ଆମ ଜିଲା ଖବର

ରାସ୍ତା ପାର୍ଶ୍ୱରେ ବିପଜ୍ଜନକ ଅବସ୍ଥାରେ ଚାଲୁଛି ପରିବା ବଜାର

ବଅଁରପାଳ/ଅନୁଗୋଳ,୨୫ା୩(ଅମିତ କୁମାର ସାମଲ): ବଅଁରପାଳ ବ୍ଲକ କୁଲା଼ଡ ଏଫ୍‌ସିଆଇ ଛକରୁ ନାଲ୍‌କୋ ସିପିପିକୁ ସଂଯୋଗ କରୁଥିବା ରାସ୍ତାର ଉଭୟ ପାଖରେ ଚାଲିଛି ପରିବା ବଜାର। କରୋନା ସମୟରେ ଭିଡ଼ ଏଡ଼ାଇବାକୁ ପ୍ରଶାସନ ପକ୍ଷରୁ ଏଠାରେ ଅସ୍ଥାୟୀ ଭାବେ ପରିବା ବଜାର ପାଇଁ…

ଅଭାବୀ ବିକ୍ରିର ଶିକାର ହେଉଛନ୍ତି ହଳଦୀଚାଷୀ

ଦାରିଙ୍ଗବାଡି,୨୫ା୩ (ଅରୁଣ ସାହୁ)କନ୍ଧମାଳ ହଳଦୀର ଅଭାବି ବିକ୍ରୀ ଏବେ ଚାଷୀଙ୍କୁ ସଂକଟରେ ପକାଇଛି। ଗୋଟିଏ ପଟେ ସାହୁକାର ଋଣ, ଅନ୍ୟପଟେ ଅମଳରେ ହ୍ରାସ ପାଇ ଚାଷୀ ଏବେ ଚିନ୍ତାରେ। ଚଳିତ ଥର ହଳଦୀ ଅମଳରେ ବହୁ ବିଳମ୍ବ ଦେଖାଯାଇଥିବା ବେଳେ ବର୍ଷା…

୧୫ ଦିନ ତଳେ ହୋଇଥିଲା ଉଦ୍‌ଘାଟନ, ଧସିଲା ସେତୁ

ଆଳି,୨୫ା୩ (ବନମାଳୀ ସେନାପତି): ବହୁ ପ୍ରତୀକ୍ଷିତ ପଦନିପାଳ ସେତୁ ଉଦ୍‌ଘାଟନ ହେବାର ୧୫ଦିନ ମଧ୍ୟରେ ସଂଯୋଗୀକରଣ ରାସ୍ତା ସାମାନ୍ୟ ବର୍ଷାରେ ଧୋଇଯାଇଛି। ଫଳରେ ପଞ୍ଚାୟତବାସୀ ପୁନର୍ବାର ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯାଇଛନ୍ତି। ସେତୁ ସଂଯୋଗୀକରଣ ରାସ୍ତା ଧସିବା ଘଟଣାକୁ ନେଇ ଅନେକ…

ମଗାଇଲେ ପତିତପାବନ ବାନା, ଆସିଲା ଭାଜପା ପତାକା

ପୁରୀ,୨୫ା୩(ଅଜିତ୍‌ ମହାନ୍ତି): ଅନ୍‌ଲାଇନ୍‌ରେ ମଗାଇଲେ ପତିତପାବନ ବାନା, କିନ୍ତୁ ଆସିଲା ଭାରତୀୟ ଜନତା ଦଳ (ଭାଜପା)ର ପତାକା। ଫଳରେ ଠକେଇର ଶିକାର ହୋଇଥିବା ନେଇ ଅନ୍‌ଲାଇନ୍‌ ଆପ୍‌ ଆମାଜନ୍‌ ନାଁରେ ପୁରୀ ବାସେଳିସାହିର ଭଗବାନ ମହାପାତ୍ର ଅଭିଯୋଗ ଆଣିଛନ୍ତି। ଏ ସଂକ୍ରାନ୍ତରେ…

ବାଇକ୍‌-ଟ୍ରାକ୍ଟର ମୁହାଁମୁହିଁ: ଜଣେ ଗୁରୁତର

ଦାରିଙ୍ଗବାଡ଼ି,୨୫।୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ିର ଜାତୀୟ ରାଜପଥ ଉପରେ ସୋମବାର ଏକ ଦୁର୍ଘଟଣାରେ ବାଇକ୍‌ ଚାଳକ ମିଲନ ପ୍ରଧାନ ଗୁରୁତର ହୋଇଛନ୍ତି। ତାଙ୍କୁ ସ୍ଥାନୀୟ ଲୋକ ଉଦ୍ଧାର କରି ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇବା ସହ ତାଙ୍କ…

ଭଦ୍ରକ ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଭାବେ ଲଢ଼ିବେ ଅଭିମନ୍ୟୁ

ଭଦ୍ରକ,୨୫।୩(ସନାତନ ରାଉତ): ଭାଜପା ୫ମ ପର୍ଯ୍ୟାୟ ଲୋକସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଓଡ଼ିଶାରେ ୨୧ ଲୋକ ସଭା ଆସନରୁ ୧୮ ଲୋକ ସଭାରେ ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇଛି। ସଂରକ୍ଷିତ ଭଦ୍ରକ ଲୋକ ସଭା ପ୍ରାର୍ଥୀ ଅପରିବର୍ତ୍ତିତ ରହିଛି। ଗତ…

