ଆମ ଜିଲା ଖବର

୭୪୨ କୋଟି ଟଙ୍କା ପ୍ରକଳ୍ପ ଆରମ୍ଭକୁ ଅପେକ୍ଷା: ସ୍ଥାୟୀ ସମାଧାନ ଦାବି

ଦାରିଙ୍ଗବାଡ଼ି, ୨୯।୧୦(ଅରୁଣ ସାହୁ):ଗୋପାଳପୁରରୁ ରାୟପୁରକୁ ସଂଯୋଗ କରୁଥିବା ଜାତୀୟ ରାଜପଥ-୫୯ର ଗାଜଲବାଡ଼ି ଘାଟି ଭୂସ୍ଖଳନପ୍ରବଣ ଅଞ୍ଚଳ ଭାବେ ପରିଚିତ। ୨୦୧୯ରେ ବାତ୍ୟା ‘ଫନି’ ସମୟରେ ଏଠାରେ ବଡ଼ଧରଣର ଭୂସ୍ଖଳନ ହୋଇଥିଲା। ଏହାପରେ ମଧ୍ୟ ବିଭିନ୍ନ ବାତ୍ୟା ଓ ଲଘୁଚାପଜନିତ ବର୍ଷା ସମୟରେ…

ମହାବାତ୍ୟାକୁ ପୂରିଲା ୨୭ ବର୍ଷ: ଏବେବି ଜୀବନ୍ତ ହୋଇ ରହିଯାଇଛି ସେଦିନର କରାଳ ଦୃଶ୍ୟ

ରାଜନଗର,୨୯ା୧୦(ଭାସ୍କର ରାଉତରାୟ): ୧୯୯୯ ଅକ୍ଟୋବର ୨୯ର ମହାବାତ୍ୟା ଉପକୂଳବାସୀଙ୍କ ପାଇଁ ଦୁଃଖର ଦିନାଙ୍କ। ଏହି ଦିନର କାଳରାତ୍ରିରେ ମହାକାଳ ରଚିଥିଲା ମହାପ୍ରଳୟ। ୩୦୦ କିଲୋମିଟର ବେଗରେ ପବନ ସାଙ୍ଗକୁ ୨୫ ଫୁଟ ଉଚ୍ଚର ସମୁଦ୍ର ଜୁଆର ଆସି ଛାରକାର କରିଦେଇଥିଲା ଉପକୂଳର…

ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବ: ଅତ୍ୟାବଶ୍ୟକ ସାମଗ୍ରୀ ସଙ୍କଟ ଆଶଙ୍କା

ଦାରିଙ୍ଗବାଡ଼ି, ୨୯।୧୦ (ଅରୁଣ ସାହୁ): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ି ଅଞ୍ଚଳରେ ଜନଜୀବନ ପ୍ରଭାବିତ ହୋଇଛି। ଅନ୍ୟପଟେ, କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟିକୁ ଉଭୟ ଜିଲା ପ୍ରଶାସନ ପକ୍ଷରୁ ସୋମବାର ଅପରାହ୍ନରୁ ସିଲ…

ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବ: ଗାଁରେ ପଶିଲା ମହେନ୍ଦ୍ରତନୟାର ପାଣି, ଆତଙ୍କିତ ଲୋକେ

ପାରଳାଖେମୁଣ୍ଡି,୨୯।୧୦(ଗିରିଧାରୀ ପରିଛା): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ଗଜପତି ଜିଲାରେ ବର୍ଷାର ପ୍ରକୋପ ଥମିବାର ନାଁ ନେଉନାହିଁ । ଆନ୍ଧ୍ରପ୍ରଦେଶରେ ବାତ୍ୟା ସ୍ଥଳଭାଗ ଛୁଇଁବାର ୩୬ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ବିତିଥିଲେ ମଧ୍ୟ ଏହାର ପ୍ରଭାବରେ ଜିଲାରେ ତିନି ଦିନ ଧରି ଲଗାଣ…

