ଆମ ଜିଲା ଖବର

ଦୁଇ ବନ କର୍ମଚାରୀଙ୍କୁ ବାଜିଥିଲା ଗୁଳି : ଏସସିବି ସର୍ଜରୀ ବିଭାଗରେ ଭର୍ତ୍ତି

କଟକ,୧୯।୩(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲରେ ଗୁରୁତର ହୋଇ ଭର୍ତ୍ତି ହେଲେ ବାଲେଶ୍ୱର ଜିଲାର ଦୁଇ ବନ କର୍ମଚାରୀ । ସୋମବାର ବିଳମ୍ବିତ ରାତିରେ ପଞ୍ଚଲିଙ୍ଗେଶର ଅଭୟାରଣ୍ୟରେ ପାଟ୍ରୋଲିଂ କରିବା ସମୟରେ ଶିକାରୀ ଗୁଳି ଚଳାଇଥିଲେ । ଗୁଳି ଦୁଇ ବନ କର୍ମଚାରୀଙ୍କୁ…

ପରୀକ୍ଷା ଦେବାକୁ ଯାଉଥିଲେ ୨ ଛାତ୍ର: ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ଜୀବନ

ପାପଡ଼ାହାଣ୍ଡି,୧୯।୩(ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି-ନବରଙ୍ଗପୁର ରାସ୍ତା ମୃଗବିହାର ନିକଟରେ ମଙ୍ଗଳବାର ଏକ ଗାଡ଼ି ଧକ୍କାରେ ଜଣେ କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ର ଜଣକ ହେଲେ ନବରଙ୍ଗପୁର କେନ୍ଦ୍ରୀୟ ବିଦ୍ୟାଳୟର ଜି. ଈଶ୍ୱର ରାଓ। ମିଳିଥିବା ସୂଚନା…

ଦୋଳ ପୂର୍ଣ୍ଣିମାରେ ଶ୍ରୀଜିଉଙ୍କ ସୁନାବେଶ

ପୁରୀ,୧୯।୩: ଶ୍ରୀମନ୍ଦିରରେ ଦୋଳ ପୂର୍ଣ୍ଣିମା ପାଇଁ ଛତିଶା ନିଯୋଗ ବୈଠକରେ ନୀତିକାନ୍ତି ଚୂଡାନ୍ତ ହୋଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହୋଇଛି । ଆସନ୍ତା ୨୪ରେ ମେଣ୍ଡାପୋଡ଼ି ଏବଂ ୨୫ରେ ଦୋଳ ପୂର୍ଣ୍ଣିମା ଥିବାରୁ…

ଝାଟିମାଟି ଘରେ ଜୀବନ

ନାକଟିଦେଉଳ,୧୯ା୩(ବୈକୁଣ୍ଠ ନାଥ ସାହୁ): ଗରିବ ଅସହାୟ ପରିବାରକୁ ପକ୍କା ଘର ଯୋଗାଇଦେବାକୁ ସରକାର ଆବାସ ଯୋଜନା ପ୍ରଣୟନ କରିଛନ୍ତି। ଏଥିପାଇଁ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ହେଲେ ସରକାରୀ ଉଦାସୀନାତାରୁ ପ୍ରକୃତ ହିତାଧିକାରୀ ଏହି…

୬ କ୍ଷେତ୍ରରୁ ବିଧାୟକ ହୋଇନାହାନ୍ତି ମହିଳା

ବ୍ରହ୍ମପୁର,୧୯ା୩(ନରସିଂହ ସାହୁ):ଗଞ୍ଜାମ ଜିଲାରେ ୧୩ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ୬ ଆସନରୁ ହୋଇନାହାନ୍ତି ମହିଳା ବିଧାୟକ। ସେଗୁଡ଼ିକ ହେଲା ଛତ୍ରପୁର, ଗୋପାଳପୁର, ପୋଲସରା, ହିଞ୍ଜିଳି, ଦିଗପହଣ୍ଡି ଓ ଭଞ୍ଜନଗର। ଅବଶିଷ୍ଟ ୭ କ୍ଷେତ୍ରରୁ ଅଣକଂଗ୍ରେସ ଓ କଂଗ୍ରେସରୁ ସୁଜ୍ଞାନ କୁମାରୀ ଦେଓ…

ପ୍ରାର୍ଥୀଙ୍କୁ ଛାଡ଼ିନାହିଁ ମେଣ୍ଟଭୟ: ପ୍ରଚାର ଛାଡ଼ି ରାଜଧାନୀରେ ଆଶାୟୀ

କେନ୍ଦୁଝର,୧୯ା୩(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲାରେ ବିଜେଡି ଓ ଭାଜପା ଦଳର ଆଶାୟୀ ପ୍ରାର୍ଥୀଙ୍କ ମେଣ୍ଟଭୟ ଛାଡ଼ିନାହିଁ। ମେଣ୍ଟ ହେଲେ କେଉଁ ସିଟ୍‌ କେଉଁ ଦଳ ଭାଗରେ ପଡ଼ିବ ସେ ଭୟକୁ ନେଇ ବଡ଼ ବଡ଼ ନେତା ଚିନ୍ତାରେ ରହିଥିବା ବେଳେ ମେଣ୍ଟ…

