ଆମ ଜିଲା ଖବର

ହୋଲି ଉତ୍ସବରେ ଗୋଷ୍ଠୀ ସଂଘର୍ଷ: ଖଣ୍ଡା, ଭୁଜାଲି ମାଡ଼ରେ ୫ ଗୁରୁତର

ନୀଳଗିରି,୨୬।୩(ପ୍ରଶାନ୍ତ କୁମାର ବିଶ୍ବାଳ): ରଙ୍ଗର ପର୍ବ ହୋଲି ପାଇଁ ସବୁଠି ଉତ୍ସବ ମୁଖର ଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ଥାନା ବାଉଁଶବଣିଆ ପଞ୍ଚାୟତ ଅଧୀନ ଗୁହାଳିଆ ଗାଁରେ ମଙ୍ଗଳବାର ହୋଲି ଉତ୍ସବରେ ବୁଲିଛି ଖଣ୍ଡା ଭୁଜାଲି। ଏପରିକି ଗାଁରେ ଦୁଇ…

ବୈତରଣୀରେ ଅଘଟଣ: ଗାଧୋଇବାକୁ ଯାଇ ନାବାଳକ ନିଖୋଜ

ପାଟଣା୨୬।୩(ବୀର କିଶୋର ଦାଶ): ହୋଲି ଖେଳ ହେଲା କାଳ। ଜଣେ ୧୫ବର୍ଷୀୟ ନାବାଳକ ହୋଲି ଖେଳି ମଙ୍ଗଳବାର ଅପରାହ୍ନରେ ସାଙ୍ଗମାନଙ୍କ ସହ ବୈତରଣୀ ନଦୀକୁ ଗାଧୋଇବାକୁ ଯାଇ ପାଣିରେ ବୁଣି ନିଖୋଜ ହୋଇଯାଇଛନ୍ତି। ଏହି ଘଟଣା ଘଟିଛି କେନ୍ଦୁଝର ଜିଲା ପାଟଣା…

ଭଜନ କୀର୍ତ୍ତନ କରି ହୋଲି ଖେଳିଲେ ବରିଷ୍ଠ ନାଗରିକ

କୁଆଁରମୁଣ୍ଡା,୨୬।୩(ମହେନ୍ଦ୍ର କୁମାର ସାହୁ): ଆଜି ରଙ୍ଗର ପର୍ବ ହୋଲି। ପରସ୍ପର ମଧ୍ୟରେ ଥିବା ମନୋମାଳିନ୍ୟକୁ ପଛରେ ପକାଇ ଲୋକେ ରଙ୍ଗ ଓ ଅବିର ଲଗାଇ ପରସ୍ପରକୁ ଅଭିନନ୍ଦନ ଜଣାଇଥାଆନ୍ତି। ଅନୁରୂପ ଭାବେ କୁଆଁରମୁଣ୍ଡା ଅବସରପ୍ରାପ୍ତ କର୍ମଚାରୀ ସଂଘ ଓ ସ୍ଥାନୀୟ ବାସିନ୍ଦା…

ହୋଲିରେ ଦୁର୍ଘଟଣା: ଜଣେ ମୃତ, ୩ ଗୁରୁତର

ଦଶମନ୍ତପୁର,୨୬।୩(ଅରବିନ୍ଦ ନାୟକ): ରଙ୍ଗର ପର୍ବ ହୋଲି ପାଇଁ ସବୁଠି ଉତ୍ସବର ମାହୋଲ ଥିବା ବେଳେ ଏକ ମର୍ମନ୍ତୁଦ ଦୁର୍ଘଟଣା ସାମ୍ନାକୁ ଆସିଛି। ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଥିବା ବେଳେ ୩ଜଣ ଗୁରୁତର ହୋଇଛନ୍ତି।…

ହୋଲି ଅଘଟଣ: ଗାଧୋଇବାକୁ ଯାଇ ବୁଡ଼ିଗଲେ ୨ ଛାତ୍ର

ଭୁବନେଶ୍ୱର,୨୬।୩: ରଙ୍ଗର ପର୍ବ ହୋଲିରେ ଘଟିଛି ଅଘଟଣ । ପୋଖରୀରେ ଗାଧୋଇଲା ବେଳେ ବୁଡ଼ି ୨ଜଣଙ୍କ ମୃତ୍ୟୁ ଘଟିଛି। କଟକ ଜିଲା ସାଲେପୁର ଥାନା ଅଧୀନ କରମୁଆଁ ଗାଁରେ ପୋଖରୀରେ ବୁଡ଼ି ଜଣେ ଯୁକ୍ତ୨ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ର…

ଛତ୍ରପୁର ବିଧାୟକଙ୍କ ଜନସମ୍ପର୍କ ଯାତ୍ରା ଦଳୀୟ ସଙ୍ଗଠନ ନେଇ…

ଗଞ୍ଜାମ,୨୬।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହରରେ ଦୋଳପୂର୍ଣ୍ଣିମା ଯାତ୍ରା ଚାଲିଥିବା ବେଳେ ଛତ୍ରପୁର ବିଧାୟକ ସୁବାଷ ଚନ୍ଦ୍ର ବେହେରା ଶତାଧିକ ଯୁବକଙ୍କ ସହ ଜନସମ୍ପର୍କ ପଦଯାତ୍ରା କରିଛନ୍ତି। ଜିଲାପରିଷଦ ସଭ୍ୟ ସନାତନ ବେହେରା, ଗଞ୍ଜାମ ଏନ୍‌ଏସି ଉପନଗରପାଳ ସୁରେନ୍ଦ୍ର କୁମାର ବାରିକ,…

