ଆମ ଜିଲା ଖବର

ସ୍ତ୍ରୀଙ୍କ ଚରିତ୍ରକୁ ସନ୍ଦେହ କରି ଘରେ ପୂରାଇ ଜିଅନ୍ତା ଜାଳିଦେଲେ ସ୍ବାମୀ

ଭୋଗରାଇ,୧୫ା୩(ପ୍ରଦୀପ ଦାସ): ସ୍ତ୍ରୀଙ୍କ ଚରିତ୍ରକୁ ସନ୍ଦେହ କରି ଘର ଭିତରେ ନୃଶଂସ ଭାବେ ନିଆଁ ଲଗାଇ ଜିଅନ୍ତା ଜାଳି ଦେଇଛନ୍ତି ସ୍ବାମୀ। ଏପରି ଏକ ଘଟଣା ଘଟିଛି ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ରସଲପୁର ଗ୍ରାମ ନୂଆପାଲି ବଡାମ ବାସୁଳୀ ଛକରେ।…

ଗୋରୁ ବୋଝେଇ ପିକ୍‌ଅପ୍‌ ଜବତ କଲେ ଗ୍ରାମବାସୀ

ମୋରଡ଼ା,୧୫ା୩(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ତଥା ଚିତ୍ରଡ଼ା ଫାଣ୍ଡି ଅଧୀନ ଝିଙ୍କିରିଆ ଗ୍ରାମବାସୀଙ୍କ ଦ୍ୱାରା ଏକ ଗୋରୁ ଗାଡ଼ି ଜବତ ହୋଇଛି। ସୂଚନାନୁଯାୟୀ, ଶୁକ୍ରବାର ଭୋର୍‌ ସମୟରେ ବୈଶିଙ୍ଗା-ଝିଙ୍କିରିଆ ରାସ୍ତା ଦେଇ ଏକ ବେଆଇନ ଗୋରୁ ବୋଝେଇ ପିକ୍‌ଅପ୍‌(ଓଡି-୦୧ଏଡି-୪୬୭୨) ପଶ୍ଚିମବଙ୍ଗକୁ…

କଲେଜ କର୍ମଚାରୀଙ୍କ ୧୨ ଘଣ୍ଟିଆ ଭଦ୍ରକ ବନ୍ଦ

ଭଦ୍ରକ,୧୫ା୩(ସନାତନ ରାଉତ): ଭଦ୍ରକ ବରପଦା ଇଞ୍ଜିନିୟରିଂ କଲେଜର ଜମି ଦୁର୍ନୀତି, କର୍ମଚାରୀଙ୍କ ବକେୟା ଦରମା ଦାବିରେ କର୍ମଚାରୀ, ବରପଦା ବିକାଶ ମଞ୍ଚ, ନାଗରିକ ସୁରକ୍ଷା ପରିଷଦ ପକ୍ଷରୁ ଶୁକ୍ରବାର ୧୨ ଘଣ୍ଟିଆ ଭଦ୍ରକ ବନ୍ଦ ଡାକରା ଦିଆଯାଇଥିଲା। ସକାଳ ୬ ଟାରୁ…

ଜଳବାୟୁ ପରିବର୍ତ୍ତନ କଫି ଅମଳରେ ବାଧକ

କୋରାପୁଟ,୧୫ା୩(ଅମିତାଭ ବେହେରା): ବିଶ୍ୱରେ ଜଳବାୟୁ ପରିବର୍ତ୍ତନ ଯୋଗୁ ପାଣିପାଗ ଓ ଋତୁଚକ୍ରରେ ସନ୍ତୁଳନ ନଷ୍ଟହେବାରେ ଲାଗିଛି। ଏହାର ଫଳ ସ୍ବରୂପ ଅସ୍ବାଭାବିକ ବର୍ଷା, ଖରା, ଶୀତ ଆଦି ଅନୁଭୂତ ହେଉଛି। ତେବେ ଏହି ଜଳବାୟୁ ପରିବର୍ତ୍ତନ କଫିଚାଷ ଉପରେ ମଧ୍ୟ ପ୍ରଭାବ…

