ଆମ ଜିଲା ଖବର

ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଘରୁ ମତଦାନ ପ୍ରକ୍ରିୟା ଆରମ୍ଭ

କୋରାପୁଟ,୫।୫(ଅମିତାଭ ବେହେରା): ମେ’ ୧୩ ତାରିଖରେ ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ଏନେଇ ରବିବାର ଆରମ୍ଭ ହୋଇଯାଇଛି ହୋମ୍‌ ଭୋଟିଂ ପ୍ରକ୍ରିୟା। ବରିଷ୍ଠ ନାଗରିକ, ଦିବ୍ୟାଙ୍ଗ ମତଦାନ କେନ୍ଦ୍ରକୁ ନ ଆସି ଘରୁ ନିଜ ମନ ପସନ୍ଦର ନେତା ବାଛିଛନ୍ତି। ୪ଟି…

କଂଗ୍ରେସ ପ୍ରାର୍ଥୀଙ୍କ ଉପରକୁ ଆକ୍ରମଣ: ମୁଣ୍ଡ ଫଟେଇଦେଲେ ଦୁର୍ବୃତ୍ତ

ପୁରୀ,୫।୫: ପୁରୀ କଂଗ୍ରେସ ପ୍ରାର୍ଥୀ ଉମାବଲ୍ଲଭ ରଥଙ୍କ ଉପରେ ରବିବାର ଅପରାହ୍ନରେ ଆକ୍ରମଣ ହୋଇଛି। ସେ ବସ୍‌ଷ୍ଟାଣ୍ଡରେ ବୁଲୁଥିବା ବେଳେ କିଛି ଦୁର୍ବୃତ୍ତ ତାଙ୍କୁ ଆକ୍ରମଣ କରିଥିବା ଜଣାପଡିଛି। ଉମାବଲ୍ଲଭଙ୍କ ମୁଣ୍ଡ ଫାଟିଥିବା ଓ ମୁହଁରେ ଆଘାତ ସୂଚନା ମିଳିଛି। ଆକ୍ରମଣ…

ପାହାଡ଼ରୁ ଖସିଲା ପଥର: ମାଲ୍‌ବାହୀ ଟ୍ରେନ୍‌ ଲାଇନଚ୍ୟୁତ

କୋରାପୁଟ,୫ା୫(ଅମିତାଭ ବେହେରା ): ଆନ୍ଧ୍ରର ଶିବଲିଙ୍ଗପୁରମ ନିକଟସ୍ଥ ରେଳ ଧାରଣାରେ ପାହାଡ଼ରୁ ପଥର ଖସି ରବିବାର ଭୋର ସମୟରେ ଏକ ମାଲବାହୀ ଟ୍ରେନ୍‌ ଇଞ୍ଜିନ ଲାଇନଚ୍ୟୁତ ହୋଇଛି। ଫଳରେ ମାଲବାହୀ ଟ୍ରେନର ଇଞ୍ଜିନ ଟ୍ରାକ୍‌ରୁ କିଛି ଅଂଶ ଖସିଯାଇଛି। ଟ୍ରାକ ଉପରେ…

ସ୍ତ୍ରୀଙ୍କ ପାଇଁ ପ୍ରଚାର କରୁଛନ୍ତି ସ୍ବାମୀ

କେସିଙ୍ଗା,୫।୫(ତୁମେଶ୍ୱର ସାହୁ): ନର୍ଲା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀନି ମନୋରମା ମହାନ୍ତିଙ୍କ ପାଇଁ ନର୍ଲା ବ୍ଳକ ଉପାଧ୍ୟକ୍ଷ ସ୍ବାମୀ ମୁନା ମହାନ୍ତି ପ୍ରଚାର ପାଇଁ ମଇଦାନକୁ ଓହ୍ଲାଇଛନ୍ତି। ନର୍ଲା ବ୍ଳକରୁ ଦୁଇଥର ଅଧ୍ୟକ୍ଷା ଥିବା ମନୋରମାଙ୍କ ପାଇଁ ଘରକୁ ଘର…

