ଆମ ଜିଲା ଖବର

ଭିଜିଲାନ୍ସ ଜାଲରେ ମହିଳା ସରପଞ୍ଚ, ମାଛ ଚାଷ ସବସିଡି ପାଇଁ SHGରୁ ନେଉଥିଲେ ଲାଞ୍ଚ

ସୋନପୁର,୫ା୭: ଭିଜିଲାନ୍ସ ଜାଲରେ ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ନିମ୍ନା ପଞ୍ଚାୟତର ମହିଳା ସରପଞ୍ଚ । ମାଛ ଚାଷ ସବସିଡି ପାଇଁ SHG ଠାରୁ ୨୦ ହଜାର ଲାଞ୍ଚ ନେଉଥିବା ବେଳେ ମାଡି ବସିଲା ଭିଜିଲାନ୍ସ । ମହିଳା ସରପଞ୍ଚ ଜଣକ ସୂର୍ଯ୍ୟକାନ୍ତି…

ଡ୍ରାଫ୍ଟ ଭୋଟର ତାଲିକା ପ୍ରକାଶ: କୋରାପୁଟ ଜିଲାରୁ ବାଦ୍‌ ପଡ଼ିଲେ…

କୋରାପୁଟ,୫ା୭(ଅମିତାଭ ବେହେରା): ରବିବାର କୋରାପୁଟସ୍ଥିତ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲାପାଳ ମନୋଜ ସତ୍ୟବାନ ମହାଜନଙ୍କ ଅଧ୍ୟକ୍ଷତା ଆୟୋଜିତ ବୈଠକରେ ଡ୍ରାଫ୍ଟ ଭୋଟର ତାଲିକା ପ୍ରକାଶ କରାଯାଇଥିବାବେଳେ ଏଥିରୁ ୬୨ ହଜାର ୨୯୦ ଜଣ ଭୋଟର ବାଦ ପଡ଼ିଛନ୍ତି। ୬୨ ହଜାର ୨୯୦…

ବାଇକ୍‌ ସହ ଲୁଟିନେଇଥିଲେ ଟଙ୍କା, ପୋଲିସ ୫ ଜଣଙ୍କୁ ଗିରଫ କରି ତାଙ୍କଠାରୁ…

ରିଷିଡ଼ା/ମ.ରାମପୁର,୫ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ମ.ରାମପୁର ନିକଟସ୍ଥ ଅରନଝରଣ ଘାଟିଠାରେ ୩ତାରିଖ ଶୁକ୍ରବାର ୫ଜଣ ଦୁର୍ବୃତ୍ତ ଏକ ଗାଡ଼ିରେ ଆସି ବଗବେଡ଼ା ଗାଁର ହେମସାଗର ଦେହେରିଆ ଓ ତାଙ୍କ ସାଙ୍ଗ ମଧୁସୂଦନ ପାତ୍ର ଦୁଇ ଜଣ ପେଟ୍ରୋଲ କିଣି ନିଜ ଗାଁକୁ…

ପ୍ରକାଶ ପାଇଲା ଭୋଟର ତାଲିକା: ୨୭ ଲକ୍ଷ ୯୨ ହଜାର ୧୫୮ ଜଣ ସାମିଲ, ବାଦ୍‌ ପଡ଼ିଲେ…

ଛତ୍ରପୁର,୫ା୭(ଦିଲ୍ଲୀପ ସାମଲ): ଭାରତର ଗଣତାନ୍ତ୍ରିକ ପର୍ବ କୁହାଯାଉଥିବା ନିର୍ବାଚନ ପ୍ରକ୍ରିୟାରେ ସ୍ବଚ୍ଛତା, ନିର୍ଭୁଲ ଏବଂ ବିଶ୍ୱସନୀୟତା ବଜାୟ ରଖିବା ଉଦ୍ଦେଶ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌.ଆଇ.ଆର୍‌) କାର୍ଯ୍ୟକ୍ରମ ରାଜ୍ୟବ୍ୟାପୀ ଜାରି ରହିଛି। ଏହି ଅବସରରେ ଛତ୍ରପୁରଠାରେ ରବିବାର ଗଞ୍ଜାମ…

୯ ଘଣ୍ଟା ଧରି ପାଣିରେ ଫସିଛି କାର୍‌, ଭିତରେ ୪ ଜଣ ଥାଇ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ଼ ଲାଠୋର ନୂଆପଡ଼ା ରାସ୍ତାରେ ଥିବା ରେଲଓ୍ବେ ଅଣ୍ଡର ଗ୍ରାଉଣ୍ଡ ପୋଲ ଭିତର ଦେଇ ଏକ କାର୍‌ ଯାଉଥିବାବେଳେ ପାଣି ଭିତରେ ଫସି ଯାଇଥିଲା। କାର୍‌ ଭିତରେ ବସିଥିବା ୪ଜଣ ଅଳ୍ପକେ ବର୍ତ୍ତି ଯାଇଥିଲେ।…

ଲଗାଣ ବର୍ଷାରେ ଭୁଶୁଡ଼ିଲା କାନ୍ଥ: ସ୍ବାମୀଙ୍କ ଜୀବନ ଗଲା, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଲାଗି ରହିଛି ବର୍ଷା। ଲଗାଣ ବର୍ଷା ଗରିବ ଲୋକଙ୍କ ପାଇଁ ସତେ ଯେମିତି କାଳ ସାଜିଛି। ଶନିବାର ରାତିରେ ପ୍ରବଳ ବର୍ଷା ଯୋଗୁ କାନ୍ଥପଡ଼ି ସ୍ବାମୀଙ୍କ ମୃତ୍ୟୁ ହୋଇଥିବାବେଳେ ସ୍ତ୍ରୀ ଗୁରୁତର ହୋଇଛନ୍ତି। ଏପରି…

