ଆମ ଜିଲା ଖବର

 ଧରାପଡ଼ିଲା ଗଞ୍ଜେଇ ଭର୍ତ୍ତି ଟ୍ରକ: ଡ୍ରାଇଭର ଫେରାର

ବାଲିଗୁଡ଼ା,୧୫।୧୦(ସଞ୍ଜୟ ପାଣିଗ୍ରାହୀ): (୦୩) କନ୍ଧମାଳ ଜିଲା ବାଲିଗୁଡ଼ା ପୋଲିସ ଗଞ୍ଜେଇ ଭର୍ତ୍ତି ଏକ ଟ୍ରକ ଜବତ କରିଛି। ମିଳିଥିବା ସୂଚନା ମୁତାବକ, ପୋଲିସ ପାଟ୍ରୋଲିଂ କରୁଥିବା ବେଳେ ବାଲିଗୁଡ଼ା ଥାନା ଅନ୍ତର୍ଗତ ମୋହନିରି ଘାଟିରେ ଏକ ଟ୍ରକ ଦ୍ରୁତ ଗତିରେ ଯାଉଥିଲା।…

ଯାତ୍ରୀଙ୍କୁ ଧରି ଯାଉଥିବା ଅଟୋ ଓଲଟିଲା

ଦିଗପହଣ୍ଡି,୭।୧୦(ସଞ୍ଜୀବ କୁମାର ପାତ୍ର): (୦୩) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ କଲ୍ୟାଣପୁର ଛକଠାରେ ଏକ ଯାତ୍ରୀବାହୀ ଅଟୋ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ୩ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି…

ଆଶାକର୍ମୀଙ୍କୁ ଦୁର୍ବ୍ୟବହାର ଅଭିଯୋଗ

ହିଞ୍ଜିଳିକାଟୁ,୧୫।୧୦(ଦ୍ବିତୀକୃଷ୍ଣ ପଣ୍ଡା): (୦୩) ଜଣେ ଆଶା କର୍ମୀଙ୍କୁ କାର୍ଯ୍ୟରତ ସମୟରେ ଡାକ୍ତରଖାନାରେ ଦୁର୍ବ୍ୟବହାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତଙ୍କୁ ଗିରଫ ଦାବି କରି ରବିବାର ହିଞ୍ଜିଳିକାଟୁ ବ୍ଲକର ଆଶାକର୍ମୀମାନେ ଥାନାରେ ଧାରଣା ଦେଇଛନ୍ତି। ପୋଲିସ ପକ୍ଷରୁ ଏକ ମାମଲା ରୁଜୁ କରି…

ପାଠ ପଢାଇବେ ଅବସରପ୍ରାପ୍ତ ଶିକ୍ଷକ

ବ୍ରହ୍ମପୁର,୧୫।୧୦(ସ୍ମୃତି ରଞ୍ଜନ ମହାଲିକ): (୦୩) ଗଞ୍ଜାମ ଜିଲାର ବିଭିନ୍ନ ବିଦ୍ୟାଳୟରେ ଶିକ୍ଷକ ପଦବୀ ଖାଲିପଡି ଥିବାରୁ ପାଠ ପଢ଼ା ବ୍ୟାହତ ହୋଇଥିଲା। ଏନେଇ ଅଭିଭାବକ ଛାତ୍ରୀଛାତ୍ରଙ୍କ ଭବିଷ୍ୟତକୁ ନେଇ ଚିନ୍ତା ପ୍ରକଟ କରିଥିଲେ। ଫଳରେ ଶିକ୍ଷକ ପଦବୀ ପୂରଣ ପାଇଁ ଶିକ୍ଷକ…

ଚୋରା କାଠ ଚାଲାଣ, ପିକ୍‌ଅପ୍‌ ଜବତ

ମୋରଡ଼ା,୧୫ା୧୦(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ବ୍ଲକ ତଥା ବେତନଟୀ ରେଞ୍ଜର ବଡ଼ାମପୁର ଫରେଷ୍ଟ ଅଧୀନ ବଡ଼ାମପୁର – ଏକତାଳି ରାସ୍ତାରେ ଭୈରଙ୍ଗୀ ଗ୍ରାମ ନିକଟରୁ ଏକ କାଠଗଣ୍ଡି ଭର୍ତ୍ତି ପିକ୍‌ଅପ୍‌କୁ ଜବତ କରିଛି ବେତନଟୀ ବନବିଭାଗ। ଓଡି-୦୧- ଏକେ ୭୧୦୪…

ଜବତ ଗଞ୍ଜେଇ, ବ୍ରାଉନସୁଗାର ନଷ୍ଟ କରାଗଲା

ବ୍ରହ୍ମପୁର,୧୫ା୧୦(ସୁବାସ ଚନ୍ଦ୍ର ପାଢ଼ୀ(୦୩)): ବ୍ରହ୍ମପୁର ଜିଲା ପୋଲିସ, ଅବକାରୀ ଗୋଇନ୍ଦା ଏବଂ ବ୍ରହ୍ମପୁର ଜିଲା ଅବକାରୀ ବିଭାଗ ପକ୍ଷରୁ ଜବତ ହୋଇଥିବା ୬୩୪୦ କିଲୋ ଗଞ୍ଜେଇ ଏବଂ ୨୬୮ ଗ୍ରାମ୍‌ ବ୍ରାଉନ ସୁଗାର ନଷ୍ଟ କରାଯାଇଛି। କୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଜିଲା…

