ଆମ ଜିଲା ଖବର

ଭାଜପା ଆଶାୟୀଙ୍କ ସହ ଯୋଡ଼ିହେଲେ ତ୍ରିନାଥ

ରାୟଗଡ଼ା/ଗୁଣପୁର,୧୬।୩(ଆଶିଷ ରଞ୍ଜନ ପଣ୍ଡା/ପ୍ରଦୀପ କୁମାର ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁରର ପୂର୍ବତନ ବିଧାୟକ ତ୍ରିନାଥ ଗମାଙ୍ଗ ବିଜେଡି ଛାଡ଼ି ଶୁକ୍ରବାର ବିଧିବଦ୍ଧ ଭାବେ ଭାଜପାରେ ଯୋଗ ଦେଇଛନ୍ତି ା ଭୁବନେଶ୍ୱରଠାରେ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଓ ଅନ୍ୟାନ୍ୟ ଦଳୀୟ…

କଂଗ୍ରେସରେ ବିଜେଡିର ୨ ପୂର୍ବତନ ଏମ୍‌ପି ଯଶୋବନ୍ତ, ଶକୁନ୍ତଳା

ଭୁବନେଶ୍ୱର/ କେନ୍ଦୁଝର ୧୬।୩(ସୁନିତ୍‌ ମିଶ୍ର/ ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଲୋକସଭାର ୨ ପୂର୍ବତନ ବିଜେଡି ଏମ୍‌ପି ଯଶୋବନ୍ତ ନାରାୟଣ ସିଂ ଲାଗୁରୀ ଓ ତାଙ୍କ ସ୍ତ୍ରୀ ଶକୁନ୍ତଳା ଲାଗୁରୀ ବିଜେଡି ଛାଡି କଂଗ୍ରେସରେ ଯୋଗଦେଇଛନ୍ତି। ଦୀର୍ଘ ବର୍ଷ ହେଲା କୋଣଠେସା…

ବିଜେଡିକୁ ପ୍ରାର୍ଥୀ ଚୟନ ଚିନ୍ତା

ଲୋଇସିଂହା, ୧୬ା୩(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବିଧାନସଭା ନିର୍ବାଚନମଣ୍ଡଳୀରେ ୩ ପ୍ରମୁଖ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପ୍ରାର୍ଥୀ ଚୟନ ପାଇଁ କସରତ ଚଳାଇଛନ୍ତି। ୨୦୧୯ ନିର୍ବାଚନରେ ଏଠାରୁ ଭାଜପା ପ୍ରାର୍ଥୀ ମୁକେଶ ମହାଲିଙ୍ଗ ବିଜୟୀ ହୋଇଥିଲେ। ବିଗତ…

ଭାଜପାରୁ ଇସ୍ତଫା ଦେଲେ ଲାଲା, ଇରାନୀ

ନୟାଗଡ଼,୧୫ା୩(ଲୋକନାଥ ମିଶ୍ର): ନୟାଗଡ଼ ଭାଜପା ନେତ୍ରୀ ଇରାନୀ ରାୟ ଓ ଭାଜପାର ପୂର୍ବତନ ଜିଲା ସଭାପତି ଲାଲା ମନୋଜ ରାୟ ପ୍ରାଥମିକ ସଦସ୍ୟ ପଦରୁ ଶୁକ୍ରବାର ଇସ୍ତଫା ଦେଇଛନ୍ତି। ଏହି ଦମ୍ପତି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଓ ଜାତୀୟ…

ଜଳେଶ୍ୱର ଥାନାର ପୂର୍ବତନ ଆଇଆଇସିଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ

କଟକ,୧୫ା୩ (କାର୍ତ୍ତିକ ସାହୁ) ଜଳେଶ୍ୱର ଥାନାର ପୂର୍ବତନ ଆଇଆଇସି ଧନେଶ୍ୱର ସାହୁଙ୍କୁ ଓଡ଼ିଶା କ୍ରାଇମବ୍ରାଞ୍ଚ ତାଙ୍କ କଟକ ଜିଲା ନରସିଂହପୁର ବଡ଼ଭୂଇଁସ୍ଥିତ ବାସଭବନରୁ ଶୁକ୍ରବାର ଗିରଫ କରିଛି। ତାଙ୍କୁ ଶନିବାର କୋର୍ଟରେ ଉପସ୍ଥାପନ କରାଯିବ। ପୂର୍ବତନ ଆଇଆଇସି ସାହୁ ଗତ ୩…

ରତ୍ନଭଣ୍ଡାର ଚାବି ହଜିବା ରିପୋର୍ଟ ସାର୍ବଜନୀନ ମାମଲା, ୩ ସପ୍ତାହରେ ରିପୋର୍ଟ ଦିଅ: ହାଇକୋର୍ଟ

କଟକ,୧୫ା୩ (କାର୍ତ୍ତିକ ସାହୁ) ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ଘଟଣାର ରଘୁବୀର ଦାସ ତଦନ୍ତ କମିସନ୍‌ଙ୍କ ରିପୋର୍ଟ ସାର୍ବଜନୀନ କରାଯିବା ନେଇ ରୁଜୁ ମାମଲାର ଶୁଣାଣି ହାଇକୋର୍ଟରେ ଶୁକ୍ରବାର ହୋଇଛି। ରାଜ୍ୟ ସରକାର ସ୍ଥିତି ସମ୍ପର୍କିତ ରିପୋର୍ଟ ଦାଖଲ…

