ଆମ ଜିଲା ଖବର

୩ ମାସ ପାଇଁ ବନ୍ଦ ରହିବ ଭିତରକନିକା

ରାଜନଗର,୩ା୫(ଭାସ୍କର ରାଉତରାୟ):ଭିତରକନିକା ଜାତୀୟ ଉଦ୍ୟାନରେ ପ୍ରବାହିତ ନଦୀ ନାଳରେ ବସବାସ କରୁଥିବା ବଉଳା କୁମ୍ଭୀରମାନଙ୍କର ପ୍ରଜନନ ଋତୁ ପାଖେଇ ଆସୁଛି। ଏହାକୁ ଆଖି ଆଗରେ ରଖି ରାଜନଗର ବନ ବିଭାଗ ପକ୍ଷରୁ ଚଳିତମାସ ୧ ତାରିଖଠାରୁ ଜୁଲାଇ ୩୧ ଦୀର୍ଘ ୩…

କଂଗ୍ରେସ ଭୋଟ ସୁରକ୍ଷା ପ୍ରତିମାଙ୍କ ପାଇଁ ବଡ଼ ଚ୍ୟାଲେଞ୍ଜ

ଜଗତ୍‌ସିଂହପୁର,୩ା୫ (ପ୍ରମୋଦ କୁମାର ନାୟକ): ୨୦୨୪ ନିର୍ବାଚନ ନେଇ ପ୍ରମୁଖ ରାଜନୈତିକ ଦଳ ଯଥା ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ରଣନୀତି ପ୍ରସ୍ତୁତ ଚାଲିଛି। ଏହା ଭିତରେ ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ୩ ଦଳ ପ୍ରାର୍ଥୀ ଘୋଷଣା…

ପ୍ରାକୃତିକ ବିପର୍ଯ୍ୟୟ କ୍ଷତି ଆଶଙ୍କାରେ ଜିଲାବାସୀ

କେନ୍ଦ୍ରାପଡ଼ା,୩ା୫(ଜଗନ୍ନାଥ ଧଳ): ସମୁଦ୍ର ତଟବର୍ତ୍ତୀ କେନ୍ଦ୍ରାପଡ଼ା ଜିଲା ପ୍ରାକୃତିକ ବିପର୍ଯ୍ୟୟପ୍ରବଣ ବୋଲି ରାଜ୍ୟ ଓ କେନ୍ଦ୍ର ସରକାର ଚିହ୍ନଟ କରିଛନ୍ତି। ଜିଲାକୁ ବନ୍ୟା, ବାତ୍ୟା ସହ ସୁନାମି ଆଶଙ୍କା ଅଛି। ଏପରିକି ସୁନାମି ପାଇଁ ଏହି ଜିଲାର ୬୪ ଗ୍ରାମ ବିପଦସଙ୍କୁଳ…

ବାଘ, ଭାଲୁଙ୍କ ପାଇଁ କୁଲର

ସମ୍ବଲପୁର,୩ା୫(ପ୍ରମୋଦ ବହିଦାର):ବନ୍ୟପ୍ରାଣୀଙ୍କୁ ପ୍ରବଳ ଗ୍ରୀଷ୍ମ ପ୍ରବାହରୁ ରକ୍ଷା କରିବା ପାଇଁ ସମ୍ବଲପୁର ପ୍ରାଣୀ ଉଦ୍ୟାନରେ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ଗତ ଏକ ସପ୍ତାହ ଧରି ସମ୍ବଲପୁରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଛି। ଏହାକୁ ଦୃଷ୍ଟିରେ ରଖି ଏଠାରେ ରହୁଥିବା ଜୀବମାନଙ୍କୁ…

୨ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ଫେଲ୍‌

ଝୁମ୍ପୁରୀ,୩ା୫(ସରୋଜ ନାୟକ): ଦଶରଥପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ମଙ୍ଗଳପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ଫେଲ୍‌ ମାରିଥିବା ଜଣାପଡ଼ିଛି। ଏହି ଦୁଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା କେମିତି ଅଛି ତାହାର ଏକ ସରଜମିନ ତଦନ୍ତ କରିବାକୁ ଦଶରଥପୁର…

ସରକାରୀ କର୍ମଚାରୀଙ୍କ ମୃତ୍ୟୁ ପରେ ସ୍ତ୍ରୀଙ୍କ ପୋଷ୍ୟ ପୁତ୍ରଙ୍କୁ ମିଳିପାରିବ ଅନୁକମ୍ପାମୂଳକ ନିଯୁକ୍ତି

କଟକ,୨ା୫ (କାର୍ତ୍ତିକ ସାହୁ): ସରକାରୀ କର୍ମଚାରୀଙ୍କ ମୃତ୍ୟୁ ପରେ ସ୍ତ୍ରୀ ଗ୍ରହଣ କରିଥିବା ପୋଷ୍ୟପୁତ୍ରଙ୍କୁ ଅନୁକମ୍ପାମୂଳକ ନିଯୁକ୍ତି ମିଳିପାରିବ ବୋଲି ହାଇକୋର୍ଟ ରାୟ ପ୍ରଦାନ କରିଛନ୍ତି। ଏଥିସହ ମୃତ ସରକାରୀ କର୍ମଚରୀଙ୍କ ସ୍ତ୍ରୀ ପୋଷ୍ୟ ଭାବେ ଗ୍ରହଣ କରିଥିବା ପୁତ୍ରଙ୍କୁ ଅନୁକମ୍ପାମୂଳକ…