ପୁଣି ଖୋଲିଲା ଘୋଡାହାଡ ଡ଼୍ୟାମର ୨ ଗେଟ୍, ଫାସିଗୁଡ଼ା ଗାଁରେ ପଶିଲା ପାଣି

ଦିଗପହଣ୍ଡି,୨୯ା୧୦(ଅଶେଷ ନାଥ ମିଶ୍ର): ବଙ୍ଗୋପସାଗରରୁ ଘନୀଭୂତ ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ପ୍ରବଳ ବର୍ଷା ଜାରି ରହିଛି । ଏହି କାରଣରୁ ଗଞ୍ଜାମ ଜିଲା ଘୋଡାହାଡ ଡ଼୍ୟାମରୁ ସ୍ପିଲ୍ ୱେ ମୁଖ୍ୟ ଫାଟକର ସମୁଦାୟ ୭ଟି ଗେଟ୍ ମଧ୍ୟରୁ ୨ ଗେଟ୍ ଦେଇ…

ଭଞ୍ଜନଗରରେ ପ୍ରବଳ ବର୍ଷା; ୧୦ ଗ୍ରାମ ଜଳବନ୍ଦୀ, ଉଦ୍ଧାର କାର୍ଯ୍ୟ ତ୍ୱରାନ୍ୱିତ ପାଇଁ ଦାବି

ଭଞ୍ଜନଗର,୨୯।୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଉପଖଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ବନ୍ୟା ପରିସ୍ଥିତି ଗମ୍ଭୀର ହୋଇପଡ଼ିଛି । ଡହ ଜଳଭଣ୍ଡାର ଅଞ୍ଚଳରେ ବୁଧବାର ସନ୍ଧ୍ୟା ୬ଟାରୁ ଗୁରୁବାର ସକାଳ ୬ଟା ମଧ୍ୟରେ ୩୦୫ ମିଲିମିଟର ବର୍ଷା ହୋଇଥିବା ବେଳେ ସୋରଡ଼ା…

ଅର୍ଣ୍ଣବ ପ୍ରଭାବରେ ଫୁଲୁଛି ଋଷିକୁଲ୍ୟା, ରାତିଅଧରେ ସ୍ଥିତି ପରଖିଲେ ଜିଲାପାଳ

ପୁରୁଷୋତ୍ତମପୁର,୨୯।୧୦(ସବିତା ମିଶ୍ର): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ତିନି ଦିନ ଧରି ଲଗାଣ ବର୍ଷା ଓ ପବନରେ ଅସ୍ତବ୍ୟସ୍ତ ହୋଇପଡିଛି ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳ । ଏପଟେ ଋଷିକୁଲ୍ୟା ନଦୀର ଜଳସ୍ତର ବଢ଼ୁଥିବା ବେଳେ ଅନ୍ଯପଟେ ଘୋଡ଼ାହାଡ଼ ଓ ଡହ ଡ୍ୟାମ୍‌ରୁ…

ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବ: କାଲି କନ୍ଧମାଳର ସବୁ ସ୍କୁଲ୍‌ ଛୁଟି ଘୋଷଣା

ଫୁଲବାଣୀ,୨୮ା୧୦: ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ପ୍ରବଳ ବର୍ଷାର ସମ୍ଭାବନାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି। ଆସନ୍ତାକାଲି (ଗୁରୁବାର) ଜିଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ୍‌ଗୁଡ଼ିକୁ ଛୁଟି ଘୋଷଣା କରିଛନ୍ତି କନ୍ଧମାଳ…

କୋଟିଆରୁ ଫେରିବା ବାଟରେ ଧସିଲା ପାହାଡ଼: ଫସି ରହିଛନ୍ତି ୩ ଶିଶୁ ବିକାଶ ସୁପ୍ରଭାଇଜର, ଉଦ୍ଧାର କାର୍ଯ୍ୟ ଜାରି

