ଆମ ଜିଲା ଖବର

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ଭାବେ ମନୋନୀତ କରାଯାଇଥିବା ଜଣାପଡିଛି । ରାଜ୍ୟ ସରପଞ୍ଚ…

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଦୋଷୀ ସାବ୍ୟସ୍ତ ହୋଇଥିବା ଅଭିଯୁକ୍ତ ହେଲେ ଗୋଳନ୍ଥରା ଥାନା…

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ ବିରୋଧକରି ମୁନିଗୁଡା ଥାନା ଅନ୍ତର୍ଗତ ତେଲେଙ୍ଗାପଦରଠାରୁ ଚନ୍ଦ୍ରପୁର ରାସ୍ତାରେ ଏହି ବ୍ୟାନର ଲାଗିଥିଲା। ବ୍ୟାନରରେ…

ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରମାବାସୀଙ୍କ ବିରୋଧ

ବୁଗୁଡ଼ା,୨୦ା୧(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ୍‌ ଅନ୍ତରପଡ଼ା ପଞ୍ଚାୟତ ଅଧୀନ କନ୍ଧଚନ୍ଦନପେଡ଼ି ଗ୍ରାମରେ ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି। ପୁନେର ବାଲାଜୀ କର୍ପୋରେଶନ ନାମକ କମ୍ପାନୀ କନ୍ଧଚନ୍ଦନପେଡ଼ି ଗ୍ରାମରେ ଜମି କ୍ରୟ କରି ଆମୋନିୟମ୍‌…

ବାଇକ୍‌  ଧକ୍କାରେ  ଚାଲିଗଲା ବୃଦ୍ଧଙ୍କ ଜୀବନ 

ମୋହନା,୨୦।୧( ମନ୍ମଥ ମିଶ୍ର ): ବାଇକ ଧକ୍କାରେ ବୃଦ୍ଧମୃତ। ମୃତ ବୃଦ୍ଧ ଜଣକ ହେଲେ ଆର.ଉଦୟଗିରି ଥାନା ନିସଂଗପୁର ଗ୍ରାମର ୭୦ ବର୍ଷୀୟ ସାରଥୀ ବେହେରଦଲାଇ। ସୂଚନା ପ୍ରକାରେ, ଆର.ଉଦୟଗିରି ଥାନା ମକାପଦା ଗ୍ରାମ ନିକଟରେ ଏହି ଦୁର୍ଘଟଣା ଘଟିଛି ।…

ତେଲଙ୍ଗାନାରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ

ଲାଠୋର,୨୦ା୧(ଭୁବନେଶ୍ୱର ବାରିକ)- ତେଲଙ୍ଗାନାକୁ ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ତୁରେକେଲା ଥାନା ଭାଲୁକୁନା ଗ୍ରାମର ଦଶରଥ ହଂସ(୪୫)। ସେଠାରୁ ତାଙ୍କ ମୃତଦେହ ଘରକୁ ଆସୁଥିବା ପରିବାର ସଦସ୍ୟ ସୂଚନା ଦେଇଛନ୍ତି।…

ଶତାଧିକ ଛତ୍ରୀଛାତ୍ର ଗାଇଲେ ବନ୍ଦେ ମାତରମ୍‌

କେସିଙ୍ଗା,୨୦ା୧ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ସ୍ତରୀୟ ବନ୍ଦେ ମାତରମ୍‌ ଗାନ କାର୍ଯ୍ୟକ୍ରମ ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ଅଧ୍ୟକ୍ଷତାରେ ବିଦ୍ୟାପୀଠ ଖେଳ ପଡିଆଠାରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ସହରର ସମସ୍ତ ସ୍କୁଲ ଓ କଲେଜରୁ ଶତାଧିକ…

