ଜଳ ଘେରରେ ବାଞ୍ଜିପଦର ବିଦ୍ୟାଳୟ, ଖବର ପ୍ରକାଶ ପରେ ପହଞ୍ଚିଲେ ତହସିଲଦାର
କର୍ଲାମୁଣ୍ଡା,୬ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସାପଲହରା ପଞ୍ଚାୟତ ବାଞ୍ଜିପଦର୍ ପ୍ରାଥମିକ ବିଦ୍ୟାଳୟରେ ଦୁଇ ଫୁଟ ବର୍ଷା ପାଣି ଜମି ରହିଛି । ଏନେଇ ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି।…
ତିନି ମହଲା କୋଠାରୁ ଖସି ୧୪ ବର୍ଷୀୟା ଝିଅ ଗୁରୁତର: ଅଗ୍ନିଶମବାହିନୀ କଲା ଉଦ୍ଧାର
କୋରାପୁଟ, ୬।୭ (ଅମିତାଭ ବେହେରା): କୋରାପୁଟ ସହରର ପୂଜାରୀପୁଟ ଷ୍ଟାଡିୟମ ନିକଟରେ ଥିବା ଏକ ତିନି ମହଲା କୋଠାରେ ରବିବାର ବିଳମ୍ବିତ ରାତ୍ରରେ ଏକ ଅଘଟଣ ଘଟିଛି। ଛାତ ଉପରେ ବୁଲୁଥିବାବେଳେ ଅସାବଧାନତାବଶତଃ ଜଣେ ୧୪ ବର୍ଷୀୟା ଝିଅ ତଳକୁ ଖସିପଡ଼ି…
ଚାଉଳିଆଗଞ୍ଜ ଆଇଆଇସିଙ୍କ ଆତ୍ମହତ୍ୟା ନେଇ ଡିସିପିଙ୍କ ବଡ଼ ବୟାନ, ଯାଞ୍ଚ କରାଯିବ….
କଟକ,୬ା୭: ଚାଉଳିଆଗଞ୍ଜ ଥାନା IIC ବିଉଟି ମହାନ୍ତିଙ୍କ ମୃତ୍ୟୁ ମାମଲାରେ କଟକ ଡିସିପି ଖିଲାରୀ ଋଷିକେଶ ବଡ଼ ପ୍ରତିକ୍ରିୟା ଦେଇଛନ୍ତି । ୨ ଆଇଆଇସି, ଜଣେ ଏସ୍ପି, ଅତିରିକ୍ତ ଡିସିପି ଘଟଣାର ତଦନ୍ତ କରୁଛନ୍ତି । ସ୍ୱାମୀଙ୍କ ସହ ୨ ଭଉଣୀଙ୍କ…
ଜୀବିକାରେ ବାଧକ ସାଜିଛି ଲଘୁଚାପ ବର୍ଷା, ସମୁଦ୍ରରୁ କୂଳକୁ ଫେରୁଛନ୍ତି ମତ୍ସ୍ୟଜୀବୀ
ମହାକାଳପଡ଼ା,୬ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଏହାର ପ୍ରଭାବରେ ଓଡ଼ିଶା ଉପକୂଳରେ ଭୀଷଣ ବର୍ଷା ସହିତ ପବନ ବହିବାର ଆଶଙ୍କା ଥିବାରୁ ସ୍ଥାନୀୟ ମତ୍ସ୍ୟଜୀବୀମାନେ ଚିନ୍ତାରେ ପଡ଼ିଛନ୍ତି। ଫଳରେ…
ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା ବୈଠକରେ ଗୁରୁତ୍ବପୂର୍ଣ୍ଣ ମନ୍ତ୍ର ଦେଲେ ମୁଖ୍ୟମନ୍ତ୍ରୀ, କର୍ଡନ ପାସକୁ ନେଇ କଡ଼ା ନିର୍ଦ୍ଦେଶ
ଭୁବନେଶ୍ବର,୬।୭: ପାଖେଇ ଆସୁଛି ରଥଯାତ୍ରା । ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ରଥଯାତ୍ରା ସମୀକ୍ଷା ବୈଠକ କରିଛନ୍ତି । କର୍ଡନ ପାସ୍ ଉପରେ ଜିଲାପାଳମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ ଦେଇଛନ୍ତି । ନିୟମ ଅନୁସାରେ ଗୋଟିଏ ବି…
ରାଇକିଆ ବ୍ଲକରେ ଲଗାଣ ବର୍ଷା; ପାଞ୍ଚ ଦିନ ହେଲା ଶିକ୍ଷାଦାନ ବନ୍ଦ, ବିଦ୍ୟୁତ-ମୋବାଇଲ୍ ସେବା ବାଧାପ୍ରାପ୍ତ
ରାଇକିଆ,୬ା୭(ପ୍ରଦୀପ ବେହେରା): ଗତ ପାଞ୍ଚ ଦିନ ହେଲା କନ୍ଧମାଳ ଜିଲାରେ ଅବିଶ୍ରାନ୍ତ ବର୍ଷା ବେହାଲ କରିଛି । ଏହାର ପ୍ରଭାବ ରାଇକିଆ ବ୍ଲକରେ ମଧ୍ୟ ଦେଖିବାକୁ ମିଳିଛି । ଲଗାଣ ବର୍ଷା ଯୋଗୁଁ ଗୁରବାର ଠାରୁ ବିଦ୍ୟାଳୟମାନଙ୍କରେ ଶିକ୍ଷାଦାନ ବାଧାପ୍ରାପ୍ତ ହୋଇଛି…
