ଆମ ଜିଲା ଖବର

କାଶିଆ ନାଳରେ ଭାସୁଛି ପାରାଲିସିସରେ ଆକ୍ରାନ୍ତ ବୃଦ୍ଧାଙ୍କ ମୃତଦେହ 

ପାଟଣା,୨୨।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଚିନାମାଳି ପଶି ଗ୍ରାମର ତଣ୍ଡିଆସାହି କାଶିଆ ନାଳରୁ ଶୁକ୍ରବାର ଜଣେ ୬୩ ବର୍ଷୀୟା ବୃଦ୍ଧାଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି। ବୃଦ୍ଧା ଜଣକ ହେଉଛନ୍ତି ଚିନାମାଳିପଶି ଗ୍ରାମ ମୁଣ୍ଡା ସାହିର ମହେଶ୍ୱର…

ନିର୍ବାଚନକୁ ନେଇ କଂଗ୍ରେସ ଦେଲା ଏହି ୯ ଗ୍ୟାରେଣ୍ଟି

କେନ୍ଦୁଝର,୨୨ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆସନ୍ତା ୨୦୨୪ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସର ୯ଟି ଗ୍ୟାରେଣ୍ଟି ଯୋଜନା ପ୍ରସ୍ତୁତ ହୋଇଛି। ୨୪ ବର୍ଷର ବିଜେଡି ଶାସନ ଓ ୯ ବର୍ଷର ବିଜେଡି-ଭାଜପା ଶାସନରେ ଯାହା ହୋଇନାହିଁ, ଆଜି ତାହା କଂଗ୍ରେସ କରି ଦେଖାଇବ।…

ରାଜନୀତିରୁ ହେଲେ ସଫଳ ଚାଷୀ: ଆକର୍ଷଣ ପାଲଟିଛି ଷ୍ଟ୍ରବେରି ଚାଷ

କୁଚିଣ୍ଡା,୨୨ା୩(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଉପଖଣ୍ଡ ଉପାନ୍ତ ଝାରମାଲ ଗ୍ରାମର ପୂର୍ବତନ ଜିଲା ପରିଷଦ ସଭ୍ୟା ତଥା ଏସ୍‌ଏଚ୍‌ଜି ସଦସ୍ୟା ଲୀନା ମାଝିଙ୍କୁ ଷ୍ଟ୍ରବେରି ଚାଷ ସ୍ବତନ୍ତ୍ର ପରିଚୟ ଦେବା ସହ ସ୍ବାବଲମ୍ବୀ କରାଇଛି। କୁଚିଣ୍ଡା ଉପଖଣ୍ଡ ଲଙ୍କା ମରିଚ,…

ବିଶାଳକାୟ ଗଛ ପଡ଼ି ୨ ପରିବାରର ୯ ଆହତ

ଦାରିଙ୍ଗବାଡ଼ି,୨୨ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ତାଜୁଙ୍ଗିଆ ପଞ୍ଚାୟତ ଅଞ୍ଚଳରେ ଏକ ବଡ଼ ଅଘଟଣ ଘଟିଛି। ଗୁରୁବାର ରାତିରେ ଶୋଇଥିବା ଅବସ୍ଥାରେ ଘର ନିକଟରେ ରହିଥିବା ବିଶାଳକାୟ ଆମ୍ବଗଛ ପଡ଼ି ୨ଟି ଘର ସମ୍ପୂର୍ଣ୍ଣ ନଷ୍ଟ ହୋଇଯିବା…

ଟ୍ରକକୁ ପିଟିଲା ଟ୍ରକ: ଜୀବନ୍ତ ଜଳିଗଲେ ଡ୍ରାଇଭର

ନୂଆପଡ଼ା,୨୨।୩: ନୂଆପଡ଼ା ଜିଲା ସିନାପାଲି ଥାନା ବିଜୁ ଏକ୍ସପ୍ରେସ ୱେ ଚଟିଆଗୁଡ଼ା ଗାଁ ନିକଟରେ ଶୁକ୍ରବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଆଗରେ ଯାଉଥିବା ଏକ ଟ୍ରକଟି ହଠାତ୍‌ ବ୍ରେକ୍‌ ମାରିବାରୁ ପଛରେ ଥିବା ଅନ୍ୟ ଏକ ଟ୍ରକଟି ଭାରସାମ୍ୟ ହରାଇ…

ସିସି କ୍ୟାମେରାରେ କାଦୁଅ ଲଗାଇ କରୁଥିଲେ ବ୍ୟାଙ୍କ ଚୋରି: ସାଇରନ ବାଜିବାରୁ…

ଉମରକୋଟ, ୨୨।୩(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ସହର ମାଁ ପେଣ୍ଡ୍ରାଣୀ ମନ୍ଦିର ନିକଟରେ ଥିବା ଉତ୍କର୍ଷ ସ୍ମଲ୍‌ ଫାଇନାନ୍ସ ବ୍ୟାଙ୍କରେ କିଛି ଦୁର୍ବୁତ୍ତ ଲୁଟ୍‌ ଉଦ୍ୟମ କରିଛନ୍ତି। କିନ୍ତୁ ଏଥିରେ ସେମାନେ ବିଫଳ ହୋଇଛନ୍ତି। ସୂଚନାନୁଯାୟୀ, କେତେଜଣ ଦୁର୍ବୃତ୍ତ ପ୍ରଥମେ…