ଇଡକୋକୁ ହସ୍ତାନ୍ତର ହେବ ବରଗଡ ଚିନିକଳ ଜମି, ପ୍ରତିଷ୍ଠା କରାଯିବ ନୂତନ ଶିଳ୍ପ

ଭୁବନେଶ୍ୱର,୧୫ା୩: ବରଗଡସ୍ଥିତ ଚିନିକଳ ଜମିକୁ ଇଡକୋକୁ ହସ୍ତାନ୍ତର କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଆଗାମୀ ଦିନରେ ଇଡକୋ ଏହି ଜମିରେ ନୂତନ ଶିଳ୍ପ ପ୍ରତିଷ୍ଠା କରିବାପାଇଁ ପଦକ୍ଷେପ ନେବ। ସୂଚନାଯୋଗ୍ୟ ଯେ ଯନ୍ତ୍ରାଂଶ ରକ୍ଷଣାବେକ୍ଷଣ ଓ ମରାମତି…

ପ୍ରସନ୍ନ ଆଚାର୍ଯ୍ୟଙ୍କୁ କରାଗଲା ଏୟାରଲିଫ୍ଟ: ସ୍ବାସ୍ଥ୍ୟାବସ୍ଥା…

ସମ୍ବଲପୁର,୧୫।୩: ପୂର୍ବତନ ରାଜ୍ୟ ସଭା ଏମ୍‌ପି ତଥା ବିଜୁ ଜନତା ଦଳର ଉପସଭାପତି ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଶୁକ୍ରବାର ଏୟାରଲିଫ୍ଟ କରାଯାଇଛି। ସମ୍ବଲପୁର ଜମାଦାରପାଲି ଏୟାରଷ୍ଟ୍ରିପରୁ ସ୍ବତନ୍ତ୍ର ଏୟାର ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଭୁବନେଶ୍ୱର ଅଣାଯାଇଛି । ଦୁର୍ଘଟଣାରେ ଗୁରୁତର ଆହତ ହେବା…

ଘରେ ବିଦ୍ୟୁତ୍‌ ତାର ସଜାଡୁଥିବାବେଳେ ମାରିଲା କରେଣ୍ଟ୍‌: ଚାଲିଗଲା ଜୀବନ

ତିହିଡି,୧୫।୩(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି ଥାନା ଗୁଆମାଳ ପଞ୍ଚାୟତ ଅଧୀନ ସଦାନନ୍ଦପୁର ଗ୍ରାମରେ ଶୁକ୍ରବାର ସକାଳେ ବିଦ୍ୟୁତ୍‌ ଆଘାତରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତିଙ୍କ ନାଁ ରବିନାରାୟଣ ଦାସ(୬୦)। ରବିନାରାୟଣ ତାଙ୍କ ଘରେ ବିଦ୍ୟୁତ୍‌ ତାର ସଜାଡିବା ବେଳେ…

ଦୁଇ ଗୋରୁ ବେପାରୀଙ୍କ ଉପରକୁ ଗୁଳିମାଡ଼

ସୁନ୍ଦରଗଡ଼,୧୫ା୩(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା କୁତ୍ରା ନିକଟରେ ଶୁକ୍ରବାର ଏକ ପିକ୍‌ଅପ୍‌ ଉପରକୁ ଗୁଳିମାଡ ହୋଇଛି। ଏଥିରେ ଥିବା ଡ୍ରାଇଭର ଓ ଅନ୍ୟ ଜଣଙ୍କ ଦେହରେ ଗୁଳି ବାଜିଛି। ଗୁରୁତର ଅବସ୍ଥାରେ ସେମାନେ ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି।…

ଯୁବକଙ୍କ କାଠଫାଳିଆ ମାଡ଼ରେ ଆଉ ଜଣେ ଯୁବକଙ୍କ ଜୀବନ ଗଲା

ପାରଳାଖେମୁଣ୍ଡି,୧୫ା୩(ଗିରିଧାରୀ ପରିଛା): ଜଣେ ଯୁବକଙ୍କ କାଠ ଫାଳିଆ ମାଡ଼ରେ ଆଉ ଜଣେ ଯୁବକଙ୍କ ଜୀବନ ଯାଇଛି। ଏଭଳି ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ମୋହନା ବ୍ଲକଠାରେ। ମୃତ ଯୁବକ ଜଣକ ହେଲେ ମୋହନା ଥାନା ପିଣ୍ଡିକି ଗାଁର ଭକ୍ତ ବନ୍ଧୁ…

ପୂର୍ବତନ ସରପଞ୍ଚଙ୍କୁ ହତ୍ୟା କରି ପୋତିଦେଲେ

କୋରାପୁଟ/ନାରାୟଣପାଟଣା,୧୫ା୩(ଅମିତାଭ ବେହେରା/ରାଜକିଶୋର ଜେନା): କୋରାପୁଟ ଜିଲା ମାଓବାଦୀ ଅଧ୍ୟୁଷିତ ନାରାୟଣପାଟଣା ଥାନା ଅଧିନସ୍ଥ ତଳ ଗୁମାଣ୍ଡି ପଞ୍ଚାୟତର ପୂର୍ବତନ ସରପଞ୍ଚ ଶିଙ୍ଗୁରୁ ତାଡ଼ିଙ୍ଗିଙ୍କୁ ଗୁରୁବାର ବିଳମ୍ବିତ ରାତିରେ କେହି ହତ୍ୟା କରି ପୋତି ଦେଇଥିବା ଅଭିଯୋଗ ହୋଇଛି। ପୂର୍ବ ଶତ୍ରୁତାରୁ ଏପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?