ଆମ ଜିଲା ଖବର

ତେଲକୋଇ ଆସନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ କଲେ ଭାଜପା ପ୍ରାର୍ଥୀ ଫକୀର ନାଏକ

କେନ୍ଦୁଝର,୨।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ମେ’ ୨୦ରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ପରିପ୍ରେକ୍ଷୀରେ ନିର୍ବାଚନ ଲାଗି ନାମାଙ୍କନ ପ୍ରକ୍ରିୟା ଶେଷ ହେବାକୁ ଆଉ ଗୋଟିଏ ଦିନ ବାକି ରହିଛି। ତେଲକୋଇ ବିଧାନସଭା ନିର୍ବାଚନମଣ୍ଡଳୀ ସଂରକ୍ଷିତ ଆସନ ପାଇଁ ଭାଜପା ବିଧାୟକ…

ଟିକେଟ୍‌ ରେସ୍‌ରେ ବାଜିମାରିଲେ ସୁକାନ୍ତ

ନୀଳଗିରି,୨।୫(ପ୍ରଶାନ୍ତ କୁମାର ବିଶ୍ବାଳ):ସବୁ କଳ୍ପନାଜଳ୍ପନାର ଅନ୍ତ ଘଟି ବିଜୁଜନତା ଦଳ ନୀଳଗିରି ଆସନ ପାଇଁ ଟିକେଟ ଘୋଷଣା କରିଛି। ଶେଷରେ ବିଧାୟକ ସୁକାନ୍ତ ନାୟକଙ୍କ ଉପରେ ଭରଷା କରିଛନ୍ତି ବିଜେଡ଼ି ସୁପ୍ରିମୋ। ଦୀର୍ଘଦିନ ଧରି ଉକ୍ତ ଆସନ ପାଇଁ ଦଳର ଦୁଇ…

ପ୍ରାର୍ଥିପତ୍ର ଦାଖଲ କଲେ ପରିଣୀତା ମିଶ୍ର

ବରଗଡ଼,୨।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଲୋକସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ବିଜେଡି ପ୍ରାର୍ଥିନୀ ପରିଣୀତା ମିଶ୍ର ଗୁରୁବାର ନାମାଙ୍କନ ଦାଖଲ କରିଛନ୍ତି । ଏହି ଅବସରରେ ସେ ଦଳୀୟ ସମର୍ଥକଙ୍କ ଗହଣରେ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ଜିଲାପାଳଙ୍କ ଅଫିସକୁ…

ଭଟଲି ଆସନ ପାଇଁ ନାମାଙ୍କନ ଭରିଲେ ବ୍ରହ୍ମାନନ୍ଦ ମହାକୁଡ଼

ବରଗଡ଼,୨ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା କଂଗ୍ରେସ ପ୍ରାର୍ଥୀ ବ୍ରହ୍ମାନନ୍ଦ ମହାକୁଡ଼ ଗୁରୁବାର ନାମାଙ୍କନ ଦାଖଲ କରିଛନ୍ତି। ଏହି ଅବସରରେ ସେ ଦଳୀୟ ସମର୍ଥକଙ୍କ ଗହଣରେ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ବରଗଡ଼…

”ମୁଁ ନବୀନ ପଟ୍ଟନାୟକଙ୍କ ମହାନ ମୂଲ୍ୟବୋଧର ଉତ୍ତରାଧିକାରୀ”: କାର୍ତ୍ତିକ ପାଣ୍ଡିଆନ୍

ଭୁବନେଶ୍ୱର,୨ା୫: ଓଡ଼ିଶାରେ ତୀବ୍ର ରାଜନୈତିକ ମାହୋଲ ମଧ୍ୟରେ ବଡ଼ ବୟାନ ଦେଇଛନ୍ତି ବିଜେଡି ନେତା ତଥା ଫାଇଭ ଟି ଅଧ୍ୟକ୍ଷ ଏବଂ ନବୀନ ଓଡ଼ିଶା ଚେୟାରମ୍ୟାନ କାର୍ତ୍ତିକ ପାଣ୍ଡିଆନ। ଗୁରୁବାର ଖବର ସରବରାହ ସଂସ୍ଥା ପିଟିଆଇକୁ ଏକ ସାକ୍ଷାତକାର ଦେଇ ପାଣ୍ଡିଆନ…