ଗଞ୍ଜେଇ ଜବତ କରିବାକୁ ଯାଇ ହଟହଟା ହେଲା ପୋଲିସ

ବାଲିଗୁଡା,୫।୫: (ସଞ୍ଜୟ କୁମାର ପାଣିଗ୍ରାହୀ): ଆଗକୁ ସାଧାରଣ ନିର୍ବାଚନ ଥିବାରୁ ନିର୍ବାଚନ କମିଶନରଙ୍କ ନିର୍ଦ୍ଦେଶ କ୍ରମେ ପୋଲିସ ନିଶା କାରବାର ରୋକିବାକୁ ବିଭିନ୍ନ ସ୍ଥାନରେ ଚଢାଉ କାର୍ଯ୍ୟ ଜାରୀ ରଖିଛି। ଏପରିସ୍ଥଳେ ରବିବାର ବାଲିଗୁଡା ଥାନା ଅନ୍ତର୍ଗତ ମିଡିଆକିଆ ଗ୍ରାମ ପଞ୍ଚାୟତର…

ବେଆଇନ ମୋରମ ଚୋରାଚାଲାଣ: ଟ୍ରାକ୍ଟର, ଜେସିବି ଜବତ

ଛତ୍ରପୁର,୫।୫(ଦିଲ୍ଲୀପ ସାମଲ): ବେଆଇନ ମୋରମ ଚୋରାଚାଲାଣବେଳେ ଦୁଇ ଟ୍ରାକ୍ଟର ଓ ଗୋଟିଏ ଜେସିବି ଜବତ କରିଛି ମାଇନିଂ ବିଭାଗ। ଛତ୍ରପୁର ଥାନା ଅଧୀନ ସୁନ୍ଦରପୁର ପାହାଡ଼ରୁ ବେଆଇନ ମୋରମ ଚାଲାଣ ହେଉଥିବାବେଳେ ଖବର ପାଇ ମାଇନିଂ ବିଭାଗ ଚଢ଼ାଉ କରିଥିଲା। ସୂଚନାଥାଉ…

ପାଣି ସମସ୍ୟା ପାଇଁ ମୁଖ୍ୟ ରାସ୍ତା ଅବରୋଧ କଲେ ଗ୍ରାମବାସୀ

ଆର,ଉଦୟଗିରି, ୫।୫(ମନୋଜ କୁମାର ପାଢୀ): ପାଣି ପାଇଁ ରାସ୍ତା ରୋକେ କଲେ ଆର,ଉଦୟଗିରି ବ୍ଳକର ଛେଳିଗଡ ଗ୍ରାମବାସୀ। ଗ୍ରାମର ଖ୍ରୀଷ୍ଟିଆନ୍ ସାହି ଲୋକମାନଙ୍କୁ କିଛି ଦିନ ହେବ ଜଳ ଯୋଗାଣରେ ସମସ୍ୟାର ସମାଧାନ ନ ହେବାରୁ ସାହିବାସିନ୍ଦା ରବିବାର ସକାଳ ୬ଟା…

ମହିଳାଙ୍କ ୪୩ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଆତ୍ମସାତ କରି ଦମ୍ପତି ଫେରାର, ପାଟଣା ଥାନାର ଦ୍ୱାରସ୍ଥ ହେଲେ…

ପାଟଣା,୫।୫(ବୀର କିଶୋର ଦାଶ) :କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ ପାଟଣା ପଞ୍ଚାୟତ ମୁଖ୍ୟାଳୟ ଟାଇଁଶିରା ଗ୍ରାମର ୨୩ ଜଣ ମହିଳା ଠକେଇର ଶିକାର ହୋଇଛନ୍ତି। ଉକ୍ତ ଗ୍ରାମର ସନ୍ତୋଷୀ ବେହେରା ଉକ୍ତ ମହିଳାମାନେ ବିଭିନ୍ନ ମାଇକ୍ରୋ ଫାଇନାନ୍ସରୁ ଆତ୍ମନିର୍ଭରଶୀଳ ହେବା…

