ଆମ ଜିଲା ଖବର

ପଞ୍ଚାୟତ କର୍ମଚାରୀ ସଂଘ ପକ୍ଷରୁ ଜିଲାପାଳଙ୍କୁ ଦାବିପତ୍ର

ଛତ୍ରପୁର,୧୪ା୩(ଦିଲ୍ଲୀପ ସାମଲ): ସମାନ କାମକୁ ସମାନ ଦରମା ଓ ସ୍ଥାୟୀ କରିବା ଦାବି ନେଇ ଗୁରୁବାର ଓଡ଼ିଶା ପଞ୍ଚାୟତ କର୍ମଚାରୀ ସଂଘ ଗଞ୍ଜାମ ଜିଲା ଶାଖା ପକ୍ଷରୁ ଗଞ୍ଜାମ ଜିଲାପାଳଙ୍କ ଉଦ୍ଦେଶ୍ୟରେ ଏକ ଲିଖିତ ଦାବିପତ୍ର ଅତିରିକ୍ତ ଜିଲାପାଳ ପ୍ରମୋଦ କୁମାର…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଜଣଙ୍କ ଜୀବନ, ଜଣେ ଗୁରୁତର

ପାଟଣା,୧୪ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନମ୍ବର ମୁମ୍ବାଇ କୋଲକାତା ଜାତୀୟ ରାଜପଥର ଡାବରଚୁଆ ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍‌ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହେବା ଫଳରେ ଜଣଙ୍କର ମୃତ୍ୟୁ ଘଟିଥିବା…

ମେଡିସିନ ଷ୍ଟୋର୍‌ରେ ସ୍ବାସ୍ଥ୍ୟ ବିଭାଗର ଚଢ଼ାଉ

ପାଟଣା,୧୪ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟରେ ନୂତନ ଭାବେ ଖୋଲା ଯାଇଥିବା ଏକ ମେଡିସିନ ଷ୍ଟୋର୍‌ରେ ଗୁରୁବାର କେନ୍ଦୁଝର ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଚଢ଼ାଉ ହୋଇଛି। ସୂଚନାଯୋଗ୍ୟ, ଉକ୍ତ ମେଡିସିନ ଷ୍ଟୋର୍‌ରେ ବେଆଇନ ଭାବେ ଡାକ୍ତର ରୋଗୀସେବା କରୁଥିବା,…

ସୁନ୍ଦରଗଡ଼ ଜଙ୍ଗଲରେ କଳା ବାଘ, କ୍ୟାମେରାରେ ହେଲା କଏଦ

ସୁନ୍ଦରଗଡ଼,୧୪ା୩(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରରଡ଼ ବନଖଣ୍ଡ ଅନ୍ତର୍ଗତ ହେମଗିରି ବନାଞ୍ଚଳର ଗର୍ଜନ ପାହାଡ଼ ସଂରକ୍ଷିତ ଜଙ୍ଗଲରେ ବିରଳ କଳା ବାଘ(ବ୍ଲାକ୍‌ ପାନ୍ଥର)ଠାବ ହୋଇଛି। ଜଙ୍ଗଲରେ ଲାଗିଥିବା ବନ ବିଭାଗର କ୍ୟାମେରାରେ ଏହି ବିରଳ କଳା ବାଘ ପୁଣିଥରେ ଠାବ ହୋଇଥିବା ନେଇ ସୁନ୍ଦରଗଡ଼…

ବରୁଣେଇ ପୀଠରେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ

ଖୋର୍ଦ୍ଧା, ୧୪।୩(ପ୍ରଭାତ ପାଣିଗ୍ରାହୀ): ସଂକ୍ରାନ୍ତିରେ ଖୋର୍ଦ୍ଧା ପ୍ରସିଦ୍ଧ ମା’ ବରୁଣେଇ ପୀଠରେ ପହଞ୍ଚିଛନ୍ତି ୫-ଟି ଏବଂ ନବୀନ ଓଡ଼ିଶା ଅଧ୍ୟକ୍ଷ। ସେଠାରେ ମା’ଙ୍କୁ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରି ସେ ବେଢା ପରିକ୍ରମା କରିଛନ୍ତି। ଏହାପରେ ମନ୍ଦିରର ରୂପାନ୍ତରଣ ନେଇ…

ରୂପ୍ରାରୋଡ୍‌ ରେଳ ଷ୍ଟେଶନରେ ମିଳୁନି ପାନୀୟ ଜଳ, ଯାତ୍ରୀ ହନ୍ତସନ୍ତ

ନର୍ଲା,୧୪ା୩(ସନ୍ତୋଷ ପାତ୍ର): କଳାହାଣ୍ଡି ଜିଲା ନର୍ଲା ବ୍ଲକ ରୂପାରୋଡ୍‌ ରେଳଷ୍ଟେଶନ ପ୍ଲାଟ୍‌ଫର୍ମରେ ପାନୀୟ ଜଳର ବ୍ୟବସ୍ଥା ନ ଥିବାରୁ ଯାତ୍ରୀମାନେ ଶୋଷରେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ଦେଖିବାକୁ ମିଳୁଛି। ପ୍ରାପ୍ତ ସୂଚନାନୁଯାୟୀ, ଏହି ପ୍ଲାଟ୍‌ଫର୍ମରେ ପାଣି ପୋଷ୍ଟରେ…