ବର୍ଷାରେ ଡ୍ରେନ୍‌ ପାଣି ନିଷ୍କାସନ ନ ହେବାରୁ ନିଜେ ସଫା କଲେ ସରପଞ୍ଚ, ଦିବ୍ୟାଙ୍ଗ ହୋଇ ବି…

କେସିଙ୍ଗା,୫ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ବେଲଖଣ୍ଡି ପଞ୍ଚାୟତର ପଲସାପଡ଼ା ଗ୍ରାମରେ ଡ୍ରେନ୍‌ ପୋତି ହୋଇଯିବାରୁ ଗାଁ ରାସ୍ତାରେ ପାଣି ଜମିରହିଥିଲା। ଗାଁ ରାସ୍ତାରେ ଡ୍ରେନ୍‌ ପାଣି ଜମା ରହିବାରୁ ଗମନାଗମନ କ୍ଷେତ୍ରରେ ଘୋର ସମସ୍ୟା ହେଉଥିଲା। ଲଗାତର…

ବିଦ୍ୟାଳୟ ଭିତରେ ପଶିଲା ପାଣି, ପିଲା ପାଠ ପଢ଼ିବାରେ ବ୍ୟାହତ

କର୍ଲାମୁଣ୍ଡା,୫ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସାପଲହରା ପଞ୍ଚାୟତ ବାଞ୍ଜିପଦର୍‌ ପ୍ରାଥମିକ ବିଦ୍ୟାଳୟରେ ଦୁଇ ଫୁଟ ବର୍ଷା ପାଣି ଜମି ରହିଥିବା ଦେଖିବାକୁ ମିଳିଛି। ଶୁକ୍ରବାର, ଶନିବାର ଓ ରବିବାର ତିନି ଦିନ ଧରି ଲଗାଣ ବର୍ଷା ଯୋଗୁ…

ଶୋଇଥିବାବେଳେ ହତ୍ୟା: ବ୍ୟବଚ୍ଛେଦ ପାଇଁ ଖଟିଆରେ ବୁହା ହୋଇ ଆସିଲା ମୃତଦେହ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୫ା୭(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ନିରାକାର ପରିଡ଼ାଭ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କଣ୍ଟିପାଳ ପଞ୍ଚାୟତ ପଇତାପାଣି ଗ୍ରାମରେ ଗତ ଜୁଲାଇ ୩ ତାରିଖ ରାତିରେ ଶୋଇଥିବାବେଳେ ଏକ ହତ୍ୟାକାଣ୍ଡ ଘଟିଛି। ଜୁଲାଇ ୪ ଶନିବାର ଆନନ୍ଦପୁର ଥାନାରେ ଲିଖିତ ଅଭିଯୋଗ ହେବା…

ଡ୍ରେନେଜ ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ: ଅସମ୍ପୁର୍ଣ୍ଣ କାମ ସାରିବାକୁ ନିର୍ଦ୍ଦେଶ

ବରଗଡ଼,୫।୭(ପ୍ରେମାନନ୍ଦ ଖମାରୀ): ଲଗାଣ ବର୍ଷା ଯୋଗୁ ବରଗଡ଼ ସହରସ୍ଥିତ ସରକାରୀ ବସଷ୍ଟାଣ୍ଡ ସମେତ ବିଭିନ୍ନ ଅଞ୍ଚଳ ଜଳାର୍ଣ୍ଣବ ହୋଇ ପଡ଼ିଥିଲା। ଡ୍ରେନେଜ ଅବ୍ୟବସ୍ଥା ଯୋଗୁ ପ୍ରଥମ ବର୍ଷାରେ ସହରରେ ସେଭଳି ସ୍ଥିତି ଉପୁଜିଥିଲା। ଶନିବାର ସକାଳୁ ଜିଲାପାଳ ଆଦିତ୍ୟ ଗୋୟଲ ସହରର…

ବଉଳା କୁମ୍ଭୀରଙ୍କ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ: ମା’ ଅଣ୍ଡାଦାନସ୍ଥଳରେ ଜଗି ରହିଥିବାବେଳେ ପୁରୁଷ କୁମ୍ଭୀର…

ମହାକାଳପଡ଼ା,୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ମହାନଦୀ ତ୍ରିକୋଣଭୂମି ଅବବାହିକା ଶାଖା ନଦୀ, ନାଳ ଘେରାରେ ବଉଳା କୁମ୍ଭୀରଙ୍କ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ଅଣ୍ଡାଦାନ ପରେ ମା’ କୁମ୍ଭୀର ୫୦ରୁ ୬୦ ଦିନ ପର୍ଯ୍ୟନ୍ତ…

ପୁଣି ଅଡୁଆରେ ଜଳସମ୍ପଦ ବିଭାଗ :ବ୍ରିଜ ନିର୍ମାଣରେ ତ୍ରୁଟି ଅଭିଯୋଗ, ତେଜିଲା ଅସନ୍ତୋଷ

ବରଗଡ଼,୫।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ବରଗଡ଼-ଭେଡ଼େନ କେନାଲରେ ବକ୍ସ କଣ୍ଡୁଇଟ୍‌ (କେନାଲ ସୌନ୍ଦର୍ଯ୍ୟକରଣ ପାଇଁ ତିଆରି ହୋଇଥିବା କାର୍ଯ୍ୟ) ନିର୍ମାଣରେ ଅନିୟମିତତା ଧରାପଡ଼ି ବିଭାଗୀୟ ଅଧୀକ୍ଷଣ ଯନ୍ତ୍ରୀ, ନିର୍ବାହୀ ଯନ୍ତ୍ରୀ ଏବଂ ସହକାରୀ ନିର୍ବାହୀ ଯନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?