ଆମ ଜିଲା ଖବର

ସଙ୍ଘ ବିରୋଧୀ କାର୍ଯ୍ୟ ପାଇଁ ଦୁଇ ସରପଞ୍ଚ ନିଲମ୍ବିତ

ମୋରଡା,୧୨।୩(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ସରପଞ୍ଚ ସଙ୍ଘରୁ ଦୁଇଜଣ ସରପଞ୍ଚ ନିଲମ୍ବିତ ହେବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ସୂଚନା ଅନୁଯାୟୀ, ବିଭିନ୍ନ ଦାବିକୁ ନେଇ ସୋମବାର ନବୀନ ନିବାସ ଘେରାଉ ପାଇଁ ରାଜ୍ୟ ସରପଞ୍ଚ ମହାସଂଘ ଡାକରା…

ସରକାରଙ୍କ ବଡ ଘୋଷଣା: ସେବାୟତଙ୍କୁ ମିଳିବ ୫ଲକ୍ଷ, ପିଲାଙ୍କୁ ୫୦ହଜାର

ଭୁବନେଶ୍ୱର,୧୨।୩(ଅସମାପିକା ସାହୁ): ପୁଣି ସରକାରଙ୍କ ବଡ ଘୋଷଣା। ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିର ସେବାୟତମାନଙ୍କ କଲ୍ୟାଣ ପାଇଁ ସ୍ବାସ୍ଥ୍ୟ ବୀମା ରାଶି ପରିମାଣ ଲକ୍ଷ ଟଙ୍କାରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି ନବୀନ ସରକାର। ଗୁରୁତର ରୋଗ କ୍ଷେତ୍ରରେ ଅତିରିକ୍ତ…

ମଙ୍ଗଳବାର ହାଟରେ ମିଳିବ ଜୈବିକ ଉତ୍ପାଦିତ ପରିବା

ସମ୍ବଲପୁର,୧୨ା୩ (ଭବାନୀ ଶଙ୍କର ଭୋଇ): ସମ୍ବଲପୁର ଜିଲା ଯୁଯୁମୁରା ବ୍ଲକ ଅଧୀନ ପଡ଼ିଆବାହାଲ ସାପ୍ତାହିକ ହାଟରେ ଏଣିକି ମିଶନଶକ୍ତି ମହିଳାଙ୍କ ଦ୍ୱାରା ଉତ୍ପାଦିତ ପନିପରିବା ମିଳିବ। ଏଥିପାଇଁ ମଙ୍ଗଳବାର ଏକ ସ୍ବତନ୍ତ୍ର ବଜାରକୁ ବାହାମ ସରପଞ୍ଚ ସରସ୍ବତୀ ଭୋସାଗର ଆନୁଷ୍ଠାନିକ ଭାବେ…

କର୍ମଚାରୀଙ୍କ ସହ ମିଶି କରିଥିଲେ ଡିଜେଲ ଚୋରି: ପଡ଼ିଲା ମହଙ୍ଗା

ସୁନାବେଡ଼ା,୧୨ା୩ (କୃତ୍ତିବାସ ପ୍ରଧାନ): ସୁନାବେଡ଼ା ଥାନାରେ ଗତ ଫେବୃୟାରୀ ୨୭ରେ ଏକ ଚୋରି ମାମଲା ନେଇ ଅଭିଯୋଗ ହୋଇଥିଲା। ଏହାକୁ ଭିତ୍ତିକରି କେସ୍‌ ନଂ. ୪୯/୨୪ରେ ପୋଲିସ ମାମଲା ରୁଜୁକରି ତଦନ୍ତ ଚଳାଇଥିଲା। ଥାନା ଅଧିକାରୀ ସତ୍ୟାନନ୍ଦ ପାତ୍ରଙ୍କ ନିର୍ଦ୍ଦେଶରେ ଏଏସ୍‌ଆଇ…

ଓକିଲସଂଘ ନିର୍ବାଚନ ଲାଗି ସରିଲା ପ୍ରାର୍ଥିପତ୍ର ଦାଖଲ: ଆଗକୁ ହେବ ଲଢେଇ

ପୁରୁଷୋତ୍ତମପୁର,୧୨।୩(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନିର୍ବାଚନ ଲାଗି ନାମାଙ୍କନ ପ୍ରକ୍ରିୟା ନିର୍ବାଚନ ଅଧିକାରୀ ବାସୁଦେବ ଜେନାଙ୍କ ତତ୍ୱାବଧାନରେ ମଙ୍ଗଳବାର ଶେଷ ହୋଇଛି। ସଭାପତି ପଦବି ଲାଗି ସ୍ବରାଜ୍ୟ ପାଣିଗ୍ରାହୀ, ପ୍ରଭାତ କୁମାର ପଟ୍ଟନାୟକ, ରମାରଞ୍ଜନ ଦାଶ ନାମାଙ୍କନ…

ମହୁଲ ପାଇଁ ନିଆଁରେ ନଷ୍ଟ ହେଉଛି ଜଙ୍ଗଲ

ମାଲକାନଗିରି,୧୨ା୩(ଦୁର୍ଯ୍ୟୋଧନ ପାତ୍ର):ମାଲକାନଗିରି ଜିଲାରେ ମାର୍ଚ୍ଚ ମାସ ଆରମ୍ଭରୁ ଗ୍ରୀଷ୍ମ ପ୍ରଭାବରୁ ଜଙ୍ଗଲରେ ଥିବା ଗଛଗୁଡିକ ପତ୍ରଝଡା ଦେଇଥାଏ। ଶୁଖିଲା ପତ୍ରରେ ଜଙ୍ଗଲ ଆଚ୍ଛାଦିତ ହୋଇଯାଏ। ଏହି ସମୟରେ ମହୁଲ ଗଛରେ ଫୁଲ ଫୁଟିବା ଆରମ୍ଭ ହୋଇଥାଏ ା ମହୁଲ ଗଛରୁ ସକାଳୁ…

