ଲଗାଣ ବର୍ଷା କଲା ବାସହରା
ଜମନକିରା,୪ା୮(ରବୀନ୍ଦ୍ର ପ୍ରସାଦ ଦାନି): ଲଘୁଚାପ ଜନିତ ଲଗାଣ ବର୍ଷାରେ ଜମନକିରା ବ୍ଲକ ଅଞ୍ଚଳରେ ବହୁ ପରିବାର ବାସହରା ହୋଇପଡିଛନ୍ତି। ସୂଚନା ଅନୁଯାୟୀ, ବ୍ଲକ ଅଧୀନ ୨୧ ପଞ୍ଚାୟତରେ ବର୍ଷା ବିତ୍ପାତ ଦେଖାଦେଇଛି। କେଉଁଠି ଚାଷଜମି ବୁଡିରହିଛି ତ ଆଉ କେଉଁଠି ଘରେ…
ଟ୍ରକକୁ ପଛରେ ପିଟିଲା ଟ୍ରକ, ଚାଳକ ଜୀବନ୍ତ ଦଗ୍ଧ
କେନ୍ଦୁଝର,୪।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅଧୀନ କେନ୍ଦୁଆ ଗ୍ରାମ ନିକଟ ୪୯ ନମ୍ବର ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଟ୍ରକ ଚାଳକ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ଫଳରେ ରାସ୍ତାର ଗୋଟିଏ ପାର୍ଶ୍ୱରେ…
ଖୋଲିଲା ହୀରାକୁଦ ଡ୍ୟାମ୍ର ଆଉ ୫ଟି ଗେଟ୍
ସମ୍ବଲପୁର,୪।୮: ହୀରାକୁଦ ଡ୍ୟାମର ଆଉ ୫ଟି ଗେଟ୍ ଶୁକ୍ରବାର ଖୋଲିଛି। ପୂର୍ବରୁ ୨ଗେଟ ଦେଇ ବନ୍ୟା ଜଳ ନିଷ୍କାସିତ ହେଉଥିଲା। ଏବେ ୫ଟି ଗେଟ ଖୋଲିବା ପରେ ୭ଟି ଗେଟ୍ ଦେଇ ଜଳ ନିଷ୍କାସିତ ହେଉଛି। ଗେଟ ଖୋଲାଯିବା ନେଇ ତଳିଅଞ୍ଚଳରେ…
ମଦ ବିକିବା ବେଳେ ଧରାପଡ଼ିଲେ
ଗୋପାଳପୁର,୪ା୮(ନବୀନରାଜ ଆଚାରୀ): ଚୋରା ଦେଶୀ ମଦ ବିକ୍ରି କରୁଥିବା ଅଭିଯୋଗରେ ଗୋଳନ୍ଥରା ଥାନା ପୋଲିସ ଶୁକ୍ରବାର ଜଣେ ଯୁବକକୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ତତଡାପୁଲୀ ଗ୍ରାମର ଏମ. କାମେୟା (୪୫)। ତତଡାପୁଲୀ ଗ୍ରାମରେ କାମେୟା ଗତ…
ଦଶମନ୍ତପୁର ଥାନା ଆଇଆଇସି ନିଲମ୍ବିତ
କୋରାପୁଟ,୪।୮: କୋରାପୁଟ ଜିଲା ଦଶମନ୍ତପୁର ଥାନା ଆଇଆଇସି ଚନ୍ଦ୍ରଭାନୁ ମହାନ୍ତିଙ୍କୁ ନିଲମ୍ବନ କରାଯାଇଛି। ଏକ ଲାଞ୍ଚ ମାମଲାରେ ଗିରଫ ହୋଇଥିବା ଯୋଗୁ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ତାଙ୍କୁ ନିଲମ୍ବନ କରିଛନ୍ତି। ଚନ୍ଦ୍ରଭାନୁ ମହାନ୍ତି ଗତ ମାସ ଜୁଲାଇ ୨୮ ତାରିଖରେ ଗିରଫ…
ଭିଜିଲାନ୍ସ ଜାଲରେ ଆରଆଇ
ଜଗତସିଂହପୁର,୪।୮: ଜଗତସିଂହପୁର ଜିଲା ଏରସମା ତହସିଲର ଗୋଡ଼ା ରାଜସ୍ବ ନିରୀକ୍ଷକ (ଆରଆଇ)ନୃସିଂହ ଚରଣ ରାଉତ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଜମି ମ୍ୟୁଟେସନ ମାମଲାରେ ଜଣେ ବ୍ୟକ୍ତିଙ୍କ ସପକ୍ଷରେ ରିପୋର୍ଟ ଦେବା ପାଇଁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ…
ପିକଅପ୍ ଭ୍ୟାନରୁ ୧୫୫ ଶାଗୁଆନ କାଠ ପଟା ଜବତ