ବୀରମିତ୍ରପୁରରେ ପହଞ୍ଚିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତଙ୍କ ଭଉଣୀ

କୁଆଁରମୁଣ୍ଡା,୨।୫(ମହେନ୍ଦ୍ର କୁମାର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭଉଣୀ ତଥା ଜେଏମ୍‌ଏମ ନେତ୍ରୀ ଅଞ୍ଜନୀ ସୋରେନ ଗୁରୁବାର ରାତିରେ ଓଡ଼ିଶାର ବୀରମିତ୍ରପୁରରେ ପହଞ୍ଚିଛନ୍ତି। ଏହି ଅବସରରେ ଜେଏମ୍‌ଏମ୍‌ ନେତା ଏବଂ କର୍ମୀ ତାଙ୍କୁ ସ୍ବାଗତ କରି ପାଛୋଟି ଆଣିଥିଲେ। ଜେଏମ୍‌ଏମ…

ଟ୍ରେନ୍‌ ଉପରେ ଚଢ଼ି ପାରା ମାରୁଥିଲେ: ଲାଗିଲା ବିଦ୍ୟୁତ୍‌ ଆଘାତ

ରାୟଗଡ଼ା,୨।୫(ଆଶିଷ ରଞ୍ଜନ ପଣ୍ଡା)- ଟ୍ରେନ୍‌ ଉପରେ ଚଢ଼ି ପାରା ମାରିବାକୁ ଯାଇ ବିଦ୍ୟୁତ ଆଘାତରେ ୩ ଜଣ ଆହତ ହୋଇଥିବା ସୂଚନା ମିଳିଛି। ରାୟଗଡ଼ା ସହରସ୍ଥିତ କୋଇଲାପଡ଼ା ନିକଟସ୍ଥ ରେଳ ଲାଇନ ନିକଟରେ ଏହି ଦୁର୍ଘଟଣା ଘଟିଛି। ଆହତ ୩ ଜଣ…

ଆଗ ରକ୍ତଦାନ, ପରେ ନାମାଙ୍କନ

ବରଗଡ଼,୨।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ନେଇ ପ୍ରାର୍ଥୀମାନେ ଚିରାଚରିତ ଢଙ୍ଗରେ ପ୍ରାର୍ଥିପତ୍ର ତଥା ନାମାଙ୍କନ ଦାଖଲ କରୁଛନ୍ତି । କିଏ ବିଶାଳ ଶୋଭାଯାତ୍ରା ତ’ ଆଉ କେହି ନିରାଡମ୍ବର ଭାବେ ନିର୍ବାଚନ ଅଧିକାରୀଙ୍କ ପାଖକୁ ପ୍ରାର୍ଥିପତ୍ର ଧରି ଓକିଲଙ୍କ ସହିତ ପହଞ୍ଚୁଛନ୍ତି।…

ଧାର ଟଙ୍କା ମାଗିବାରୁ ଆକ୍ରମଣ

ବ୍ରହ୍ମପୁର,ତା୨ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ସଦର ଥାନା ବାଳକୃଷ୍ଣପୁର ଗ୍ରାମରେ ଧାର ଟଙ୍କା ମାଗିବାରୁ ମମତା ପାତ୍ର ନାମ୍ନୀ ଜଣେ ମହିଳାଙ୍କୁ ଆକ୍ରମଣ କରାଯାଇଛି। ତାଙ୍କ ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା(ନଂ. ୧୭୯/୨୪) ରୁଜୁ କରିଛି। ମମତାଙ୍କଠାରୁ ଗ୍ରାମର…

ବଢୁଛି ଗ୍ରାମବାସୀଙ୍କ ଭୋଟ ବର୍ଜନ ନିଷ୍ପତ୍ତି

ଖଡ଼ିଆଳ,୨ା୫(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ତିଖାଲି ଡ୍ୟାମଠାରୁ ପ୍ରାୟ ୩ କି.ମି. ଦୂରରେ ଥିବା ଚାଷଜମିକୁ ପାଣି ଦିଆଯାଉ ନ ଥିବାରୁ ସାନମହେଶ୍ୱର ଗ୍ରାମବାସୀ ଏକ ବୈଠକ କରି ଭୋଟ ବର୍ଜନ ପାଇଁ ନିଷ୍ପତ୍ତି ନେଇଛନ୍ତି। ୨୦୧୪ରୁ ମନ୍ତ୍ରୀ, ନେତା…

ଏମ୍‌ପି, ବିଧାୟକ ପ୍ରାର୍ଥୀଙ୍କ ପାଇଁ ନିର୍ବାଚନ ପ୍ରଚାର କଲେ ପାଣ୍ଡିଆନ

ଜି.ଉଦୟଗିରି,୨।୫(ଶିଶିର ପଟ୍ଟନାୟକ): ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଗୁରୁବାର ଅପରାହ୍ନରେ ହେଲିକପ୍ଟର ଯୋଗେ ଜି.ଉଦୟଗିରି ଷ୍ଟାଡିୟମ ପଡ଼ିିଆରେ ଅବତରଣ କରି ସେଠାରେ ଅନୁଷ୍ଠିତ ନିର୍ବାଚନୀ ସଭାରେ ଯୋଗ ଦେଇଥିଲେ। ଏହି ଅବସରରେ ଜି.ଉଦୟଗିରି ବିଜେଡି ବିଧାନସଭା ପ୍ରାର୍ଥୀ ସାଲୁଗା ପ୍ରଧାନ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?