ଆମ ଜିଲା ଖବର

ଥାନାରେ ପହଞ୍ଚିଲା ରାସ୍ତା ସମସ୍ୟା

ଗୋଷାଣି, ୨୦।୩ (ପ୍ରଶାନ୍ତ କୁମାର ରାଉତ): ଗଜପତି ଜିଲା ଗୋଷାଣି ବ୍ଲକ ଗୁରାଣ୍ଡି ଗ୍ରାମବାସୀ ରାସ୍ତାଘାଟ ସମସ୍ୟାକୁ ନେଇ ଥାନାର ଦ୍ବାରସ୍ଥ ହୋଇଛନ୍ତି। ପୂର୍ତ୍ତବିଭାଗ ମୁଖ୍ୟ ରାସ୍ତାରେ ଦୀର୍ଘ ଦିନ ହେଲା ଖାଲଖମା ଓ କର୍ଦ୍ଦମାକ୍ତ ଯୋଗୁଁ ଲୋକେ ଯାତାୟାତରେ ନାନାଦି…

୪୦ ଟଙ୍କା ପାଇଁ ଜୀବନ ଗଲା

ଭଦ୍ରକ,୨୦ା୩(ସନାତନ ରାଉତ): ମାତ୍ର ୪୦ ଟଙ୍କା ପାଇଁ ଜଣେ ଗ୍ରାହକଙ୍କ ମାଡ଼ରେ ଦୋକାନୀଙ୍କର ଜୀବନ ଯାଇଛି। ଏପରି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲା ଚରମ୍ପା ଅଞ୍ଚଳରେ। ଭଦ୍ରକ ବ୍ଲକ ସାବରଙ୍ଗ ଥାନା ବଣିଆ ଗ୍ରାମର ବିଜୟ ପଣ୍ଡା ଚରମ୍ପା ପଥରଆଡ଼ିରେ…

ଫେରିଘାଟରେ ଅସୁରକ୍ଷିତ ଯାତ୍ରା

ଚାନ୍ଦବାଲି,୨୦।୩(କିଷାନ ପାତ୍ର): ନଦୀ ନାଳ ଭରା ଚାନ୍ଦବାଲି ବ୍ଲକ ଅଞ୍ଚଳରେ ଗମନାଗମନରେ ବାଧକ ସାଜିଛି ୩ ନଦୀ। ଏହି ୩ ନଦୀର ୬ ଫେରିଘାଟରେ ପ୍ରତିଦିନ ବହୁ ସଂଖ୍ୟକ ଯାତ୍ରୀ ଜୀବନ ସହ ବାଜି ଲଗାଇ ବିପଦପୂର୍ଣ୍ଣ ଭାବେ ନଦୀପାର୍‌ ହେଉଛନ୍ତି।…

ଅଫିମ ବେପାରୀଙ୍କ ପାଇଁ ଅକଳରେ ଆଦିବାସୀ

ବାରିପଦା,୨୦।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଅଫିମ ଚାଷର ପସରା ମେଲିଛି। ଏକର ଏକର ଜମିରେ ଅଫିମ ଚାଷ କରି ମାଲେମାଲେ ହେଉଥିବା ଚାଷୀ ଓ ନିଶା ବେପାରୀଙ୍କ ଟେର୍‌ ପାଉନି ପୋଲିସ କିମ୍ବା ଅବକାରୀ ବିଭାଗ। ଅନ୍ୟପକ୍ଷରେ…

ରାସ୍ତା ନାହିଁ ତ ଭୋଟ ନାହିଁ

କେନ୍ଦୁଝର,୨୦।୩(ଦୀପକ ମିଶ୍ର/ ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦ୍ର ଓ ରାଜ୍ୟ ସରକାର ରାସ୍ତା ଘାଟ ଉନ୍ନତି କରିଥିବା କଥା ପୋଷ୍ଟର,ବ୍ୟାନର ଦ୍ୱାରା ଡିଣ୍ଡିମ ପିଟୁ ଥିବାବେଳେ ବାସ୍ତବପକ୍ଷେ ଏମିତି ବହୁତ ଗ୍ରାମ ଅଛି ଯେଉଁଠିକି ଆଜି ପର୍ଯ୍ୟନ୍ତ ଭଲ ରାସ୍ତାଟିଏ ନାହିଁ।…

ବାଙ୍ଗରାରେ ପାସେଞ୍ଜର ହଲ୍ଟ ନିର୍ମାଣ ନେଇ ସର୍ଭେ ଆରମ୍ଭ

ବାଲେଶ୍ୱର, ୨୦।୩(ମାନସ ବିଶ୍ୱାଳ): ବାଲେଶ୍ୱର ନିକଟସ୍ଥ କୁରୁଡ଼ାର ବାଙ୍ଗରା ଲେଭଲକ୍ରସିଂଠାରୁ ୩ ଶହ ମିଟର ଦୂରରେ ଏକ ପାସେଞ୍ଜର ହଲ୍ଟ ନିର୍ମାଣ ଲାଗି ମଙ୍ଗଳବାର ମଧ୍ୟାହ୍ନରେ ଦକ୍ଷିଣ ପୂର୍ବ ରେଳବାଇର ଡିଆରଏମ୍‌ଙ୍କ ନିର୍ଦ୍ଦେଶରେ ବିଭାଗୀୟ କର୍ମଚାରୀମାନେ ଗ୍ରାଉଣ୍ଡ ଜିରୋରୁ ସର୍ଭେ ଆରମ୍ଭ…

