ଆମ ଜିଲା ଖବର

ସ୍ୱାସ୍ଥ୍ୟ ବ୍ୟବସ୍ଥାର ବିକଳ ଚିତ୍ର: ବାଇକ୍‌ରେ ଗଲା ମୃତଦେହ

ଲଇକେରା, ୫।୭ (ରଞ୍ଜନ କୁମାର ମେହେର): ଝାରସୁଗୁଡ଼ା ଜିଲା ଲଇକେରା ବ୍ଲକ ଅନ୍ତର୍ଗତ ଭାତଲଇଡା ପଞ୍ଚାୟତର ଉଡ଼ିଆପାଲି ଗ୍ରାମରୁ ସ୍ୱାସ୍ଥ୍ୟ ବ୍ୟବସ୍ଥାର ଏକ ହୃଦୟବିଦାରକ ଓ ଲଜ୍ଜାଜନକ ଚିତ୍ର ସାମ୍ନାକୁ ଆସିଛି। ସ୍ଥାନୀୟ ମୁନ୍ଦ୍ରାଜୋର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର (ସିଏଚସି)ରେ ଶବବାହକ…

ଦାରିଙ୍ଗବାଡି ଅଞ୍ଚଳରେ ଲଗାଣ ବର୍ଷା: ସିମନବାଡି–ତିଲୋରୀ ଯାତାୟାତ ଠପ୍

ଦାରିଙ୍ଗବାଡି, ୫।୭ (ଅରୁଣ ସାହୁ): କନ୍ଧମାଳ ଜିଲ୍ଲାର ଦାରିଙ୍ଗବାଡି ବ୍ଲକରେ ଗତ କିଛିଦିନ ଧରି ଲଗାଣ ବର୍ଷା ଜାରି ରହିଥିବାରୁ ଜନଜୀବନ ବେହାଲ ହୋଇପଡ଼ିଛି। ଲଗାଣ ବର୍ଷା ଫଳରେ ବ୍ଲକର ତିଲୋରୀ ପଞ୍ଚାୟତକୁ ସଂଯୋଗ କରୁଥିବା ଗୁମାଡି ନଦୀର ଜଳସ୍ତର ବହୁ…

ବର୍ଷା ପାଇଁ ଭଞ୍ଜନଗର ୱାଟର ପାର୍କବନ୍ଦ: ଜଳଭଣ୍ଡାରର ଜଳସ୍ତର ବୃଦ୍ଧି

ଭଞ୍ଜନଗର, ୫।୭ (ବାବୁଲା ପ୍ରଧାନ): ମୌସୁମୀ ବର୍ଷା ଆରମ୍ଭ ହେବା ସହ ଭଞ୍ଜନଗର ୱାଟର ପାର୍କରେ ପର୍ଯ୍ୟଟକଙ୍କ ସଂଖ୍ୟା ଯଥେଷ୍ଟ କମିଯାଇଛି। ଅନ୍ୟପକ୍ଷରେ ପରିଚାଳନା ଖର୍ଚ୍ଚ ବଢ଼ିବା ଫଳରେ କ୍ଷତି ମଧ୍ୟ ବୃଦ୍ଧି ପାଉଥିବାରୁ ଜଳସମ୍ପଦ ବିଭାଗ ଦ୍ୱାରା ପରିଚାଳିତ ରାଜ୍ୟର…

ଗାଲେରୀ କାଳୀ ମନ୍ଦିରରୁ ବଡ଼ ଧରଣର ଚୋରି; କୋଟି କୋଟି ଟଙ୍କାର ଅଳଙ୍କାର ଲୁଟ୍‌

ଭଞ୍ଜନଗର, ୫।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳରେ ଚୋରି ଓ ଡକାୟତି ଘଟଣା ଦିନକୁ ଦିନ ବଢ଼ୁଥିବା ବେଳେ ରବିବାର ସକାଳେ ଆଉ ଏକ ବଡ଼ ଧରଣର ଚୋରି ଘଟଣା ସାମ୍ନାକୁ ଆସିଛି। ତାରସିଂ ଥାନା ଅନ୍ତର୍ଗତ ପ୍ରସିଦ୍ଧ…

ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ: ହତ୍ୟା କରି ଦିଆଯାଉଛି ଦୁର୍ଘଟଣାର ରୂପ

ନୂଆପଡ଼ା,୫।୭ (ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ କୋଟେନଚୁଆ ପଞ୍ଚାୟତ ତିଲେଇଝର ଗାଁରେ ଶୁକ୍ରବାର ରାତିରେ ଜଣେ ଯୁବକଙ୍କ ଟ୍ରାକ୍ଟରରୁ ପଡି ମୃତ୍ୟୁ ଘଟିଥିବା ଖରିଆର ରୋଡ ଜୋଙ୍କ ଥାନାରେ ଅଭିଯୋଗ ହୋଇଛି। ମୃତକ ହେଲେ ତିଲେଇଝର ଗାଁର ରାଜେଶ ସାହୁ…

ପୋଡ଼ମପେଟା ପରେ ଏବେ ଆର୍ଯ୍ୟପଲ୍ଲୀ: କୂଳ ଲଙ୍ଘୁଛି ସମୁଦ୍ର, ଚିନ୍ତାରେ ମତ୍ସ୍ୟଜୀବୀ ସମ୍ପ୍ରଦାୟ

ଛତ୍ରପୁର, ୫।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ସମୁଦ୍ର କୂଳ କ୍ଷୟକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ପୋଡ଼ମପେଟା ସମେତ ବିଭିନ୍ନ ଉପକୂଳବର୍ତ୍ତୀ ଅଞ୍ଚଳରେ ସମୁଦ୍ର କୂଳ ଲଙ୍ଘନ କରୁଥିବା ବେଳେ ଏବେ ଛତ୍ରପୁର ଉପକଣ୍ଠର ବଡ଼ ଆର୍ଯ୍ୟପଲ୍ଲୀ, ସାନ ଆର୍ଯ୍ୟପଲ୍ଲୀ…

