ଆମ ଜିଲା ଖବର

ବର୍ଷା ପୂର୍ବରୁ ଲୁଣା, କରାଣ୍ଡିଆ ବନ୍ଧ ସୁଦୃଢ଼ ଦାବି

କେନ୍ଦ୍ରାପଡ଼ା,୧୯ା୩ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ଲୁଣା ଓ କରାଣ୍ଡିଆ ଦ୍ୱୀପାଞ୍ଚଳରେ ଥିବା ୧୩ ରାଜସ୍ବ ଗ୍ରାମ ସ୍ବାଧୀନତାର ୭୬ ବର୍ଷ ପରେ ମଧ୍ୟ ଅବହେଳିତ ଅବସ୍ଥାରେ ଅଛି। ସହରଠାରୁ ୧୦ କି.ମି. ଦୂରରେ ଥିବା ଏହି ଦ୍ୱୀପାଞ୍ଚଳରେ ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ,…

୨ ବ୍ୟାଙ୍କରେ ଜମାହେବ ଶ୍ରୀମନ୍ଦିର ପାଣ୍ଠିର ୩୯ କୋଟି ୨୨ ଲକ୍ଷ

ପୁରୀ, ୧୯ା୩(ଅଜିତ୍‌ ମହାନ୍ତି):ଶ୍ରୀମନ୍ଦିର କାର୍ଯ୍ୟାଳୟ ପରିସରରେ ସୋମବାର ଶ୍ରୀମନ୍ଦିର ଅର୍ଥ ସବ୍‌କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଭକ୍ତଙ୍କ ଦାନ ଅର୍ଥ ତଥା ଶ୍ରୀମନ୍ଦିର ପାଣ୍ଠି ଅର୍ଥ ଡିପୋଜିଟ ନେଇ ବୈଠକରେ ବିଡିଂ କରାଯାଇଥିଲା। ଦୁଇଟି ବ୍ୟାଙ୍କ୍‌ରେ ଶ୍ରୀମନ୍ଦିର ଉନ୍ନୟନ ପାଣ୍ଠିର ମୋଟ…

ସୁପ୍ତରୁ ସକ୍ରିୟ ହେଲା କଂଗ୍ରେସ

ସମ୍ବଲପୁର,୧୯ା୩(ପ୍ରମୋଦ ବହିଦାର):ସମ୍ବଲପୁର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ କୌଣସି ଦଳ ପକ୍ଷରୁ ପ୍ରାର୍ଥୀଙ୍କ ନାମ ନିଶ୍ଚିତ ହୋଇ ପାରିନାହିଁ। ତିନି ପ୍ରମୁଖ ଦଳ ବିଜେଡି, ଭାଜପା ଓ କଂଗ୍ରେସ ଦଳରେ ଏକାଧିକ ଟିକେଟ୍‌ ଆଶାୟୀ । ତେବେ ନିର୍ବାଚନୀ ଇସ୍ତାହାର ‘କଂଗ୍ରେସର ଗ୍ୟାରେଣ୍ଟି’କୁ…

ଆମ୍ବକୁ ବିପଦ ରେଡ୍‌ବ୍ୟାଣ୍ଡ୍‌ ପୋକ

ଢେଙ୍କାନାଳ,୧୯ା୩(ରତନ ନାୟାର):ଆମ୍ବ ଚାଷରେ ଢେଙ୍କାନାଳ ଜିଲା ଦେଶରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି। ଜିଲାର ଜଳବାୟୁ ଫଳଚାଷ ପାଇଁ ଉପଯୁକ୍ତ ହୋଇଥିବାରୁ ପ୍ରତିବର୍ଷ ପ୍ରାୟ ୪୦ରୁ ୫୦ ହଜାର ମେଟ୍ରିକ୍‌୍‌ ଟନ ଆମ୍ବ ଢେଙ୍କାନାଳରୁ ଉପତ୍ାଦିତ ହୋଇଥାଏ। ଏହି ଆମ୍ବ ଦିଲ୍ଲୀ,…

ମାଂସ ପାଇଁ ୩ଦିନ ପଡ଼ିରହିଲା ମୃତଦେହ

ବାରିପଦା,୧୯ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ):ଗାଁର ସମସ୍ତଙ୍କ ଭୋଜି ଭାତରେ ସାମିଲ ହେଉଥିଲେ। ହେଲେ ଜାତିଭାଇଙ୍କୁ ନିଜ ବାହାଘର ଭୋଜି ଦେଲେନି। ଏନେଇ ଗାଁ ଲୋକଙ୍କ ସହ ଲାଗି ରହିଥିଲା ତିକ୍ତତା। ଜାତିପ୍ରଥା ଓ ପରମ୍ପରା ଉଲ୍ଲଂଘନ କରିଥିବା ସମ୍ପୃକ୍ତ ଯୁବକଙ୍କ ମା’ଙ୍କ ମୃତ୍ୟୁ…

ରିଲ୍ସ କରୁଥିବାବେଳେ ଧକ୍କା ଦେଲା ଟ୍ରେନ୍‌, ଚାଲିଗଲା ଜୀବନ

ବାଲେଶ୍ୱର,୧୮।୩: (ଜନ୍ମେଜୟ ମିଶ୍ର)-ସୋର ଥାନା ସବିରା ରେଳଷ୍ଟେଶନ ନିକଟରେ ରହଣିଆ ଗ୍ରାମ ନିକଟରେ ଟ୍ରେନ ଲାଇନରେ ଜଣେ ଯୁବକ ଇନଷ୍ଟାଗ୍ରାମରେ ରିଲସ କରୁଥିବା ବେଳେ ଟ୍ରେନ୍‌ ଧକ୍କାରେ ତାଙ୍କର ମୃତ୍ୟୁ ହୋଇଛି। ସେ ହେଲେ ଭଦ୍ରକ ଚରମ୍ପାର ବାଣିତିଆ ଗ୍ରାମର ଅକ୍ଷୟ…

