ଆମ ଜିଲା ଖବର

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ ଭଗବାନ ପଣ୍ଡା ଗୁରୁବାର ସନ୍ଧ୍ୟାରେ ଦଳରୁ ଇସ୍ତଫା ଦେଇଛନ୍ତି । ଏନେଇ ସେ ରାଜ୍ୟ…

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ମୃତକମାନେ ଦର୍ଲିପାଲି ଅଞ୍ଚଳର ହୋଇଥିବା ଜଣାପଡ଼ିଛି। ଗୁରୁବାର ବିଳମ୍ବିତ…

ଚାଷୀ ଦେଉଛନ୍ତି ଜଳକର, ଜମିରେ ମାଡୁନି ପାଣି

ନୂଆଗାଁ,୨୬।୪( ଧନେଶ୍ୱର ସାହୁ): ଚାଷ ଜମିକୁ ଜଳସେଚନର ସୁବିଧା ଯୋଗାଇ ଦେବା ପାଇଁ ସରକାର ଅନେକ କୋଟି ଟଙ୍କା ବ୍ୟୟ କରୁଛନ୍ତି। ଜଳସେଚନ ପ୍ରକଳ୍ପ ନିର୍ମାଣ ପରେ ଚାଷ ଜମିରେ ପାଣି ମାଡୁ ଥିବା ସରକାରୀ ରିପୋର୍ଟ କହୁଛି। ସେହି ଅନୁସାରେ…

ପ୍ରଶାସନିକ ଅବହେଳା, ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ

ପଟ୍ଟାମୁଣ୍ଡାଇ, ୨୬ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଅଞ୍ଚଳରେ କାର୍ଯ୍ୟରତ ସରକାରୀ କର୍ମଚାରୀ, ଜନପ୍ରତିନିଧିମାନେ ସାମ୍ବିଧାନିକ ବିଧି ବ୍ୟବସ୍ଥାର ନୀତିନିୟମ ଓ ଆଇନକୁ ଉଲ୍ଲଂଘନ କରି ମନଇଚ୍ଛା କାର୍ଯ୍ୟ କରିଚାଲିଛନ୍ତି। ଏଥିଯୋଗୁ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇଛି। ଫଳରେ ସାଧାରଣ ଲୋକେ…

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି ନିର୍ବାଚନମଣ୍ଡଳୀ ଗଠିତ। ଏହି ନିର୍ବାଚନମଣ୍ଡଳୀରେ ସବୁବେଳେ ରୋଚକ ପ୍ରତିଦ୍ୱନ୍ଦ୍ୱିତା ଦେଖିବାକୁ ମିଳେ। ତେବେ ଏଠାରେ…

ଶୁଖୁଛି ଜଳଭଣ୍ଡାର, ସଙ୍କଟରେ ହାତୀ

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଛି। ଅତ୍ୟଧିକ ଉତ୍ତାପରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଗରମ ସାଙ୍ଗକୁ ନଦୀ, ନାଳ, କୂଅ, ପୋଖରୀ ଓ ଜଳଭଣ୍ଡାରରେ ଜଳସ୍ତର ହ୍ରାସ ପାଇବା ସହ ଶୁଖିବାକୁ ବସିଛି। ଏଭଳି…

ମା’ଙ୍କ ସହ ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କଲେ ସାଇନା

ପୁରୀ,୨୬ା୪(ଅଜିତ୍‌ ମହାନ୍ତି):ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ତାରକା ସାଇନା ନେହ୍ବାଲ୍‌ ଗୁରୁବାର ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ସାଇନା ଭୁବନେଶ୍ୱରରେ ପହଞ୍ଚିବା ପରେ ଓଡ଼ିଶା ବ୍ୟାଡ୍‌ମିଣ୍ଟନ ଫେଡେରେଶନର କର୍ମକର୍ତ୍ତାମାନେ ତାଙ୍କୁ ସ୍ବାଗତ କରିଥିଲେ। ପରେ ସାଇନା ଓ ତାଙ୍କ ମା’ ମହାପ୍ରଭୁଙ୍କ ଦର୍ଶନ…