ଉଠା ପରିବା ବେପାରୀ ପାଇଲେ ନୂଆ ଠିକଣା

ଗଞ୍ଜାମ,୨୨ା୩(ବିଦ୍ୟାଧର ସାହୁ): ଦୀର୍ଘବର୍ଷ ପରେ ଉଠା ପନିପରିବା ବେପାରୀଙ୍କ ସମସ୍ୟା ସମାଧାନ ହୋଇଛି। ଶୁକ୍ରବାର ସେମାନେ ନୂଆ ଠିକଣା ପାଇଛନ୍ତି l ସ୍ଥାୟୀ ସମାଧାନ ଉଠା ଦୋକାନୀଙ୍କୁ ଥଇଥାନ ନିମନ୍ତେ ଦୀର୍ଘଦିନ ହେବ ସାନ ବଜାର ସଂଘ ସଭାପତି ସୁଧୀର କୁମାର…

ଅବଧି ସରିଲା, ପୋଲ ନିର୍ମାଣ ସରିଲାନି

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଆଦିବାସୀ ଅଧ୍ୟୁଷିତ ଥୁଆମୂଳ ରାମପୁର ବ୍ଲକର ଇନ୍ଦ୍ରାବତୀ ଜଳଭଣ୍ଡାର ଜଳବନ୍ଦୀ ଭାବେ ବାସ କରୁଥିବା ପୋଡାପଦର ଗ୍ରାମପଞ୍ଚାୟତର ୧୬ ଏବଂ ମାଳିଗାଁ ପଞ୍ଚାୟତର ଗୋଟିଏ ଏଭଳି ୧୭ଖଣ୍ଡ ଗ୍ରାମବାସୀଙ୍କ ଜୀବନ ଏବେ ଅଭିଶପ୍ତ ପାଲଟିଛି।…

ବସୁଧାରୁ ମିଳୁନି ପାଣି, ଖୋଲାକୂଅ ଭରସା

ନୂଆପଡ଼ା,୨୨।୩(ମକାରୁ ବେମାଲ): ନୂଆପଡା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡା ପଞ୍ଚାୟତ ଗାତିବେଡା ଗାଁରେ ଜଳ ସଙ୍କଟ ଦେଖାଦେଇଥିବା ବେଳେ କୂଅ ପାଣି ଉପରେ ଲୋକେ ନିର୍ଭର କରି ଚଳୁଛନ୍ତି। ସୁନାବେଡା ଅଭୟାରଣ୍ୟ ଭିତରେ ଅବସ୍ଥିତ ଗାତିବେଡା ଗାଁରେ ୩ଟି ପଡା…

ନିର୍ମାଣର ବର୍ଷେ ନ ପୂରୁଣୁ ରାସ୍ତା ଦବିଲା

ଖଇରା,୨୨ା୩(ଉତ୍କଳବନ୍ଧୁ ପଣ୍ଡା): ବିଦ୍ୟାଧରପୁର ଡିଭିଜନ ଅନ୍ତର୍ଗତ ଖଇରା ସବଡିଭିଜନର ଆମ୍ବହତା କେନାଲ ପାର୍ଶ୍ୱ ରାସ୍ତା ନିର୍ମାଣ ହେବାର ବର୍ଷେ ମଧ୍ୟରେ ପୁନଃନିର୍ମାଣ କରାଯିବା ନାମରେ ରାସ୍ତାକୁ ୬ମାସ ହେଲା ଖୋଳି ଛାଡ଼ି ଦିଆଯାଇଛି। ଫଳରେ ଯାତ୍ରୀମାନେ ବିପଦସଂକୁଳ ଅବସ୍ଥାରେ ଯାତାୟତ କରୁଛନ୍ତି।…

ଲୁଚାଚୋରାରେ ଘରୋଇ ଜାଗାରେ ପଡ଼ୁଛି ଅଳିଆ

ଅନୁଗୋଳ, ୨୨ା୩ (ଅମିତ କୁମାର ସାମଲ): ଅନୁଗୋଳ ସହରରୁ ବାହାରୁଥିବା ଆବର୍ଜନା କେଉଁଠାରେ ପକାଯିବ ତାହାକୁ ନେଇ ସୃଷ୍ଟି ହୋଇଥିବା ସମସ୍ୟାର ଏଯାଏ ସମାଧାନ ହୋଇପାରୁ ନାହିଁ। ବିଭିନ୍ନ ଓ୍ବାର୍ଡରୁ ଏ ନେଇ ବିରୋଧ ଉଠିବା ପରେ ପୌରପାଳିକା ପୁଣି ଗଳା…

କପିଳାସ, ବଳରାମ ମନ୍ଦିର ପ୍ରସାଦ ପାଇଁ ଟେଣ୍ଡର ପଡ଼ିଲାନି

ଢେଙ୍କାନାଳ,୨୨ା୩(ରତନ ନାୟାର): ଢେଙ୍କାନାଳ ଜିଲା ତଥା ରାଜ୍ୟର ପ୍ରସିଦ୍ଧ ଶୈବପୀଠ କପିଳାସ ସମେତ ଢେଙ୍କାନାଳ ସହରସ୍ଥିତ ଶ୍ରୀ ସିଦ୍ଧ ବଳରାମଙ୍କ ମନ୍ଦିର ଅବଢ଼ା ତଥା ପ୍ରସାଦ ନିମନ୍ତେ ନିର୍ଦ୍ଧାରିତ ତାରିଖ ସୁଦ୍ଧା କେହି ଟେଣ୍ଡର ପକାଇ ନାହାନ୍ତି। ଗୁରୁବାର ଜିଲା କାର୍ଯ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?