ଦେଶୀ, ବିଦେଶୀ ମଦ ଜବତ, ମହିଳାଙ୍କ ସମେତ ଅନ୍ୟ ଜଣେ ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୪ା୭(ଅଶେଷ ନାଥ ମିଶ୍ର): ଦେଶୀ ଓ ବିଦେଶୀ ମଦ କାରବାର ଅଭିଯୋଗରେ ପୋଲିସ ଜଣେ ମହିଳା ଓ ଜଣେ ପୁରୁଷଙ୍କୁ ଗିରଫ କରିଛି। ସେମାନେ ହେଲେ ସାନୁ ସାହୁ ଓ ଇନ୍ଦୁ ନାୟକ। ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଜିଉରା ଗ୍ରାମ…

ବୀରମହାରାଜପୁର ପ୍ରବଳ ବର୍ଷା, ପୂର୍ବତନ ସରପଞ୍ଚଙ୍କ ଘରେ ପସିଲା ପାଣି

ବୀରମହାରାଜପୁର,୪।୭(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳର ଶନିବାର ସାରୁ ତୁହାକୁ ତୁହା ବର୍ଷା ଲାଗି ରହିଛି। ଫଳରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ପ୍ରବଳ ବର୍ଷା ଯୋଗୁ ବୀରମହାରାଜପୁର ବ୍ଲକ ବାଗବର ପଞ୍ଚାୟତ କେନ୍ଦୁପାଲି ଗ୍ରାମରେ ଅନେକ ଘରେ…

ଦଶମନ୍ତପୁରରେ ରେକର୍ଡ ଭାଙ୍ଗିଲା ବର୍ଷା

କୋରାପୁଟ/ନନ୍ଦପୁର,୪ା୭(ଅମିତାଭ ବେହେରା/ତୁଷାରକାନ୍ତ ମହାନ୍ତି)-କୋରାପୁଟ ଜିଲାରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ସହରର ମିଶନ କମ୍ପାଉଣ୍ଡ ଛକରେ ଗଛ ପଡ଼ି ୨୬ ନଂ. ଜାତୀୟ ରାଜପଥ ଅବରୋଧ ହୋଇଛି। ସହରର ଉପକଣ୍ଠ ରେଲଓ୍ବେ ଓଭର ବ୍ରିଜ୍‌ ନିକଟରେ ଆଣ୍ଠୁଏ ବର୍ଷା…

ଚିକିତ୍ସାରେ ଅବହେଳା, ପ୍ରସୂତିଙ୍କ ମୃତ୍ୟୁର ତଦନ୍ତ ନିର୍ଦ୍ଦେଶ ଦେଲେ ଜିଲାପାଳ

ବରଗଡ଼,୪।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁରସ୍ଥିତ ଏକ ଘରୋଇ ନର୍ସିଂହୋମ୍‌ରେ ଚିକିତ୍ସାରେ ଅବହେଳା କରାଯାଇଥିବା ଯୋଗୁ ପ୍ରସୂତିଙ୍କ ମୃତ୍ୟୁ ଅଭିଯୋଗ ଘଟଣାକୁ ଜିଲାପାଳ ଆଦିତ୍ୟ ଗୋୟଲ ଗୁରୁତ୍ୱର ସହିତ ନେଇଛନ୍ତି। ଶନିବାର ଜିଲାପାଳ ଗୋୟଲ ଏହି ଘଟଣାକୁ ନେଇ କହିଛନ୍ତି, ବିଜେପୁରସ୍ଥିତ…

ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୫ ଅସୁସ୍ଥ, ମେଡିକାଲରେ ଭର୍ତ୍ତୀ

କଲ୍ୟାଣସିଂହପୁର,୪।୭(ଦୀପକ କୁମାର ପରିଡା): କଲ୍ୟାଣସିଂହପୁର ବ୍ଲକ ସୀମାନ୍ତ କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଅନ୍ତର୍ଗତ ବିଜେପୁର ପଞ୍ଚାୟତ ଫୁକେର ଗାଁରେ ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୫ଜଣ ଅସୁସ୍ଥ ହୋଇପଡ଼ିଥିବା ଘଟଣା ସାମ୍ନାକୁ ଆସିଛି। ସମସ୍ତଙ୍କୁ କଲ୍ୟାଣସିଂହପୁର ଗୋଷ୍ଠୀ ସ୍ବାସ୍ଥ୍ୟ…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଛାତ୍ରୀ ଗୁରୁତର, ବିଧାୟକ ମେଡିକାଲରେ ପହଞ୍ଚି…

ଗଞ୍ଜାମ,୪ା୭(ବିଦ୍ୟାଧର ସାହୁ): ଗଞ୍ଜାମ ଥାନା ଅନ୍ତର୍ଗତ ଓ୍ବାର୍ଡ ନଂ ୧୧ ଦାମୋଦରପୁର ଗ୍ରାମର ଭାସ୍କର ବେହେରାଙ୍କ ଝିଅ ବିଜ୍ଞାନ ଛାତ୍ରୀ ସ୍ମୃତିମୟୀ ବେହେରା ଶନିବାର ଅପରାହ୍ନରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଆହତ ହୋଇଥିଲେ। ଘର ଲୋକେ ତାଙ୍କୁ ସଙ୍ଗେ ସଙ୍ଗେ ଛତ୍ରପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?