ଗାଁରେ ଚାଲିଥିଲା ଦେହ ବ୍ୟବସାୟ: ଧରାପଡ଼ିଲେ ମହିଳାଙ୍କ ସହ ୪ ଯୁବତୀଯୁବକ

ନୀଳଗିରି,୧୮ା୩(ପ୍ରଶାନ୍ତ କୁମାର ବିଶ୍ବାଳ): ଗାଁ ମଝିରେ ସମସ୍ତଙ୍କ ଅଗୋଚରରେ ଚାଲିଥିଲା ଦେହବ୍ୟବସାୟ। ଗ୍ରାମବାସୀ ଏହା ଜାଣିପାରି ଜଣେ ମହିଳାଙ୍କ ସହ ୪ଜଣ ଯୁବତୀଯୁବକଙ୍କୁ କାବୁ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲା ନୀଳଗିରି ଥାନା କେପିଲାଖରାଜ ପଞ୍ଚାୟତ ମଖାପଦା…

ବ୍ୟାଙ୍କ ଷ୍ଟ୍ରଙ୍ଗ ରୁମ୍‌ କାଟିବାରେ ବିଫଳ, ହତାଶ ହୋଇ ଫେରିଗଲେ ଲୁଟେରା

ବଡ଼ବିଲ,୧୮ା୩(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ପୋଲିସ ସବ୍‌ଡିଭିଜନ୍‌ ଅଫିସରଙ୍କ କାର୍ଯ୍ୟାଳୟରୁ ମାତ୍ର ୧ଶହ ମିଟର ଦୂର ଏଲଆଇସି ବିଲ୍ଡିଂର ତଳ ମହଲାରେ ଥିବା ୟୁକୋ ବ୍ୟାଙ୍କ ବଡ଼ବିଲ ଶାଖାରୁ ଲୁଟ ଉଦ୍ୟମ ହୋଇଛି। ଦୁର୍ବୃତ୍ତ ଷ୍ଟ୍ରଙ୍ଗ ରୁମ୍‌ କାଟିବାରେ ବିଫଳ…

ମା’ ମଝିଘରିଆଣୀ ହୁଣ୍ଡି ଟଙ୍କା ଗଣତି ଶେଷ: ବାହାରିଲା ୮୯ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା

ରାୟଗଡ଼ା,୧୮।୩(ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀ ମନ୍ଦିର ହୁଣ୍ଡି ଟଙ୍କା ଗଣତି ସୋମବାର ଶେଷ ହୋଇଛି। ମା’ ମଝିଘରିଆଣୀଙ୍କ ଚୈତ୍ର ଯାତ୍ରା ପୂର୍ବରୁ ମନ୍ଦିରରେ ଥିବା ୯ଟି ଦାନ ହୁଣ୍ଡି ଖୋଲାଯାଇଥିଲା। ଗଣତି ପରେ ହୁଣ୍ଡିରୁ ନଗଦ…

ଏସ୍‌ସିବିରୁ ଡିସ୍‌ଚାର୍ଜ ହେଲେ ପଦ୍ମଶ୍ରୀ କମଳା ପୂଜାରୀ

କଟକ, ୧୮।୩(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବିରୁ ସୁସ୍ଥ ହୋଇ ସୋମବାର ଡିସ୍‌ଚାର୍ଜ ହୋଇଛନ୍ତି ପଦ୍ମଶ୍ରୀ କମଳା ପୂଜାରୀ । ଗତ ୧୨ ତାରିଖରେ ତାଙ୍କୁ ଚିକିତ୍ସା ଲାଗି ଏସ୍‌ସିବି ମେଡିକାଲର ମେଡିସିନ ବିଭାଗ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କର ସମସ୍ତ ପରୀକ୍ଷା…

ଦୁଇ ବ୍ୟାଙ୍କରେ ପୁରୀ ଶ୍ରୀମନ୍ଦିରର ଡିପୋଜିଟ୍‌‌ ହେଲା ୩୯ କୋଟି ଟଙ୍କା

ଭୁବନେଶ୍ୱର,୧୮।୩: ପୁରୀ ଶ୍ରୀମନ୍ଦିରରକୁ ବିଭିନ୍ନ ସୂତ୍ରରୁ ମିଳିଥିବା ଆର୍ଥିକ ଆୟ ମଧ୍ୟରୁ ୩୯ କୋଟି ୨୧ ଲକ୍ଷ ଟଙ୍କା ପ୍ରଶାସନ ପକ୍ଷରୁ ବ୍ୟାଙ୍କରେ ଜମା କରାଯାଇଛି । ୭ ଦଶମିକ ୮/ଶୂନ ପ୍ରତିଶତ ସୁଧ ହାରରେ କାନାରା ବ୍ୟାଙ୍କରେ ୩୬ କୋଟି…

ପୋଲିସକୁ ଆକ୍ରମଣ ମାମଲା: ଦୁଇ ଜଣଙ୍କୁ କୋର୍ଟ ଚାଲାଣ

ଗୋପାଳପୁର,୧୮।୩(ନବୀନ ରାଜ ଆଚାରୀ): ଜୁଆ ଆଡ୍ଡା ଉପରେ ଚଡାଉବେଳେ ପୋଲିସକୁ ଆକ୍ରମଣ କରିବା ଅଭିଯୋଗରେ ସୋମବାର ଗୋପାଳପୁର ଥାନା ପୋଲିସ ଦୁଇ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ନୋଟିସ ଦେଇ ଛାଡିଥିବା ସୂଚନା ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?