ଆମ ଜିଲା ଖବର

ଗାଁକୁ ରାସ୍ତା ନାହିଁ ତ ନେତାଙ୍କୁୁ ଭୋଟ ନାହିଁ

ବାରିପଦା,୭ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ)ଦେଶ ସ୍ବାଧୀନତାର ୭୭ବର୍ଷ ପରେ ମଧ୍ୟ ଗଁାକୁ ଭଲ ରାସ୍ତା ନାହିଁ ା ମାଳ ମାଳ ସରକାରୀ ଯୋଜନା କାର୍ଯ୍ୟକାରୀ ହେଉଥିବା ବେଳେ ମୌଳିକ ସୁବିଧା ମିଳି ପାରୁନାହିଁ। ଜିଲାରେ ଜଣେ କେନ୍ଦ୍ରମନ୍ତ୍ରୀଙ୍କ ସମେତ ୩ ମନ୍ତ୍ରୀ ଥାଇ…

ସେତେବେଳେ କୋରେଇ, ଏବେ ଧର୍ମଶାଳା

ରସୁଲପୁର,୭ା୩(ରଞ୍ଜିତ ରାଉତ):ସାଧାରଣ ନିର୍ବାଚନ ପାଖେଇ ଆସିଲେ ବିଜେଡିର ନେତା ଓ କର୍ମୀଙ୍କ ମିଶାଣ ଫେଡ଼ାଣକୁ ନେଇ ଦଳ ବେଶୀ ଚର୍ଚ୍ଚାରେ ରହିଥାଏ। ଯାଜପୁର ଜିଲାରେ ନିର୍ବାଚନ ପୂର୍ବରୁ ବିଜେଡି ଛାଡ଼ିଥିବା ଛାମୁଆ ନେତାଙ୍କୁ ଫେରାଇ ଆଣିବା ପାଇଁ ଦଳ ସମାନ ରଣନୀତି…

ପଟ୍ଟାମୁଣ୍ଡାଇରେ ବଢୁଛି ନକଲି ବ୍ରାଣ୍ଡ୍‌ ଔଷଧ କାରବାର

ପଟ୍ଟାମୁଣ୍ଡାଇ, ୭ା୩ (କଳ୍ପତରୁ ନାୟକ)କେନ୍ଦ୍ରାପଡ଼ା ଜିଲା ଭେଷଜ ନିୟନ୍ତ୍ରକଙ୍କ ବିଭାଗର ଅଧିକାରୀ ପଟ୍ଟାମୁଣ୍ଡାଇ ଅଞ୍ଚଳ ପାଇଁ ଏକପ୍ରକାର ନୀରବତା ଅବଲମ୍ବନ କରୁଥିବାରୁ ଗ୍ରାମାଞ୍ଚଳଠାରୁ ସହରାଞ୍ଚଳ ପର୍ଯ୍ୟନ୍ତ ବ୍ୟାପକ ଭାବେ ବେଆଇନ ଔଷଧ କାରବାର ବୃଦ୍ଧି ପାଉଛି। ନିମ୍ନମାନର ଔଷଧ ସାଙ୍ଗକୁ ନକଲି…

ଇରାନୀ, ଲାଲା ଶଙ୍ଖ ଧରିବା ନେଇ ଚର୍ଚ୍ଚା

ନୟାଗଡ଼,୭।୩(ଲୋକନାଥ ମିଶ୍ର): ଭାଜପା ନେତ୍ରୀ ଇରାନୀ ରାୟ ଓ ଭାଜପାର ପୂର୍ବତନ ନୟାଗଡ଼ ଜିଲା ସଭାପତି ଲାଲା ମନୋଜ ରାୟ ଦଳୀୟ ସମର୍ଥକଙ୍କ ସହ ବିଜେଡିରେ ଯୋଗ ଦେବେ ବୋଲି ଚର୍ଚ୍ଚା ହେଉଛି। ଏନେଇ ନିର୍ବାଚନ ମଣ୍ଡଳୀସ୍ତରୀୟ ଓ ରାଜ୍ୟସ୍ତରରେ ପ୍ରସ୍ତୁତି…

ଅଭିଜ୍ଞତାରୁ ସଫଳ ଉଦ୍ୟୋଗୀ

ଯାଜପୁର ଜିଲାର ଏକ ମଧ୍ୟବିତ୍ତ ପରିବାରରେ ଜନ୍ମଗ୍ରହଣ କରି ମଧ୍ୟ ସେ ନିଜ ଉଦ୍ୟମ ଓ ଅଭିଜ୍ଞତାରୁ ଆଜି ଜଣେ ସଫଳ ଉଦ୍ୟୋଗୀ ହୋଇପାରିଛନ୍ତି। ଏପରିକି ଉଚ୍ଚ ଶିକ୍ଷା ସମାପ୍ତ ପରେ ସେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରୁ ଉଚ୍ଚତର ଶିକ୍ଷା ଏବଂ ଇଗ୍ନୁରୁ…

କଂଗ୍ରେସ ଛାଡ଼ିଲେ ରାଜନାରାୟଣ

ଚଣ୍ଡିଖୋଲ,୭ା୩(ପ୍ରଦୀପ୍ତ କୁମାର ପୃଷ୍ଟି): ଯାଜପୁର ଜିଲା ବଡ଼ଚଣା କଂଗ୍ରେସର ବରିଷ୍ଠ ନେତା ତଥା ପିସିସି ସମ୍ପାଦକ କ୍ୟାପ୍‌ଟେନ ରାଜନାରାୟଣ ମହାପାତ୍ର ବୁଧବାର ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ…

