ଆମ ଜିଲା ଖବର

ଦୁରହେଲା ଦୀର୍ଘ ଦିନର ସମସ୍ୟା: ଉଦ୍‌ଘାଟନ ହେଲା ଅତ୍ୟାଧୁନିକ ବସ୍‌ଷ୍ଟାଣ୍ଡ

ପାଟଣା,୧୨।୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ସାଧୁପଡ଼ାଠାରେ ନିର୍ମିତ ଅତ୍ୟାଧୁନିକ ବସ୍‌ଷ୍ଟାଣ୍ଡ ମଙ୍ଗଳ ଉଦ୍‌ଘାଟିତ ହୋଇଛି। ୨କୋଟି ୭୬ଲକ୍ଷ ଟଙ୍କା ବ୍ୟୟରେ ଆମ ବସଷ୍ଟାଣ୍ଡ ଯୋଜନାରେ ନିର୍ମିତ ହୋଇଥିବା ଏହି ଅତ୍ୟାଧୁନିକ ବସ୍‌ଷ୍ଟାଣ୍ଡକୁ ପାଟଣା ବିଧାୟକ ତଥା ଜିଲା…

ବୁଧବାର ୩ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୧୨।୩: ବୁଧବାର ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏନେଇ ସା ୬ଟାରୁ ରାତି ୯ଟା ପର୍ଯ୍ୟନ୍ତ ୩ ଘଣ୍ଟା ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଏହି ନୀତି ହେବ। ବନକଲାଗି ନୀତି…

ଯିଏ ହସାଉଥିଲା ସିଏ କନ୍ଦାଇଦେଲା

ଭଦ୍ରକ,୧୨।୩: କାରର ପଛରେ ଲେଖାଅଛି ‘ଟିକେ ହସି ଦିଅ’। ଯାହାଙ୍କର ଏହା ଉପରେ ନଜର ପଡ଼ିଥିବ ସେ ଏହାକୁ ଦେଖି ନିଶ୍ଚୟ ଟିକେ ହସିଥିବେ। ଏହା ଅନେକଙ୍କୁ ହସିବାର ଖୋରାକ ଯୋଗାଇଥିବ। ହେଲେ ଏହି କାର ଗୋଟିଏ ପରିବାରକୁ କନ୍ଦାଇ ଦେଇଛି।…

ଏମ୍‌ପି ଟିକେଟକୁ ନେଇ ଅନ୍ତର୍ଦ୍ୱନ୍ଦ୍ୱରେ ଭାଜପା:ଏଥର ବସନ୍ତ ନା ବିକଳ୍ପ

ଭବାନୀପାଟଣା,୧୨ା୩(ଉତ୍ତମ କୁମାର ଦାଶ):ବିଜେଡିି-ଭାଜପା ମେଣ୍ଟ ହେବାକୁ ନେଇ ସମଗ୍ର ରାଜ୍ୟରେ ହଟଚମଟ ଦେଖାଦେଇଛି। ଏପରିସ୍ଥଳେ କଳାହାଣ୍ଡି ଜିଲା ଭାଜପାରେ ଦେଖାଦେଇଛି ଦଳୀୟ ଅନ୍ତର୍ଦ୍ୱନ୍ଦ୍ୱ। କଳାହାଣ୍ଡି ଲୋକ ସଭା ଆସନକୁ ନେଇ ଏଭଳି ସ୍ଥିତି ସୃଷ୍ଟି ହୋଇଥିବା ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି। ମିଳିଥିବା…

କନିଷ୍ଠ ଶିକ୍ଷକ ଚୟନ ଅନିୟମିତତା ମାମଲା: ଓସେପାର ମେରିଟ୍‌ ଲିଷ୍ଟ ହାଇକୋର୍ଟରେ ଖାରଜ

କଟକ,୧୨।୩(କାର୍ତ୍ତିକ ସାହୁ): କନିଷ୍ଠ ଶିକ୍ଷକ ଚୟନ ଅନିୟମିତତା ମାମଲାରେ ଓସେପାର ମେରିଟ୍‌ ଲିଷ୍ଟ ମଙ୍ଗଳବାର ହାଇକୋର୍ଟରେ ଖାରଜ ହୋଇଯାଇଛି। ଏହାସହ ଜିଲାଓ୍ବାରୀ ମେରିଟ୍‌ ଲିଷ୍ଟ ମଧ୍ୟ ଖାରଜ କରିଦେଇଛନ୍ତି କୋର୍ଟ। ନିଯୁକ୍ତି ନିୟମାବଳୀ ଅନୁଯାୟୀ ସାନି ମେରିଟ୍‌ ଲିଷ୍ଟ ପ୍ରକାଶ କରିବାକୁ…

ସିଟ୍‌ ବିଜେଡି ହାତରେ ପଡ଼ୁ

ଭଦ୍ରକ, ୧୨।୩ (ରବିନାରାୟଣ ଖିଲାର):ରାଜ୍ୟରେ ବିଜେଡି-ଭାଜପା ମେଣ୍ଟ ଦ୍ୱନ୍ଦ୍ୱରେ। କେତେକେ ମେଣ୍ଟ ଚାହୁଁ ଥିବାବେଳେ ଅଧିକାଂଶ ସପକ୍ଷରେ ନାହାନ୍ତି। ଏଭଳିସ୍ଥଳେ ଭଦ୍ରକ ବିଜେଡି ଲୋକ ସଭା ଆସନକୁ ଅକ୍ତିଆର କରିବା ପାଇଁ ରାଜ୍ୟ ମୁଖିଆଙ୍କୁ ଅବଗତ କରାଇଛନ୍ତି। ଜିଲାର ୫ ବିଧାନସଭା…

‘ଚାକିରି ଦିଅ, ନ ହେଲେ ରାସ୍ତା ବନ୍ଦ’

ବାରିପଦା,୧୨ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ):କାମଧନ୍ଦା ନ ପାଇ ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଉଥିବା ବେକାର ଯୁବତୀଯୁବକଙ୍କୁ ନିଯୁକ୍ତି ଓ ଭୂମିହୀନଙ୍କୁ ଜମିପଟ୍ଟା ଯୋଗାଇ ଦେବା ଦାବିରେ ମୟୂରଭଞ୍ଜ ଜିଲା ବାରିପଦା ବ୍ଲକ ଅଧୀନ ଶଙ୍ଖାଭଙ୍ଗା ପଞ୍ଚାୟତର ଶତାଧିକ ଜନସାଧାରଣ ସୋମବାର ରାସ୍ତାରୋକୋ…

କାର୍ଡ ବାଣ୍ଟିଲେ ବିଧାୟକ

ବାସୁଦେବପୁର,୧୨ା୩(ନାରାୟଣ ପ୍ରସାଦ ବାରିକ୍‌):ବାସୁଦେବପୁର ନୀଳମଣି ଟାଉନହଲ୍‌ରେ ବ୍ଲକ ପ୍ରଶାସନ ପକ୍ଷରୁ ବିଏସ୍‌କଓ୍ବୋଇ ନବୀନ କାର୍ଡ ବଣ୍ଟନ ଉତ୍ସବ ସୋମବାର ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ବିଧାୟକ ବିଷ୍ଣୁବ୍ରତ ରାଉତରାୟ ଯୋଗଦେଇ ୨୦ ହିତାଧିକାରୀଙ୍କୁ ଏହି କାର୍ଡ ବଣ୍ଟନ କରିଥିଲେ। ଏହା…

‘କ୍ୟାନ୍‌ସରକୁ ପ୍ରତିହତ କରିବ ଏଚ୍‌ପିଭି ଟିକା’