ହିଞ୍ଜିଳିକାଟୁ,୪।୮(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ କଣ୍ଟେଇକୋଳି ଗ୍ରାମ ନିକଟରୁ ବନବିଭାଗ ଭିଜିଲାନ୍ସ ଟିମ୍ ଶୁକ୍ରବାର ଚଢାଉ କରି ୨ଟି ପିକଅପ୍ ଭ୍ୟାନରୁ ୧୫୫ଟି ଶାଗୁଆନ କାଠ ପଟା ଜବତ କରିଛି । ଜବତ କାଠ ପଟାର ମୂଲ୍ୟ ଦେଢ଼…
ବନ୍ୟା ସ୍ଥିତି ସମୀକ୍ଷା କଲେ ଜିଲାପାଳ
ଭଦ୍ରକ,୪।୮(ସନାତନ ରାଉତ): ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବନ୍ଦର ଶୁକ୍ରବାର ଭଦ୍ରକ ଜିଲା ଧାମନଗର ବ୍ଲକର ବନ୍ୟା ସ୍ଥିତି ସମୀକ୍ଷା କରିଛନ୍ତି। ସେ ଗୋବିନ୍ଦପୁର ଏବଂ ବାରସର ପଞ୍ଚାୟତ ଗସ୍ତ କରି ବନ୍ୟା ପ୍ରପୀଡ଼ିତଙ୍କୁ ଭେଟି ସମସ୍ୟା ପଚାରି ବୁଝିଛନ୍ତି। ଏପରିକି ପ୍ରଶାସନ…
ଗଞ୍ଜେଇ ଭର୍ତ୍ତି କାର୍ ଜବତ, ଧରାପଡ଼ିଲେ ୩ ଅଭିଯୁକ୍ତ
ବ୍ରହ୍ମପୁର, ୪।୮(ସୁବାସ ଚନ୍ଦ୍ର ପାଢ଼ୀ): ଅବକାରୀ ଗୋଇନ୍ଦା ଡେପୁଟି କମିଶନର ଡମ୍ବରୁଧର ଖଣ୍ଡାଙ୍କ ନିର୍ଦ୍ଦେଶୟ କ୍ରମେ ଏକ ଟିମ୍ ଶୁକ୍ରବାର ଚଢ଼ାଉ କରି ଗଞ୍ଜେଇ ଭର୍ତ୍ତି ଏକ କାର୍କୁ ଜବତ କରିଛି। କାରରୁ ୨୧୦ କେଜି ଗଞ୍ଜେଇ ଜବତ ହୋଇଥିବା ବିଭାଗ…
ଡ୍ୟାମ୍ ପାଣିରେ ବୁଡ଼ିଲା ୮ ବିସ୍ଥାପିତ ଗାଁ
ଲୋଇସିଂହା,୪।୮(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲାରେ ଗତ ତିନିଦିନ ହେଲା ଲଘୁଚାପ ଜନିତ ବର୍ଷା ତାଣ୍ଡବ ରଚିଛି। ଲୋଇସିଂହା ବ୍ଲକରେ ଗତ ତିନିଦିନରେ ୧୬୩ ମିମି ବର୍ଷା ହୋଇଛି। ଗୁରୁବାର ପୂର୍ବାହ୍ନରୁ ବର୍ଷା ଥମିଛି। ହେଲେ ଉପରମୁଣ୍ଡାରେ ଅତ୍ୟଧିକ ବର୍ଷା ଯୋଗୁ ଲୋୟର…
୨୦ ବର୍ଷ ପରେ ସମ୍ପୂର୍ଣ୍ଣ ମାତ୍ରାରେ କେନାଲରେ ଜଳ ଯୋଗାଣ
ଭବାନୀପାଟଣା,୪।୮(ଉତ୍ତମ କୁମାର ଦାଶ): ଇନ୍ଦ୍ରାବତୀ ଜଳ ବିଦ୍ୟୁତ୍ ପ୍ରକଳ୍ପରୁ ୨୦୦୩ରୁ କେନାଲ ମାଧ୍ୟମରେ ଜଳ ସେଚନ ପ୍ରକିୟା ଆରମ୍ଭ ହୋଇଥିଲା। ପ୍ରଥମ ପର୍ଯ୍ୟାୟରେ କେବଳ ଜିଲାର ଧର୍ମଗଡ ଉପଖଣ୍ଡକୁ ଜଳ ସେଚିତ କରାଯାଉଥିଲା। ତେବେ ଗତ ୨ ବର୍ଷ ତଳେ ଭବାନୀପାଟଣା…
ବିଦ୍ୟାଳୟ ଖୋଲିବା ଦାବିରେ ତେଜିଲା ଆନ୍ଦୋଳନ
ଢେଙ୍କାନାଳ,୪।୮(ରତନ ନାୟାର): ଢେଙ୍କାନାଳ ଜିଲା ସଦର ବ୍ଲକ ବେଲଟିକିରି ଗ୍ରାମ ପଞ୍ଚାୟତ ବନ୍ଧନୂଆଗାଁରେ ୩ ବର୍ଷ ହେଲା ବନ୍ଦ ପଡିଥିବା ପ୍ରାଥମିକ ବିଦ୍ୟାଳୟ ଖୋଲିବା ଦାବିରେ ଶୁକ୍ରବାର ଗ୍ରାମବାସୀ, ଅଭିଭାବକ ଏବଂ ଛାତ୍ରୀଛାତ୍ର ରାସ୍ତା ଅବରୋଧ କରି ଧାରଣାରେ ବସି ଆନ୍ଦୋଳନ…
Archives