ନିର୍ବାଚନ ପୂର୍ବରୁ ପୁଣି ଜଣେ ଭାଜପା ନେତାଙ୍କୁ ମାଓବାଦୀଙ୍କ ହତ୍ୟା

ମାଲକାନଗିରି,୭ା୩(ଦୁର୍ଯ୍ୟୋଧନ ପାତ୍ର)ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁରରେ ମାଓବାଦୀମାନେ ପୁଣି ଜଣେ ଭାଜପା ନେତାଙ୍କୁ ବୁଧବାର ଗୁଳି କରି ହତ୍ୟା କରିବା ସହ ତାଙ୍କ ଜେସିବିରେ ନିଅଁା ଲଗାଇ ଦେଇଛନ୍ତି। ଏହି ଘଟଣା ଜଙ୍ଗଲାର କୋଟାମେଟା ଅଞ୍ଚଳରେ ଘଟିଛି। ସୂଚନା ଅନୁଯାୟୀ,…

ପରିବାରବାଦ ରାଜନୀତିରୁ ବାହାରିପାରେ ଅନୁଗୋଳ

ଅନୁଗୋଳ, ୭।୩ (ଅମିତ କୁମାର ସାମଲ): ଦୀର୍ଘ ୨୪ ବର୍ଷର ବିଜେଡି ନେତୃତ୍ୱାଧୀନ ସରକାରରେ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରେ ଚାଲିଛି ପରିବାରବାଦ ରାଜନୀତି। ୨୦୦୦ ମସିହାରୁ ଏହି ଆସନ ରଜନୀକାନ୍ତ ସିଂହଙ୍କ ପରିବାର ଅକ୍ତିଆରରେ ରହିଆସିଛି। ୨୦୦୦ ନିର୍ବାଚନରେ ରଜନୀକାନ୍ତଙ୍କ ପିତା…

ଆଜି ବିଜେଡିରେ ସାମିଲ ହୋଇପାରନ୍ତି ବିଜୟ ମହାପାତ୍ରଙ୍କ ପୁଅ

ଡେରାବିଶ,୭ା୩(ବେବର୍ତ୍ତା ଅଜୟ ଦାସ): ମଙ୍ଗଳବାର ଅର୍ଥାତ୍‌ ମାର୍ଚ୍ଚ ୫ ଥିଲା ପ୍ରବାଦ ପୁରୁଷ ବିଜୁବାବୁଙ୍କ ଜୟନ୍ତୀ। ପାଟକୁରାରେ ସମାନ୍ତରାଳ ଭାବେ ବିଜୁ ଜୟନ୍ତୀ କରାଯିବା ସହ ବିଜେଡି ନେତାମାନେ ନିଜର ଶକ୍ତି ପ୍ରଦର୍ଶନ କରିଥିଲେ। ଏହା ପାଟକୁରା ରାଜନୀତିକୁ ସରଗରମ କରିଛି।…

ଜାଲରେ ପଡ଼ିଲା ବିରଳ ମାଛ ସୋଲପାଟିଆ

ଚାନ୍ଦବାଲି, ୭।୩(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ଧାମରା ମୁହାଣ ଚନ୍ଦିନୀପାଳରେ ମତ୍ସ୍ୟଜୀବୀଙ୍କ ଜାଲରେ ପଡ଼ିଛି ବିରଳ ପ୍ରଜାତିର ମାଛ ସୋଲପାଟିଆ। ବଜାରରେ ଏହି ମାଛର ଦାମ୍‌ ଅଧିକ ରହିଥିବା ବେଳେ ୭ଟି ମାଛକୁ କେଜି ପ୍ରତି ୮ହଜାର ୭୦୦ ଟଙ୍କା…

ବାବା ଆଖଣ୍ଡଳମଣିଙ୍କ ବିଗ୍ରହରେ ରୁପା ଛାଉଣି

ଚାନ୍ଦବାଲି,୭।୩ (କିଷାନ ପାତ୍ର): ଭଦ୍ରକ ଜିଲା ଆରଡ଼ି ପୀଠରେ ବାବା ଆଖଣ୍ଡଳମଣିଙ୍କ ବିଗ୍ରହରେ ରୁପା ଛାଉଣି କରାଯାଇଛି। ଭଦ୍ରକ ଗୁଜରାଟୀ ମହାସଂଘ ପକ୍ଷରୁ ୧ କୁଇଣ୍ଟାଲ ୨୬ କିଲୋ ଓଜନର ରୁପା ଅଳଙ୍କାର ମଙ୍ଗଳବାର ଦାନ କରାଯାଇଥିଲା। ଏହାର ଆନୁମାନିକ ମୂଲ୍ୟ…

ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀ ହତ୍ୟାର ସିବିଆଇ ତଦନ୍ତ ମାମଲା: ଖାରଜ ପାଇଁ ରାଜ୍ୟ ସରକାରଙ୍କ ଆବେଦନ

କଟକ,୬ା୩(କାର୍ତ୍ତିକ ସାହୁ): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀ ହତ୍ୟାର ସିବିଆଇ ତଦନ୍ତ ପାଇଁ ହାଇକୋର୍ଟରେ ରୁଜୁ ମାମଲାର ଶୁଣାଣି ବୁଧବାର ହୋଇଛି। ରାଜ୍ୟ ସରକାର ଜବାବ ଦାଖଲ କରି ଉକ୍ତ ମାମଲାରେ ଅଭିଯୁକ୍ତମାନଙ୍କୁ ନିମ୍ନ ଅଦାଲତରେ ଦଣ୍ଡବିଧାନ ହୋଇସାରିଛି ବୋଲି ଦର୍ଶାଇଛନ୍ତି। ୨୦୧୩ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?