ଆମ ଜିଲା ଖବର

ଶୀଶ୍ରୀ ଅଚ୍ୟୁତାନନ୍ଦ ପୀଠର ଉନ୍ନତିକରଣ ପ୍ରକଳ୍ପ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ନିଶ୍ଚିନ୍ତକୋଇଲି,୧୧।୩(ଅଶୋକ କୁମାର ମହାପାତ୍ର ): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ନେମାଳ ମିନିଷ୍ଟାଡିୟମ ପରିସରରେ ମହାପୁରୁଷ ଶ୍ରୀଶ୍ରୀ ଅଚ୍ୟୁତାନନ୍ଦ ଦାସଙ୍କର ପୀଠର ଉନ୍ନତିକରଣ ପ୍ରକଳ୍ପ ଶିଳାନ୍ୟାସ କରାଯାଇଛି। ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍ସ ଜରିଆରେ ଶିଳାନ୍ୟାସ କରିଛନ୍ତି। ତାଙ୍କ…

ହଠାତ୍‌ ପାଓାର ଗ୍ରିଡ୍‌ ଟ୍ରାନ୍ସଫର୍ମର ଜଳିଲା

ବାଲେଶ୍ୱର ଅଫିସ,୧୧।୩(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ଜଳେଶ୍ବର ପାଓ୍ବାର ଗ୍ରିଡ୍‌ରେ ଭୟାବୟ ଅଗ୍ନିକାଣ୍ଡ ଘଟିଛି। ଖବରପାଇ ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା ଜାରି ରଖିଛନ୍ତି। ସୂଚନାନୁଯାୟୀ, ଜଳେଶ୍ୱର ପାଓ୍ବାର ଗ୍ରିଡ୍‌ରେ ଅଚାନକ ଟ୍ରାନ୍ସଫର୍ମର ନିଆଁ…

ଜଙ୍ଗଲ ଜମି ଅଧିକାର ସଂଯୋଜିକାଙ୍କୁ ମାଡ଼ିବସିଲା ଭିଜିଲାନ୍ସ

କୁଚିଣ୍ଡା,୧୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଉପଜିଲାପାଳ କାର୍ଯ୍ୟାଳୟ ପରିସରରେ ଥିବା ଜଙ୍ଗଲ ଜମି ଅଧିକାର ବିଭାଗ ସଂଯୋଜିକା ନିଗତ ପରବିନ୍‌ ଲାଞ୍ଚ ନେଇ ଧରା ପଡ଼ିଛନ୍ତି। ଜଙ୍ଗଲ ଜମି ପଟ୍ଟା ହିତାଧିକାରୀଙ୍କୁ କେନ୍ଦ୍ର ସରକାରଙ୍କର ଅନୁକମ୍ପା ମୂଳକ ସହାୟତା ରାଶି…

ହଠାତ୍‌ ଶୁଭିଲା ପ୍ରଚଣ୍ଡ ଶବ୍ଦ, ଆକାଶ ହେଲା ଧୂଆଁମୟ

ପାଟଣା,୧୧।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ସୋମବାର ମଧ୍ୟାହ୍ନରେ ପ୍ରଚଣ୍ଡ ଶବ୍ଦ ହୋଇଛି। ଦୁଇଦୁଇ ଥର ପ୍ରଚଣ୍ଡ ଶବ୍ଦ ହେବା ସହ ଘରଦ୍ୱାର ଥରି ଉଠିଥିଲା। ତେବେ ଏହି ଶବ୍ଦର ପ୍ରକୃତ କାରଣ ଅସ୍ପଷ୍ଟ ଥିବା ବେଳେ କେତେକ…

ବିକାଶଠାରୁ ଦୂରରେ ଲୋକନାଥପୁର, ସମୂହ ଭୋଟ୍‌ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଛତ୍ରପୁର,୧୧ା୩(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ବିପୁଳିଙ୍ଗୀ ପଞ୍ଚାୟତର ଲୋକନାଥପୁର ଶାସନ ଗାଁ ବିକାଶର ବହୁ ଦୂରରେ ରହିଛି। ରାସ୍ତାଘାଟଠୁ ନେଇ ମୌଳିକ ସମସ୍ୟାରେ ଜର୍ଜରିତ ଗ୍ରାମବାସୀ ଯାହାକୁ ନେଇ ଭୋଟ ବର୍ଜନ କରିବାକୁ ଚେତାବନୀ ଦେଇଛନ୍ତି। ନିର୍ବାଚନ ସମୟରେ…

ଓଲଟିଲା କ୍ଲୋରିନେଟ୍‌ ପାଉଡର ବୋଝେଇ ଟ୍ରକ୍‌, ଡ୍ରାଇଭର-ହେଲପର ଗୁରୁତର

କୋଟପାଡ଼,୧୧ା୩(ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ଠାରୁ ୩ କିଲୋମିଟର ଦୂର କୁହୁଡ଼ି ଗ୍ରାମ ନିକଟ ୬୩ ନମ୍ବର ଜାତୀୟ ରାଜପଥରେ ଏକ ଟ୍ରକ୍‌ ରବିବାର ରାତିରେ ଓଲଟି ପଡ଼ିଥିବା ବେଳେ ଡ୍ରାଇଭର ଓ ହେଲପର ଗୁରୁତର ହୋଇଥିବା ଜଣାପଡ଼ିଛି। ଟ୍ରକ୍‌ଟି କ୍ଲୋରିନେଟ୍‌…