ପଟ୍ଟାଙ୍ଗି, ୨୮।୧୦(ଶରତ କୁମାର ଧଳ): ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ରେ ପାହାଡ଼ ଧସିବା କାରଣରୁ ଏକ ବଡ଼ ବିପଦ ସୃଷ୍ଟି ହୋଇଛି। କୋଟିଆ ପଞ୍ଚାୟତରେ ନିଜର ସରକାରୀ କାର୍ଯ୍ୟ ସାରି ଫେରୁଥିବା ସମୟରେ ହଠାତ୍ ପାହାଡ଼ ଧସିଯିବାରୁ…

ମହାକାଳପଡ଼ା ବାୟା ବାବା କଲେଜ: ସୌମ୍ୟଜିତ ସଭାପତି, ସମ୍ପୂର୍ଣ୍ଣା ସମ୍ପାଦିକା ଭାବେ ଶପଥ ନେଲେ

ମହାକାଳପଡ଼ା, ୨୮।୧୦(ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ସଦର ମହକୁମାସ୍ଥିତ ଶ୍ରୀ ଶ୍ରୀ ବାୟା ବାବା କଲେଜର ଛାତ୍ର ସଂସଦ ନିର୍ବାଚିତ ପ୍ରତିନିଧିମାନଙ୍କ ଶପଥ ଗ୍ରହଣ ଉତ୍ସବ ବୁଧବାର କଲେଜ ସଭାଗୃହଠାରେ ଆଡ଼ମ୍ବରପୂର୍ଣ୍ଣ ପରିବେଶରେ ଅନୁଷ୍ଠିତ ହୋଇଯାଇଛି। ଶପଥ ଗ୍ରହଣ…

ଭଞ୍ଜନଗରରେ ଟଳିଲା ବାତ୍ୟା ଆଶଙ୍କା: କମୁଛି ନଦୀର ଜଳସ୍ତର, ଡ୍ୟାମ୍‌ରୁ ଜଳ ନିଷ୍କାସନ ବନ୍ଦ

ଭଞ୍ଜନଗର, ୨୮।୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଉପଖଣ୍ଡରେ ସମ୍ଭାବ୍ୟ ବାତ୍ୟା ଆଶଙ୍କା ଟଳିଯାଇଛି। ବୁଧବାର ସନ୍ଧ୍ୟା ସୁଦ୍ଧା ମିଳିଥିବା ସୂଚନା ଅନୁଯାୟୀ, ଆକାଶ ମେଘମୁକ୍ତ ହେବା ସହ କୌଣସି ଅଞ୍ଚଳରେ ବଡ଼ଧରଣର କ୍ଷୟକ୍ଷତି ହୋଇନାହିଁ। ତେବେ ସୋରଡ଼ା ଅଞ୍ଚଳରେ ଏକ…

ପଣ୍ଡିତରାୟ ସାହି ଜୁଆ ଆଡ୍ଡା ଉପରେ ପୋଲିସର ଅତର୍କିତ ଚଢ଼ାଉ: ୧୧ ଜୁଆଡ଼ି ଗିରଫ, ଅନ୍ଧାରର ସୁଯୋଗ ନେଇ…

ଦିଗପହଣ୍ଡି/ଚିକିଟି, ୨୮।୧୦(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ପଣ୍ଡିତରାୟ ସାହିରେ ଚାଲିଥିବା ଜୁଆ ଆଡ୍ଡା ଉପରେ ଚିକିଟି ଫାଣ୍ଡି ପୋଲିସ୍ ଅତର୍କିତ ଚଢ଼ାଉ କରି ୧୧ ଜଣ ଜୁଆଡ଼ିଙ୍କୁ ଗିରଫ କରିଛି। ଚଢ଼ାଉ ସମୟରେ ଜୁଆଡ଼ିଙ୍କ ନିକଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?