ଦୁଇଦିନ ହେଲା ନିଖୋଜ ଥିଲେ ଯୁବକ, ଆଜି ମିଳିଲା ମୃତଦେହ

ଚାନ୍ଦବାଲି,୧୫ା୧୦(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଞ୍ଚଳର ଜଣେ ଯୁବକ ଦୁଇଦିନ ହେଲା ନିଖୋଜ ଥିବା ବୋଳେ ରବିବାର ମୃତଦେହ ସାଳନ୍ଦୀ ଶାଖା ନଟିଆ ଜୋରରୁ ଜବତ ହୋଇଛି। ମୃତ ଯୁବକ ଜଣକ ହେଉଛନ୍ତି ଚନ୍ଦବାଲି ବ୍ଳକ ଅନ୍ତର୍ଗତ ମାଧପୁର…

ତିହିଡି  ଛକରୁ ମିଳିଲା ଯୁବକଙ୍କ ମୃତଦେହ

ଭଦ୍ରକ,୧୫।୧୦(ସନାତନ ରାଉତ): ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ଆରଡ଼ି ଛକ ନିକଟରୁ ରବିବାର ସକାଳେ ଜଣେ ଯୁବକଙ୍କ ମୃତଦେହ ଜବତ ହୋଇଛି। ମୃତ ଯୁବକ ତିହିଡି ଗ୍ରାମର ଦୀପକ ଓଝା (୩୦)। ଘଟଣାସ୍ଥଳରୁ ଗ୍ରାମାଞ୍ଚଳ ପୋଲିସ ପହଞ୍ଚି ମୃତ ଦେହ ଉଦ୍ଧାର…

ଚୋରି କଲା ବେଳେ ଦେଖିଦେଲେ ଲୋକେ

ଠାକୁରମୁଣ୍ଡ, ୧୫।୧୦(ତାରାକାନ୍ତ ପଟ୍ଟନାୟକ): ମୟୂରଭଞ୍ଜ ଜିଲା ମହୁଲଡ଼ିହା ଥାନା ଅନ୍ତର୍ଗତ ଜରକ ଗ୍ରାମରେ ଶନିବାର ରାତିରେ ଜଣେ ଚୋରକୁ ଲୋକେ ବାନ୍ଧି ଦେଇଛନ୍ତି। ଏକ ଟ୍ରାକ୍ଟରରୁ ବ୍ୟାଟେରୀ ଚୋରି କରୁଥିବା ସମୟରେ ଜଣେ ଚୋରକୁ ଲୋକେ ଧରି ବିଦ୍ୟୁତ ଖୁଣ୍ଟରେ ବାନ୍ଧି…

ରେଭେନ୍‌ଶାରେ ୧୦୮ଫୁଟର ସ୍ମାରକୀ ପତାକା ପୋଲ୍‌ ଉନ୍ମୋଚିତ

କଟକ ,୧୫।୧୦ (ସୁପ୍ରିୟା ପ୍ରିୟଦର୍ଶିିନୀ ): ଫ୍ଲାଗ୍‌ ଫାଉଣ୍ଡେଶନ ଅଫ୍‌ ଇଣ୍ଡିଆ (ଏଫ୍‌ଏଫ୍‌ଓଆଇ) ପକ୍ଷରୁ ଶନିବାର ରେଭେନ୍‌ଶା ୟୁନିଭର୍ସିଟି ପରିସରରେ ଏକ ୧୦୮ଫୁଟ ସୁଉଚ୍ଚ ସ୍ମାରକୀ ପତାକା ପୋଲ୍‌ ଉନ୍ମୋଚିତ ହୋଇଯାଇଛି। ଏଫ୍‌ଏଫ୍‌ଓଆଇ ସଭାପତି ତଥା ଜିନ୍ଦଲ ଷ୍ଟିଲ୍‌ ଆଣ୍ଡ ପାୱାରର…

ପ୍ରେରଣାର ଉତ୍ସ ପାଲଟିଛନ୍ତି ଶ୍ୟାମସୁନ୍ଦର

ନିଶ୍ଚିନ୍ତକୋଇଲି ,୧୫।୧୦(ଅଶୋକ କୁମାର ମହାପାତ୍ର)ଆଜିର ସମାଜରେ ଉଚ୍ଚ ଶିକ୍ଷତ ଯୁବତୀଯୁବକମାନେ ଚାକିରି ପଛରେ ଗୋଡ଼ାଇଛନ୍ତି। ଚାକିରି ନପାଇ ବେକାର ହୋଇ ଘରେ ହାତବାନ୍ଧି ବସୁଛନ୍ତି। ଏପରିସ୍ଥଳେ ନିଶ୍ଚିନ୍ତକୋଇଲି ବ୍ଲକରେ ଜଣେ ମାଛ ଚାଷୀ ବେକାର ଯୁବତୀ, ଯୁବକ ପାଇଁ ପ୍ରେରଣାର ଉତ୍ସ…

ଖଟିଆରେ ବୁହାହୋଇ ରୋଗୀ ନଦୀପାର

ଭବାନୀପାଟଣା,୧୫।୧୦(ଉତ୍ତମ କୁମାର ଦାଶ)ସ୍ବାଧୀନତାର ସାତ ଦଶନ୍ଧି ପରେ ମଧ୍ୟ କଳାହାଣ୍ଡି ଜିଲାର ଦୁର୍ଗମ ଅଞ୍ଚଳରେ ସବୁ ଦିନିଆ ରାସ୍ତା ଓ ପୋଲ ନ ଥିବାରୁ ବିଭିନ୍ନ ସମୟରେ ଖଟିଆରେ ବୁହାହୋଇ ଡାକ୍ତରଖାନା ଯାଉଛନ୍ତି ରୋଗୀ। ଶନିବାର ଏଭଳି ପୁଣି ଏକ ଦୃଶ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri