ମିଳିଲା କନିଷ୍ଠ କିରାଣିଙ୍କ ଝୁଲନ୍ତା ମୃତଦେହ: ବେକରେ ଗାମୁଛା ଲଗାଇ….
ବାଲେଶ୍ୱର, ୨୦।୧( ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟର ଜଣେ କନିଷ୍ଠ କିରାଣିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକ ହେଲେ ସଦର ଥାନା ଆଳୁପୁର ଗ୍ରାମର ସମରଜିତ ପ୍ରଧାନ (୩୧) । କୌଣସି କାରଣରୁ ସେ ଘରେ…
କାକଟପୁର, ଅସ୍ତରଙ୍ଗରେ ଖୋଲିନାହିଁ ଧାନମଣ୍ଡି, ଚିନ୍ତାରେ ଚାଷୀ
କାକଟପୁର/ଅସ୍ତରଙ୍ଗ, ୨୦ା୧(ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ): ପୁରୀ ଜିଲା ଅସ୍ତରଙ୍ଗ ଏବଂ କାକଟପୁର ବ୍ଲକ ଅଞ୍ଚଳରେ ବର୍ତ୍ତମାନ ସୁଦ୍ଧା ଧାନମଣ୍ଡି ଖୋଲିନାହିଁ। ଜାନୁଆରୀ ୧୫ରୁ ୧୭ତାରିଖ ମଧ୍ୟରେ ମଣ୍ଡି ଖୋଲାଯିବାକୁ ଜିଲା ପ୍ରଶାସନ ନିଷ୍ପତ୍ତି ନେଇଥିଲା। ଫଳରେ ଚାଷୀମାନେ ଉତ୍ସାହିତ ହୋଇପଡ଼ିଥିଲେ।…
୩୩ ମାସ ପରେ ମା’କୁ ଫେରି ପାଇଲା ପୁଅ
ଝାରସୁଗୁଡ଼ା,୨୦।୧(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାପାଳ କୁଣାଲ ମୋତିରାମ ଚହ୍ବାଣଙ୍କ ମାର୍ଗଦର୍ଶନରେ ପରିଚାଳିତ ‘ସ୍ନେହ ସେତୁ’ ପଦକ୍ଷେପ ମାଧ୍ୟମରେ ସୋମବାର ପୁଣି ଏକ ବିଚ୍ଛିନ୍ନ ପରିବାର ଏକାଠି ହୋଇଛି। ଦୀର୍ଘ ୨ ବର୍ଷ ୯ ମାସର ପ୍ରତୀକ୍ଷା ପରେ ଝାଡ଼ଖଣ୍ଡର ଅନାମିକା…
ନବବିବାହିତାଙ୍କୁ ନିର୍ଯାତନା, ଦିବ୍ୟାଙ୍ଗ ବାପାଙ୍କୁ ମାଡ଼
ବଳଙ୍ଗା,୨୦ା୧(କେଦାରେଶ୍ୱର ନନ୍ଦ): ଅଧିକ ଯୌତୁକ ଦାବିରେ ବଳଙ୍ଗା ଥାନା ଅଧୀନ ସମେଇପୁର ଗ୍ରାମରେ ଜଣେ ନବବିବାହିତାଙ୍କୁ ନିର୍ଯାତନା ଦିଆଯିବା ସହ ତାଙ୍କ ଦିବ୍ୟାଙ୍ଗ ବାପାକୁ ମାଡ଼ ମରାଯାଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ…
ପ୍ରତିଶ୍ରୁତିରୁ ଓହରିଲା କମ୍ପାନୀ, ଗ୍ରାମବାସୀଙ୍କ ହୋହଲ୍ଲା, ଲୋକଙ୍କୁ ବୁଝାଇ ବିଡିଓ କହିଲେ…
କେନ୍ଦୁଝର,୨୦।୧ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ବ୍ଲକ କୋଦଗାଡିଆଠାରେ ଥିବା ବସୁଧା ଯୋଜନାର ପ୍ରକଳ୍ପ ନିର୍ମାଣ ସମୟରେ ଅନୁଷ୍ଠିତ ପଲ୍ଲୀସଭାରେ ଦେଇଥିବା ପ୍ରତିଶ୍ରୁତିରୁ କମ୍ପାନୀ ଓହରିଯିବାରୁ ମଙ୍ଗଳବାର ଗ୍ରାମବାସୀ କମ୍ପାନୀ ବାହାରେ ହୋହଲ୍ଲା କରିଛନ୍ତି। ଏହା ସହ କାର୍ଯ୍ୟାଳୟ ଗେଟ୍ରେ ତାଲା…
ପୂଜାର୍ଚ୍ଚନା ପରେ ନୟାଗଡ଼ରୁ ପୁରୀ ଅଭିମୁଖେ ଗଲା ରଥକାଠ
ନୟାଗଡ଼,୨୦।୧(ଲୋକନାଥ ମିଶ୍ର): ପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ନୟାଗଡ଼ ଜିଲା ଦଶପଲ୍ଲା ଅଞ୍ଚଳରୁ ମଙ୍ଗଳାର ୩ଟି ଟ୍ରକ୍ରେ ଅସନ ୪୦, ଧଉରା ୪୩ ଓ ମତରେ ୮୩ ଖଣ୍ଡ ରଥ କାଠ ପୁରୀ ଅଭୀମୁଖେ ଯାତ୍ରା କରିଛି । ଏ ନେଇ…
ଫାଣ୍ଡି ସାମ୍ନାରେ ବସ୍କୁ ଧକ୍କା ଦେଲା ଟ୍ରଲର, ଯୋଡାରୁ ଟାଟାକୁ ଯାଉଥିବାବେଳେ…