ବେଆଇନ ବନ୍ଧୁକ କାରବାର: ଦୁର୍ଦ୍ଦାନ୍ତ ଅପରାଧୀ ବାବୁଆ ସହ ୩ ଜଣଙ୍କୁ ବାନ୍ଧିଲା ପୋଲିସ

କଟକ,୧୧ା୩(କାର୍ତ୍ତିକ ସାହୁ): ଜଗତପୁର ଥାନା ପୋଲିସ ବେଆଇନ ବନ୍ଧୁକ କାରବାର କରୁଥିବା ତିନି ଯୁବକଙ୍କୁ ସୋମବାର ଗିରଫ କରିଛି। ସେମାନଙ୍କ ନିକଟରୁ ତିନୋଟି ପିସ୍ତଲ ଓ ଗୋଟିଏ ରିଭଲଭର ସହ ୧୨ଟି ଜୀବନ୍ତ ଗୁଳି ଜବତ କରାଯାଇଛି। ଏଥି ସହ ସେମାନେ…

କଲେଜ ଛାତ୍ରୀଙ୍କ ଉପରେ ମାଡିଗଲା କାର୍‌

ତିହିଡ଼ି,୧୧ା୩(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାସ୍ତାର ନନ୍ଦପୁର ବଜାରରେ ସୋମବାର ପୂର୍ବାହ୍ନରେ କାର୍‌ ଧକ୍କାରେ ଜଣେ କଲେଜ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତା ଛାତ୍ରୀଙ୍କ ନାଁ ପ୍ରଭାସିନୀ ନାୟକ ଏବଂ ସେ ତିହିଡ଼ି ଥାନା ଅଚକ ପଞ୍ଚାୟତ ଅଧୀନ ଖପରାବାଙ୍କ ଗ୍ରାମର ରମାକାନ୍ତ…

ମହିଳାଙ୍କୁ ପଥରରେ ଛେଚି ହତ୍ୟା କରି ଫିଙ୍ଗିଦେଲେ

ବାରଙ୍ଗ,୧୧ା୩: ଭୁବନେଶ୍ୱର ଉପକଣ୍ଠ ବାରଙ୍ଗ ଗୋଡ଼ିସାହି ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମହିଳାଙ୍କୁ ପଥରରେ ଛେଚି କେହି ହତ୍ୟା କରି ଫିଙ୍ଗି ଦେଇଛନ୍ତି। ମୃତଦେହ ନିକଟରୁ କାଠଫାଳିଆ ଏବଂ ପଥର ଜବତ ହୋଇଛି। ହତ୍ୟାର କାରଣ ବର୍ତ୍ତମାନ ପର୍ଯ୍ୟନ୍ତ…

ମାତ୍ର ୫ ଟଙ୍କା ବକେୟା ନାଁରେ ବିଦ୍ୟୁତ୍‌ ଯୋଗାଣ ବିଚ୍ଛିନ୍ନ

ରାୟଗଡ଼ା,୧୧।୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଉପଭୋକ୍ତାଙ୍କ ବିନା କୌଣସି ବକେୟାରେ ଟାଟା ପାୱାର ମନଇଚ୍ଛା ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ କରୁଥିବାରୁ ଉପଭୋକ୍ତାଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଏ ନେଇ ଗ୍ରାହକ ସେବା କେନ୍ଦ୍ରକୁ ପଚାରିଲେ ୫ ଟଙ୍କା ୮୬ ପଇସା…

ସ୍ମାର୍ଟ କ୍ଲାସ୍‌ ନାହିଁ: ନିଟ୍‌, ଓଜେଇରୁ ବଞ୍ଚିତ ଛାତ୍ରୀଛାତ୍ର

ସୁନାବେଡା/ସେମିଳିଗୁଡା,୧୧ା୩ (କୃତ୍ତିବାସ ପ୍ରଧାନ/ବାସୁଦେବ ବରାଡ): ଶିକ୍ଷା ବ୍ୟବସ୍ଥାରେ ସୁଧାର ଆଣିବାକୁ ସରକାର ୫-ଟି ମାଧ୍ୟମରେ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ମାତ୍ର କେତେକ କଲେଜର ଭିତ୍ତିଭୂମି ଥାଇ ସୁଦ୍ଧା ଛାତ୍ରୀଛାତ୍ରମାନେ ଉନ୍ନତ ଶିକ୍ଷା ପ୍ରଣାଳୀରୁ ଲାଭ ପାଇପାରୁନାହାନ୍ତି। ଏପରି ଅଭିଯୋଗ ଆଣିଛନ୍ତି…

ପିପିଲି ବିଡିଓଙ୍କ ଅଫିସ୍‌ ଆକାଉଣ୍ଟରୁ ୩.୭୦ କୋଟି ହଡ଼ପ ମାମଲା: ପୂର୍ବତନ ବ୍ୟାଙ୍କ ମ୍ୟାନେଜର, ଷଡ଼ଯନ୍ତ୍ରକାରୀ ଗିରଫ

ଭୁବନେଶ୍ୱର,୧୧।୩(ସତ୍ୟଜିତ୍‌ ରାଉତ): ଚଞ୍ଚକତା କରି ୩୫ଟି ମୁଦ୍ରାଋଣ ଉଠାଇ ନେଲେ। ଏହାକୁ ଶୁଝିବାକୁ ପୁରୀ ଜିଲା ପିପିଲି ବିଡିଓ ଅଫିସ୍‌ ଆକାଉଣ୍ଟରୁ ୩.୭୦ କୋଟି ଟଙ୍କା ହଡ଼ପ କଲେ। ଏହି ମାମଲାରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ପିପିଲି ଦାଣ୍ଡମୁକୁନ୍ଦପୁରସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?