ଜଳକଷ୍ଟ ଭୋଗୁଛନ୍ତି ବନ୍ଧାମାମୁଡ଼ି ଗ୍ରାମବାସୀ

ବାଲିମେଳା,୧୫ା୩(ଶିବଦତ୍ତ ସାହୁ): ଆରମ୍ଭ ହେଲାଣି ଗ୍ରୀଷ୍ମଋତୁ । ମାଲକାନଗିରି ଜିଲାର ବିଭିନ୍ନ ବ୍ଲକରେ ଜଳ ସଙ୍କଟ ଦେଖାଦେଇଛି। ମୁଖ୍ୟତଃ ପାନୀୟଜଳ ଭଳି ସର୍ବନିମ୍ନ ମୌଳିକ ସୁବିଧା ଗ୍ରାମବାସୀଙ୍କ ପାଇଁ ଏକ ପ୍ରକାର ସ୍ବପ୍ନ ହୋଇଛି। ଏଭଳି ଦେଖିବାକୁ ମିଳିଛି କୋରୁକୋଣ୍ଡା ବ୍ଲକ…

ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡସ୍‌ରେ ଚିତ୍ରଶିଳ୍ପୀ କ୍ରୀତିକ୍ରିଷ୍ଣା

ଧାମନଗର,୧୫ା୩ (ସନ୍ତୋଷ କୁମାର ମହାପାତ୍ର):ପିଲାଟି ବେଳୁ ଚିତ୍ରକଳା ପ୍ରତି ତାଙ୍କର ଅହେତୁକ ଦୁର୍ବଳତା ଥିଲା। ଧୀରେ ଧୀରେ ଏଥିପ୍ରତି ଆଗ୍ରହ ବଢ଼ିବା ସହ ଜୀବନ୍ତ ଚିତ୍ର ଆଙ୍କି ପ୍ରଶଂସା ସାଉଣ୍ଟିଥିଲେ। ଆଉ ଏହି ପ୍ରତିଭା ତାଙ୍କୁ ବିଭିନ୍ନ କ୍ଷେତ୍ରରେ ସ୍ବତନ୍ତ୍ର ପରିଚୟ…

ବଢୁଛି କିଡ୍‌ନୀ ରୋଗୀଙ୍କ ସଂଖ୍ୟା

ରାଉରକେଲା,୧୫।୩(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ସହରରେ କିଡ୍‌ନୀ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ପ୍ରତ୍ୟେକ ବର୍ଷ ୯ହଜାରରୁ ଊର୍ଦ୍ଧ୍ୱ ଲୋକ ଏହି ରୋଗର ଶିକାର ହେଉଥିବା ଜଣାପଡିଛି। ସେହିପରି ସମୁଦାୟ କିଡ୍‌ନୀ ରୋଗୀଙ୍କ ମଧ୍ୟରୁ ପ୍ରତିବର୍ଷ ୫ପ୍ରତିଶତ ରୋଗୀଙ୍କ ମୃତ୍ୟୁ…

୫ ଟଙ୍କାରେ ବୋତଲ ପାଣି, ବିଶୁଦ୍ଧତାକୁ ନେଇ ପ୍ରଶ୍ନବାଚୀ

ବ୍ରହ୍ମପୁର,୧୫ା୩ (ସ୍ମୃତିରଞ୍ଜନ ମହାଲିକ): ମାର୍ଚ୍ଚ ଆରମ୍ଭରୁ ତାତି ବଢ଼ିଲାଣି। ମଧ୍ୟାହ୍ନ ବେଳକୁ ଅସମ୍ଭାଳ ଖରା। ଖରାରେ ଶୋଷ ମେଣ୍ଟାଇବାକୁ ଲୋକେ ବିଭିନ୍ନ ମୃଦ୍ୟୁ ପାନୀୟ ଉପରେ ନିର୍ଭର କରୁଛନ୍ତି। ଭଲ କମ୍ପାନୀର ପାଣି ବୋତଲ ଅଧିକ ଦରରେ ବିକ୍ରି ହେଉଥିବା ବେଳେ…