ବିଧାୟକ ସୁବାସ ଚନ୍ଦ୍ର ବେହେରା ଖେଳିଲେ ହୋଲି

ଛତ୍ରପୁର,୨୬।୩(ଦିଲ୍ଲୀପ ସାମଲ ): ରଙ୍ଗର ପର୍ବ ହୋଲି। ଏହି ଦିନରେ ସମସ୍ତେ ପର ଆପଣା ଭେଦଭାବ ଭୁଲି ପରସ୍ପରକୁ ରଙ୍ଗ ଲଗାଇଥାନ୍ତି। ଏହି ଅବସରରେ ଗଞ୍ଜାମ ଜିଲା ଛତ୍ରପୁର ସହରରେ ଲୋକେ ହୋଲିକୁ ଧୁମ୍‌ଧାମ୍‌ରେ ପାଳନ କରିଛନ୍ତି। ଛତ୍ରପୁର ଏନ୍‌ଏସିର ୯ଂ.…

ନିଆରା ଢ଼ଙ୍ଗରେ ହୋଲି, ନିଷ୍ପତ୍ତି ଥିଲା ଏମତି…

ପାଟଣା,୨୬।୩(ବୀର କିଶୋର ଦାଶ): ରଙ୍ଗର ପର୍ବ ହୋଲିକୁ ନିଆରା ଢଙ୍ଗରେ ପାଳନ କରିଛନ୍ତି କେନ୍ଦୁଝର ଜିଲା ପାଟଣା ଯୁବକମାନେ। ପାଟଣା ବ୍ଲକ ବଡପାଟଣା ପଞ୍ଚାୟତ ସ୍ବାମ ଗ୍ରାମ୍ୟ କଂକ୍ରିଟ ରାସ୍ତା ଖାଲଖମାରେ ଭର୍ତ୍ତି ହୋଇଥିଲା। ଗ୍ରାମର ଯୁବକମାନେ ମଙ୍ଗଳବାର ସକାଳୁ ହୋଲି…

ଗାଧୋଇବାକୁ ଯାଇ ଆଉ ଫେରିଲେନି… 

ଛତ୍ରପୁର,୨୬।୩(ଦିଲ୍ଲୀପ ସାମଲ ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ବାସନାପୁଟି ଗ୍ରାମ ନିକଟ ଆଇଆର୍‌ଇଏଲ୍‌ ଡ୍ରେଜିଙ୍ଗ ଅଞ୍ଚଳରେ ଥିବା ଏକ ଗଭୀର ଖାତରେ ବୁଡି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତବ୍ୟକ୍ତି ଜଣକ ହେଲେ ବାସନାପୁଟି ଗ୍ରାମର ଖଲ୍ଲୀ ନାୟକ…

ଟ୍ରକ୍‌କୁ ପଛରୁ ପିଟିଲା ଟ୍ରକ୍‌, ଗାଡ଼ି ଭିତରେ ଚାପିହେଲେ ଡ୍ରାଇଭର

ପାଟଣା,୨୬।୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନଂ. ମୁମ୍ବାଇ କୋଲକାତା ଜାତୀୟ ରାଜପଥ ଧନୁର୍ଜୟପୁର ନିକଟରେ ମଙ୍ଗଳବାର ଦୁର୍ଘଟଣା ଘଟିଛି। ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌କୁ ପଛରୁ ଆସୁଥିବା ଆଉ ଏକ ଟ୍ରକ୍‌…

ହୋଲିରେ ଅଘଟଣ ବାଇକ୍‌କୁ…

କେନ୍ଦୁଝର,୨୬।୦୩ (ନରେଶଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ଅନ୍ତର୍ଗତ ବାମେବାରି ପୋଲିସ ଷ୍ଟେଶନ ଅଧୀନ କୁଟୁଗାଁ ପଞ୍ଚାୟତ ଚମ୍ପାଡିହି ଗ୍ରାମ ନିକଟରେ ମଙ୍ଗଳବାର ଦୁର୍ଘଟଣା ଘଟିଛି। ଦୁଇଟି ବାଇକ୍‌ ମୁହାଁମୁହିଁ ଧକ୍କା ହୋଇଛନ୍ତି। ଏଥିରେ ୩ ଜଣ ଆହତ ହୋଇଛନ୍ତି।…

ଦୋଳପୂର୍ଣ୍ଣିମା ଯାତ୍ରା ଦେଖି ଫେରୁଥିଲେ ଓଲଟିଲା ଅଟୋ:  ଜଣେ ମୃତ, ୬ ଗୁରୁତର  

ଦଶମନ୍ତପୁର,୨୬।୩ (ଅରବିନ୍ଦ ନାୟକ): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ପିଣ୍ଡାପଦର ପଞ୍ଚାୟତରେ ଏକ ଅଟୋ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ଥ ହୋଇଛି। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୬ ଜଣ ଗୁରୁତର ହୋଇଛନ୍ତି। ଏହା ସହ ୧୦ ଆହତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?