ମେୟରଙ୍କ ଗାଡ଼ି ଧକ୍କାରେ ଜଣେ ଆହତ

କଟକ,୧୪ା୩(କାର୍ତ୍ତିକ ସାହୁ): କଟକ ମେୟର ସୁବାସ ସିଂହଙ୍କ ଗାଡ଼ି ଧକ୍କାରେ ଜଣେ ଯୁବକ ଆହତ ହୋଇଛନ୍ତି। ଖାନନଗର ଛକରେ ଦୁର୍ଘଟଣାଟି ଗୁରୁବାର ସକାଳେ ଘଟିଛି। ଦୁର୍ଘଟଣା ପରେ ସମ୍ପୃକ୍ତ ଯୁବକଙ୍କୁ ଚିକିତ୍ସା ପାଇଁ ମେଡିକାଲକୁ ନିଆଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ…

ବ୍ୟବସାୟୀଙ୍କ ଘର ଉପରକୁ ବୋମାମାଡ଼, ପେଟ୍ରୋଲ ଢାଳି ଦାମୀ ଗାଡ଼ି ପୋଡ଼ିଲେ ଦୁର୍ବୃତ୍ତ

କାମାକ୍ଷାନଗର,୧୪।୩(ସରୋଜ ଭୂଷଣ ମହାନ୍ତି): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରଙ୍ଗଧର ଷ୍ଟାଡିୟମ ପଛପାଖରେ ଥିବା ଜଣେ ବ୍ୟବସାୟୀଙ୍କ ଘର ଓ ଗ୍ୟାରେଜ ଉପରେ ବୁଧବାର ବିଳମ୍ବିତ ରାତିରେ ବୋମାମାଡ଼ ହୋଇଛି। ଦୁର୍ବୃତ୍ତମାନେ ପେଟ୍ରୋଲ ଢାଳି ଗ୍ୟାରେଜରେ ଥିବା ପିକ୍‌ଅପ୍‌ ଗାଡ଼ି ଜାଳିଦେବା…

ଭାରସାମ୍ୟ ହରାଇ କେନାଲ ଭିତରକୁ ପଶିଗଲା କାର୍‌

ପାଟଣା,୧୪।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମଇଦାନ କେଲ ଭାୟା କେନ୍ଦୁଝର ରାସ୍ତାର ଶ୍ୟାମସୁନ୍ଦରପୁର ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ କାର ଭାରସାମ୍ୟ ହରାଇ ରାସ୍ତା କଡରେ ଥିବା କେନାଲ ଭିତରକୁ ପଶିଯାଇଛି। ଦୁର୍ଘଟଣାରୁ କାର୍‌ ଚାଳକ ଏବଂ…

ସୁବର୍ଣ୍ଣପୁର ରାଜନୀତିକୁ ଉଷ୍ମ କରିଛି ମେଣ୍ଟ ଚର୍ଚ୍ଚା

ସୋନପୁର,୧୪।୩(ମୃତ୍ୟୁଞ୍ଜୟ ଶତପଥୀ)ସାଧାରଣ ନିର୍ବାଚନକୁ ନେଇ ବାତାବରଣ ସରଗରମ ଥିବା ବେଳେ ଏବେ ମେଣ୍ଟ ଚର୍ଚ୍ଚା ସୁବର୍ଣ୍ଣପୁର ରାଜନୀତିକୁ ଆହୁରି ଉଷ୍ମ କରିଛି। ଯଦିଓ ମେଣ୍ଟର ରୂପରେଖ ସମ୍ପର୍କରେ ଚିତ୍ର କିଛି ସ୍ପଷ୍ଟ ହୋଇନି, କିନ୍ତୁ ଖୁବ୍‌ଶୀଘ୍ର ବିଜେଡି-ଭାଜପା ଏ ବାବଦରେ ଗୁରୁତ୍ୱପୂର୍ଣ୍ଣ…

ବିଜେଡି କର୍ମୀଙ୍କ ମଧ୍ୟରେ ଉତ୍ସାହ

ଲୋଇସିଂହା,୧୪।୩(ସୁଶାନ୍ତ ବାରିକ) ଦୀର୍ଘ ପ୍ରତୀକ୍ଷାର ଅନ୍ତ ଘଟିଛି। ବୁଧବାର ବଲାଙ୍ଗୀର ଜିଲା ଲୋଇସିଂହାକୁ ଏନଏସି ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏହାକୁ ନେଇ ଲୋଇସିଂହା ବାସୀଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି। ସନ୍ଧ୍ୟାରେ ସ୍ଥାନୀୟ ବିଜେଡ଼ି ପକ୍ଷରୁ ବିଜୟ ଉତ୍ସବ ପାଳନ…

ରୋଜଗାର ଦେଉଛି ମିଠା ମକା ଚାଷ

ଭବାନୀପାଟଣା,୧୪।୩(ଉତ୍ତମ କୁମାର ଦାଶ)ପରିବାର ଗୁଜୁରାଣ ମେଣ୍ଟାଇବାରେ ସହାୟକ ହୋଇଛି ମିଠା ମକା ଚାଷ (ସୁଇଟକର୍ଣ୍ଣ)। ସକାଳ ହେଉ କି ସନ୍ଧ୍ୟା ଛୋଟପିଲାଙ୍କଠାରୁ ଆରମ୍ଭ କରି ଯୁବପିଢ଼ୀ ଏହାକୁ ଖାଇବାକୁ ସମସ୍ତେ ପସନ୍ଦ କରୁଛନ୍ତି। ତେବେ ଏହି ସୁଇଟକର୍ଣ୍ଣ ବା ମିଠାମକା ଚାଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?