାଉଁଶବଣିଆ ପଞ୍ଚାୟତ ଅଧୀନ ଗୁହାଳିଆ ଗାଁରେ ମଙ୍ଗଳବାର ହୋଲି ଉତ୍ସବରେ ବୁଲିଛି ଖଣ୍ଡା ଭୁଜାଲି। ଏପରିକି ଗାଁରେ ଦୁଇ…

ବୈତରଣୀରେ ଅଘଟଣ: ଗାଧୋଇବାକୁ ଯାଇ ନାବାଳକ ନିଖୋଜ

ପାଟଣା୨୬।୩(ବୀର କିଶୋର ଦାଶ): ହୋଲି ଖେଳ ହେଲା କାଳ। ଜଣେ ୧୫ବର୍ଷୀୟ ନାବାଳକ ହୋଲି ଖେଳି ମଙ୍ଗଳବାର ଅପରାହ୍ନରେ ସାଙ୍ଗମାନଙ୍କ ସହ ବୈତରଣୀ ନଦୀକୁ ଗାଧୋଇବାକୁ ଯାଇ ପାଣିରେ ବୁଣି ନିଖୋଜ ହୋଇଯାଇଛନ୍ତି। ଏହି ଘଟଣା ଘଟିଛି କେନ୍ଦୁଝର ଜିଲା ପାଟଣା…

ଭଜନ କୀର୍ତ୍ତନ କରି ହୋଲି ଖେଳିଲେ ବରିଷ୍ଠ ନାଗରିକ

କୁଆଁରମୁଣ୍ଡା,୨୬।୩(ମହେନ୍ଦ୍ର କୁମାର ସାହୁ): ଆଜି ରଙ୍ଗର ପର୍ବ ହୋଲି। ପରସ୍ପର ମଧ୍ୟରେ ଥିବା ମନୋମାଳିନ୍ୟକୁ ପଛରେ ପକାଇ ଲୋକେ ରଙ୍ଗ ଓ ଅବିର ଲଗାଇ ପରସ୍ପରକୁ ଅଭିନନ୍ଦନ ଜଣାଇଥାଆନ୍ତି। ଅନୁରୂପ ଭାବେ କୁଆଁରମୁଣ୍ଡା ଅବସରପ୍ରାପ୍ତ କର୍ମଚାରୀ ସଂଘ ଓ ସ୍ଥାନୀୟ ବାସିନ୍ଦା…

ହୋଲିରେ ଦୁର୍ଘଟଣା: ଜଣେ ମୃତ, ୩ ଗୁରୁତର

ଦଶମନ୍ତପୁର,୨୬।୩(ଅରବିନ୍ଦ ନାୟକ): ରଙ୍ଗର ପର୍ବ ହୋଲି ପାଇଁ ସବୁଠି ଉତ୍ସବର ମାହୋଲ ଥିବା ବେଳେ ଏକ ମର୍ମନ୍ତୁଦ ଦୁର୍ଘଟଣା ସାମ୍ନାକୁ ଆସିଛି। ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଥିବା ବେଳେ ୩ଜଣ ଗୁରୁତର ହୋଇଛନ୍ତି।…

ହୋଲି ଅଘଟଣ: ଗାଧୋଇବାକୁ ଯାଇ ବୁଡ଼ିଗଲେ ୨ ଛାତ୍ର

ଭୁବନେଶ୍ୱର,୨୬।୩: ରଙ୍ଗର ପର୍ବ ହୋଲିରେ ଘଟିଛି ଅଘଟଣ । ପୋଖରୀରେ ଗାଧୋଇଲା ବେଳେ ବୁଡ଼ି ୨ଜଣଙ୍କ ମୃତ୍ୟୁ ଘଟିଛି। କଟକ ଜିଲା ସାଲେପୁର ଥାନା ଅଧୀନ କରମୁଆଁ ଗାଁରେ ପୋଖରୀରେ ବୁଡ଼ି ଜଣେ ଯୁକ୍ତ୨ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ର…

ଛତ୍ରପୁର ବିଧାୟକଙ୍କ ଜନସମ୍ପର୍କ ଯାତ୍ରା ଦଳୀୟ ସଙ୍ଗଠନ ନେଇ…

ଗଞ୍ଜାମ,୨୬।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହରରେ ଦୋଳପୂର୍ଣ୍ଣିମା ଯାତ୍ରା ଚାଲିଥିବା ବେଳେ ଛତ୍ରପୁର ବିଧାୟକ ସୁବାଷ ଚନ୍ଦ୍ର ବେହେରା ଶତାଧିକ ଯୁବକଙ୍କ ସହ ଜନସମ୍ପର୍କ ପଦଯାତ୍ରା କରିଛନ୍ତି। ଜିଲାପରିଷଦ ସଭ୍ୟ ସନାତନ ବେହେରା, ଗଞ୍ଜାମ ଏନ୍‌ଏସି ଉପନଗରପାଳ ସୁରେନ୍ଦ୍ର କୁମାର ବାରିକ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?