କଳାହାଣ୍ଡି: ଦାଦନ ଘରେ ତାଲା

ଭବାନୀପାଟଣା,୨୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଏବେ ଦାଦନ ସମସ୍ୟା ଉତ୍କଟ ରୂପ ଧାରଣ କରିଛି। କାମ ଅନ୍ବେଷଣରେ ପ୍ରତିବର୍ଷ ଏଠାରୁ ବହୁସଂଖ୍ୟାରେ ଲୋକ ଦାଦନ ଖଟିବାକୁ ଅନ୍ୟ ରାଜ୍ୟକୁ ଯାଉଛନ୍ତି। ସେଠାରେ କାମ କରୁଥିବା ସମୟରେ ଅନେକ ଶ୍ରମିକଙ୍କ ବିଭିନ୍ନ…

ବାଲି ଚୋରାଚାଲାଣ ବଢୁଛି

ରଘୁନାଥପୁର,୨୬।୪(ରାଜେନ୍ଦ୍ର ନାରାୟଣ ସିଂହ): ବାଲି ସୈରାତଗୁଡ଼ିକର ନିଲାମରେ ସ୍ବଚ୍ଛତା ଆଣିବା ପାଇଁ ସରକାର ଏବେ ଏହି ପ୍ରକ୍ରିୟାକୁ ତହସିଲ ଅଧୀନରୁ କାଢ଼ିନେଇ ଖଣି ବିଭାଗକୁ ହସ୍ତାନ୍ତର କରିଛନ୍ତି। ହେଲେ ବାଲିସୈରାତଗୁଡିକୁ ତଦାରଖ କରିବା ପାଇଁ ଖଣି ବିଭାଗ କର୍ମଚାରୀମାନଙ୍କ ସେତେଟା ତତ୍ପରତା…

ଏକାଠି ଶୋଭାଯାତ୍ରାରେ ଯିବେ ପ୍ରଶାନ୍ତ, ଚିରଞ୍ଜୀବ

ଜଗତ୍‌ସିଂହପୁର,୨୬ା୪(ପ୍ରମୋଦ କୁମାର ନାୟକ): ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡି ବିଜେଡିରେ ମିଶିଲା ପରେ ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ରାଜନୈତିକ ପରିବେଶ ବଦଳିବାରେ ଲାଗିଛି। ଦଳ ପ୍ରଶାନ୍ତ ମୁଦୁଲିଙ୍କୁ ପୁଣିଥରେ ବିଧାୟକ ପ୍ରାର୍ଥୀ କରିଥିବା ବେଳେ ଚିରଞ୍ଜୀବ ନିରାଶ ହୋଇଛନ୍ତି। ତଥାପି କ୍ଷମତା…

ପ୍ରବାସୀ ଶ୍ରମିକଙ୍କ ଉପରେ ନେତାଙ୍କ ଆଖି

କେନ୍ଦ୍ରାପଡ଼ା,୨୬ା୪ (ଜଗନ୍ନାଥ ଧଳ): ଦାଦନ ସମସ୍ୟାରେ ପୀଡିତ କେନ୍ଦ୍ରାପଡ଼ା ଜିଲାର ଶ୍ରମିକଙ୍କ ଉପରେ ଚଳିତ ସାଧାରଣ ନିର୍ବାଚନର ପ୍ରର୍ଥୀଙ୍କ ଆଖିପଡିଛି। ଏଥିପାଇଁ ପରିବାର ଓ ଦଳୀୟ କର୍ମୀଙ୍କ ସହାୟତାରେ ଘରକୁ ଫେରିବା ପାଇଁ ଟିକେଟ ବ୍ୟବସ୍ଥା ହେଉଛି। କରୋନା ସଂକ୍ରମଣ ସମୟରେ…

ମାପଚୁପ ରିପୋର୍ଟ ଦାଖଲରେ ବିଳମ୍ବ

ଯାଜପୁର,୨୬ା୪(ହର୍ଷବର୍ଦ୍ଧନ ବେହେରା): ଶିଳ୍ପାୟନ ନାମରେ ଯାଜପୁର ଜିଲାରେ ଶିଳ୍ପସଂସ୍ଥାଙ୍କ ମନମାନି ବଢିବାରେ ଲାଗିଛି। କାରଖାନା ପ୍ରତିଷ୍ଠା ପାଇଁ ଶିଳ୍ପପତିମାନେ ଭୂଅର୍ଜନ ସକାଶେ ଇଡ୍‌କୋ ଜରିଆରେ ଦରଖାସ୍ତ କରି ଜମି ଅକ୍ତିଆର କରୁଛନ୍ତି। ଉକ୍ତ ଜମିରେ ଯଦି ବହୁ ମୂଲ୍ୟବାନ ଲଘୁ ଖଣିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?