ୟୁଟ୍ୟୁବର ମୋନାଲିସାଙ୍କ ଘରେ ଚଢ଼ାଉ: ମାଙ୍କଡ଼ ସହ ଭିଡିଓ ଶେୟାର କରି ହୋଇଥିଲେ ପ୍ରସିଦ୍ଧ

ଯାଜପୁର ସଦର,୨୫ା୩(ସମର ବିଜୟ ଶରଣ): ବେଆଇନ ଭାବେ ମାଙ୍କଡ଼ ରଖି ସେମାନଙ୍କ ସହ ଫଟୋ ଓ ଭିଡିଓ କରି ସୋସିଆଲ ମିଡିଆରେ ଶେୟାର କରିବା ଚର୍ଚ୍ଚିତ ୟୁଟ୍ୟୁବର ମୋନାଲିସା ଭଦ୍ର ଓ ତାଙ୍କ ସ୍ବାମୀ ବଦ୍ରିନାରାୟଣ ଭଦ୍ରଙ୍କ ପାଇଁ ମହଙ୍ଗା ପଡ଼ିଛି।…

ଭଙ୍ଗା କୁଡ଼ିଆରେ ବିତୁଛି ଜୀବନ

କୋରେଇ,୨୫ା୩(ଚନ୍ଦ୍ରକାନ୍ତ ପତି): ବାସହୀନଙ୍କ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବହୁ ଯୋଜନା କରୁଛନ୍ତି। ଅଥଚ ଏହିସବୁ ଯୋଜନା ଯୋଗ୍ୟ ବ୍ୟକ୍ତିଙ୍କ ପାଖରେ ପହଞ୍ଚିବା ସମ୍ଭବ ହେଉନାହିଁ। ତଳସ୍ତର ନେତାଙ୍କ ରାଜନୈତିକ ଫାଇଦା ଏବଂ ବିରୋଧୀ ଶାସକ ଟଣାଓଟରା ଯୋଗୁ ଏଭଳି…

ଗାଁରେ ଆଉ ଜଳୁନି ଷ୍ଟ୍ରିଟ୍‌ ଲାଇଟ୍‌

କାଏମା,୨୫ା୩(ଶିବପ୍ରସାଦ ମହାନ୍ତି): ଅନ୍ଧକାରରୁ ମୁକ୍ତି ପାଇଁ ଗାଁଗାଁରେ ଲାଗିଥିଲା ଷ୍ଟ୍ରିଟ ଲାଇଟ୍‌। ମାତ୍ର କିଛି ଦିନ ଜଳିବା ପରେ ତାହା ବନ୍ଦ ହୋଇଯାଇଛି। ଅନେକ ଗାଁରେ ଆଉ ଜଳୁନି ଷ୍ଟ୍ରିଟ୍‌ ଲାଇଟ। ଧର୍ମଶାଳା ବ୍ଲକର ଅନେକ ପଞ୍ଚାୟତରେ ଏହି ଘଟଣା ଦେଖିବାକୁ…

ପୁଣି ଖଣିିରୁ ଚୋରି ବଢୁଛି

ଯାଜପୁର/କାଳିଆପାଣି(ହର୍ଷବର୍ଦ୍ଧନ ବେହେରା/ଅସିତ୍‌ ମହାନ୍ତ),୨୫ା୩: ଯାଜପୁର ଜିଲା ସୁକିନ୍ଦା ଖଣି ଅଞ୍ଚଳରେ ପୁଣି କ୍ରୋମାଇଟ ମାଫିଆମାନଙ୍କ ପ୍ରାଦୁର୍ଭାବ ବଢ଼ିବାରେ ଲାଗିଛି। ରବିବାର ଓଡ଼ିଶା ଖଣି ନିଗମର ଦକ୍ଷିଣ କାଳିଆପାଣି ଖଣିରୁ ପଶ୍ଚିମବଙ୍ଗ ପୋଲିସ ଖଣିଜ ପଦାର୍ଥ ଚୋରି କରୁଥିବା ଜଣେ ଅଭିଯୁକ୍ତଙ୍କୁ ଉଠାଇ…

ଭୋଟ୍‌ ଫର୍‌ ମୋଦି ବାର୍ତ୍ତା ନେଇ ତାମିଲନାଡ଼ୁରୁ ଦିଲ୍ଲୀ ଅଭିମୁଖେ ରାଜଲକ୍ଷ୍ମୀ

କଟକ,୨୫।୩(ଶିଳ୍ପା ପ୍ରିୟଦର୍ଶିନୀ): ଭୋଟ ଫର୍‌ ନେଶନ ବାର୍ତ୍ତା ନେଇ ତାମିଲନାଡୁ ମଦୁରାଇରୁ ବାଇକ୍‌ ଯୋଗେ ଦିଲ୍ଲୀ ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି ରାଜଲକ୍ଷ୍ମୀ ମାଣ୍ଡା। ଇତିମଧ୍ୟରେ ସେ ୮ଟି ରାଜ୍ୟ ବୁଲି ସାରିଥିବାବେଳେ ୯ମ ରାଜ୍ୟ ଭାବେ ଓଡ଼ିଶା ଆସିଛନ୍ତି। ଏହି…

ପାଟଣାରେ ଭାଜପା ଖୋଜୁଛି ଦକ୍ଷ ପ୍ରାର୍ଥୀ

କେନ୍ଦୁଝର,୨୫।୩((ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ଅନ୍ୟତମ ବିଧାନସଭା ନିର୍ବାଚନମଣ୍ଡଳୀ ପାଟଣା ବିଜେଡି ହାତରେ ରହିଥିବା ବେଳେ ଯୁବ ବିଧାୟକ ଜଗନ୍ନାଥ ନାୟକଙ୍କୁ ଆଉ ଥରେ ଦଳ ପ୍ରାର୍ଥୀ କରିବା ସମ୍ଭାବନା ରହିଛି। ବିଜେଡି ଛାଡ଼ି କଂଗ୍ରେସରେ ଯୋଗଦେଇଥିବା ୬ ଥରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?