କେନ୍ଦୁଝର,୨୦।୧ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଚମ୍ପୁଆ ସୀମାନ୍ତ ଝାଡ଼ଖଣ୍ଡର ଜଗନ୍ନାଥପୁର ଥାନା ଅଧିନସ୍ଥ ଜୟନ୍ତୀଗଡ଼ ଫାଣ୍ଡି ସାମ୍ନାରେ ମଙ୍ଗଳବାର କାରଓ୍ବା ନାମକ ଯାତ୍ରୀବାହୀ ବସ୍କୁ ଏକ ଟ୍ରଲର ଧକ୍କା ଦେଇଛି। ବସ୍ଟି ଯୋଡାରୁ ଆସୁଥିବାବେଳେ ଏହି ଦୁର୍ଘଟଣା ଘଟିଛି।…
ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଗ୍ରାମସଭା: ଏହି ସବୁ ଦାବି କଲେ ଜମି ହରାଉଥିବା ଲୋକେ, ଏକକାଳୀନ ୫ କୋଟି ଟଙ୍କା ସହ…
ପାଟଣା ,୨୦।୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳରେ ପ୍ରସ୍ତାବିତ ଜେଏସଡବ୍ଲୁ ଓ ପସ୍କୋ ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବାରଡାଙ୍ଗୁଆ ଗ୍ରାମରେ ମଙ୍ଗଳବାର ଦ୍ୱିତୀୟ ଗ୍ରାମସଭା ଅନୁଷ୍ଠିତ ହୋଇଛି। ଅତିରିକ୍ତ ଜିଲାପାଳ ରବୀନ୍ଦ୍ର ପ୍ରଧାନଙ୍କ ତତ୍ତ୍ୱାବଧାନରେ ଏହି…
ଚାଷଜମିରୁ ବୋମା ଜବତ; ଆତଙ୍କିତ ଗ୍ରାମବାସୀ, ପୋଲିସର ତଦନ୍ତ…
ଦିଗପହଣ୍ଡି,୨୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବୋମକେଇ ପଞ୍ଚାୟତ କୁମରଡ଼ା ଗ୍ରାମ ବଡ଼ବନ୍ଧ ପୋଖରୀ ନିକଟ ଚାଷଜମିରେ ବୋମା ଆତଙ୍କ । ରଘୁ ପ୍ରଧାନଙ୍କ ଘର ବାରିପଟ ଚାଷଜମିରୁ ମଙ୍ଗଳବାର ସକାଳେ କେତୋଟି ହାତବୋମାକୁ ପୋଲିସ ଜବତ କରି…
ନୂଆଦିଲ୍ଲୀରେ ଦୁଲୁକିବ କଳାହାଣ୍ଡିର ଘୁମୁରା, ବଜାଶାଲ: ଜଲଓ୍ବା ଦେଖାଇବେ ପ୍ରତିଭା ଅନୁଷ୍ଠାନର କଳାକାର
ଭବାନୀପାଟଣା,୨୦ା୧(ଉତ୍ତମ କୁମାର ଦାଶ):ବନ୍ଦେ ମାତରମ୍ ଗୀତର ୧୫୦ ବର୍ଷ ପୂର୍ତ୍ତି ସମାରୋହ ଉପଲକ୍ଷେ ନୂଆଦିଲ୍ଲୀ ରାଜପଥରେ ଆସନ୍ତା ୨୬ ତାରିଖ ସାଧାରଣତନ୍ତ୍ର ଦିବସରେ କଳାହାଣ୍ଡିର ଘୁମୁରା ଓ ବଜାଶାଲ ଦୁଲିକିବ। ଭାରତର ପ୍ରତ୍ୟେକ ରାଜ୍ୟର ୨୫ଶହ କଳାକାରଙ୍କୁ ନେଇ ଲୋକନୃତ୍ୟ ଓ…
ତେଲିବନ୍ଧ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଅଜଣା ଗାଡ଼ି ଧକ୍କାରେ ୨ ମୃତ, କାରକୁ ଘୋଷାଡ଼ି…
ବୋୖଦ୍ଧ, ୨୦ା୧( ଅଜିତ କୁମ୍ଭୀର ବାରିକ) – ବୌଦ୍ଧ ଜିଲା ୫୭ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ତେଲିବନ୍ଧ ଛକ ନିକଟରେ ମଙ୍ଗଳବାର ଭୋର ସମୟରେ ଏକ ଅଜଣା ଗାଡ଼ି ଏକ କାରକୁ ଧକ୍କା ଦେବା…
ବଳଦେବଜୀଉ ମନ୍ଦିରକୁ ବୋମାରେ ଉଡାଇବାକୁ ଧମକ, କାର୍ଯ୍ୟାନୁଷ୍ଠାନ ପାଇଁ ଏସ୍ପିଙ୍କୁ…
କେନ୍ଦ୍ରାପଡ଼ା, ୨୦ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସହରର ଇଚ୍ଛାପୁରସ୍ଥ ବଳଦେବଜୀଉ ମନ୍ଦିରକୁ ଖୁବ ଶୀଘ୍ର ବୋମାରେ ଉଡାଇ ଦିଆଯିବ। ଏପ୍ରକାର ଏକ ପୋଷ୍ଟ ସାମାଜିକ ଗଣମାଧ୍ୟମରେ ସୋମବାର ଘୂରି ବୁଲୁଛି । ଯାହା ଏବେ ଶ୍ରଦ୍ଧାଳୁଙ୍କ ମନରେ ବିସ୍ମୟ ସୃଷ୍ଟି କରିବା ସହିତ…
Archives