କଟକ,୧୨ା୩(ଶିଳ୍ପା ପ୍ରିୟଦର୍ଶିନୀ):କଟକସ୍ଥିତ ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ଅନୁଷ୍ଠାନ(ଏଏଚ୍‌ପିଜିଆଇସି)ର ସ୍ତ୍ରୀ କର୍କଟ ରୋଗ ବିଭାଗ ଏବଂ ଏବିସି ଫାଉଣ୍ଡେଶନର ମିଳିତ ସହଯୋଗରେ ଚତୁର୍ଦ୍ଦଶ ବିଶ୍ୱ କର୍କଟ ସର୍ଭିକ୍ସ ନିରାକରଣ ଦିବସ ଏଏଚ୍‌ପିଜିଆଇସିରେ ସୋମବାର ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମର ପ୍ରଥମ ଅଧିବେଶନରେ…

ମେଣ୍ଟକୁ ନେଇ ଆଶା ଆଶଙ୍କାରେ ପ୍ରାର୍ଥୀ

ଯାଜପୁର,୧୨ା୩(ହର୍ଷବର୍ଦ୍ଧନ ବେହେରା) :ରାଜ୍ୟରେ କ୍ଷମତାସୀନ ବିଜେଡି ଓ କେନ୍ଦ୍ର ନେତୃତ୍ୱାଧୀନ ଭାଜପା ଏଥର ବୁଝାମଣା ଭିତ୍ତିରେ ନିର୍ବାଚନ ଲଢିବାକୁ ଯାଉଛନ୍ତି ବୋଲି ରାଜ୍ୟସାରା ହୁଲ୍‌ସ୍ଥୂଲ ପଡିଛି। ହେଲେ ଯାଜପୁର ଜିଲାରେ ନିର୍ବାଚନ ଲଢିବାକୁ ଆଶାୟୀ ପ୍ରାର୍ଥୀମାନେ ଆଶା ଆଶଙ୍କାରେ ଦିନ କାଟୁଛନ୍ତି।…

୬ କୋଟିର ବକ୍ସ କଲଭର୍ଟ କାମରେ ମନମାନି

ଜଗତ୍‌ସିଂହପୁର,୧୨ା୩(ପ୍ରମୋଦ କୁମାର ନାୟକ):ଜଗତ୍‌ସିଂହପୁର ସହର ଏଲ୍‌ଆଇସି କାର୍ଯ୍ୟାଳୟଠାରୁ ବଡ଼ବଜାର ରଶ୍ମି ହଲ ଛକ ପର୍ଯ୍ୟନ୍ତ ଜଳସମ୍ପଦ ବିଭାଗ ୧୦ନଂ. ଡିଷ୍ଟ୍ରିବ୍ୟୁଟାରିରେ ୬ କୋଟି ୪୦ ଲକ୍ଷ ଟଙ୍କା ବ୍ୟୟ ବରାଦରେ ତୃତୀୟ ପର୍ଯ୍ୟାୟ ବକ୍ସ କଲଭର୍ଟ ନିର୍ମାଣ ଚାଲିଛି। ଏଥିରେ ଦୁର୍ନୀତିର…

ଭାଜପା ଟିକେଟ ଆଶାରେ ୬

ବାସୁଦେବପୁର,୧୨।୩(ନାରାୟଣ ପ୍ରସାଦ ବାରିକ୍‌):ଭଦ୍ରକ ଜିଲାର ବାସୁଦେବପୁର ବିଧାନସଭା ନିର୍ବାଚନମଣ୍ଡଳୀ ବାସୁଦେବପୁର ବ୍ଲକର ୩୬ ପଞ୍ଚାୟତ, ପୌରପାଳିକାର ୨୩ ୱାର୍ଡ ଓ ତିହିଡ଼ି ବ୍ଲକର ୯ ପଞ୍ଚାୟତକୁ ନେଇ ଗଠିତ। ୨୦୦୦ ମସିହାରୁ ଏହି ଆସନକୁ ବିଜୁ ଜନତା ଦଳ (ବିଜେଡି) ଅକ୍ତିଆର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?