ସାର ପକାଇବାବେଳେ ଜମିରେ ହଠାତ୍ ହୋଇଗଲା ୧୦ ଫୁଟର ଦୁଇଟି ଗାତ, ଭୟରେ ଅଞ୍ଚଳବାସୀ
ନବରଙ୍ଗପୁର,୬।୭(ସଦାଶିବ ପ୍ରହରାଜ): ନବରଙ୍ଗପୁର ବ୍ଲକ ଆମ୍ବଦଳା କୋଡ୍ରିଗୁଡ଼ା ଗାଁରେ ରବିବାର ଲୋକେ ଚାଷ ଜମିରେ ସାର ପକାଉଥିବା ବେଳେ ହଠାତ୍ ଶବ୍ଦ କରି ମାଟି ଧସିବା ସହ ୧୦ ଫୁଟରୁ ଅଧିକ ଗଭୀର ଦୁଇଟି ଗାତ ହୋଇଯାଇଛି। ଏହି ଘଟଣା ପରେ…
ଶ୍ରୀକ୍ଷେତ୍ରପୁରୀ-ଶାବର ଶ୍ରୀକ୍ଷେତ୍ର ସ୍ପେଶାଲ ଟ୍ରେନ ଚଳାଚଳ ଆଜି, ଉଦଘାଟନ କରିବେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ
କେସିଙ୍ଗା, ୬।୭,( ତୁମେଶ୍ୱର ସାହୁ): ଶ୍ରୀକ୍ଷେତ୍ରପୁରୀରୁ ଶାବର ଶ୍ରୀକ୍ଷେତ୍ର କୋରାପୁଟ ସ୍ପେସିଆଲ ଏକ୍ସପ୍ରେସ ଟ୍ରେନ ନ .୦୮୪୦୯ ଟ୍ରେନକୁ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପୁରୀରୁ ସୋମବାର ପୂର୍ବାହ୍ନ ୧ଟା ଶୁଭାରମ୍ଭ କରିବେ। ଉକ୍ତ ଟ୍ରେନଟି ସପ୍ତାହକୁ ତିନିଦିନ ଚାଲିବ।…
ବର୍ଷାରେ ବେହାଲ ବରଗଡ଼ ସହର, ତଳି ଅଞ୍ଚଳ ଜଳମଗ୍ନ
ବରଗଡ଼,୬।୭,(ପ୍ରେମାନନ୍ଦ ଖମାରୀ): ବିିକଶିତ ବରଗଡ଼ ଲକ୍ଷ୍ୟ ନେଇ ରାସ୍ତାପାର୍ଶ୍ୱରୁ ଜବରଦଖଲ ଉଚ୍ଛେଦ ହୋଇଛି। ସେଠାରେ ଡ୍ରେନ ନିର୍ମାଣ କରାଯାଇଛି। କେଉଁଠି ଡ୍ରେନ ନିର୍ମାଣ ସରିଛି ତ ଆଉ କେଉଁଠାରେ ତାହା ଅଧା ପନ୍ତରିଆଭାବେ ପଡ଼ି ରହିଛି। ଅନ୍ୟପଟେ ଦୂରଦୃଷ୍ଟିର ଅଭାବ ତଥା…
ବରଗଡ଼ ଜିଲାରେ ଆଜି ସ୍କୁଲ ଛୁଟି
ବରଗଡ଼,୬ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବର୍ଷା ଲାଗି ରହିଛି। ଭାରତୀୟ ପାଣିପାଗ ବିଭାଗ ମଧ୍ୟ ବରଗଡ଼ ଜିଲାରେ ସୋମବାର ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ଏବଂ ଜିଲାକୁ ରେଡ୍ ଜୋନ୍ରେ ରଖାଯାଇଛି। ଏହି କ୍ରମରେ ବରଗଡ଼ ଜିଲାପାଳ…
ସମ୍ବଲପୁରରେ ପ୍ରବଳ ବର୍ଷା: ଜଣେ ଭାସିଗଲେ, ଜଣେ ଉଦ୍ଧାର
ସମ୍ବଲପୁର,୬ା୭(ପ୍ରମୋଦ ବହିଦାର): ସମ୍ବଲପୁରରେ ଗତ ୪ ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିଥିବା ବେଳେ ଗତ ରାତ୍ରି ତମାମ ଅବିଶ୍ରାନ୍ତ ବର୍ଷା ଫଳରେ ସହରର ବିଭିନ୍ନ ତଳିଆ ଅଞ୍ଚଳ ଜଳମଗ୍ନ ହୋଇପଡିଛି। ସ୍ଥିତିର ସମୀକ୍ଷା ପାଇଁ ସମ୍ବଲପୁର…
ହତ୍ୟା କରି ନଦୀରେ ଫିଙ୍ଗିଦେଲେ, ଗାଁରେ ଉତ୍ତେଜନା
ନୟାଗଡ଼,୬ା୭(ଲୋକନାଥ ମିଶ୍ର): ନୟାଗଡ଼ ସଦର ଥାନା ଡାଳିଆମଡ଼ା ଗାଁରେ ଏକ ଅଭାବନୀୟ କାଣ୍ଡ ଘଟିଚି। ଅଭି ସାହୁ ନାମକ ଜଣେ ବ୍ୟକ୍ତିଙ୍କୁ ହତ୍ୟା କରି ରବିବାର ରାତିରେ ନଦୀରେ ଫିଙ୍ଗି ଦେଇଥିବା ଅଭିଯୋଗ ହୋଇଛି। ତ୍ପୋଲିସ ନଦୀ ଅଞ୍ଚଳ ଖୋଜୁଥିଲେ ମଧ୍ୟ…

