ଜାଲ୍ ଶିକ୍ଷକ ନିଯୁକ୍ତି କରି ଟଙ୍କା ଆତ୍ମସାତ୍ ଅଭିଯୋଗ: ନ୍ୟାୟ ପାଇଁ ଥାନାର ଦ୍ୱାରସ୍ଥ ଶିକ୍ଷକ
ନୂଆପଡ଼ା,୪ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି କଲେଜରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜାଲ୍ ଶିକ୍ଷକ ନିଯୁକ୍ତି କରି ଦରମା ଟଙ୍କା ଆତ୍ମସାତ୍ କରିଥିବା ସିନାପାଲି ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ଅନୁସାରେ ସିନାପାଲି ବ୍ଲକ ଗଣ୍ତାବାହାଲି ପଞ୍ଚାୟତ ଉଚ୍ଚ…
ରାତି ହେଲେ ଅବକାରୀ ଥାନା ବନ୍ଦ: ଡିସ୍ପ୍ଲେ ବୋର୍ଡ ଜଳୁଛି, କାର୍ଯ୍ୟାଳୟରେ ତାଲା ଝୁଲୁଛି
ଲୋଇସିଂହା,୪।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଅବକାରୀ ଥାନାରେ ରାତି ସମୟରେ କେହି ଷ୍ଟାଫ ରହୁ ନ ଥିବା ଅଭିଯୋଗ ହେଉଛି ା ବୁଧବାର ସନ୍ଧ୍ୟାରେ କାର୍ଯ୍ୟାଳୟର ଡିସପ୍ଲେ ବୋର୍ଡ ଲାଇଟ ଜଳୁଥିବା ବେଳେ କାର୍ଯ୍ୟାଳୟ ମୁଖ୍ୟ ଦ୍ୱାରରେ ତାଲା ପଡିଥିବା ଦେଖିବାକୁ…
ଜବରଦଖଲରେ ସରକାରୀ ଜମି: ୯ ଏପ୍ରିଲରେ ଡିମାର୍କେଶନ ନିର୍ଦ୍ଧାରିତ
ବଞ୍ଚୋ,୪।୪(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲ ନେଇ ସମସ୍ୟା ଗୁରୁତର ରୂପ ନେଇଥିଲା । ଏହି ଜବରଦଖଲ କାରଣରୁ ରାସ୍ତା ସମ୍ପ୍ରସାରଣ କାମ ବାଧାପ୍ରାପ୍ତ ହେଉଛି ଏବଂ ଆମ୍ବୁଲାନ୍ସ, ଦମକଳ…
ସୌନ୍ଦର୍ଯ୍ୟ ହରାଇଲାଣି ଚିଲଡ୍ରେନ ପାର୍କ: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି
ପଦ୍ମପୁର,୪ା୪(ପ୍ରଦୀପ୍ତ ଦାଶ ):ସହରକୁ ସରସ ସୁନ୍ଦର କରିବା ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏ ସବୁ ନଷ୍ଟ ହେଉଛି। ପଦ୍ମପୁର ସହର ବ୍ଲକ କଲୋନୀ ପାର୍ଶ୍ୱରେ ଥିବା ଏକମାତ୍ର ଚିଲଡ୍ରେନ…
ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…
ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ ଆଶା ଏବେ ବି ଲୋକଙ୍କ ମନରେ ରହିଛି। ହେଲେ ସେହି ପୁଅ ବଞ୍ଚି…
ପ୍ରଶାସନ ଆଖି ଆଗରେ ପ୍ରଦୂଷଣ: ରାସ୍ତାପାର୍ଶ୍ୱ ପାଲଟିଛି ଡମ୍ପିଂ ୟାର୍ଡ
ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ଆଖି ଆଗରେ ପ୍ରଦୂଷଣ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗତ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାରେ ସ୍ତୁପ ଭଳି କୁଢ଼ କୁଢ଼ ମଇଳା, ଆବର୍ଜନା ପଡ଼ି ରହିଛି। ଏପରିକି ବିଭିନ୍ନ ସମୟରେ ସେଠାରେ ଅଗ୍ନି…
ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଥାନାରେ ପହଞ୍ଚିଲେ ଯୁବତୀ
କେନ୍ଦୁଝର,୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବାଲେଶ୍ୱର ଜିଲା ରାଇବଣିଆର ସୌମ୍ୟରଞ୍ଜନ ପାତ୍ର। ସୂଚନା ଅନୁଯାୟୀ, ଢେଙ୍କାନାଳ ଜିଲା କାମାକ୍ଷାନଗରର ଅଞ୍ଚଳର ୨୩…
ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ
ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି। ଏଭଳି ସ୍ଥିତିରେ ଲୋକେ ମୁଣ୍ଡରେ ଗାମୁଛା ଘୋଡ଼ାଇ ଯାଉଥିବା ଦେଖିବାକୁ ମିଳୁଛି। ସେହିପରି…
ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…
ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ସଦର ଥାନାରେ ଏ ନେଇ ଅଭିଯୋଗ ହେବା ପରେ…
କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ
ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି ୧୩ ଦିନରେ ପହଞ୍ଚିଛି। ଗତ ମାସ ୨୨ ତାରିଖରୁ ଆରମ୍ଭ ହୋଇଥିବା ଏହି…
୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…
ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି ଜିଲା ପୋଲିସ। ଏହି ମାମଲାରେ ଜଣେ ମହିଳାଙ୍କ ସମେତ ସମୁଦାୟ ୫ ଜଣ…
କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର
ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି। ପଞ୍ଚାୟତ ଦେଇ ପରଜାବଦପଡ଼ା ଓ ହାତୀବାରି ଯାଉଥିବା ୨ ବସ୍ ରାସ୍ତାରେ ଅଟକି…
Archives