ଅଧାପନ୍ତରିଆ ରାସ୍ତାର ଉଦ୍‌ଘାଟନ

ବାଲେଶ୍ୱର,୨୦।୩(ମାନସ ବିଶ୍ୱାଳ): ବାଲେଶ୍ୱର ସଦର ବ୍ଲକ ଅଧୀନ କଷାଫଳ ପଞ୍ଚାୟତର ଜନସାଧାରଣଙ୍କ ଦୀର୍ଘଦିନର ଦାବି କ୍ରମେ ଦତ୍ତ ଘର ମୁଖ୍ୟରାସ୍ତାଠାରୁ ଗୌରାଙ୍ଗ ଦଳେଇ ଘର ଦେଇ ସାରଙ୍ଗଦେବ ମନ୍ଦିର ପର୍ଯ୍ୟନ୍ତ ୫ କି.ମି. ରାସ୍ତା ନିର୍ମାଣ କାର୍ଯ୍ୟ ଗତ ଡିସେମ୍ବରଠାରୁ ଆରମ୍ଭ…

ଦୁଇ ଦିନ ଧରି ଲାଗି ରହିଛି ବର୍ଷା: ରାସ୍ତାରେ ଜମିରହିଛି ପାଣି

ଭଦ୍ରକ,୨୦।୩(ସନାତନ ରାଉତ): ଭଦ୍ରକରେ ମଙ୍ଗଳବାରଠାରୁ ବର୍ଷା ଲାଗି ରହିଛି। ମଙ୍ଗଳବାର ସକାଳେ ଝିପିଝିପି ବର୍ଷା ହୋଇଥିଲା। ମାତ୍ର ରାତିରେ ପ୍ରବଳରୁ ପ୍ରବଳ ବର୍ଷା ହୋଇଥିଲା। ବୁଧବାର ମଧ୍ୟ ବର୍ଷା ଲାଗି ରହିଛି । ଏ ନେଇ ସହରର ସମସ୍ତ ସାହିବସ୍ତିରେ ରାସ୍ତା…

ଅଧ ରାତିରେ ପଞ୍ଚଲିଙ୍ଗେଶ୍ୱର ମହାଦେବଙ୍କ ହୁଣ୍ଡିବାକ୍ସ କାଟିନେଲେ

ନୀଳଗିରି,୨୦।୩(ପ୍ରଶାନ୍ତ କୁମାର ବିଶ୍ବାଳ): ଦିଅଁ, ଦେବତା, ଠାକୁର ଠାକୁରାଣୀଙ୍କୁ ବି ଭୟ ନାହିଁ। ଉତ୍ତର ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ ନୀଳଗିରି ନିକଟସ୍ଥ ବାବା ପଞ୍ଚଲିଙ୍ଗେଶ୍ୱରଙ୍କର ପୀଠରୁ ମଙ୍ଗଳବାର ରାତିରେ ଚୋରି ହୋଇଛି। ଅଧ ରାତିରେ ପଞ୍ଚଲିଙ୍ଗେଶ୍ୱର ମହାଦେବଙ୍କ ହୁଣ୍ଡିବାକ୍ସକୁ କଟର ମେଶିିନରେ…

ଦାରିଙ୍ଗବାଡ଼ିରେ ପୁଣି ଶୀତର ପ୍ରକୋପ: ନିଆଁ ଲଗାଇ ବସୁଛନ୍ତି ଲୋକେ 

ଦାରିଙ୍ଗବାଡ଼ି,୨୦।୩(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ଅଞ୍ଚଳରେ ପୁଣି ଶୀତର ପ୍ରକୋପ ଦେଖିବାକୁ ମିଳିଛି। ଗତ ୩ ଦିନ ହେଲା ଅଞ୍ଚଳରେ ପାଗ କୋହଲା ରହୁଛି। ବର୍ଷା ଯୋଗୁ ଶୀତର ପ୍ରକୋପ ବୃଦ୍ଧି ପାଇ ହଠାତ ତାପମାତ୍ରା ହ୍ରାସ ଘଟି…

ନାବାଳିକାଙ୍କୁ ବଳାତ୍କାର କରି ନାଟକ ମାଷ୍ଟର ଗଲେ ୨୦ ବର୍ଷ ଜେଲ

ବ୍ରହ୍ମପୁର,୨୦।୩ (ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ ପୋକ୍‌ସୋ ଜଜ୍‌ ଗଣେଶ୍ୱର ପତି ମଙ୍ଗଳବାର ଏକ ବଳାତ୍କାର ମାମଲାରେ ଦୋଷୀଙ୍କୁ ୨୦ବର୍ଷ ଜେଲଦଣ୍ଡ ସହିତ ୧ଲକ୍ଷ ଟଙ୍କା ଜରିମାନା କରିଛନ୍ତି। ଜରିମାନା ଅନାଦାୟ ଅଧିକ ୮ ମାସ କାରାଦଣ୍ଡ ଭୋଗିବାକୁ ଜଜ୍‌ ରାୟରେ…

ଏସ୍‌ସିବିରେ ଅମ୍ବୋଦର ପାଇଲେ ନୂଆ ଜୀବନ

କଟକ,୨୦।୩(ଶିଳ୍ପା ପ୍ରିୟଦର୍ଶିନୀ): କଟକ ଏସ୍‌ସିବି ମେଡିକାଲର କାର୍ଡିଆଥେରିକ୍‌ ଭାସ୍କୁଲାର ସର୍ଜରି ବିଭାଗରେ ମୟୂରଭଞ୍ଜ ଜିଲା ଉଦଳା ଅଞ୍ଚଳର ଅମ୍ବୋଦର ମାରାଣ୍ଡି ନୂଆ ଜୀବନ ପାଇଛନ୍ତି। ରବିବାର ସନ୍ଧ୍ୟାରେ ସେ ମହୁଲ ତୋଳିବା ପାଇଁ ଗଛରେ ଚଢିଥିଲେ। ହଠାତ୍‌ ଗଛର ଡାଳ ଭାଙ୍ଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?