୪୦ ଲକ୍ଷ ଟଙ୍କା ପାଣିରେ ପଡ଼ିଲା

ନୟାଗଡ଼,୧୫ା୩(ଲୋକନାଥ ମିଶ୍ର): ଚାଷୀ ଓ ଚାଷ ପାଇଁ ଉଠାଜସେଚନ ବିଭାଗର କୁମ୍ଭୀର କାନ୍ଦଣା ଓ ଠିକାଦାର ପ୍ରତି ପଦାରେ ପଡିଛି। ୪୦ ଲକ୍ଷ ବ୍ୟୟରେ ଭୂତଳ ପାଇପ ଜଳ ଯୋଗାଣ ବ୍ୟବସ୍ଥାରେ ନୟାଗଡ଼ ବ୍ଲକ କ୍ରୀଦାଶପୁର ପଞ୍ଚାୟତର କ୍ରୀଦାଶପୁର ଡାହୁକା ନଦୀ…

କାର୍ଯ୍ୟର ୧୦ଦିନ ପରେ ରାସ୍ତାରୁ ଉଠିଲା ପିଚୁ

ବେଗୁନିଆ,୧୫।୩(ହର ପ୍ରସନ୍ନ ପଣ୍ଡା): ପଥଚାରୀଙ୍କ ସୁରକ୍ଷିତ ଗମନାଗମନ ପାଇଁ ସରକାରଙ୍କ ପକ୍ଷରୁ ବହୁ ଯୋଜନାରେ ରାସ୍ତା ମରାମତି ଓ ନୂତନ ନିର୍ମାଣ କାର୍ଯ୍ୟ କରାଯାଉଛି। ହେଲେ ବିଭାଗୀୟ ଅଧିକାରୀଙ୍କ ଅବହେଳାରୁ ଅନେକ ରାସ୍ତାର ଉନ୍ନତୀକରଣ କାର୍ଯ୍ୟ ନିମ୍ନମାନର ହେଉଥିବା ପରିଲକ୍ଷିତ ହୋଇଛି।…

ବିଜେପୁର ଆସନ ଉପରେ ସଭିଙ୍କ ଆଖି

ବରଗଡ଼,୧୫।୩(ପ୍ରେମାନନ୍ଦ ଖମାରୀ):ମୁଖ୍ୟମନ୍ତ୍ରୀଙ୍କ ଦ୍ୱିତୀୟ ନିର୍ବାଚନମଣ୍ଡଳୀ କୁହାଯାଉଥିବା ବରଗଡ଼ ଜିଲା ବିଜେପୁର ଆସନ ପ୍ରତି ଏବେ ସଭିଙ୍କ ଆଖି ରହିଛି। ୩ ପ୍ରମୁଖ ଦଳ ବିଜେଡି, କଂଗ୍ରେସ ଓ ଭାଜପା ଏହି ଆସନ ହାତେଇବାକୁ ପ୍ରୟାସ ଜାରି ରଖିଛନ୍ତି। ଅନ୍ୟପଟେ ଭାଜପା-ବିଜେଡି ମେଣ୍ଟ…

କାହା ପାଖକୁ ଯିବ ରାଜନଗର ବିଧାନସଭା ଆସନ

ପଟ୍ଟାମୁଣ୍ଡାଇ,୧୫ା୩ (କଳ୍ପତରୁ ନାୟକ): ୨୦୨୪ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି କିଛି ମାସ ହେବ ରାଜ୍ୟର ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ନିଜ ନିଜର ପ୍ରସ୍ତୁତି ଜୋର୍‌ଦାର ଚଳାଇ ଆସୁଥିଲେ। ମାତ୍ର କିଛିଦିନ ହେବ ବିଜେଡି-ଭାଜପା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?