ବିଜେଡିରେ ଅଧିକ ଆଶାୟୀ

ଗମ୍ଭାରୀମୁଣ୍ଡା,୧୯ା୩ (ଦିଲୀପ ସ୍ବାଇଁ):ଆଗାମୀ ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଯାଇଛି। ଖୋର୍ଦ୍ଧା ଜିଲା ଚିଲିକା ବିଧାନସଭା ନିର୍ବାଚନମଣ୍ଡଳୀରେ ଶାସକ ଓ ବିରୋଧୀ ଦଳର ଏକାଧିକ ଆଶାୟୀ ପ୍ରାର୍ଥୀ ଦଳର ମୁଖିଆଙ୍କ ପାଖରେ ତାଙ୍କ କଥା କିଭଳି ପହଞ୍ଚତ୍ବ, ସେଥିନେଇ କସରତ ଚଳାଇଛନ୍ତି।…

ବନ କର୍ମଚାରୀଙ୍କୁ ଗୁଳି ମାରିଲେ ଶିକାରୀ

ନୀଳଗିରି,୧୯।୩ (ପ୍ରଶାନ୍ତ କୁମାର ବିଶ୍ବାଳ): ବନ କର୍ମଚାରୀଙ୍କୁ ଶିକାରୀଙ୍କ ଗୁଳିମାଡ଼। ଏପରି ଏକ ଅଘଟଣ ଗତକାଲି ବିଳମ୍ବିତ ରାତିରେ ବାଲେଶ୍ୱର ଜିଲା ନୀଳଗିରି କୁଲଡିହା ଅଭୟାରଣ୍ୟର ପଞ୍ଚଲିଙ୍ଗେଶ୍ୱର ବିଟ ଅଞ୍ଚଳରେ ଘଟିଛି। ପାଟ୍ରୋଲିଂ ବେଳେ ମୁହାଁମୁହିଁ ହେଲେ ଶିକାରୀ ଓ ବନ…

ବିପଦସଙ୍କୁଳ ଅଚଳ ମୋବାଇଲ ଟାୱାର

ଯାଜପୁରରୋଡ୍‌,୧୯ା୩(ପବିତ୍ର ରଞ୍ଜନ ମହାନ୍ତି):ଯାଜପୁର ଜିଲାର ବିଭିନ୍ନ ଅଞ୍ଚଳରେ ଛତୁ ଫୁଟିଲା ପରି ମୋବାଇଲ ଟାୱାର ନିର୍ମାଣ ହୋଇଛି। ମୋବାଇଲ ଟାୱାର କମ୍ପାନୀଗୁଡ଼ିକ ସେମାନଙ୍କ ସୁବିଧା ଅନୁଯାୟୀ ଲୋକଙ୍କଠାରୁ ଲିଜ ସୂତ୍ରରେ ଘରଛାତ ଏବଂ ଘର ନିକଟରେ ଜମି ନେଇ ସୁଉଚ୍ଚ ଟାୱାର…

୮ କୋଟି ଟଙ୍କାର ରାସ୍ତା ୮ ଦିନରେ ଫାଟିଲା

ଯାଜପୁର,୧୯ା୩(ହର୍ଷବର୍ଦ୍ଧନ ବେହେରା) :ଯାଜପୁର ଜିଲା ଆର୍‌ ଏଣ୍ଡ ବି ଡିଭିଜନ ତଥା ପୂର୍ତ୍ତ ବିଭାଗ ଅଧୀନରେ ୮ କୋଟି ଟଙ୍କାର ରାମବାଗ-ଛତ୍ରପଡା ରାସ୍ତା କାର୍ଯ୍ୟ ୮ ଦିନ ମଧ୍ୟରେ ଫାଟି ଉଠି ଯାଇଛି ା ଏନେଇ ଅଞ୍ଚଳବାସୀଙ୍କ ପକ୍ଷରୁ ଉଦ୍‌ବେଗ ପ୍ରକାଶ…

ନିଯୁକ୍ତି, କ୍ଷତିପୂରଣ ଅପେକ୍ଷାରେ ଜମିହରା

ଯାଜପୁର,୧୯ା୩(ହର୍ଷବର୍ଦ୍ଧନ ବେହେରା) :ରାଜ୍ୟ ସରକାରଙ୍କ ଦ୍ରୁତ ଶିଳ୍ପାୟନ ପ୍ରକ୍ରିୟାରେ ଯାଜପୁର ଜିଲା କଳିଙ୍ଗନଗରରେ ନବେ ଦଶକରୁ ବିପୁଳ ପରିମାଣରେ ସରକାରୀ ଓ ସାଧାରଣ ପ୍ରଜାଙ୍କ ଜମି ଅଧିଗ୍ରହଣ କରାଯାଇଛି । ସେହି ସମୟରେ ସାଧାରଣ ପ୍ରଜାଙ୍କ ଜମିର ମୂଲ୍ୟ କମ ଆକଳନ…

ନାବାଳିକାଙ୍କୁ ବଳାତ୍କାର: ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲ

ଜଗତ୍‌ସିଂହପୁର, ୧୯ା୩(ପ୍ରମୋଦ କୁମାର ନାୟକ):ତିର୍ତ୍ତୋଲ ଥାନା ଅଞ୍ଚଳରେ ୨୦୧୮ରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ ପରେ ଅନ୍ୟ ରାଜ୍ୟରେ ରଖାଯାଇ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଥିଲା। ଏହି ମାମଲାର ରାୟ ସୋମବାର ପ୍ରକାଶ ପାଇଛି। ଏହାର ବିଚାର କରି ଜଗତ୍‌ସିଂହପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?