ବରୀରେ ଦେବାଶିଷ ନାୟକ ହେଲେ କଂଗ୍ରେସ ପ୍ରାର୍ଥୀ

ଭୁବନେଶ୍ୱର, ୫।୫: ରବିବାର ପାଞ୍ଚ ବିଧାନସଭା ଆସନରେ ପ୍ରାର୍ଥୀ ବଦଳିଛି କଂଗ୍ରେସ। ବରୀରେ ଆରତୀ ଦେଓଙ୍କ ସ୍ଥାନରେ ଦେବାଶିଷ ନାୟକଙ୍କୁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ। ଦଳରେ ଯୋଗ ଦେବାର ଗୋଟିଏ ଦିନ ପରେ କଂଗ୍ରେସ ତାଙ୍କୁ ପ୍ରାର୍ଥୀ ଘୋଷଣା କରିଛି।…

ପାରାଦୀପରେ ସୁନାମି ସମ୍ଭାବନା, ଡାକବାଜି ଯନ୍ତ୍ର ଯୋଗେ ସତର୍କ କରାଇଲା ମତ୍ସବିଭାଗ

ପାରାଦୀପ,୫।୫(ଶରତ ରାଉତ): ସମ୍ପ୍ରତି ବଙ୍ଗୋପସାଗରରେ ସମୁଦ୍ର ଅଶାନ୍ତ ହୋଇଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ୫ରୁ ଆସନ୍ତା ୮ ତାରିଖ ମଧ୍ୟରେ ସମୁଦ୍ରରେ ୦.୨ ମିଟରରୁ ୧.୦୫ ମିଟର ପର୍ଯ୍ୟନ୍ତ ଉଚ୍ଚ ଜୁଆର ଆସିପାରେ। ଏହା ସୁନାମି ଭଳି ହେବାର ସମ୍ଭାବନା…

ଆଗାମୀ ୨୫ବର୍ଷର ଯାତ୍ରା ସ୍ଥିର କରିବୁ, ଏମିତି କାହିଁକି କହିଲେ ଜୟଶଙ୍କର

କଟକ,୫।୫: କଟକରେ ପହଞ୍ଚିଛନ୍ତି ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର। ସେଠାରେ ସେ ବୁଦ୍ଧିଜୀବୀଙ୍କ ସମ୍ମିଳନୀରେ ଉଦବୋଧନ ଦେଇଛନ୍ତି। ସେ କହିଛନ୍ତି, ବିକଶିତ ଭାରତ ପାଇଁ ଆମକୁ ବିଶ୍ବବନ୍ଧୁ ହେବା ନିହାତି ଜରୁରୀ। ୧୦ ବର୍ଷରେ ଭାରତର ଭିତ୍ତିଭୂମି ଦୃଢ଼ ହୋଇଛି। ଏହି…

ବୌଦ୍ଧରେ ପାଣ୍ଡିଆନଙ୍କ ମାରାଥନ ପ୍ରଚାର, କହିଲେ-‘ନିର୍ବାଚନ ଆସିଲେ ବିରୋଧୀ ଟୁରିଷ୍ଟ ଭଳି ଆସିବେ’

ବୌଦ୍ଧ, ୫।୫ ( ଅଜିତ କୁମାର ବାରିକ): ସାଧାରଣ ନିର୍ବାଚନ ପାଇଁ ବୌଦ୍ଧ ଜିଲାରେ ତ୍ରିମୁଖି ଲଢାଇ ହେବାକୁ ଯାଉଥିବା ବେଳେ ରବିବାର ୫ଟି ଅଧକ୍ଷ୍ୟ କାର୍ତ୍ତିକ ପାଣ୍ଡିଆନ ବୌଦ୍ଧ ନିର୍ବାଚନ ମଣ୍ଡଳିର ପୁରୁଣାକଟକ ଠାରେ ଦଳ ପାଇଁ ପ୍ରଚାର କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?