ଆମ ଜିଲା ଖବର

କେନ୍ଦ୍ରାପଡ଼ା ରାଜନୀତିରେ ମହିଳାଙ୍କ ପ୍ରତିନିଧିତ୍ୱ କମ୍‌

କେନ୍ଦ୍ରାପଡ଼ା, ୨୦ା୩ (ଜଗନ୍ନାଥ ଧଳ): ଓଡ଼ିଶାରେ ୧୬ଥର ବିଧାନସଭା ଓ ୧୭ଥର ଲୋକ ସଭା ଆସନ ପାଇଁ ନିର୍ବାଚନ ହୋଇଛି। ତେବେ କେନ୍ଦ୍ରାପଡ଼ା ଜିଲା ରାଜନୀତିରେ ସାଂସଦ ଓ ବିଧାୟିକା ଭାବେ ମହିଳାଙ୍କୁ କମ୍‌ ପ୍ରତିନିଧିତ୍ୱ ମିଳିଛି। ସ୍ବାଧୀନତା ସଂଗ୍ରାମ, କ୍ରୀଡ଼ା,…

କେନ୍ଦ୍ର ସରକାରଙ୍କ ଯୋଜନାର ପ୍ରଚାରକଲେ

ଉମରକୋଟ, ୨୦।୩(ସନ୍ତୋଷ ଶତପଥୀ): ଛତିଶଗଡ଼ ଉପମୁଖ୍ୟମନ୍ତ୍ରୀ ବିଜୟ ଶର୍ମା ମଙ୍ଗଳବାର ଉମରକୋଟ ଗସ୍ତ କରିଥିଲେ। ସେ ପ୍ରଥମେ ସ୍ଥାନୀୟ ଏକ ଚା’ ଦୋକାନରେ ଦଳୀୟ କର୍ମୀଙ୍କ ସହ ଏକାଠି ଚା’ ପିଇଥିଲେ। ସେଠାରୁ ଏକ ହୋଟେଲରେ ବ୍ୟବସାୟୀମାନଙ୍କ ସହ ଆଲୋଚନା କରିଥିଲେ।…

ଏକାଧିକ ଆଶାୟୀ, ଛକାପଞ୍ଝାରେ ସୁନନ୍ଦା-ବିଶ୍ୱରଞ୍ଜନ

ବରୀ,୨୦ା୩ (ମହେନ୍ଦ୍ର ସ୍ବାଇଁ): ଆସନ୍ତା ଜୁନ ୧ରେ ବରୀ ନିର୍ବାଚନମଣ୍ଡଳୀର ବିଧାନସଭା ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ଭାଜପା ଓ ବିଜେଡି ମଧ୍ୟରେ ମେଣ୍ଟ ଚିତ୍ର ଅସ୍ପଷ୍ଟ ରହିଥିବା ବେଳେ ଶାସକ ଦଳରେ ପ୍ରାର୍ଥୀ ହେବା ପାଇଁ ଆଶାୟୀଙ୍କ ସଂଖ୍ୟା…

ଜଙ୍ଗଲ ନିଆଁ ଆୟତ୍ତ କଲେ ଗାଁ ପିଲା

ପାଲଲହଡ଼ା,୨୦ା୩ (ଦିବ୍ୟଜ୍ୟୋତି ଦାଶ): ଖେଳକୁଦ କରିବା ବୟସରେ ୭ ଜଣ ପିଲା ଦେଖାଇଛନ୍ତି ସାହସିକତା। ସଚେତନ ମଣିଷଙ୍କ ପରି ସେମାନେ ବୁଦ୍ଧି ଖଟାଇ ଜଙ୍ଗଲ ନିଅଁାକୁ କରିଛନ୍ତି ଆୟତ୍ତ। ଏଥିପାଇଁ ପଞ୍ଚାୟତ ପକ୍ଷରୁ ସେମାନଙ୍କୁ ସମ୍ମାନିତ କରାଯାଇଛି। ଅନୁଗୋଳ ଜିଲା ପାଲଲହଡ଼ା…

୯ ଜଣଙ୍କୁ ଗୁ୍‌ଡ୍‌ ସ୍ମାରିଟାନ୍‌ରେ ସମ୍ମାନିତ କଲେ ଗଞ୍ଜାମ ଏସ୍‌ପି

ଛତ୍ରପୁର,୧୯ା୩(ସନ୍ତୋଷ ପାଢୀ/ଦିଲ୍ଲୀପ ସାମଲ ): ସଡ଼କ ଦୁର୍ଘଟଣାରେ ଆହତ ବ୍ୟକ୍ତିମାନଙ୍କୁ ଉଦ୍ଧାର କରି ସ୍ଥାନୀୟ ହସ୍ପିଟାଲ ପଠାଇଥିବା ନେଇ ଭୂମିକା ଗ୍ରହଣ କରିଥିବା ବ୍ୟକ୍ତିଙ୍କୁ ପ୍ରଶାସନ ପକ୍ଷରୁ ଗୁଡ୍‌ ସ୍ମାରିଟାନ୍‌ ଭାବେ ସମ୍ମାନିତ କରାଯାଇଥାଏ। ଏହି ପରିପ୍ରେକ୍ଷୀରେ ୯ ଜଣ ବ୍ୟକ୍ତି…