ରାସ୍ତା ନାହିଁ ତ ଭୋଟ ନାହିଁ

ଆର.ଉଦୟଗିରି, ୧୧ା୩ (ମନୋଜ କୁମାର ପାଢ଼ୀ):ଆର.ଉଦୟଗିରି ବ୍ଲକ ଅନୁଗୁର ପଞ୍ଚାୟତର ୧୦ରୁ ଊଦ୍ଧର୍‌ବ ଗାଁ ଜୟପୁର, ହାତୀକୁଦା, ତରଜସିଂ, ଜାମ୍ଭସାହି, କେଡିପଦର, ପଟେଗୁଡା, ହାରୁମା, ହୁଡାସିଂ, ଅନୁପୁର, ମାଣିକପୁର, ଜାମ୍ଭଗୁଡା ଓ ଅନାନ୍ୟ ଗାଁର ଶତାଧିକ ମହିଳା ଓ ପୁରୁଷମାନଙ୍କ ୁ…

ଲୁଟି ନେଇ ଲଗାଇଦେଲେ ନିଆଁ : ହୁହୁ ହୋଇ ଜଳିଲା… 

ଭୋଗରାଇ,୧୨। ୩ ( ପ୍ରଦୀପ ଦାସ ): ବାଲେଶ୍ୱରଜିଲା ଭୋଗରାଇ ବ୍ଲକ ଭୋଗରାଇ ହାଟ ସ୍ଥିତ ଚକପଳାସିଆ ସେବା ସମବାୟ ସମିତିରେ ସୋମବାର ବିଳମ୍ବିତ ରାତ୍ରିରେ ଅଗ୍ନିକାଣ୍ଡ ଘଟିଛି। କେତେକ ଦୁର୍ବୃତ୍ତଙ୍କ ଦ୍ୱାରା ସମବାୟ ସମିତିରୁ ଟଙ୍କା ପଇସା ସମେତ କମ୍ପୁଟର…

ଦୁରହେଲା ଦୀର୍ଘ ଦିନର ସମସ୍ୟା: ଉଦ୍‌ଘାଟନ ହେଲା ଅତ୍ୟାଧୁନିକ ବସ୍‌ଷ୍ଟାଣ୍ଡ

ପାଟଣା,୧୨।୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ସାଧୁପଡ଼ାଠାରେ ନିର୍ମିତ ଅତ୍ୟାଧୁନିକ ବସ୍‌ଷ୍ଟାଣ୍ଡ ମଙ୍ଗଳ ଉଦ୍‌ଘାଟିତ ହୋଇଛି। ୨କୋଟି ୭୬ଲକ୍ଷ ଟଙ୍କା ବ୍ୟୟରେ ଆମ ବସଷ୍ଟାଣ୍ଡ ଯୋଜନାରେ ନିର୍ମିତ ହୋଇଥିବା ଏହି ଅତ୍ୟାଧୁନିକ ବସ୍‌ଷ୍ଟାଣ୍ଡକୁ ପାଟଣା ବିଧାୟକ ତଥା ଜିଲା…

ବୁଧବାର ୩ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୧୨।୩: ବୁଧବାର ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏନେଇ ସା ୬ଟାରୁ ରାତି ୯ଟା ପର୍ଯ୍ୟନ୍ତ ୩ ଘଣ୍ଟା ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଏହି ନୀତି ହେବ। ବନକଲାଗି ନୀତି…

ଯିଏ ହସାଉଥିଲା ସିଏ କନ୍ଦାଇଦେଲା

ଭଦ୍ରକ,୧୨।୩: କାରର ପଛରେ ଲେଖାଅଛି ‘ଟିକେ ହସି ଦିଅ’। ଯାହାଙ୍କର ଏହା ଉପରେ ନଜର ପଡ଼ିଥିବ ସେ ଏହାକୁ ଦେଖି ନିଶ୍ଚୟ ଟିକେ ହସିଥିବେ। ଏହା ଅନେକଙ୍କୁ ହସିବାର ଖୋରାକ ଯୋଗାଇଥିବ। ହେଲେ ଏହି କାର ଗୋଟିଏ ପରିବାରକୁ କନ୍ଦାଇ ଦେଇଛି।…

ଏମ୍‌ପି ଟିକେଟକୁ ନେଇ ଅନ୍ତର୍ଦ୍ୱନ୍ଦ୍ୱରେ ଭାଜପା:ଏଥର ବସନ୍ତ ନା ବିକଳ୍ପ

ଭବାନୀପାଟଣା,୧୨ା୩(ଉତ୍ତମ କୁମାର ଦାଶ):ବିଜେଡିି-ଭାଜପା ମେଣ୍ଟ ହେବାକୁ ନେଇ ସମଗ୍ର ରାଜ୍ୟରେ ହଟଚମଟ ଦେଖାଦେଇଛି। ଏପରିସ୍ଥଳେ କଳାହାଣ୍ଡି ଜିଲା ଭାଜପାରେ ଦେଖାଦେଇଛି ଦଳୀୟ ଅନ୍ତର୍ଦ୍ୱନ୍ଦ୍ୱ। କଳାହାଣ୍ଡି ଲୋକ ସଭା ଆସନକୁ ନେଇ ଏଭଳି ସ୍ଥିତି ସୃଷ୍ଟି ହୋଇଥିବା ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି। ମିଳିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?