ଅତାବିରା ଆସନ ନାମାଙ୍କନ ଭରିଲେ ନିହାର ରଞ୍ଜନ

ବରଗଡ଼,୨।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଭାଜପା ପ୍ରାର୍ଥୀ ନିହାର ରଞ୍ଜନ ମହାନନ୍ଦ ଗୁରୁବାର ନାମାଙ୍କନ ଦାଖଲ କରିଛନ୍ତି। ଏହି ଅବସରରେ ସେ ଦଳୀୟ ସମର୍ଥକଙ୍କ ଗହଣରେ ଏକ ବିଶାଳ ଶୋଭାଯାତ୍ରାରେ ବାହାରି…

ନାମାଙ୍କନପତ୍ର ଦାଖଲ କଲେ ଦେବେଶ

ବରଗଡ଼,୨ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବରଗଡ଼ ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ବିଜେଡି ପ୍ରାର୍ଥୀ ଦେବେଶ ଆଚାର୍ଯ୍ୟ ଗୁରୁବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ସେ ଦଳୀୟ ସମର୍ଥକଙ୍କ ଗହଣରେ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ବରଗଡ଼…

ନାମାଙ୍କନପତ୍ର ଦାଖଲ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର,୨ା୫: ସମ୍ବଲପୁର ଲୋକସଭା ଆସନ ଲାଗି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସମର୍ଥକଙ୍କ ଗହଣରେ ବିରାଟ ଶୋଭାଯାତ୍ରାରେ ସହର ପରିକ୍ରମା କରିବା ପରେ ନାମାଙ୍କନ ଭରିଛନ୍ତି। ଦୁଇ ଦିନ ପୂର୍ବରୁ ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ ସମ୍ବଲପୁର…

ଆସିକା ଲୋକ ସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କଲେ ରଞ୍ଜିତା

ଛତ୍ରପୁର,୨ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ନାମାଙ୍କନପତ୍ର ଦାଖଲର ୫ମ ଦିନରେ ଆସିକା ଲୋକ ସଭା ଆସନ ନିମନ୍ତେ ବିଜୁ ଜନତା ଦଳର ଏମ୍‌ପି ପ୍ରାର୍ଥିନୀ ରଞ୍ଜିତା ସାହୁ ଗୁରୁବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ହଜାର ହଜାର ସମର୍ଥକଙ୍କ ସହ ବିରାଟ ଶୋଭାଯାତ୍ରାରେ…

କାମ ଦେଲାନି ଚାପ, ସମୀର ଦାସ ନିରାଶ

ଭୁବନେଶ୍ୱର,୨ା୫: ନିରାଶ ହେଲେ ସମୀର, ଶେଷ ପର୍ଯ୍ୟାୟ ଟିକେଟ ଘୋଷଣା ପରେ ମଧ୍ୟ ବଦଳିଲାଣି ଭାଗ୍ୟ। ଯେତେ କୌଶଳ ଆପଣାଇ ଚାପ ପଳେଇଲେ ମଧ୍ୟ ବିଜେଡି ସୁପ୍ରିମୋଙ୍କ ଉପରେ କୌଣସି ପ୍ରଭାବ ପଡ଼ିନାହିଁ। ନିମାପଡ଼ାରୁ ଟିକେଟ କାଟିବା ପରେ ସମୀର ନିଜର…

ବିଜେଡି ଛାଡ଼ିଲେ ଅନୁଭବ ପଟ୍ଟନାୟକ

ଭୁବନେଶ୍ୱର,୨ା୫: ଗୁରୁବାର ବିଜେଡି ଛାଡ଼ିଛନ୍ତି ଅନୁଭବ ପଟ୍ଟନାୟକ। ସେ ଆଜି ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଅନୁଭବ ଖଣ୍ଡପଡ଼ାରୁ ପ୍ରାର୍ଥୀ ହେବା ନେଇ ଟିକେଟ୍‌ ଆଶାୟୀ ଥିଲେ। ମାତ୍ର ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି…

ମାରାଥନ ପ୍ରଚାର କଲେ ବିଧାନସଭା ପ୍ରାର୍ଥିନୀ ଲଳିତା ନାଏକ

କେସିଙ୍ଗା,୨ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୩ଟି ପଞ୍ଚାୟତରେ ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଧାୟିକା ପ୍ରାର୍ଥିନୀ ଲଳିତା ନାଏକ ଗୁରୁବାର ମାରାଥନ ପ୍ରଚାର କରିଛନ୍ତି। ପ୍ରଥମେ ଲଇତରା ପଞ୍ଚାୟତର ଜୋଲକୋ, ଦେଣ୍ଡୋଗୁଡ଼ା ଲଇତରା, କରଲାଭା ଶିରୋଲ ପଞ୍ଚାୟତର ଶିରୋଲ, ଡୁମେରମୁଣ୍ଡା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?