୨ କାର ମୁହାଁମୁହିଁ ଧକ୍କା, ୬ ଗୁରୁତର

କୋଟପାଡ,୧୯ା୩(କେ. ରାଜଶେଖର ରାଓ)-କୋରାପୁଟ ଜ଼ିଲା କୋଟପାଡରେ ମଙ୍ଗଳବାର ଅପରାନ୍ନ ୫ଟାରେ ସହରଠାରୁ ୧୨ କି.ମି. ଦୂର ସର୍ଗିଗୁଡା ପଞ୍ଚାୟତଠାରେ ଦୁଇଟି କାର ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ଏଥିରେ ୬ଜଣ ଗୁରୁତର ହୋଇଛନ୍ତି। କୋଟପାଡ଼ ଅଞ୍ଚଳରୁ ଜୟପୁର ଯାଉଥିବା ଏକ କାର…

ଦୋଳ ମେଳଣରେ ଜୋର୍‌ରେ ବାଜିବ ନାହିଁ ଡିଜେ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା ପରିସରରେ ଦୋଳ ମେଳଣ କମିଟିର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବ୍ଲକର ବିଭିନ୍ନ ସ୍ଥାନରେ ଅନୁଷ୍ଠିତ ହେବାକୁ ଥିବା ଦୋଳ ମେଳଣ ଶାନ୍ତି ଶୃଙ୍ଖଳାର ସହ ସମ୍ପନ୍ନ ହେବା ନେଇ ପୋଲିସ…

ନଡ଼ିଆ ତୋଳିବା ବେଳେ ଚାଲିଗଲା ଜୀବନ

ବାଲିଗୁଡ଼ା,୧୯।୩(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅଧୀନ ତୁମୁଡିବନ୍ଧ ବ୍ଲକ ବେଲଘର ଥାନା ଅଞ୍ଚଳରେ ଏକ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ନଡ଼ିଆ ତୋଳିବା ବେଳେ ଗଛରୁ ଖସିପଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ…

ଯାତ୍ରୀବାହୀ ବସ୍‌କୁ ପିଟିଲା ଲୁହାଛଡ଼ ବୋଝେଇ ପିକ୍‌ଅପ୍‌, ଚାଲିଗଲା ଡ୍ରାଇଭରଙ୍କ ଜୀବନ

ଜି.ଉଦୟଗିରି, ୧୯।୩( ଶିଶିର ପଟ୍ଟନାୟକ): କନ୍ଧମାଳ ଜିଲା କଳିଙ୍ଗା ଜି.ଉଦୟଗିରି ମଧ୍ୟରେ ଥିବା ମାଲାନ ସୁଗା ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ମିନି ବସ ସହ ଲୁହା ଛଡ଼ ବୋଝେଇ ମାକ୍ସ ପିକ୍‌ଅପ୍‌ ଭ୍ୟାନ୍‌ ମୁହାଁମୁହିଁ…

କ୍ଷୁଦ୍ର ଚଳଚ୍ଚିତ୍ର ‘ଦାଦାଜି କା ଥେଲା’ ପାଇଁ ଶିକ୍ଷକ ତରୁଣ କୁମାର ପୁରସ୍କୃତ

କୋରାପୁଟ,୧୯।୩(ଅମିତାଭ ବେହେରା ): ସିଆଇଇଟି, ଏନ୍‌ସିଆର୍‌ଟି ନୂଆ ଦିଲ୍ଲୀ ଦ୍ୱାରା ଆୟୋଜିତ ଅଖିଳ ଭାରତୀୟ ଶିଶୁ ଇ- ଶିକ୍ଷଣ ସାମଗ୍ରୀ ପ୍ରତିଯୋଗିତା ୨୦୨୩-୨୪ରେ ଭାଗ ନେଇ ପିଏମ୍‌ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ କୋରାପୁଟର ଶିକ୍ଷକ ତରୁଣ କୁମାର ଦାଶ ଉଚ୍ଚ ପ୍ରଶଂସିତ…

କପି କରୁଥିଲେ ପରୀକ୍ଷାର୍ଥୀ: ମାଡ଼ି ବସିଲେ ସ୍କ୍ବାଡ

ପାଟଣା,୧୯।୩(ବୀର କିଶୋର ଦାଶ): ଧରଣୀଧର ବିଶ୍ୱବିଦ୍ୟାଳୟ ଦ୍ୱାରା ପରିଚାଳିତ ଯୁକ୍ତ ୩ ବିଜ୍ଞାନ ଏବଂ କଳା ପ୍ରଥମ ବର୍ଷ ଛାତ୍ରୀଛାତ୍ରଙ୍କ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ କେନ୍ଦୁଝର ଜିଲା ପାଟଣା ବ୍ଲକ ଆଞ୍ଚଳିକ ମହାବିଦ୍ୟାଳୟରେ କୋର-୧ ପରୀକ୍ଷା ଚାଲିଥିବାବେଳେ…

ବ୍ଲାକରୋଜ ଜାହାଜ ବୁଡ଼ି ମାମଲା; ହାଇକୋର୍ଟରେ ସିବିଆଇର୍ ସତ୍ୟପାଠ ଦାଖଲ

କଟକ,୧୯।୩ (କାର୍ତ୍ତିକ ସାହୁ) ବ୍ଲାରୋଜ ଜାହାଜ ବୁଡ଼ି ଘଟଣାର ସିବିଆଇ ତଦନ୍ତ ଦାବି ନେଇ ରୁଜୁ ମାମଲାରେ ସିବିଆଇ ପକ୍ଷରୁ ହାଇକୋର୍ଟରେ ମଙ୍ଗଳବାର ସତ୍ୟପାଠ ଦାଖଲ ହୋଇଛି । ଏହି ମାମଲାର ତଦନ୍ତ ଅନୁମତି ପାଇଁ ରାଜ୍ୟ ସରକାରଙ୍କୁ ଦୁଇ ଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?