ମୁଖ୍ୟ ଚିକିତ୍ସାଳୟ ପଛପଟେ ଯୁବକଙ୍କ ମୃତଦେହ , ହତ୍ୟା ନେଇ ବଢୁଛି ସନ୍ଦେହ

ବରଗଡ,୨୦।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଖେଦାପାଲିସ୍ଥିତ ଜିଲଖ ମୁଖ୍ୟ ଚିକିତ୍ସାଳୟ ପଛପଟେ ରହିଥିବା ଟୁକୁର୍ଲା ଜଳାଶୟରେ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ଭାସୁଥିବା ଅବସ୍ଥାରେ ଉଦ୍ଧାର କରାଯାଇଛି । ମୃତ ଯୁବକଙ୍କଙ୍କ ପରିଚୟ ମିଳି ପାରିନାହିଁ। ତେବେ ପାରିପାଶର୍‌ବିକ ସ୍ଥିତିରୁ…

ବାଇକ ଧକ୍କା ପରେ ଚାପିଦେଲା ଟ୍ରାକ୍ଟର, ୨ ବର୍ଷ ଶିଶୁର ମୃତ୍ୟୁ

ସୁନ୍ଦରଗଡ଼,୨୦।୧: ସୁନ୍ଦରଗଡ଼ ସହରରେ ମଙ୍ଗଳବାର ଏକ ଶୋକାକୁଳ ପରିସ୍ଥିତି ଦେଖିବାକୁ ମିଳିଛି। ପଞ୍ଚମୁଖୀ ହନୁମାନ ମନ୍ଦିର ନିକଟରେ ଏକ ଟ୍ରାକ୍ଟର ଚଢ଼ିଯିବା ଫଳରେ ୨ ବର୍ଷର ଶିଶୁ ପୁତ୍ରର ଜୀବନ ଚାଲିଯାଇଛି। ମୃତ ଶିଶୁଟି ସହରର ସୁନାରୀପଡ଼ା ଅଞ୍ଚଳର ସଞ୍ଜିତ ସିହ୍ନାଙ୍କ…

ମାଳତୀଙ୍କୁ ଆଜି ବି ମନେପକାନ୍ତି ସିମନବାଡି ପଞ୍ଚାୟତବାସୀ: ଲୋକଙ୍କ ପାଇଁ କାମ କରି ଚର୍ଚ୍ଚାରେ…

ଦାରିଙ୍ଗବାଡି,୨୦।୧(ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ମାଳତୀ ସାହୁଙ୍କୁ ଆଜିବି ମନେପକାନ୍ତି ପଞ୍ଚାୟତବାସୀ। ମଙ୍ଗଳବାର ପଞ୍ଚାୟତରେ  ତାଙ୍କର ସ୍ମୃତି ଚାରଣ ହୋଇଛି। ପ୍ରକାଶ ଯେ, ସ୍ବର୍ଗତ ମାଳତୀ ଉକ୍ତ ପଞ୍ଚାୟତର ପ୍ରଥମ ମହିଳା…

ପାଳ ଗଦା ନିଆଁରେ ମହିଳା ଜୀବନ୍ତ ଦଗ୍ଧ

ପାରାଦୀପ,୨୦।୧(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ପିପ୍ପଳ ଗ୍ରାମରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ଘର ପଛ ପଟେ ରୋଷେଇ କଲା ବେଳେ ନିଆଁ ଲାଗି ପ୍ରଥମେ ପାଳ ଗଦା ଏବଂ ରୋଷେଇ ଘର ପୋଡି…

ବଢିଲା ଅଡୁଆ: ଜେଲର, ଅଧୀକ୍ଷକଙ୍କୁ ଏକ୍ସପ୍ଲାନେଶନ ଚିଠି

କଟକ,୨୦।୧: ଚୌଦ୍ୱାର ଜେଲ ପୂର୍ବତନ ଜେଲର ଏବଂ ଅଧୀକ୍ଷକଙ୍କ କଳି ଏବେ ପଦାରେ ପଡିଛି। ଘଟଣାକୁ ନେଇ କ୍ୟାମେରା ଆଗରେ ଉତ୍ତର ରଖିଛନ୍ତି DIG ବୀରେନ ସାହୁ। ଗଣମାଧ୍ୟମରେ ଖବର ପ୍ରସାରଣ ପରେ ଉଭୟଙ୍କୁ ଏକ୍ସପ୍ଲାନେସନ ମଗାଯାଇଛି। ଘଟଣାକୁ ନେଇ ଗୃହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri