ଆମ ଜିଲା ଖବର

ଲୁଣାନଦୀ ଉପରେ ସେତୁ: ବ୍ଲକକୁ ୪୦ କିମି ଦୂରତା କମିବ

ମହାକାଳପଡ଼ା, ୧୫ା୩ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଦୀର୍ଘବର୍ଷ ଧରି ଦାବି ହୋଇ ଆସୁଥିଲା, ତେରଗାଁ ସଂଲଗ୍ନ ଲୁଣାନଦୀ ଉପରେ ଏକ ସେତୁ ନିର୍ମାଣ ହେଲେ ମହାକାଳପଡ଼ା ମୁଖ୍ୟାଳୟକୁ ୪୦ କିମି ଦୂରତା କମିବ। ସାଧାରଣ ଲୋକ ବ୍ଲକକୁ ଆସିବାକୁ ହେଲେ ୪୦କିମି…

ଖଣି, ସହରାଞ୍ଚଳରେ ସର୍ବାଧିକ ଡ୍ରପ୍‌ ଆଉଟ

ଯାଜପୁର,୧୫ା୩(ହର୍ଷବର୍ଦ୍ଧନ ବେହେରା): ବହୁଳ ପ୍ରସାରିତ ସର୍ବଶିକ୍ଷା ଅଭିଯାନ ଯାଜପୁର ଜିଲାର ଖଣି ଓ ଗ୍ରାମାଞ୍ଚଳରେ ବିଫଳ ହୋଇଛି। ଖଣି ସମ୍ପଦରେ ଭରପୂର ଜିଲାର ସୁକିନ୍ଦା ଅଞ୍ଚଳରେ ୧୬୩୧ ଓ ବ୍ୟାସନଗର ପୌରପରିଷଦ ତଥା କୋରେଇ ବ୍ଲକ ଅଞ୍ଚଳରେ ୨୨୫୮ ଛାତ୍ରୀଛାତ୍ର ଅଧାରୁ…

ବ୍ରାହ୍ମଣୀ ଆଁରେ ଜୁଣଗଡି, ପଞ୍ଚୁପଲ୍ଲୀ

ରାଜନଗର, ୧୫ା୩(ଭାସ୍କର ରାଉତରାୟ): ବ୍ରାହ୍ମଣୀ ନଦୀ ଏବେ କୂଳ ଖାଇବାରେ ଲାଗିଛି। ରାଜନଗର ବ୍ଲକର ଜୁଣଗଡି ଓ ପଞ୍ଚୁପଲ୍ଲୀ ନିକଟରେ ୫ ବର୍ଷ ଧରି ପାଟ୍ଟଶାଳା ନଦୀ ପଠା ଖାଇ ରାଜନଗର-ତାଳଚୁଆ ମୁଖ୍ୟ ରାସ୍ତାକୁ ଗିଳିବା ଆରମ୍ଭ କରିଥିଲା। ଏବେ ସେହି…

ଫୋବର୍‌ସରେ ସ୍ଥାନ ପାଇଲେ ମାଲକାନଗିରିର ଜୟନ୍ତୀ

ମାଲକାନଗିରି, ୧୫ା୩ (ଦୁର୍ଯ୍ୟୋଧନ ପାତ୍ର):ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ମାଗାଜିନ୍‌ ଫୋବର୍‌ସ ପକ୍ଷରୁ ଦେଶର ୨୩ ଶକ୍ତିଶାଳୀ ମହିଳାଙ୍କୁ ଚୟନ କରାଯାଇଥିବାବେଳେ ଓଡ଼ିଶାରୁ ମାଲକାନଗିରିର ଆଦିବାସୀ ଝିଅ ଜୟନ୍ତୀ ବୁରୁଦା ଏହି ତାଲିକାରେ ସାମିଲ ହୋଇଛନ୍ତି। ଜୟନ୍ତୀ ପ୍ରଥମ ଆଦିବାସୀ ଝିଅ ଯିଏ କି…

ଆଜିଠୁ ମାଟ୍ରିକ୍‌ ଖାତାଦେଖା

କଟକ,୧୫ା୩ (କାର୍ତ୍ତିକ ସାହୁ):ଚଳିତବର୍ଷର ମାଟ୍ରିକ୍‌, ମଧ୍ୟମା ଓ ମୁକ୍ତ ବିଦ୍ୟାଳୟ ପରୀକ୍ଷା ଖାତା ମୂଲ୍ୟାୟନ ଶୁକ୍ରବାରଠାରୁ ଆରମ୍ଭ ହେବ। ଏଥିପାଇଁ ୧୫,୦୦୦ରୁ ଊର୍ଦ୍ଧ୍ୱ ପରୀକ୍ଷକ ନିୟୋଜିତ ହୋଇଛନ୍ତି। ପରୀକ୍ଷକମାନଙ୍କର ତାଲିମ ଶେଷ ହୋଇଛି। ସେମାନେ ମୂଲ୍ୟାୟନ କେନ୍ଦ୍ରରେ ଯୋଗଦେଇସାରିଛନ୍ତି। ଜିଲା ଶିକ୍ଷାଧିକାରୀମାନେ…

ମାର୍ଚ୍ଚ ୧୫ରୁ ହେବ ମାଟ୍ରିକ ଖାତାଦେଖା

କଟକ,୧୪ା୨(କାର୍ତ୍ତିକ ସାହୁ): ଚଳିତ ବର୍ଷର ମାଟ୍ରିକ, ମଧ୍ୟମା ଓ ମୁକ୍ତ ବିଦ୍ୟାଳୟ ପରୀକ୍ଷାର ମୂଲ୍ୟାୟନ କାର୍ଯ୍ୟ ମାର୍ଚ୍ଚ ୧୫ ତାରିଖ ଶୁକ୍ରବାରଠାରୁ ଆରମ୍ଭ ହେବ। ଏଥିପାଇଁ ପ୍ରାୟ ୧୫ ହଜାରରୁ ଊର୍ଦ୍ଧ୍ୱ ପରୀକ୍ଷକ ନିୟୋଜିତ ହୋଇଛନ୍ତି। ପରୀକ୍ଷକମାନଙ୍କ ତାଲିମ ଶେଷ ହୋଇଛି।…

ମୁଖ୍ୟମନ୍ତ୍ରୀ ଯୋଗୀଙ୍କୁ କାଠରେ ଖୋଦେଇ ହନୁମାନ ଚାଳିଶା ପ୍ରଦାନ କଲେ ଓଡ଼ିଆ କାରିଗର

ହିଞ୍ଜିଳିକାଟୁ,୧୪।୩(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ କଣ୍ଟେଇକୋଳି ଗ୍ରାମର କାଠ କାରିଗର ଓ ଶିଳ୍ପୀ ଅରୁଣ କୁମାର ସାହୁ ଗୁରୁବାର ଉତ୍ତରପ୍ରଦେଶର ଅଯୋଧ୍ୟା ରାମମନ୍ଦିର ପରିସରରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଭେଟିଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀଙ୍କୁ ଏକ କାଠ ତିଆରି ପ୍ରତିକୃତି…

ଭାଜପାରେ ସାମିଲ ହେଲେ ପୂର୍ବତନ ବିଜେଡି ବିଧାୟକ

ଭବାନୀପାଟଣା,୧୪।୩ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ପୂର୍ବତନ ବିଧାୟକ ଅନାମ ନାଏକ ବିଜେଡି ଛାଡି ଗୁରୁବାର ଭାଜପାରେ ସାମିଲ ହୋଇଛନ୍ତି। ଭୁବନେଶ୍ୱର ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ଏହି ମିଶ୍ରଣ ପର୍ବରେ ରାଜ୍ୟ ସଭାପତି ମନମୋହନ ସାମଲ ଓ ବିରୋଧୀ…

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

ଗୋପାଳପୁର,୧୩ା୩(ନବୀନ ରାଜ ଆଚାରୀ) ଭାରତୀୟ ବାୟୁ ସେନାର ଜଣେ ଯବାନଙ୍କ ଆକସ୍ମିକ ମୃତ୍ୟୁ ହୋଇଛି। ସେ ହେଲେ ଗୋଳନ୍ଥରା ଥାନା ଇନ୍ଦ୍ରିକ୍ଷୀ ଗ୍ରାମର ଇନ୍ଦ୍ରମଣି ସାହୁ (୩୬)। ତାଙ୍କ ମର ଶରୀର ଗାଁରେ ପହଞ୍ଚିବା ପରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ…

ଗାଧୋଉଥିବା ବେଳେ ନଦୀରେ ବୁଡିଗଲେ ଇଞ୍ଜିନିୟରିଂ ଛାତ୍ର

ପରଜଙ୍ଗ,୧୪।୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଗାଁ ସ୍ଥିତ ବ୍ରାହ୍ମଣୀ ନଦୀରେ ବୁଡି ଜଣେ ଇଞ୍ଜିନିୟରିଙ୍ଗ ଛାତ୍ର ନିଖୋଜ ହୋଇଯାଇଛନ୍ତି। ନିଖୋଜ ଛାତ୍ର ଜଣଙ୍କ ବାଲେଶ୍ୱରର ସନତ କୁମାର ମହାଳିକ। ସନତ ସରାଙ୍ଗ ସ୍ଥିତ ଇନ୍ଦିରା ଗାନ୍ଧୀ ବୈଷୟିକ…

ଜାତୀୟ ରାଜପଥ ଡିଭାଇଡରରେ ପିଟି ହେଲା ବାଇକ୍‌: ଜଣେ ମୃତ, ଜଣେ ଗୁରୁତର

ବଡବିଲ,୧୪।୩(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ରୁଗୁଡ଼ିଥାନା ଅଧୀନ ୫୨୦ ନମ୍ବର ଜାତୀୟ ରାଜପଥ ତୋପାଡିହି ନିକଟରେ ଏକ ବାଇକ୍‌ ଡିଭାଇଡରରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଥିବା ଜଣାପଡିଛି। ମୃତକ…

ମୁଖ୍ୟମନ୍ତ୍ରୀଙ୍କଠାରୁ ଉପହାର ପାଇଁ ଖୁସି ପ୍ରକଟ କଲେ ସ୍ବାଭିମାନ ଅଞ୍ଚଳବାସୀ

ଚିତ୍ରକୋଣ୍ଡା,୧୪।୩(କ୍ଷୀରୋଦ ବେହେରା): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ବଡ଼ପଡ଼ାଠାରେ ଉତ୍କର୍ଷ ଶିକ୍ଷାକେନ୍ଦ୍ରର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭର୍ଚୁଆଲ ମୋଡ଼ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଏହାର ଉଦ୍‌ଘାଟନ କରିଛନ୍ତି। ୧୯ କୋଟି ବ୍ୟୟ ଅଟକଳରେ ନିର୍ମାଣ ହୋଇଛି ଏହି ଉତ୍କର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?