‘ବାଘୁଣୀ ଇଚ୍ଛାରେ ବଢ଼େ ବାଘ ବଂଶ’
ବାରିପଦା,୨୩ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ମହାବଳ ବାଘ ସଂଖ୍ୟା ବୃଦ୍ଧି ପାଇବା ନେଇ ପ୍ରାଣୀପ୍ରେମୀଙ୍କ ମଧ୍ୟରେ ଆନନ୍ଦ ପ୍ରକାଶ ପାଇଛି। ଏନ୍ଟିସିଏ ଓ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରକାଶିତ ରିପୋର୍ଟ ଅନୁଯାୟୀ ପୂର୍ବବର୍ଷ ଅପେକ୍ଷା ଚଳିତବର୍ଷ ଶିମିିଳିପାଳରେ…
୧ରୁ ଚନ୍ଦନେଶ୍ୱର ମହାଦେବଙ୍କ ପ୍ରସିଦ୍ଧ ଚୈତ୍ର ଚଡ଼କ ମେଳା
ଭୋଗରାଇ, ୨୩।୩(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସ୍ଥିତ ପୂର୍ବଭାରତର ପ୍ରସିଦ୍ଧ ଶୈବପୀଠ ଚନ୍ଦନେଶ୍ୱର ମହାଦେବଙ୍କ ବିଶ୍ୱପ୍ରସିଦ୍ଧ ଚୈତ୍ର ଚଡ଼କମେଳା ଆସନ୍ତା ୧ରୁ ଶୁଭାରମ୍ଭ ହେଉଛି। ଏଥିନିମନ୍ତେ ଭାଗରାଇ ବ୍ଲକ ସମ୍ମିଳନୀ କକ୍ଷରେ ଜିଲା ପ୍ରଶାସନ, ଟ୍ରଷ୍ଟ ବୋର୍ଡ଼, ସେବାୟତଙ୍କ…
ଶୁଟ୍ ଆଉଟରେ ଜିତିଲା ସୋଆ ବିଶ୍ୱବିଦ୍ୟାଳୟ
ଭୁବନେଶ୍ୱର, ୨୩ା୩(ବିଜୟ ରଣା): ବିଶ୍ୱ ଜଳ ଦିବସ ପାଳନ ଅବସରରେ ୟୁନିସେଫ ଓ ୟୁଥ୍ ଫୋର ଓ୍ବାଟର ପ୍ଲସ୍ର ମଳିତ ସହଯୋଗରେ ଏକ ପ୍ରଦର୍ଶନୀ ମ୍ୟାଚ ଶୁକ୍ରବାର ସ୍ଥାନୀୟ ୟୁନିଟ୍-୧ ସ୍ଥିତ ଭୁବନେଶ୍ୱର ଫୁଟ୍ବଲ ଏକାଡେମୀ ପଡ଼ିଆରେ ଅନୁଷ୍ଠିତ ହୋଇଯାଇଛି। ସୋଆ…
କଟକ ବାଲିଯାତ୍ରାକୁ ବିଶ୍ୱ ସାଂସ୍କୃତିକ ଐତିହ୍ୟ ମାନ୍ୟତା ଦାବି
କଟକ,୨୩ା୩ (କାର୍ତ୍ତିକ ସାହୁ): ଐତିହାସିକ କଟକ ବାଲିଯାତ୍ରାକୁ ଜାତୀୟ ମାନ୍ୟତା ଦାବି ପରେ ଏବେ ଉଠିଛି ବିଶ୍ୱ ସାଂସ୍କୃତିକ ଐତିହ୍ୟ ମାନ୍ୟତା ଦାବି। ବିଶ୍ୱ ସାଂସ୍କୃତିକ ଐତିହ୍ୟ ମାନ୍ୟତା ପ୍ରଦାନ ପ୍ରସଙ୍ଗରେ କଟକ ମହାନଗର ନିଗମ(ସିଏମ୍ସି) ମେୟର ସୁବାସ ସିଂ ଶୁକ୍ରବାର…
ଚିଟ୍ଫଣ୍ଡ ନାଁରେ ୫କୋଟି ଠକେଇ, ମହିଳା ଫେରାର
ରାୟଗଡ଼ା,୨୩ା୩(ଆଶିଷ ରଞ୍ଜନ ପଣ୍ଡା): ବେଆଇନ ଭାବେ ଚାଲିଥିବା ଚିଟ୍ଫଣ୍ଡ ସ୍କିମ୍ ଓ ସୁଧ କାରବାର ଉପରେ କୌଣସି ଅଙ୍କୁଶ ଲଗାଯାଇ ନ ଥିବାରୁ ଦିନକୁ ଦିନ ଏହି ବ୍ୟବସାୟ ବଢ଼ିବାରେ ଲାଗିଛି। ଫଳରେ କିଛି ଖଳ ପ୍ରକୃତିର ଲୋକ ଏହାର ସୁଯୋଗ…
ପ୍ରଭାବ ଦେଖାଇବାକୁ ଆଶାୟୀଙ୍କ କସରତ
ଅମରପାଲି,୨୩ା୩ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବିଧାନସଭା କ୍ଷେତ୍ରରେ ଆଶାୟୀ ପ୍ରାର୍ଥୀମାନେ ଦଳୀୟ ଟିକେଟ ପାଇଁ କସରତ ଆରମ୍ଭ କଲେଣି। ନିଜ ଢଙ୍ଗରେ ଦଳୀୟ ହାଇକମାଣ୍ଡଙ୍କ ନିକଟରେ ନିଜ ଅଞ୍ଚଳରେ ଥିବା ପ୍ରଭାବ ଦେଖାଇବାରେ ଏମାନେ ବ୍ୟସ୍ତ। ବିଜେଡି-ଭାଜପା ମେଣ୍ଟ…
ଏକାଠି ହେଲେ ଧ୍ରୁବ, ଅଂଶୁମାନ
ରାଜନଗର, ୨୩ା୩(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ନିର୍ବାଚନମଣ୍ଡଳୀର ବିଜେଡି ସମନ୍ବୟ ବୈଠକ ଶୁକ୍ରବାର ଭୁବନେଶ୍ୱରସ୍ଥିତ ଶଙ୍ଖ ଭବନରେ ଅନୁଷ୍ଠିତ ହୋଇଯାଇଛି। ପୂର୍ବତନ ବିଧାୟକ ତଥା କେନ୍ଦ୍ରାପଡ଼ା ଜିଲା କଂଗ୍ରେସ କମିଟି ସଭାପତି ଅଂଶୁମାନ ମହାନ୍ତି ଫେବୃଆରୀ ୧୪ରେ କଂଗ୍ରେସରୁ ଇସ୍ତଫା…
ପ୍ରସନ୍ନଙ୍କୁ ରଘୁ ସମର୍ଥକଙ୍କ ବିରୋଧ
ଖୋର୍ଦ୍ଧା,୨୩ା୩ (ପ୍ରଭାତ ପାଣିଗ୍ରାହୀ): ଆଗାମୀ ନିର୍ବାଚନ ପାଇଁ ତାରିଖ ଘୋଷଣା ହେବା ପରେ ରାଜନୈତିକ ଦଳଗୁଡ଼ିକ ମଧ୍ୟରେ ତତ୍ପରତା ପ୍ରକାଶ ପାଇଛି। ଖୋର୍ଦ୍ଧା ଜିଲା ଚିଲିକା ନିର୍ବାଚନମଣ୍ଡଳୀରେ ଶାସକ ଦଳରେ ଆଶାୟୀ ପ୍ରାର୍ଥୀଙ୍କ ମଧ୍ୟରେ ଛକାପଞ୍ଝା ଆରମ୍ଭ ହୋଇଯାଇଛି। ସମସ୍ତେ ନିଜ…
କୁଜଙ୍ଗର ପୂର୍ବତନ ଆର୍ଆଇ ଭିଜିଲାନ୍ସ କୋର୍ଟରେ ଦଣ୍ଡିତ
କଟକ,୨୨ା୩ (କାର୍ତ୍ତିକ ସାହୁ) ଜଗତସିଂହପୁର ଜିଲା କୁଜଙ୍ଗ ସର୍କଲର ଅବସରପ୍ରାପ୍ତ ପୂର୍ବତନ ଆର୍ଆଇ ସୁବାସ ଚନ୍ଦ୍ର ଦାସ କଟକ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ଦଣ୍ଡିତ ହୋଇଛନ୍ତି। ଦାସଙ୍କ ବିରୋଧରେ ରୁଜୁ ଏକ ଲାଞ୍ଚ ମାମଲାର ବିଚାର କରି ଅଦାଲତ ତାଙ୍କୁ ୨…
ଆସୁଛି ନିର୍ବାଚନ: ଭୋଟର ପରିଚୟପତ୍ର ନ ଥିଲେ ବି ଦେଇପାରିବେ ଭୋଟ୍
ଭଦ୍ରକ,୨୨।୩(ସନାତନ ରାଉତ): ଆଗାମୀ ସାଧାରଣ ନିର୍ବାଚନରେ ଭୋଟର ତାଲିକାରେ ନାମ ଥାଇ ଭୋଟର ପରିଚୟପତ୍ର ନ ଥିଲେ ମଧ୍ୟ ଭୋଟ୍ ଦେଇପାରିବେ। ଭଦ୍ରକ ଜିଲାର ୫ ବିଧାନସଭା ଓ ଗୋଟିଏ ଲୋକ ସଭା ଆସନ ପାଇଁ ଆସନ୍ତା ଜୁନ୍ ୧ରେ ମତଦାନ…
କେଜରିୱାଲଙ୍କ ଗିରଫକୁ ଆପ୍ର ବିରୋଧ
ସମ୍ବଲପୁର,୨୨ା୩(ପ୍ରମୋଦ ବହିଦାର): ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ଗୁରବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଗିରଫଦାରୀଙ୍କୁ ଆମ ଆଦ୍ମୀ ପାର୍ଟି (ଆପ୍) ସମ୍ବଲପୁର ଶାଖା ପକ୍ଷରୁ ବିରୋଧ କରାଯାଇଛି। ଏହି ଘଟଣାକୁ ତୀବ୍ର ନିନ୍ଦା କରି ଆପ୍ ଏହାକୁ ଗଣତନ୍ତ୍ରର ହତ୍ୟା…
ସ୍ତ୍ରୀ ହତ୍ୟାକାରୀଙ୍କୁ ଆଜୀବନ ଜେଲ୍
ବ୍ରହ୍ମପୁର,୨୨ା୩(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଦୌରାଜଜ୍ ରୂପଶ୍ରୀ ଚୌଧୁରୀ ଏକ ହତ୍ୟା ମାମଲାର ଶୁଣାଣି କରି ଆବଶ୍ୟକ ସାକ୍ଷ୍ୟ ପ୍ରମାଣ ଥିବାରୁ ସ୍ତ୍ରୀ’ ହତ୍ୟାକାରୀ ସ୍ବାମୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଦୋଷୀ ସାବ୍ୟସ୍ତ ହୋଇଥିବା ସ୍ବାମୀ ନାରାୟଣ ସାହୁ(୪୫)ଙ୍କୁ ଆଜୀବନ…

